Home Left

ସିଏସ୍‌କେରେ ଧୋନୀଙ୍କ ଭବିଷ୍ୟତ ଉପରେ ମତ ରଖିଲେ ପ୍ରାକ୍ତନ ଅଷ୍ଟ୍ରେଲିଆନ ଖେଳାଳି

ଚେନ୍ନାଇ,୬।୭: ୨୦୦୮ରେ ଚେନ୍ନାଇ ସୁପର କଙ୍ଗ୍ସ (ସିଏସ୍‌କେ) ସହ ଯୋଡ଼ି ହୋଇଥିଲେ ମହେନ୍ଦ୍ର ସିଂ ଧୋନୀ। ତା’ ପରଠୁ ସବୁ ଇତିହାସ ପାଲଟି ଯାଇଛି। ଧୋନୀଙ୍କ ନେତୃତ୍ୱରେ ସିଏସ୍‌କେ ୩ ଥର ଆଇପିଏଲ ଟ୍ରଫି ହାତେଇଥିବାବେଳେ ଦୁଇ ଥର ଜିତିଛି ଚାମ୍ପିୟନ୍ସ…

୩ ବିଳାସପୂର୍ଣ୍ଣ ଘର, ୯ କୋଟିର କାର୍‌ର ମାଲିକ ହେଉଛନ୍ତି ଏହି ଅଭିନେତା; ୬୮ ଲକ୍ଷ ଟଙ୍କାର ରଖିଛନ୍ତି କେବଳ ଜୋତା

ବମ୍ବେ: ବଲିଉଡ୍‌ରେ ବିଟ୍ଟୁ ଏବଂ ରେମ୍ବୋ ନାମରେ ଖ୍ୟାତ ରଣବୀର ସିଂହଙ୍କ ଆଜି ହେଉଛି ‘ହାପି ବର୍ଥ ଡେ’। ନିଜର ଫ୍ୟାଶନ ସେନ୍ସକୁ ନେଇ ସର୍ବଦା ସମାଲୋଚିତ ହୋଇଥାନ୍ତି ସେ। ହେଲେ ନିଜର ଅଭିନୟରେ ଦର୍ଶକଙ୍କୁ ବାନ୍ଧି ରଖିବାର କ୍ଷମତା ଅଛି…

ହାତକୁ ଦୁଇ ହାତ ହେବେ ଟେଲି ଦୁନିଆର ଏହି ଲୋକପ୍ରିୟ ଯୋଡ଼ି; ଧାର୍ଯ୍ୟ ହେଲା ତାରିଖ, ଭାଇରାଲ ହେଉଛି…

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି ବିଗ୍‌ବସ୍‌ ଫେମ୍‌ ଗାୟକ ରାହୁଲ ବୈଦ୍ୟ। ଟେଲିଭିଜନ ଅଭିନେତ୍ରୀ ଦିଶା ପରମାରଙ୍କ ହାତ ଧରିବେ ସେ। ଏବେ ଉଭୟଙ୍କ ବିବାହ ତାରିଖ ଫାଇନାଲ ହୋଇଛି। ଉଭୟ ନିଜର ସୋସିଆଲ ଆକାଉଣ୍ଟରେ ପ୍ରଶଂସକଙ୍କ ସହ…

ଟିମ୍‌ ଇଣ୍ଡିଆ ପାଇଁ ଭଲ ସଙ୍କେତ

କଲମ୍ବୋ,୬।୭: ଟି୨୦ ବିଶ୍ୱକପ୍‌ର ସମସ୍ତ ମ୍ୟାଚ୍‌ରେ ବୋଲିଂ କରିବାକୁ ଧାର୍ଯ୍ୟ କରିଥିବା ଲକ୍ଷ୍ୟର ନିକଟତର ହେଉଛନ୍ତି ଭାରତୀୟ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ସେ ଏବେ ଶ୍ରୀଲଙ୍କାରେ ସାଥି ଖେଳାଳିଙ୍କ ସହ ଆଗାମୀ ସୀମିତ ଦିନିକିଆ ଓ ଟି୨୦ ସିରିଜ୍‌ ପାଇଁ ପ୍ରସ୍ତୁତି…

ନୂତନ ବ୍ୟବସାୟ ଆରମ୍ଭ କରିବା ବିଷୟରେ ଚିନ୍ତା କରୁଛନ୍ତି କି? ଚାଣକ୍ୟଙ୍କ ଏହି ୪ କଥା ମାନିଲେ ହେବେ ସଫଳ

ଅର୍ଥଶାସ୍ତ୍ରର ବଡ଼ ବିଦ୍ୱାନ ଥିଲେ ଆଚାର୍ଯ୍ୟ ଚାଣକ୍ୟ। ସେ ବାଣିଜ୍ୟ ଉପରେ ଗଭୀର ଅଧ୍ୟୟନ କରିଥିଲେ। ସେ ଅର୍ଥନୀତିକୁ ନେଇ ଅନେକ ପରାମର୍ଶ ଦେଇଛନ୍ତି। ଚାଣକ୍ୟଙ୍କ ମତରେ ବ୍ୟବସାୟରେ ସଫଳ ହେବାକୁ ହେଲେ ସର୍ବଦା ବିପଦକୁ ସାମ୍ନା କରିବା ପାଇଁ ପ୍ରସ୍ତୁତ…

ଇଂଲଣ୍ଡ ଦଳରେ ୯ ନୂଆ ଚେହେରା

ଲଣ୍ଡନ,୬।୭: ପାକିସ୍ତାନ ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ୍‌ ପାଇଁ ଦଳ ଘୋଷଣା କରିଛି ଇଂଲଣ୍ଡ କ୍ରିକେଟ ବୋର୍ଡ (ଇସିବି)। ନିୟମିତ ଦଳର ୩ ଖେଳାଳି ଓ ୪ ଷ୍ଟାଫ୍‌ ସଦସ୍ୟଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ସିରିଜ୍‌ ଆରମ୍ଭ ହେବାର…

ଲଣ୍ଡନରେ ଘର ପୋଛୁଛନ୍ତି ସୋନମ!

ମୁମ୍ବାଇ: ବଲିଉଡ୍ ନାୟିକା ସୋନମ କପୁର ଆଜିକାଲି ଲଣ୍ଡନରେ ରହୁଛନ୍ତି । ୨୦୧୮ରେ ସେ ଆନନ୍ଦ ଆହୁଜାଙ୍କୁ ବିବାହ କରିବା ପରେ ଲଣ୍ଡନ ସିପ୍ଟ ହୋଇ ଯାଇଛନ୍ତି । ଏବେ ସେ କେବେ କେବେ ମୁମ୍ବାଇ ଆସନ୍ତି ହେଲେ ଅଧିକାଂଶ ସମୟ…

ମିଠା ଖାଇବାକୁ ପସନ୍ଦ କରନ୍ତି ଗୌହର, ଫିଟନେସ୍‌ରେ ବି ଖୁବ୍ ଆଗରେ

ମୁମ୍ବାଇ: ବଲିଉଡ୍ ଦୁନିଆରେ ନିଜର କିଛି ଭିନ୍ନ ପରିଚୟ ସୃଷ୍ଟି ନ କରି ପାରିଲେବି ନିଜ ପର୍ସନାଲ ଲାଇଫ୍ ଓ ଫିଟନେସ୍ ପାଇଁ ପ୍ରାୟତଃ ଚର୍ଚ୍ଚାରେ ରହିଥାଆନ୍ତି ଅଭିନେତ୍ରୀ ଗୌହର ଖାଁ । ତାଙ୍କ ଫିଟନେସକୁ ନେଇ ଅନେକ ପ୍ରଶ୍ନ କରନ୍ତି…

କାଉଡ଼ି ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇଲେ ଉତ୍ତରାଖଣ୍ଡ ସରକାର

ଡେରାଡୁନ,୬।୭: ଚଳିତ ବର୍ଷ ଜୁଲାଇ ୨୫ରୁ ଆରମ୍ଭ ହେବ କାଉଡ଼ି ଯାତ୍ରା। ହେଲେ ଦେଶରେ ଜାରି ରହିଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ଥର ମଧ୍ୟ କାଉଡ଼ି ଯାତ୍ରା ଆୟୋଜନ କରାଯିବ ନାହିଁ। ତୃତୀୟ ଲହରର ଆଶଙ୍କାକୁ ନଜରରେ ରଖି…

ଗାଙ୍ଗୁଲିଙ୍କୁ ଘୃଣା କରୁଥିଲେ ଇଂଲଣ୍ଡର ପୂର୍ବ ଅଧିନାୟକ; କାରଣ ଜାଣିଲେ ହେବେ…

ନୂଆଦିଲ୍ଲୀ,୬।୭: ଇଂଲଣ୍ଡ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ନାସିର ହୁସେନ ଭାରତୀୟ ଟିମ୍‌ର ପୂର୍ବ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ଘୃଣା କରୁଥିଲେ। ଏହା ପଛରେ ଭିନ୍ନ କାରଣ ଥିଲା। ଷ୍ଟାର ସ୍ପୋଟ୍ସର ଏକ ଶୋ’ରେ ହୁସେନ ସେ ନେଇ ଖୁଲାସା କରିଥିଲେ।…

ଏମ୍‌ଏସ୍‌ ଧୋନୀଙ୍କ ଫାର୍ମହାଉସ୍‌ ଆଗରେ ଫିକା ପଡ଼ିବ କପିଲ-କୋହଲି-ତେନ୍ଦୁଲକରଙ୍କ ବଙ୍ଗଳା: ୭ ଏକର ଜାଗାରେ…

ନୂଆଦିଲ୍ଲୀ,୬।୭: ଦୀର୍ଘ ଦୁଇ ବର୍ଷ ଧରି କ୍ରିକେଟରୁ ଦୂରେଇ ଯାଇଛନ୍ତି ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ସେ ଏବେ ପରିବାର ସହ ସମୟ ବିତାଇବା ସହ ଆଇପିଏଲ୍‌ରେ ନଜର ଆସୁଛନ୍ତି। ରାଞ୍ଚିରେ ପରିବାର ସହ ରୁହନ୍ତି…

କନ୍ୟାଙ୍କୁ ବରଣମାଳା ପିନ୍ଧାଇ ଟଏଲେଟ୍‌ ଯାଉଛି କହି ମଣ୍ଡପରୁ ବର ଛୁ’: ଆଉ ତା’ପରେ

ଜୟପୁର,୬।୭: ରାଜସ୍ଥାନର ଜୟପୁରରେ ଏକ ଅଭାବନୀୟ ଘଟଣା ଘଟିଛି। କନ୍ୟାଙ୍କୁ ବରଣମାଳା ପିନ୍ଧାଇ ଟଏଲେଟ୍‌ ଯାଉଛି କହି ବର କେଉଁ ଆଡେ ପଳାଇ ଯାଇଥିଲେ। କନ୍ୟା ଘର ଲୋକେ ବରକୁ ଅପେକ୍ଷା କରି ଆଇନର ଆଶ୍ରୟ ନେଇଛନ୍ତି। ସେପଟେ ବର ମଣ୍ଡପରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri