Home Left

ବାଇକ୍‌ ଚୋରି କରି ବିକୁଥିଲେ ଗ୍ୟାରେଜ୍‌ରେ

ଭଞ୍ଜନଗର/ବୁଗୁଡ଼ା,୧୫।୧୧(ଡି.ଏନ.ଏ): ଭଞ୍ଜନଗର ଉପଖଣ୍ଡ ଅଧୀନ ଭଞ୍ଜନଗର, ବେଲଗୁଣ୍ଠା ଏବଂ ବୁଗୁଡ଼ା ପୋଲିସକୁ ନେଇ ଗଠିତ ସ୍ବତନ୍ତ୍ର ଟିମ୍‌ ସୋମବାର ଏକ ଆନ୍ତଃ ଜିଲା ବାଇକ୍‌ ଲୁଟେରା ଦଳକୁ କାବୁ କରିଛି । ପୋଲିସ ଏହି ର଼୍ୟାକେଟର ୭ଜଣଙ୍କୁ ଗିରଫ କରିଛି। ସେମାନଙ୍କ…

ଆଇସିସି ଟୁର୍ନାମେଣ୍ଟର ଶ୍ରେଷ୍ଠ ଦଳରେ ନାହାନ୍ତି ଭାରତୀୟ ଖେଳାଳି

ଦୁବାଇ,୧୫।୧୧: ଟି୨୦ ବିଶ୍ୱକପ୍‌ ରବିବାର ଶେଷ ହେବା ପରେ ଆଇସିସି ପକ୍ଷରୁ ପ୍ରକାଶ ପାଇଛି ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ। ଏହି ଦଳରେ ଚାମ୍ପିୟନ ଅଷ୍ଟ୍ରେଲିଆ, ରନର୍ସଅପ୍‌ ନ୍ୟୁଜିଲାଣ୍ଡ ସମେତ ୬ ଦେଶର ଖେଳାଳି ସ୍ଥାନ ପାଇଛନ୍ତି। କିନ୍ତୁ ସବୁଠୁ ବଡ଼…

ଗାଈ ଜୀବନ ବଞ୍ଚାଇଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୧୫।୧୧: ପଞ୍ଜାବର ମୁଖ୍ୟମନ୍ତ୍ରୀ ହେବା ପରେ ଚରଣଜିତ ସିଂ ଚନ୍ନି ତାଙ୍କ ସାମାଜିକ କାର୍ଯ୍ୟ ପାଇଁ କ୍ରମାଗତ ଭାବରେ ଚର୍ଚ୍ଚାରେ ରହିଛନ୍ତି। ସାଧାରଣ ଲୋକଙ୍କ ପାଇଁ ତାଙ୍କ ଦ୍ୱାର ଖୋଲା ରଖିବା ବିଷୟରେ ସେ ସର୍ବଦା କହିଆସିଛନ୍ତି। ଏପରିକି ଫୋନରେ ଲୋକଙ୍କ…

ଆରଆର୍‌ଏସ୍‌ କାର୍ଯ୍ୟକର୍ତ୍ତାଙ୍କୁ ନିର୍ମମ ହତ୍ୟା

ଥିରୁଭାନନ୍ତପୁରମ୍‌,୧୫।୧୧: କେରଳର ପାଲକ୍କଡ ଜିଲାରେ ରାଷ୍ଟ୍ରିୟ ସ୍ବୟଂ ସେବକ ସଂଗଠନ (ଆରଏସଏସ) କାର୍ଯ୍ୟକର୍ତ୍ତାଙ୍କୁ ସୋମବାର ଛୁରି ଭୁସି ହତ୍ୟା କରାଯାଇଛି। ମୃତ ବ୍ୟକ୍ତିଙ୍କ ଜଣଙ୍କ ହେଲେ ୨୭ ବର୍ଷୀୟ ଏସ ସଞ୍ଜିତ। ଏହି ମୃତ୍ୟୁ ପାଇଁ ଭାଜପା ଜିଲା ସଭାପତି କେ.ଏମ…

ଆୟୁର୍ବେଦିକ ଚିକିତ୍ସାର ବିଜ୍ଞାପନ ଲାଗି କୌଣସି ଅନୁମତି ଲୋଡ଼ା ନାହିଁ…

ଥିରୁଭାନନ୍ତପୁରମ୍‌,୧୫।୧୧: କୌଣସି ସଂସ୍ଥା ପକ୍ଷରୁ ସେଠାରେ ଉପଲବ୍ଧ ଆୟୁର୍ବେଦିକ ଚିକିତ୍ସା ତଥା ସୁବିଧା ସୁଯୋଗ ସମ୍ପର୍କରେ ସର୍ବସାଧାରଣଙ୍କ ସୂଚନା ଲାଗି ବିଜ୍ଞାପନ ପାଇଁ ଅନୁମତି ଲୋଡ଼ା ନାହିଁ। ସମ୍ପୃକ୍ତ ସଂସ୍ଥା କୌଣସି ଔଷଧ ସମ୍ପର୍କରେ ବିଜ୍ଞାପନ କରୁ ନାହାନ୍ତି ବରଂ ଚିକିତ୍ସା…

ପରଫେକ୍ଟ ଜେଣ୍ଟଲମ୍ୟାନ ଖୋଜୁଛନ୍ତି ତ୍ରିଶାଳା

ମୁମ୍ବାଇ: ସବୁବେଳେ ଦେଖାଯାଇଛି କି ବଲିଉଡ୍ ଷ୍ଟାର କିଡ୍‌ମାନେ ନିଜ ପ୍ୟାରେଣ୍ଟସଙ୍କ ପଥ ଅନୁସରଣ କରି ବଲିଉଡ୍‌ରେ ପ୍ରବେଶ କରିବାକୁ ବହୁ ଚେଷ୍ଟା କରିଥାଆନ୍ତି । ଷ୍ଟାର କିଡମାନେ ନିଜ ନିଜର ସ୍ଥାନ ତିଆରି କରିବାକୁ ବହୁ ପରିଶ୍ରମ ବି କରିଥାଆନ୍ତି…

ଦେଶର ପ୍ରଥମ ବିଶ୍ୱସ୍ତରୀୟ ମଡେଲ ରେଳ ଷ୍ଟେଶନ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଭୋପାଳ,୧୫।୧୧:ମଧ୍ୟପ୍ରଦେଶର ରାଣୀ କମଳାପତି ରେଳ ଷ୍ଟେଶନକୁ ସୋମବାର ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଭୋପାଳ, ମଧ୍ୟପ୍ରଦେଶ ଏବଂ ଦେଶ ପାଇଁ ଆଜି ଦିନକୁ ଗୁରୁତ୍ୱପୂର୍ଣ୍ଣ ବୋଲି ବର୍ଣ୍ଣନା କରିଛନ୍ତି। ସେ…

ଗର୍ଲଫ୍ରେଣ୍ଡଙ୍କୁ ଖୁସି କରିବାକୁ ବୟଫ୍ରେଣ୍ଡ କଲେ ଏମିତି କାମ

ସାଧାରଣତଃ ଯୁବକମାନେ ନିଜ ଗର୍ଲଫ୍ରେଣ୍ଡକୁ ଖୁସି କରିବା ପାଇଁ ମହଙ୍ଗା ଉପହାର, କିଛି ଫୁଲ ଏବଂ କିଛି ଚକୋଲେଟ ଦିଅନ୍ତି, କିନ୍ତୁ ଆମେରିକାରେ ରହୁଥିବା ଜଣେ ବ୍ୟକ୍ତି ଗର୍ଲଫ୍ରେଣ୍ଡଙ୍କୁ ଖୁସି କରିବା ପାଇଁ ଏପରି କାର୍ଯ୍ୟ କରିଛନ୍ତି ଯାହାକୁ ନେଇ ସବୁଆଡେ…

ବିଜେଡିରେ ସାମିଲ ହେଲେ ବରିଷ୍ଠ କଂଗ୍ରେସ ନେତା ପ୍ରଦୀପ ସାହୁ

ଖୋର୍ଦ୍ଧା ଅଫିସ,୧୫।୧୧: ପଞ୍ଚାୟତ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଝଟକା ଲାଗିଛି। ବେଗୁନିଆ ନିର୍ବାଚନ ମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତା ପ୍ରଦୀପ ସାହୁ ସୋମବାର ବିଜେଡିରେ ସାମିଲ ହୋଇଛନ୍ତି । ନିଜର ସମର୍ଥକଙ୍କ ସହ ପ୍ରଦୀପ ି ବିଜେଡି କାର୍ଯ୍ୟାଳୟରେ ବିଧିବଦ୍ଧ…

ପାଣିରେ ଭାସିଗଲା ଅଟୋ

ବ୍ରହ୍ମପୁର ଅଫିସ,୧୫।୧୧: ପାଣିରେ ଭାସି ଯାଉଥିବା ବେଳେ ଅଟୋକୁ ଉଦ୍ଧାର କରାଯାଇଛି। ଏଭଳି ଏକ ଘଟଣା ଦେଖିବାକୁ ରମିଳିଛି ଗଞ୍ଜାମ ଜିଲା ନାରାୟଣପୁର-ହରିପୁର ରାସ୍ତାରେ। ଅଟୋରେ ଜଣେ ମହିଳା ଓ ଦୁଇଜଣ ଶିଶୁ କାଳିପଲ୍ଲୀ ଯିବା ନିମନ୍ତେ ଉକ୍ତ ରାସ୍ତାରେ ଯାଉଥିବା…

ରିଲିଜ ହେଲା ପୃଥ୍ୱିରାଜର ଟିଜର

ମୁମ୍ବାଇ: ବଲିଉଡ୍ ନାୟକ ଅକ୍ଷୟ କୁମାରଙ୍କ ମୋଷ୍ଟ ଆୱେଟେଡ ମୁଭି ‘ପୃଥ୍ୱିରାଜ’ର ଟିଜର ରିଲିଜ୍ ହୋଇଛି । ଏହି ମୁଭିକୁ ନେଇ ବହୁ ଦିନ ହେବ ଚର୍ଚ୍ଚା ଲାଗି ରହିଥିବା ବେଳେ ଅକ୍ଷୟ କୁମାରଙ୍କ ଏହି ଫିଲ୍ମର ପ୍ରଥମ ଝଲକକୁ ଦର୍ଶକେ…

ଜେଲରେ ଅନିଲ ଦେଶମୁଖଙ୍କୁ ଘର ଖାଦ୍ୟ ମନା

ମୁମ୍ବାଇ,୧୫।୧୧: ଚଳିତ ମାସ ମନି ଲଣ୍ଡରିଂ ମାମଲାରେ ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖ ଗିରଫ ହୋଇ ଜେଲରେ ଅଛନ୍ତି। ଆଜି ତାଙ୍କ ରିମାଣ୍ଡ ଅବଧି ସରିଥିବା ବେଳେ ପୁଣି ତାଙ୍କୁ୧୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଯାଇଛି। ଅନିଲ ଦେଶମୁଖଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?