ବେଲ୍ଟ ଆଣ୍ଡ ରୋଡ୍ର ରିବ୍ରାଣ୍ଡିଂ କରୁଛି ଚାଇନା
ବେଜିଂ, ୧୪ା୧୧: ଆମେରିକାର ‘ବିଲ୍ଡ ବ୍ୟାକ୍ ବେଟର ଓ୍ବାଲର୍ଡ’ (ବି୩ଡବ୍ଲ୍ୟୁ) ପଦକ୍ଷେପକୁ ପ୍ରତିହତ କରିବା ପାଇଁ ଚାଇନା ଏହାର ମଲ୍ଟି-ବିଲିୟନ-ଡଲାର ପ୍ରୋଜେକ୍ଟ ବେଲ୍ଟ ଆଣ୍ଡ୍ ରୋଡ୍ ଇନିସିଏଟିଭ୍(ବିଆର୍ଆଇ)କୁ ନୂଆ ରୂପ ଦେବାକୁ ଉଦ୍ୟମ କରୁଛି। ଗତ ଜୁନରେ ଜି-୭ ଶିଖର ସମ୍ମିଳନୀରେ…
ନଭେମ୍ବର ୧୩ ପର୍ଯ୍ୟନ୍ତ ହରିୟାଣା-ପଞ୍ଜାବରେ ୫୭ହଜାର ଥର ଜଳାଯାଇଛି ନଡା: ନାସା
ନୂଆଦିଲ୍ଲୀ,୧୪ ।୧୧: ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ ସ୍ପେଶ ଆଡମିନିଷ୍ଟ୍ରେଶନ(ନାସା)ର ସାଟେଲାଇଟ ଡାଟାର ତଥ୍ୟ ଅନୁଯାୟୀ, ଚଳିତବର୍ଷ ନଭେମ୍ବର ୧ରୁ ୧୩ ମଧ୍ୟରେ ପଞ୍ଜାବ ଓ ହରିୟାଣାରେ ୨୦୧୨ପରେ ସବୁଠାରୁ ଅଧିକ ନଡା ଜଲାଯାଇଛି । ତଥ୍ୟ ଅନୁଯାୟୀ ୧-୧୩ ନଭେମ୍ବର ମଧ୍ୟରେ…
ଏହି ସହରରେ ମାଗଣା ମିଳୁଛି ଇଣ୍ଟରନେଟ୍ ସେବା
ଆଜିର ସମୟରେ ଇଣ୍ଟର୍ନେଟ୍ ସତେ ଯେପରି ଜୀବନର ଏକ ବଡ଼ ଅଂଶ ପାଲଟିଯାଇଛି। ସେ ଘର ହେଉ କି ଅଫିସ କିମ୍ବା ସର୍ବସାଧାରଣ ସ୍ଥାନ। ସବୁଠି ଇଣ୍ଟରନେଟ୍ ସମସ୍ତ କାର୍ଯ୍ୟକୁ ସହଜ କରିଥାଏ। ଏଭଳି ପରିସ୍ଥିତିରେ ଯଦି ଲୋକମାନେ ମାଗଣା ଓ୍ବାଇ-ଫାଇ…
ଚାଇନାକୁ ଝଟ୍କା ଦେଲା ଶ୍ରୀଲଙ୍କା
କଲମ୍ବୋ,୧୪ ।୧୧: ଚାଇନାର ଆକ୍ରମକ ବିସ୍ତରାବାଦୀ ନୀତି ଓ ଋଣ ଜାଲରେ ଫସାଇବାର ଯୋଜନାକୁ ଦେଖି ଛୋଟ ଛୋଟ ଦେଶବି ମୁହଁ ଖୋଲିବା ଆରମ୍ଭ କରି ଦେଲେଣି । ଏବେ ଏଥିରେ ସାମିଲ ହୋଇଛି ଶ୍ରୀଲଙ୍କା । ଚାଇନା କମ୍ପାନୀର ଖରାପ…
ବିବାହକୁ ନେଇ ଟ୍ରୋଲ ହେଉଛନ୍ତି ମଲାଲା!
ଲଣ୍ଡନ,୧୪ ।୧୧: ନୋବେଲ ପୁରସ୍କାର ବିଜୟୀନି ମଲାଲା ୟୁସୁଫଜାଇ ବିବାହ ପାଇଁ ନେଇଥିବା ନିଜର ନିସ୍ପତ୍ତି ସମ୍ପର୍କରେ ଏକ ନିବନ୍ଧ ଲେଖିଛନ୍ତି । ମଲାଲା ନଭେମ୍ବର ୯ରେ ଇଂଲଣ୍ଡର ବର୍ମିଂହାମରେ ଅସର ମଲିକଙ୍କୁ ବିବାହ କରିଛନ୍ତି । ଯେତେବେଳେ ମଲାଲା ତାଙ୍କ…
୧୬ ବର୍ଷ ପର୍ଯ୍ୟନ୍ତ ସ୍କୁଲ ଯାଇ ନ ଥିଲେ ନେହେରୁ, ଜାଣନ୍ତୁ କାରଣ…
ଆଜି ହେଉଛି ଶିଶୁଦିବସ। ପ୍ରତିବର୍ଷ ନଭେମ୍ବର ୧୪ରେ ଭାରତରେ ଶିଶୁଦିବସ ପାଳନ କରାଯାଏ। ଏହିଦିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ୍ ନେହେରୁଙ୍କ ଜନ୍ମଦିନ। କୁହାଯାଏ, ନେହେରୁ ପିଲାମାନଙ୍କୁ ବହୁତ ଭଲ ପାଉଥିଲେ। ତେଣୁ ତାଙ୍କର ଜନ୍ମଦିନକୁ ସେ ପିଲାମାନଙ୍କ ପାଇଁ ଉତ୍ସର୍ଗ…
୫ ଯବାନ, ୨ ପରିବାର ସଦସ୍ୟ ନିହତ
ଚୁରାଚାନ୍ଦପୁର,୧୪।୧୧: ମଣିପୁରରେ ରକ୍ତମୁଖା ହୋଇଉଠିଛି ପିପୁଲ୍ସ ରିଭୋଲ୍ୟୁଶନାରୀ ପାର୍ଟି ଅଫ୍ କଙ୍ଗଲେଇପକ୍ (ପିଆର୍ଇପିକେ)। ସ୍ବତନ୍ତ୍ର ରାଜ୍ୟ ଦାବି କରୁଥିବା ଏହି ବାମପନ୍ତୀ ସଂଗଠନର ଉଗ୍ରବାଦୀମାନେ ଆସାମ ରାଇଫଲ୍ସ ଉପରେ ଅତର୍କିତ ଆକ୍ରମଣ କରିଛନ୍ତି। ଏଥିରେ କମାଣ୍ଡିଂ ଅଫିସରଙ୍କ ସହ ୪ ସୈନ୍ୟ…
ଅମିତ, ବୀରେନ୍ଦ୍ରଙ୍କୁ ଅର୍ଜୁନ ପୁରସ୍କାର
ଭୁବନେଶ୍ୱର,୧୩।୧୧: ରାଜ୍ୟର ପ୍ରଥମ ଖେଳାଳି ଭାବେ ପାରା ଆଥ୍ଲେଟ ପ୍ରମୋଦ ଭଗତ ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର ପାଇଛନ୍ତି। ପୁରସ୍କାର ବାବଦରେ ପ୍ରମୋଦଙ୍କୁ ନଗଦ ୨୫ ଲକ୍ଷ ଟଙ୍କା ଓ ଏକ ପଦକ ସମେତ ମାନପତ୍ର…
ନ୍ୟୁଜିଲାଣ୍ଡ ପାଖରେ ପ୍ରତିଶୋଧ ନେବାର ସୁଯୋଗ
ଦୁବାଇ,୧୩।୧୧: ୟୁନାଇଟେଡ ଆରବ ଏମିରେଟ୍ସ (ୟୁଏଇ)ରେ ଚାଲିଥିବା ଟି୨୦ ବିଶ୍ୱକପ୍ର ସପ୍ତମ ସଂସ୍କରଣ ଏବେ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ପାଖାପାଖି ମାସେଧରି ଚାଲି ଆସିଥିବା ଏହି ହାଇପ୍ରୋଫାଇଲ ଟୁର୍ନାମେଣ୍ଟର ଫାଇନାଲ ମୁକାବିଲା ରବିବାର ଖେଳାଯିବ। ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଦୁଇ…
ଔଷଧ ଦୋକାନରେ ଗ୍ରାହକଙ୍କ ପାଟିତୁଣ୍ଡରୁ ହତ୍ୟାକାଣ୍ଡ
ଗୁଣପୁର,୧୨।୧୧(ଡି.ଏନ୍.ଏ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ପୁଟାସିଂରେ ଜଣେ ଯୁବକଙ୍କ ଆକ୍ରମଣରେ ରୁଟି ବ୍ୟବସାୟୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଅଛନ୍ତି। ମୃତକ ହେଲେ ଲବା ଅଞ୍ଚଳର ମନୋଜ କୁମାର ସେନାପତି। ସେ ଗୁଣପୁର ସହର ଶବରୀବିହାରରେ…
ମମିତା ରାୟପୁର ଯିବା ନେଇ ପୋଲିସକୁ ପ୍ରମାଣ ମିଳିନାହିଁ କହିଲେ ଡିଆଇଜି
ସମ୍ବଲପୁର,୧୩ା୧୧(ବ୍ୟୁରୋ): ମମିତା ମେହେର ହତ୍ୟା ଘଟଣାରେ ପୋଲିସ କାର୍ଯ୍ୟ ସମ୍ପାଦନାରେ ଅବହେଳା କରିନାହିଁ। ଅଭିଯୋଗ ପରେ ମାମଲା ରୁଜୁ ହୋଇଥିଲା। ଅଭିଯୁକ୍ତଙ୍କ କ୍ରାଇମ୍ ସିନ କରିବା, କୋର୍ଟଙ୍କୁ ସୂଚନା ଦେବା, ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସବୁ ସମୟ…
ସପ୍ତାହେ ସ୍କୁଲ୍ ବନ୍ଦ, ଘରୁ କାମ କରିବେ କର୍ମଚାରୀ
ନୂଆଦିଲ୍ଲୀ,୧୩।୧୧: ଦିଲ୍ଲୀର ବାୟୁ ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟ ଉଦ୍ବେଗ ପ୍ରକାଶ କରିବା ସହ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଏନେଇ ଦିଲ୍ଲୀ ସରକାର ଜରୁରୀ ବୈଠକ ଡାକି ସପ୍ତାହେ ସ୍କୁଲ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାରଠାରୁ ପୁଣିଥରେ ଅନ୍ଲାଇନରେ…

