Home Left

୧୫ରେ ଓଡ଼ିଶା ବନ୍ଦ

ଭୁବନେଶ୍ୱର,୭।୭(ବ୍ୟୁରୋ): ପେଟ୍ରୋଲ, ଡିଜେଲ ଦର ବୃଦ୍ଧି ପ୍ରତିବାଦରେ ବୁଧବାରଠୁ କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ବାମ ଦଳ ଆନ୍ଦୋଳନକୁ ଓହ୍ଲାଇବ। ପେଟ୍ରୋଲ, ଡିଜେଲ ଓ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଦରବୃଦ୍ଧି ପ୍ରତିବାଦରେ ବାମପନ୍ଥୀ ଦଳ ପକ୍ଷରୁ ଆସନ୍ତା ୧୫ ତାରିଖରେ…

କାମ ସାରି ଘରକୁ ଫେରୁଥିଲେ, ହେଲେ ରାସ୍ତାରେ ଜଗି ବସିଥିଲା ମୃତ୍ୟୁ

ଛତିଆ,୭।୭(ଡି.ଏନ୍‌.ଏ.): ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ଛତିଆ ଚଟିଘର ନିକଟରେ ବୁଧବାର ମଧ୍ୟାହ୍ନରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଗୁରୁତର…

ଦିଲୀପ କୁମାରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ, କହିଲେ…

ଇସ୍‌ଲାମାବାଦ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଆଜି ଟୁଇଟର୍‌ରେ ଏକ ପୋଷ୍ଟ କରି ଭେଟେରାନ ଅଭିନେତା ଦିଲୀପ କୁମାରଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଦୀର୍ଘଦିନ ଧରି ଅସୁସ୍ଥ ରହିବା ପରେ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ବୁଧବାର ସକାଳେ ଦିଲୀପଙ୍କ ପରଲୋକ ଘଟିଛି।…

ଶିକ୍ଷାମନ୍ତ୍ରୀଙ୍କ ପରେ ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଇସ୍ତଫା

ନୂଆଦିଲ୍ଲୀ,୭।୭: କେନ୍ଦ୍ର କ୍ୟାବିନେଟରେ ବୁଧବାର ସନ୍ଧ୍ୟାରେ ବଡ଼ ପରିବର୍ତ୍ତନ ସହ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ହେବ। ହେଲେ ଏହା ପୂର୍ବରୁ ଅନେକ ମନ୍ତ୍ରୀମାନେ ନିଜ ପଦରୁ ଇସ୍ତାଫା ଦେଇଛନ୍ତି। ପୂର୍ବରୁ ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ନିଜ ପଦରୁ ଇସ୍ତଫା ଦେଇଥିବା ବେଳେ…

ପୂରଣ ହେବ ଖାଲିପଡ଼ିଥିବା ୧୦ ହଜାର ଶିକ୍ଷକ ପଦ

ଭୁବନେଶ୍ୱର ଅଫିସ,୭।୭: ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟ ତଥା ହାଇସ୍କୁଲରେ ଖାଲି ପଡ଼ିଥିବା ୧୦ ହଜାର ଶିକ୍ଷକ ପଦ ପୂରଣ ହେବ । ୪ ହଜାର ୪ଶହ ୪୫ ହିନ୍ଦୀ, ସଂସ୍କୃତ, ଶାରିରୀକ ଶିକ୍ଷା ଶିକ୍ଷକଙ୍କ ସମେତ ୬…

ଓଡ଼ିଶାରୁ ୨ ନୂଆ ମନ୍ତ୍ରୀ

ଭୁବନେଶ୍ୱର,୭।୭(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା କ୍ୟାବିନେଟ ସମ୍ପ୍ରସାରଣ ବୁଧବାର ସନ୍ଧ୍ୟା ୬ଟାରେ ହେବ। ଏହା ପୂର୍ବରୁ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଓଡ଼ିଶାର ୨ ନୂଆ ମନ୍ତ୍ରୀ ସାମିଲ ହେବା ସ୍ପଷ୍ଟ ହୋଇଛି। ସେମାନେ ହେଲେ ଏମ୍‌ପି ଅଶ୍ୱିନୀ ବୈଷ୍ଣବ ଏବଂ ବିଶ୍ୱେଶ୍ୱର…

କଟକଣା କୋହଳ ହେବାରୁ ଲୋକେ ଏନଜୟ କଲେଣି

ଭୁବନେଶ୍ୱର,୭।୭(ବ୍ୟୁରୋ): ଭ୍ୟାକ୍ସିନ ନେଇଥିବା ବ୍ୟକ୍ତିଙ୍କ ଇନ୍‌ଫେକ୍ସନ ରେଟ ୦.୧୩ ପ୍ରତିଶତ ରହିଥିବା ବେଳେ ଏ ନେଇ ମଲ୍ଟିପୁଲ ଷ୍ଟଡି କରାଯାଉଛି । ଏହାସହ ଗର୍ଭବତୀ ମହିଳାଙ୍କ ଟିକାକରଣ ପାଇଁ ନିର୍ଦ୍ଦିଷ୍ଟ ଏସ୍‌ଓପି ଅଛି । ଛୁଆଙ୍କ ଉପରେ ଏହାର ପ୍ରଭାବ ପଡ଼ିପାରେ।…

କୋହଲି କହିଲେ ‘ଶୁଭେଚ୍ଛା ଅଧିନାୟକ’; ପାଣ୍ଡ୍ୟା କହିଲେ ‘ମୋର ସବୁଦିନର ପ୍ରେମ’; ଧୋନୀଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଛୁଟିଛି…

ନୂଆଦିଲ୍ଲୀ,୭।୭: ବୁଧବାର ନିଜର ୪୦ତମ ଜନ୍ମଦିନ ପାଳନ କରୁଛନ୍ତି କ୍ୟାପ୍‌ଟେନ୍‌ କୁଲ୍‌। ୧୯୮୧ ଜୁଲାଇ ୭ରେ ରାଞ୍ଚିରେ ଜନ୍ମଗ୍ରହଣ କରିଥିଲେ ସେ। ଜନ୍ମଦିନରେ ପ୍ରଶଂସକଙ୍କ ସହ ସାଥୀ ଖେଳାଳିଙ୍କ ଶୁଭେଚ୍ଛାର ସୁଅ ତାଙ୍କ ନିକଟକୁ ଛୁଟୁଛି। ପ୍ରଶଂସକମାନେ ମାହିଙ୍କ ଫଟୋ, ଭିଡିଓ…

୧୩ ଓକିଲ, ୬ ଡାକ୍ତର, ୫ ଇଞ୍ଜିନିୟର: ଏଭଳି ହେବ ମୋଦିଙ୍କ ନୂଆ ମନ୍ତ୍ରିମଣ୍ଡଳ

ନୂଆଦିଲ୍ଲୀ,୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା କ୍ୟାବିନେଟ ସମ୍ପ୍ରସାରଣ ବୁଧବାର ସନ୍ଧ୍ୟାରେ ହେବ। ଏଥିରେ ଅଧିକ ମହିଳା ଓ ପ୍ରଶାସନିକ ଅନୁଭୂତି ଥିବା ବ୍ୟକ୍ତିଙ୍କୁ ସ୍ଥାନ ମିଳିବ। ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ଏହା ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ ହୋଇଥିବାରୁ ଏଥିରେ…

ଯୁଦ୍ଧ ପାଇଁ ପ୍ରସ୍ତୁତ ଏହି କୁକୁର, ୧୩୦୦୦ ଫୁଟ ଉଚ୍ଚରୁ ଦେଲା ଲମ୍ଫ

ମସ୍କୋ,୭ା୭: ରୁଷିଆ ପ୍ରଶାସନ କେବଳ ସୈନିକ ନୁହନ୍ତି, କୁକୁରମାନଙ୍କୁ ମଧ୍ୟ ଯୁଦ୍ଧ ପାଇଁ ପ୍ରଶିକ୍ଷଣ ଦେଉଛି। ଏବେ କୁକୁରର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ଏକ କୁକୁର ୧୩ ହଜାର ଫୁଟ ଉଚ୍ଚରୁ ଲମ୍ଫ ଦେଉଛି। ରୁଷିଆର…

ସୋସିଆଲ ମିଡିଆରେ ଫଟୋ ଏଡିଟ୍‌ କଲେ ଏହି ଦେଶରେ ମିଳିବ ଜେଲ୍‌ଦଣ୍ଡ

୨୦୧୦ରେ ଲଞ୍ଚ୍‌ ହୋଇଥିବା ଇନ୍‌ଷ୍ଟାଗ୍ରାମ ୧୧ ବର୍ଷ ମଧ୍ୟରେ ଅନେକ ଲୋକଙ୍କୁ ପ୍ରଭାବିତ କରିଛି। ଏହି ପ୍ଲାଟ୍‌ଫର୍ମରେ ୟୁଜରମାନେ ଫିଲ୍‌ଟର ଅପ୍‌ଶନରେ ଫଟୋ ଏଡିଟ୍‌ କରି ଫଟୋକୁ ଆହୁରି ସୁନ୍ଦର ରୂପ ଦେଇଥାନ୍ତି। ଏମିତି ଆକର୍ଷକ ଏବଂ ସୁନ୍ଦର କରିଥାନ୍ତି ଯେ,…

କ୍ୟାବିନେଟ ସମ୍ପ୍ରସାରଣ ପୂର୍ବରୁ ବଡ଼ ହଇଚଇ: ନିଶଙ୍କ-ଗଙ୍ଗଓ୍ବାର-ଦେବଶ୍ରୀ ମନ୍ତ୍ରିମଣ୍ଡଳରୁ ଦେଲେ ଇସ୍ତଫା

ନୂଆଦିଲ୍ଲୀ,୭।୭: କେନ୍ଦ୍ର କ୍ୟାବିନେଟରେ ବୁଧବାର ସନ୍ଧ୍ୟାରେ ବଡ଼ ପରିବର୍ତ୍ତନ ହେବ। ହେଲେ ଏହା ପୂର୍ବରୁ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। ମନ୍ତ୍ରିମଣ୍ଡଳରେ ନୂଆ ନାମ ଯୋଡ଼ି ହେବା ପୂର୍ବରୁ କେତେକ ପୁରୁଣା ନାମ ବାଦ୍‌ ପଡ଼ିଛନ୍ତି। ଏହି ତାଲିକାରେ ଶିକ୍ଷାମନ୍ତ୍ରୀ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri