Home Left

ପାକିସ୍ତାନରେ ହେବ ୨୦୨୫ ଚାମ୍ପିୟନ୍ସ ଟ୍ରଫି

ଦୁବାଇ,୧୬।୧୧: ୨୦୨୪ରୁ ୨୦୩୧ ମଧ୍ୟରେ ହେବାକୁ ଥିବା ପ୍ରତ୍ୟେକ ଆଇସିସି ଇଭେଣ୍ଟର ଆୟୋଜକଙ୍କ ତାଲିକା ମଙ୍ଗଳବାର ପ୍ରକାଶ କରିଛି ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ। ଅନ୍ତିମ ଥର ୨୦୧୭ରେ ଖେଳାଯାଇଥିବା ଚାମ୍ପିୟନ୍ସ ଟ୍ରଫି ଏଥର ଫେରିଛି। ଏହି ଇଭେଣ୍ଟର ପରବର୍ତ୍ତୀ ସଂସ୍କରଣ ୨୦୨୫ରେ…

ଏନକାଉଣ୍ଟରରେ ଗଲା ୨ ବ୍ୟବସାୟୀଙ୍କ ଜୀବନ

ଶ୍ରୀନଗର,୧୬।୧୧: ଜମ୍ମୁ-କଶ୍ମୀରର ଶ୍ରୀନଗରଠାରେ ଆତଙ୍କବାଦୀ ବିରୋଧୀ ଅପରେଶନ ବେଳେ ୪ ଜଣ ନିହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଦୁଇ ଜଣ ବ୍ୟବସାୟୀ ଥିବା ଜଣାପଡ଼ିଛି। ପୋଲିସ କହିବା ଅନୁଯାୟୀ, ଅପରେଶନରେ ଦୁଇ ଜଣ ଆତଙ୍କବାଦୀ ଓ ସେମାନଙ୍କୁ ସମର୍ଥନ କରୁଥିବା ଦୁଇ…

ଅନ୍‌ଲାଇନ୍‌ରେ ଶିଶୁଙ୍କୁ ଯୌନ ଶୋଷଣ: ଅଭିଯୁକ୍ତଙ୍କ ଘରେ ସିବିଆଇ

ବନ୍ତ,୧୬।୧୧(ଡି.ଏନ.ଏ.): ଅନ୍‌ଲାଇନରେ ଶିଶୁଙ୍କୁ ଯୌନ ଶୋଷଣ ଅଭିଯୋଗର ତଦନ୍ତ ପାଇଁ ଭଦ୍ରକ ଜିଲା ବନ୍ତ ବ୍ଲକ ଗଣିଜାଙ୍ଗ ପଞ୍ଚାୟତ ବିନାୟକପୁର ଗ୍ରାମରେ ମଙ୍ଗଳବାର ସିବିଆଇର ୫ଜଣିଆ ଟିମ୍‌ ଚଢ଼ାଉ କରିଛି। ସିବିଆଇ ଇନ୍ସପେକ୍ଟର ପି.କେ.ମିଶ୍ରଙ୍କ ସମେତ ୫ ଅଧିକାରୀ ଏହି ଚଢ଼ାଉରେ…

ଟି୨୦ ସିରିଜ୍‌ରେ ଖେଳିବେ ନାହିଁ

ଜୟପୁର,୧୬।୧୧: ଆସନ୍ତା ବୁଧବାରଠାରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ରୁ ଓହରି ଯାଇଛନ୍ତି ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ। ଟି୨୦ ସିରିଜ୍‌ ପରେ ହେବାକୁ ଥିବା ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌କୁ ଗୁରୁତ୍ୱ…

କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଆସିଲା ଗାଇଡ୍‌ଲାଇନ୍‌

କଟକ ଅଫିସ,୧୬।୧୧: କାର୍ତ୍ତିକ ପୂର୍ଣ୍ଣିମା ପୂର୍ବରୁ କଟକରେ କଟକଣା ଜାରି ହୋଇଛି । କାର୍ତ୍ତିକ ପୂର୍ଣ୍ଣିମାରେ ବିଭିନ୍ନ ଜଳାଶୟ କୂଳରେ ଲୋକଙ୍କର ପ୍ରବଳ ସମାଗମ ହୋଇଥାଏ। ତେଣୁ ଲୋକଙ୍କ ସୁରକ୍ଷା ଓ କୋଭିଡ ବ୍ୟାପିବା ଆଶଙ୍କାରେ କେହି ଜଳାଶୟକୁ ଯାଇ ଡଙ୍ଗା…

ଆମେରିକାକୁ ଚେତାବନୀ ଦେଲା ଚାଇନା: ନିଆଁ ସହ ଖେଳିଲେ ଜଳିଯିବ

ଓ୍ବାଶିଂଟନ୍‌,୧୬।୧୧: ତାଇୱାନର ସ୍ବାଧୀନତାକୁ ସମର୍ଥନ କରୁଥିବା ଆମେରିକାକୁ ପୁଣିଥରେ ଧମକ ଦେଇଛି ଚାଇନା। ହ୍ବାଇଟ ହାଉସରେ ଚାଲିଥିବା ଭର୍ଚୁଆଲ ଶିଖର ସମ୍ମିଳନୀରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଚେତାବନୀ ଦେଇଛନ୍ତି ଯେ ତାଇୱାନର ସ୍ବାଧୀନତାକୁ ସମର୍ଥନ କରିବା ଆମେରିକା ପାଇଁ ନିଆଁରେ…

ନଭେମ୍ବର ୧୭ରୁ ଖୋଲିବ କରତାରପୁର କରିଡର

ନୂଆଦିଲ୍ଲୀ,୧୬।୧୧:ଶ୍ରୀ ଗୁରୁ ନାନକ ଦେବ ଜୀଙ୍କର ପ୍ରକାଶ ପର୍ବ ପୂର୍ବରୁ କେନ୍ଦ୍ର ସରକାର କରତାରପୁର କରିଡର ଖୋଲିବାକୁ ଘୋଷଣା କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଟୁଇଟ୍‌ କରି ଏହି ଖୁସି ଦେଇଛନ୍ତି। ସେ କହିଛନ୍ତି, ବହୁ ସଂଖ୍ୟାରେ ଶିଖ ତୀର୍ଥଯାତ୍ରୀଙ୍କୁ…

ଇନ୍ଦ୍ରାଣୀ ମୁଖାର୍ଜୀଙ୍କୁ ଜାମିନ ଆବେଦନ ପୁଣି ଖାରଜ

ମୁମ୍ବାଇ,୧୬।୧୧: ଶିନା ବୋରା ହତ୍ୟା ମାମଲାରେ ଅଭିଯୁକ୍ତ ଇନ୍ଦ୍ରାଣୀ ମୁଖାର୍ଜୀଙ୍କ ଜାମିନ ଆବେଦନକୁ ମଙ୍ଗଳବାର ବମ୍ବେ ହାଇକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ଅଗଷ୍ଟ ୨୦୧୫ରେ ମୁଖାର୍ଜୀଙ୍କୁ ଗିରଫ କରାଯାଇଥିଲା ଏବଂ ସେବେଠାରୁ ତାଙ୍କୁ ବାଇକୁଲ୍ଲା ଜେଲରେ ରଖାଯାଇଛି। ୨୦୧୭ଠାରୁ ମୁଖାର୍ଜୀଙ୍କ ପାଞ୍ଚଟି ଜାମିନ…

ଅନୁଷ୍କାଙ୍କ ଫଟୋ ଦେଖି କୋହଲି କହିଲେ…

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ତାଙ୍କ ଅଭିନୟ ଏବଂ ଫ୍ୟାଶନ ପାଇଁ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଥାନ୍ତି। ସେ ପ୍ରାୟତଃ ପ୍ରଶଂସକଙ୍କ ପାଇଁ ଫଟୋ ଶେୟାର କରନ୍ତି। ନିକଟରେ ସେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଥିଲେ, ଯାହା ଭାଇରାଲ ହୋଇଛି।…

ଫେରିଲେ ଅନନ୍ୟା

ମୁମ୍ବାଇ: ଡ୍ରଗ୍ସ ମାମଲାରେ ଷ୍ଟାର କିଡ ତଥା ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ନାଁରେ ସମନ ଜାରି ହେବା ପରେ କିିଛିଦିନ ହେବ ସେ ସୋସିଆଲ ମିଡିଆଠାରୁ ବି ଦୂରେଇ ଯାଇଥିଲେ । ଏମିତିକି ସେ ତାଙ୍କ ଜନ୍ମଦିନ ବି ପାଳନ…

‘ନ୍ୟୁଜିଲାଣ୍ଡ ପଡ଼ିଆକୁ ବନ୍ଧୁକ ନେଇଯାଇଥିଲା ସତ, କିନ୍ତୁ ଗୁଳି ଫୁଟାଇପାରି ନ ଥିଲା’

ଅକଲାଣ୍ଡ,୧୬।୧୧: କେନ ୱିଲିୟମସନଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ ଦଳ ପ୍ରଥମ ଟି -୨୦ ବିଶ୍ୱକପ ଟାଇଟଲ ଜିତିବାରେ ବଞ୍ଚିତ ହୋଇଛି। ଫାଇନାଲରେ ଦଳ ଅଷ୍ଟ୍ରେଲିଆଠାରୁ ୮ ଉଇକେଟରେ ପରାସ୍ତ ହୋଇଛି। ଗ୍ରୁପ ପର୍ଯ୍ୟାୟରେ ଭଲ ଫର୍ମରେ ଥିବା କିୱି ଦଳ ସେମିଫାଇନାଲରେ ଇଂଲଣ୍ଡକୁ…

ଆମ୍ବୁଲାନ୍ସ ଓଲଟି ଦୁଇ ଗୁରୁତର

ପଦ୍ମପୁର,୧୬।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ବିଜୟ ପାଟଣା ଛକ ନିକଟରେ ଏକ ଘରୋଇ ଆମ୍ବୁଲାନ୍ସ ମଙ୍ଗଳବାର ଓଲଟି ପଡ଼ିଛି। ଏଥିରେ ବସିଥିବା ପୂର୍ଣ୍ଣପ୍ରସାଦ ଗ୍ରାମର ମିନାଖୀ ଦାସ ତାଙ୍କ ପୁଅ ଶୁଭ୍ରାଂଶୁ ଦାସଙ୍କ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?