Home Left

ଦେଶକୁ ମିଳିଲା ନୂଆ ସ୍ବାସ୍ଥ୍ୟମନ୍ତ୍ରୀ, ସାମ୍ନାରେ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୭।୭: ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତ୍ରୀମଣ୍ଡଳରେ ବୁଧବାର ବଡ ଧରଣର ଅଦଳବଦଳ କରାଯାଇଛି। ଦେଶକୁ ମିଳିଛି ନୂଆ ସ୍ବାସ୍ଥ୍ୟମନ୍ତ୍ରୀ। ମନସୁଖ ମାଣ୍ଡଭ୍ୟଙ୍କୁ ମିଳିଛି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ। ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସେ ସ୍ବାସ୍ଥ୍ୟ ବିଭାଗ ସହିତ ସାର ଓ ରସାୟନ ବିଭାଗର…

ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଳିଲା ଶିକ୍ଷା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳିରେ ଏପର୍ଯ୍ୟନ୍ତ ପେଟ୍ରୋଲିୟନ ମନ୍ତ୍ରଣାଳୟ ଦାୟିତ୍ୱରେ ଥିବା ରାଜ୍ୟସଭା ଏମ୍‌ପି ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷା ବିଭାଗ ମିଳିଛି। ତାଙ୍କ ଭଳି ରାଜ୍ୟସଭା ସଦସ୍ୟ ପିୟୁଷ ଗୋୟଲଙ୍କୁ ଦିଆଯାଇଛି ବୟନ ମନ୍ତ୍ରଣାଳୟ। ଧର୍ମେନ୍ଦ୍ର ମଙ୍ଗଳବାର ଶିକ୍ଷା…

ମହାମାରୀ ପରିଚାଳନାରେ ବିଫଳତା ସ୍ବୀକାର କଲା ମୋଦି ସରକାର

ନୂଆଦିଲ୍ଲୀ,୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ପୂର୍ବରୁ ରାଷ୍ଟ୍ରପତି ରାମନାଥ କୋଭିନ୍ଦଙ୍କୁ ଇସ୍ତଫା ପତ୍ର ହସ୍ତାନ୍ତର କରିଥିଲେ ପୂର୍ବତନ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ। ଏହାକୁ କେନ୍ଦ୍ର କରି ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାରକୁ ସମାଲୋଚନା କରିଛନ୍ତି କଂଗ୍ରେସ…

‘ଇଞ୍ଜିନ ଖରାପ, ଡବା ବଦଳାଉଛି ଭାଜପା’

ନୂଆଦିଲ୍ଲୀ,୭।୭: ଇଞ୍ଜିନ ଖରାପ ହୋଇଯାଇଥିବା ବେଳେ ଡବା ବଦଳାଯାଉଛି। ମୋଦି କ୍ୟାବିନେଟର ସମ୍ପ୍ରସାରଣକୁ ନେଇ କଂଗ୍ରେସ ପକ୍ଷରୁ ଏପରି ପ୍ରତିକ୍ରିୟା ଆସିଛି। ଏଆଇସିସି ମୁଖପାତ୍ର ରଣଦୀପ ସୁର୍ଜଓ୍ବୋଲା ବୁଧବାର କହିଛନ୍ତି, ଏହା ହେଉଛି କ୍ଷମତା ଲୁଣ୍ଠନର ବଣ୍ଟନ ଏବଂ ଦଳଡିଆଁଙ୍କ ଥଇଥାନ।…

ଡ୍ରାଇଭର ଜିତିଲେ ୪୦ କୋଟି ଟଙ୍କା

ନୂଆଦିଲ୍ଲୀ,୭।୭: କେରଳର କୋଲାମ ଜିଲା ଛାଡ଼ି ୨୦୦୮ରେ ସପରିବାର ଦୁବାଇ ଚାଲିଯାଇଥିଲେ ରଞ୍ଜିଥ ସୋମରାଜନ। ସେଠାରେ ସେ ଟାକ୍ସି ଡ୍ରାଇଭର ଭାବେ କାର୍ଯ୍ୟ କରୁଥିଲେ। ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ସଂଘର୍ଷ କରିବା ପରେ ତାଙ୍କ ଭାଗ୍ୟ ବଦଳି ଯାଇଛି। ଶନିବାର…

ଶେଷ ଓଭରରେ ଦରକାର ଥାଏ ୨୩ ରନ୍‌, ବୋଲରଙ୍କ ସାମ୍ନାରେ ଥିଲେ ଧୋନୀ

ପୂର୍ବତନ ଭାରତୀୟ ଅଧିନାୟକ ତଥା ଆଇପିଏଲରେ ସିଏସ୍‌କେର ମଙ୍ଗୁଆଳ ମହେନ୍ଦ୍ର ସିଂ ଧୋନୀ ବୁଧବାର ୪୦ତମ ଜନ୍ମଦିନ ପାଳିଛନ୍ତି। ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ ତାଙ୍କ ମ୍ୟାଚ୍‌ ଫିନିଶିଂ ଦକ୍ଷତା ପାଇଁ ବେଶ୍‌ ଜଣାଶୁଣା। ୨୦୧୬ ଆଇପିଏଲର କଥା। ସେତେବେଳେ ଚେନ୍ନାଇ ସୁପର…

କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଲେ ଅଶ୍ୱିନୀ ବୈଷ୍ଣବ, ମିଳିପାରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀପଦ

ନୂଆଦିଲ୍ଲୀ,୭।୭: ରାଷ୍ଟ୍ରପତି ଭବନରେ ଶପଥ ନେଉଛନ୍ତି ନୂଆ ମନ୍ତ୍ରୀଗଣ। ଏହି ଅବସରରେ ଓଡ଼ିଶାର ଅଶ୍ୱିନୀ ବୈଷ୍ଣବ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଏବଂ ଗୋପନୀୟତାର ସହ ଶପଥ ପାଠ କରାଇଛନ୍ତି । ତେବେ ତାଙ୍କୁ…

‘ମନ କି ବାତ୍‌’ ନୁହେଁ ‘ପେଟ୍ରୋଲ କି ବାତ୍‌’ ଦରକାର

କୋଲକାତା,୭।୭: ଦେଶର ପ୍ରାୟ ସମସ୍ତ ରାଜ୍ୟରେ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ପାର କରିଛି। ଏଥି ନେଇ ବୁଧବାର କେନ୍ଦ୍ର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମାଲୋଚନା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଦେଶବାସୀଙ୍କୁ ‘ମନ…

ଇସ୍ତଫା ଦେଲେ ଭାଜପାର ୨ ହେଭିଓ୍ବେଟ୍‌ ମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ ସମ୍ପ୍ରସାରଣରେ ସାମିଲ ହେବାକୁ ଥିବା ୪୩ ନେତା ଶପଥ ନେବା ପୂର୍ବରୁ ଇସ୍ତଫା ଦେଇଛନ୍ତି ୧୨ ମନ୍ତ୍ରୀ । ଏମାନଙ୍କ ମଧ୍ୟରେ ରହିଛନ୍ତି ଆଇଟି ମନ୍ତ୍ରୀ ରବିଶଙ୍କର ପ୍ରସାଦ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ…

ଟ୍ରାଜେଡି କିଙ୍ଗ ଦିଲୀପ କୁମାରଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ

ମୁମ୍ବାଇ,୭।୭: ହିନ୍ଦୀ ସିନେମା ଜଗତର ଟ୍ରାଜେଡି କିଙ୍ଗ ଦିଲୀପ କୁମାରଙ୍କୁ ମୁମ୍ବାଇ ଜୁହୁ କବରସ୍ଥାନରେ ଅନ୍ତିମ ସଂସ୍କାର କରାଯାଇଛି । ମୁସ୍‌ଲିମ୍‌ ରିତିନୀତି ଅନୁଯାୟୀ ତାଙ୍କୁ ସମାଧି ଦିଆଯାଇଛି । ମୁମ୍ବାଇ ପୋଲିସ ପକ୍ଷରୁ ରାଜକୀୟ ସମ୍ମାନ ସହ ଦିଲୀପଙ୍କୁ ଅନ୍ତିମ…

ଟପ୍‌-୧୦ ଟି୨୦ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଦୁଇ ଭାରତୀୟ

ଦୁବାଇ,୭।୭: ଭାରତୀୟ ଅଧିନାୟକ ବିରାଟ କୋହଲି ପୂର୍ବ ଭଳି ଟି୨୦ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ରେ ପଞ୍ଚମ ସ୍ଥାନ ବଜାୟ ରଖିଛନ୍ତି। ଉଇକେଟକିପର ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ଗୋଟିଏ ସୋପାନ ଉପରକୁ ଉଠି ୬ଷ୍ଠ ସ୍ଥାନ ଅଧିକାର କରିଥିବା ଦର୍ଶାଇଛି ସଦ୍ୟ ପ୍ରକାଶିତ ଆଇସିସି…

ତୈଳ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ଆନନ୍ଦପୁର,୭।୭(ସ୍ବ.ପ୍ର.): ତୈଳଦର ବୃଦ୍ଧି ପ୍ରତିବାଦରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ଦୋଷ ଲଦି ଆନନ୍ଦପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଆନନ୍ଦପୁର ବ୍ଲକ ଓ ପୌରପରିଷଦର କଂଗ୍ରେସ କମିଟି ପକ୍ଷରୁ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri