ପ୍ରଧାନମନ୍ତ୍ରୀଙ୍କ ଶିଳାନ୍ୟାସ ଫଳକ ଭାଙ୍ଗିଦେଲେ
କେନ୍ଦୁଝର,୧୫ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ଏରେଣ୍ଡେଇ ଓ ତେଲକୋଇ ବ୍ଲକ ଜଗମୋହନପୁରରେ ସୋମବାର ଦୁଇଟି ଏକଲବ୍ୟ ବିଦ୍ୟାଳୟର ଶିଳାନ୍ୟାସ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସରେ ଏହାର ଶିଳାନ୍ୟାସ କରିଥିଲେ। ତେବେ ଜଗମୋହନପୁର ଶିଳାନ୍ୟାସ କାର୍ଯ୍ୟକ୍ରମରେ ବିଜେଡିର ମନ୍ତ୍ରୀ…
୨ ଖବରଦାତାଙ୍କୁ ମିଳିଲା ଜାମିନ
ଅଗରତାଲା, ୧୫।୧୧: ତ୍ରିପୁରା ସାମ୍ପ୍ରଦାୟିକ ହିଂସା ସମ୍ପର୍କିତ ଉତ୍ତେଜନା ସୃଷ୍ଟିକାରୀ ଖବର ସୋସିଆଲ ମିଡିଆରେ ଛାଡ଼ିବା ଅଭିଯୋଗରେ ଗିରଫ ୨ ମହିଳା ଖବରଦାତାଙ୍କୁ ସୋମବାର ତ୍ରିପୁରାର ଏକ ଅଦାଲତ ଜାମିନ ପ୍ରଦାନ କରିଛନ୍ତି। ଏଚ୍.ଡବ୍ଲ୍ୟୁ ନ୍ୟୁଜ୍ ନେଟଓ୍ବର୍କ ପାଇଁ କାର୍ଯ୍ୟ କରୁଥିବା…
ସାମସଙ୍ଗ ସର୍ଭିସ ସେଣ୍ଟରରେ ବଡ଼ ଧରଣର ଅଗ୍ନିକାଣ୍ଡ
ମୁମ୍ବାଇ,୧୫।୧୧: ମୁମ୍ବାଇର କାଞ୍ଜୁରମାର୍ଗସ୍ଥିତ ସାମସଙ୍ଗ ସର୍ଭିସ ସେଣ୍ଟରରେ ସୋମବାର ସନ୍ଧ୍ୟାରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ତେବେ ଏ ପର୍ଯ୍ୟନ୍ତ କୌଣସି ମୃତାହତ ରିପୋର୍ଟ ଆସି ନାହିଁ। ନିଆଁ ଲିଭାଇବା କାର୍ଯ୍ୟରେ ଏବେ ୮ ଦମକଳ ଗାଡ଼ି ମୁତୟନ କରାଯାଇଛି। ନିଆଁ…
କୋର୍ଟକୁ ଖଟିଆରେ ଆସିଲେ ବୃଦ୍ଧା
ବରଗଡ଼ ଅଫିସ୍,୧୫।୧୧: ଏକ ପାରିବାରିକ ବିବାଦକୁ ନେଇ ସୋମବାର ଜଣେ ବୃଦ୍ଧାଙ୍କୁ ଖଟିଆରେ ପରିବାର ଅଦାଲତକୁ ଅଣାଯିବା ଘଟଣା ବରଗଡ଼ ସହରରେ ଚର୍ଚ୍ଚାର ବିଷୟ ହୋଇଛି । ଅନ୍ୟପଟେ ପରିବାର ଅଦାଲତରେ ଏହି ବିବାଦର ସମାଧାନ ହୋଇଥିବା ସୂଚନା ମିଳିଛି ।…
ନକଲି ସୁନା ଦେଇ ବ୍ୟାଙ୍କରୁ ଠକିନେଲେ ୧୯ ଲକ୍ଷ
ସୋନପୁର,୧୫।୧୧(ନି.ପ୍ର.):ଚଞ୍ଚକତା କରି ୬ଜଣ ବ୍ୟକ୍ତି ସୋନପୁର ୟୁକୋ ବ୍ୟାଙ୍କ ଶାଖାରୁ ୧୯ଲକ୍ଷ ଟଙ୍କା ଋଣ ନେବାରେ ସକ୍ଷମ ହୋଇଛନ୍ତି। ବ୍ୟାଙ୍କ ଅଡିଟ୍ ସମୟରେ ଏହି ଘଟଣା ଜଣାପଡିଛି। ଶାଖା ପରିଚାଳକ ପ୍ରଶାନ୍ତ କୁମାର ନାୟକ ଏହି ସମ୍ପର୍କରେ ସୋମବାର ସୋନପୁର ଥାନାରେ…
‘ଆମେ ଖେଳିବାକୁ ଆସିଛୁ’
ଜୟପୁର,୧୫।୧୧: ଆସନ୍ତା ୧୭ ତାରିଖରୁ ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜ୍। ବର୍ତ୍ତମାନ ନୂଆଦିଲ୍ଲୀ ଭଳି ଜୟପୁରରେ ବଢ଼ୁଥିବା ପ୍ରଦୂଷଣ ଯୋଗୁ ସିରିଜ୍ର ପ୍ରଥମ ମ୍ୟାଚ୍ ଆୟୋଜନ ଉପରେ ଆଶଙ୍କା ଦେଖା…
ଲଖିମପୁର ଖେରି ହିଂସାର ତଦନ୍ତ ପାଇଁ ୟୁପି ସରକାର ରାଜି
ନୂଆଦିଲ୍ଲୀ,୧୫।୧୧: ଉତ୍ତରପ୍ରଦେଶ ଲଖିମପୁର ଖେରି ହିଂସା ଘଟଣାର ଏସ୍ଆଇଟି ତଦନ୍ତ ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ତତ୍ତ୍ୱାବଧାନରେ କରିବା ଲାଗି ୟୁପି ସରକାର ସୋମବାର ରାଜି ହୋଇଛନ୍ତି। ଗତମାସ ୩ ତାରିଖରେ ଲଖିମପୁର ଖେରିରେ ଆନ୍ଦୋଳନରତ ଚାଷୀଙ୍କ ଉପରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅଜୟ…
ପ୍ରତିଷ୍ଠା ହେଲା ୧୯୧୩ରେ ଚୋରି ହୋଇଥିବା ମୂର୍ତ୍ତି
ବାରଣାସୀ,୧୫।୧୧: ୧୦୮ ବର୍ଷ ପରେ କାନାଡାରୁ ଫେରିଥିବା ଅନ୍ନପୂର୍ଣ୍ଣା ଦେବୀଙ୍କ ମୂର୍ତ୍ତିକୁ ବାରଣାସୀର କାଶି ବିଶ୍ୱନାଥ ମନ୍ଦିରରେ ସୋମବାର ପ୍ରତିଷ୍ଠା କରାଯାଇଛି। ଏଥିଲାଗି ଆୟୋଜିତ ଉତ୍ସବରେ ଯୋଗ ଦେଇଥିଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ଦେବୀଙ୍କ ମୂର୍ତ୍ତୀକୁ ଏକ ରୂପା ପାଲଙ୍କିରେ…
ଲଗାଣ ବର୍ଷାରେ ଭାଙ୍ଗିଲା ଘର
ଛତ୍ରପୁର,୧୫ା୧୧(ଡି.ଏନ୍.ଏ.): ୨ଦିନ ଧରି ଲଗାଣ ବର୍ଷାରେ ଛତ୍ରପୁର ଏନ୍ଏସି ୯ନମ୍ବର ୱାଡ ନୂଆସାହିରେ ରହୁଥିବା କାଳୁ ଚରଣ ନାୟକଙ୍କ ଘର ସୋମବାର ଭୁଶୁଡ଼ି ପଡ଼ିଥିଲା। ହେଲେ ଦୁଇ ଶିଶୁଙ୍କ ସମେତ ମା’ ବାପ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଏପରିକି ଘରର ସମସ୍ତ ଆସବାପତ୍ର…
ପାକିସ୍ତାନରୁ ଗୁଜରାଟ ଆସିଥିଲା ୬୦୦ କୋଟି ଟଙ୍କାର ଡ୍ରଗ୍ସ
ଅହମଦାବାଦ,୧୫।୧୧: ଗୁଜରାଟରୁ ପୁଣି ଜବତ ହୋଇଛି ୧୨୦ କେଜି ଡ୍ରଗ୍ସ। ଗୁଜରାଟ ଆତଙ୍କବାଦ ନିରୋଧ ସ୍କ୍ବାଡ(ଏଟିଏସ୍) ମୋରବି ଜିଲା ଝିନଜୁଦା ଗ୍ରାମରୁ ଏହି ବିପୁଳ ପରିମାଣର ଡ୍ରଗ୍ସ ଜବତ କରିଛି। ଜବତ ଡ୍ରଗ୍ସର ବଜାର ମୂଲ୍ୟ ୬୦୦ କୋଟି ଟଙ୍କା ହେବ…
କଂଗ୍ରେସ ନେତା ଖୁର୍ସିଦଙ୍କ ଘର ପୋଡ଼ି ଦେଲେ
ନୂଆଦିଲ୍ଲୀ,୧୫।୧୧: ଅଯୋଧ୍ୟା ଉପରେ ପୁସ୍ତକ ଲେଖି ବିବାଦୀୟ ହୋଇପଡ଼ିଥିବା କଂଗ୍ରେସ ନେତା ସଲମାନ ଖୁର୍ସିଦଙ୍କ ନୈନିତାଲ ଘରେ ଭଙ୍ଗାରୁଜା କରିବା ସହ ନିଆଁ ଲଗାଇ ଦେଇଛନ୍ତି କିଛି ଦୁର୍ବୃତ୍ତ। ପୁସ୍ତକରେ ହିନ୍ଦୁତ୍ୱ ଓ ଆତଙ୍କବାଦୀ ସଂଗଠନକୁ ସମାନ ଦର୍ଶାଇଥିବା ବରିଷ୍ଠ କଂଗ୍ରେସ…
ଆଇସିସି ନିଷ୍ପତ୍ତିକୁ ଅନ୍ୟାୟ କହିଲେ
ଦୁବାଇ,୧୫।୧୧: ଟି୨୦ ବିଶ୍ୱକପ୍ର ୭ମ ସଂସ୍କରଣରେ ଚାମ୍ପିୟନ ଅଷ୍ଟ୍ରେଲିଆ ଦଳର ଓପନର ଡେଭିଡ୍ ଓ୍ବାର୍ନରଙ୍କୁ ପ୍ଲେୟାର ଅଫ୍ ଦି ଟୁର୍ନାମେଣ୍ଟ ପୁରସ୍କାର ଦିଆଯାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ଏହି ନିଷ୍ପତ୍ତିରେ ଅସନ୍ତୋଷ ପ୍ରକଟ କରିଛନ୍ତି ପୂର୍ବତନ ପାକିସ୍ତାନ ପେସର ଶୋଏବ…

