Home Left

୬୮ ଲକ୍ଷ ଟଙ୍କାର ଜୋତା ପିନ୍ଧନ୍ତି ଏହି ଅଭିନେତା

ବଲିଉଡ୍‌ର ସବୁଠୁ ପ୍ରତିଭାସମ୍ପନ୍ନ କଳାକାର ମଧ୍ୟରୁ ଅନ୍ୟତମ ରଣବୀର ସିଂ ଆଜି ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ତାଙ୍କୁ ବିଭିନ୍ନ ଆଡୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। ବଲିଉଡ୍‌ର ଆଗଧାଡିର ନାୟକ ରଣବୀର ଫିଲ୍ମ କ୍ୟାରିୟରରେ ଅନେକ ହିଟ୍‌ ଫିଲ୍ମ…

ପାହାଡ ଉପରେ ବସି ଧ୍ୟାନ କରୁଛନ୍ତି ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ କିଆରା ଆଡଭାନୀ ଆଜିକାଲି ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ଲକ୍ଷ୍ମୀ ବମ’ର ପ୍ରମୋସନରେ ବ୍ୟସ୍ତ ଅଛନ୍ତି। ତେବେ ମଝିରେ ଏଥିରୁ ବ୍ରେକ୍‌ ନେଇ ସେ ବୁଲିବାକୁ ଯାଇଛନ୍ତି। ୨୮ ବର୍ଷୀୟା କିଆରା ଇନଷ୍ଟାଗ୍ରାମରେ ଏକ ଫଟୋ ଏବଂ ଭିଡିଓ ପୋଷ୍ଟ…

ସଂକ୍ରମଣ ବଢୁଥିଲେ ବି ମାସ୍କ ପିନ୍ଧିବା ହେବ ନାହିଁ ବାଧ୍ୟତାମୂଳକ

ଲଣ୍ଡନ,୬ ।୭: ସାରା ବିଶ୍ୱରେ କରୋନା ମହାମାରୀ ଏବେବି ତା’ର ତାଣ୍ଡବ ରଚି ଚାଲିଛି । ଧିରେ ଧିରେ ଏହି ମହାମାରୀ ସହ ଲୋକେ ବଞ୍ଚିବା ଶିଖିବାକୁ ପ୍ରୟାସ ଜାରି ରଖିଛନ୍ତି । ସୋମବାର ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ କହିଛନ୍ତି…

ମଦ ଶୁଙ୍ଘିଲେ ଆଉ ହେବନି କରୋନା ସଂକ୍ରମଣ, ଦାବି କଲେ ବୈଜ୍ଞାନିକ…

ଓ୍ବାଶିଂଟନ,୬।୭: ପୃଥିବୀରେ କରୋନା ମହାମାରୀ ସଙ୍କଟ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ମାର୍ଗଦର୍ଶିକା ଅନ୍ତର୍ଗତ ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଏବଂ ନିରନ୍ତର ସାନିଟାଇଜରରେ ହାତ ସଫା କରିବାକୁ ପରାମର୍ଶ ଦିଆଯାଉଛି। ସାନିଟାଇଜରରେ ଆଲକୋହଲ ଥିବାରୁ…

‘ମୁକ୍ତା’ କାର୍ଯ୍ୟକାରିତାରେ ଅବହେଳା: କାର୍ଯ୍ୟନିର୍ବାହୀ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର, ୬।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଫ୍ଲାଗ୍‌ଶିପ୍‌ ଯୋଜନା ‘ମୁକ୍ତା’ କାର୍ଯ୍ୟକାରିତାରେ ଅନିୟମିତତା କରିବାରୁ ପୁରୀ ଜିଲା ନିମାପଡ଼ା ଏନ୍‌ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ଶଶିଭୂଷଣ ମିଶ୍ରଙ୍କୁ ରାଜ୍ୟ ସରକାର ସୋମବାର ନିଲମ୍ବିତ କରିଛନ୍ତି। ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏ…

ମାଲାମାଲ୍‌ ହେବାକୁ ଯାଉଛି ବିସିସିଆଇ!

ନୂଆଦିଲ୍ଲୀ,୬।୭: ବିସିସିଆଇ ୨୦୨୨ ପାଇଁ ବଡ ପ୍ରସ୍ତୁତି କରୁଛି। ଆସନ୍ତା ସିଜିନରୁ ଦୁଇଟି ନୂତନ ଦଳ ଆଇପିଏଲ୍‌ରେ ଅନ୍ତର୍ଭୂକ୍ତ କରାଯିବ। ଏହାର ଟେଣ୍ଡର ଶୀଘ୍ର ବାହାରିବାକୁ ଯାଉଛି। କିନ୍ତୁ ଦଳ ବଢିବା ସହିତ ଟୁର୍ନାମେଣ୍ଟର ଫର୍ମାଟ ପରିବର୍ତ୍ତନ ହେବ। କରୋନା ଯୋଗୁ…

ମାଟ୍ରିକ ଅଫ୍‌ଲାଇନ୍‌ ପରୀକ୍ଷା ଫର୍ମ ପୂରଣ ଆରମ୍ଭ

କଟକ ଅଫିସ,୬।୭: ଚଳିତବର୍ଷ ମାଟ୍ରିକ ଫଳ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ରମାନେ କରୋନା କଟକଣା ମଧ୍ୟରେ ଅଫ୍‌ଲାଇନ୍‌ରେ ପରୀକ୍ଷା ଦେବେ। ଏଥିପାଇଁ ସୋମବାରଠାରୁ ଫର୍ମ ପୂରଣ ଆରମ୍ଭ ହୋଇଛି। ଛାତ୍ରୀଛାତ୍ରମାନେ ବୋର୍ଡ ୱେବ୍‌ସାଇଟ୍‌(www.bseodisha.ac.in)ରେ ଆସନ୍ତା ୧୪ ତାରିଖ ମଧ୍ୟରେ ଫର୍ମ ପୂରଣ…

ଇତିହାସ ରଚିଲେ ଏହି ବୋଲର୍‌

ଇଂଲଣ୍ଡର କିମ୍ବଦନ୍ତୀ ପେସର୍‌ ଜେମ୍ସ ଆଣ୍ଡରସନ ପ୍ରଥମ ଶ୍ରେଣୀ କ୍ୟାରିୟରରେ ୧୦୦୦ ଉଇକେଟ ନେଇ ନୂଆ କୀର୍ତ୍ତିମାନ ହାସଲ କରିଛନ୍ତି। ସେ ଲାନକାର୍ଶି ଖେଳିବାବେଳେ କେଣ୍ଟ ବିପକ୍ଷ ମ୍ୟାଚରେ ଏହି ସଫଳତା ହାସଲ କରିଥିଲେ। ଚଳିତ ମାସ ଶେଷରେ ତାଙ୍କର ୩୯ତମ…

ମାଗଣାରେ ମିଳିବ ସ୍ପୁଟନିକ-ଭି!

ନୂଆଦିଲ୍ଲୀ,୬ ।୭: କରୋନା ମହାମାରୀକୁ ଦୂରେଇ ଦେବାକୁ ଏବେ ବିଶ୍ୱର ପ୍ରାୟ ସମସ୍ତ ଦେଶରେ ଟିକକରଣ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି । ଏବେସୁଦ୍ଧା ଦେଶରେ କେବଳ କୋଭିସିଲ୍ଡ ଓ କୋଭାକ୍ସିନ ଟିକା ଉପଲବ୍ଧ ହେଉଥିବା ବେଳେ ଆଗାମୀ ଦିନରେ ରୁଷିଆ…

୭ରେ ମହାପ୍ରଭୁଙ୍କ ସ୍ବର୍ଣ୍ଣ ଅଳଙ୍କାର ମରାମତି

ପୁରୀ ଅଫିସ,୫।୭: ପୂର୍ବ ଛତିଶା ନିଯୋଗ ବୈଠକରେ ମହାପ୍ରଭୁଙ୍କର ସୁବର୍ଣ୍ଣ କୁଣ୍ଡଳ ଓ ଶ୍ରୀଭୂଜ ମରାମତି କରାଯିବାକୁ ନିଷ୍ପତ୍ତି ହୋଇଥିଲା। ସେହି ଅନୁଯାୟୀ, ଆସନ୍ତା ୭ତାରିଖରୁ କାର୍ଯ୍ୟ ଆରମ୍ଭ ହେବ ବୋଲି ସୋମବାର ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ…

ଏହି ଅଙ୍ଗୁର ଦାମ୍‌ ୩୫ହଜାର

ମଧ୍ୟପ୍ରଦେଶ ଜବଲପୁରରେ ଏକ ଆମ୍ବ ବଗିଚାର ଦୃଶ୍ୟ ନିକଟରେ ବେଶ୍‌ ଭାଇରାଲ ହୋଇଥିଲା। ଏହି ଆମ୍ବ ବଗିଚାରେ ତାଇଓ ନୋ ତୋମାଙ୍ଗେ ନାମକ ଜାପାନୀ ଆମ୍ବ ଫଳିଥିବା ବେଳେ ଏହାର ସୁରକ୍ଷା ପାଇଁ କଡ଼ା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। କାରଣ ଏହି…

ଲୋକଙ୍କୁ କେତେ ଶୋଷିବେ କେନ୍ଦ୍ର ସରକାର: ନିରଞ୍ଜନ

ଭୁବନେଶ୍ୱର,୬।୭(ବ୍ୟୁରୋ): କରୋନା ଏବଂ ତଜ୍ଜନିତ ତାଲାବନ୍ଦ ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗି ସାରିଲାଣି। ଆର୍ଥିକ ଅନଟନ ଲୋକଙ୍କୁ ମହାମାରୀଠୁ ଅଧିକ କଷ୍ଟ ଦେଲାଣି। ଏହି ସମୟରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ୍‌ର ବାରମ୍ବାର ଦରବୃଦ୍ଧି ଲୋକଙ୍କ ପାଇଁ ବେଡ଼ି ଉପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri