କଂସାରୀପାଟିଆ ନଦୀରେ ପୁଣି ପଲିଥିନ ଆଡ଼
ପାରାଦୀପ,୧୩।୧୧(ସ୍ବ.ପ୍ର.): ପାରାଦୀପର ମଧ୍ୟସ୍ଥଳରେ ଥିବା କଂସାରୀପାଟିଆ ନଦୀରେ ପୁଣି ପଲଥିନ ଆଡ ନିର୍ମାଣ ହେଲାଣି। ୧୫ ଦିନ ତଳେ ପ୍ରଶାସନ ପକ୍ଷରୁ ଏସବୁ ପଲିଥିନ ଆଡ଼ ଉଚ୍ଛେଦ କରାଯାଇଥିଲା। ଏବେ ନଦୀର ଅଠରବାଙ୍କିଠାରୁ ଶ୍ମଶାନ ପର୍ଯ୍ୟନ୍ତ ସୀମାରେ ୫ଟି ନୂତନ ପଲିଥିନ…
ବ୍ୟାଙ୍କ ଡକାୟତି ଘଟଣା, ୪ ଗିରଫ
କଟକ ଅଫିସ,୧୩।୧୧: ବ୍ୟାଙ୍କ ଡକାୟତି ଘଟଣାରେ ଜଗତ୍ପୁର ପୋଲିସ ଏକ ଆନ୍ତଃଜିଲା ଡକାୟତି ଗ୍ୟାଙ୍ଗର ୪ ଜଣଙ୍କୁ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ଟାଙ୍ଗୀ ଥାନା ଅଧୀନ ଗୋବିନ୍ଦପୁର ଅଞ୍ଚଳରର ଦୁଇଭାଇ ଦୀପୁ ଓରଫ ଚକ୍ରଧର ସେଠୀ(୨୩) ଓ ଲିପୁ…
ଆଫଗାନିସ୍ତାନରେ ବିଧ୍ୱଂସକାରୀ ଭୂମିକା କରୁଛି ପାକିସ୍ତାନ, ତାଲିବାନକୁ ଦେଉଛି ଖୋଲାଖୋଲି ସମର୍ଥନ: ରିପୋର୍ଟ
ୱାଶିଂଟନ,୧୩ ।୧୧: ଆଫଗାନିସ୍ତାନ ଉପରେ ଆମେରିକା(କଂଗ୍ରେସ)ର ଏକ ରିପୋର୍ଟରେ ପାକିସ୍ତାନକୁ ତୀବ୍ର ନିନ୍ଦା କରାଯାଇଛି । ଉକ୍ତ ରିପୋର୍ଟରେ ଦର୍ଶାଯାଇଛି କି ଆଫଗାନିସ୍ତାନ ସହ ଜଡିତ ପ୍ରସଙ୍ଗରେ ପାକିସ୍ତାନ ଦୀର୍ଘଦିନ ଧରି ସକ୍ରିୟ ରହି ଆସିଛି ଓ ଅନେକ କ୍ଷେତ୍ରରେ ବିନାଶକାରୀ…
ବିବାହ ବନ୍ଧନରେ ବାନ୍ଧି ହେବେ ଶ୍ରଦ୍ଧା
ମୁମ୍ବାଇ : ଟେଲି ଅଭିନେତ୍ରୀ ଶ୍ରଦ୍ଧା ଆର୍ଯ୍ୟ ଖୁବ୍ ଶୀଘ୍ର ହାତକୁ ଦି’ହାତ ହେବାକୁ ଯାଉଛନ୍ତି। ସେ ଲୋକପ୍ରିୟ ଟେଲି ଧାରାବାହିକ ‘କୁଣ୍ଡଳୀ ଭାଗ୍ୟ’ରେ କାମ କରୁଛନ୍ତି । ଏହି ଶୋ’ ମାଧ୍ୟମରୁ ସେ ଘରେ ଘରେ ବେଶ୍ ପରିଚିତ ହୋଇପାରିଛନ୍ତି…
ଶେୟାର ମାର୍କେଟରେ ଲାଗିଛି ପ୍ରତାପଙ୍କ ଟଙ୍କା
ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲ ଯାଇଥିବା ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ଓ୍ବେଲ୍ଫେୟାର କର୍ପୋରେଶନ(ଓପିଏଚ୍ଡବ୍ଲ୍ୟୁସି)ର ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କ କଳା କାରନାମାର ପେଡ଼ିି ଖୋଲିବାରେ ଲାଗିଛି। ପ୍ରତାପ ଓଡ଼ିଆ ଚଳଚ୍ଚିତ୍ରରେ ଟଙ୍କା…
ଅଧାରେ ଅଟକିଛି ୩୯୯ ପ୍ରକଳ୍ପ
ହର୍ଷବର୍ଦ୍ଧନ ବେହେରା ଯାଜପୁର ଅଫିସ,୧୩ ।୧୧: ଓଡ଼ିଶାର ୧୩ଟି ଗ୍ରାମ୍ୟ ନିର୍ମାଣ ସର୍କଲ ଅଧୀନରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍ଜିଏସ୍ୱାଇ)ରେ ୩୯୯ଟି ରାସ୍ତା ନିର୍ମାଣ ସରୁନାହିଁ। ଏଥିରେ ପ୍ରଥମ ପର୍ଯ୍ୟାୟରେ ୩୦୮ ଓ ଦ୍ୱିତୀୟ ପର୍ଯ୍ୟାୟରେ ୯୧ଟି ପ୍ରକଳ୍ପ ରହିଛି।…
୪ କୋଟି ଟପିଲା ଟିକାକରଣ
ଭୁବନେଶ୍ୱର, ୧୨।୧୧(ବ୍ୟୁରୋ) କୋଭିଡ୍ ଟିକାକରଣରେ ଓଡ଼ିଶା ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। ରାଜ୍ୟରେ କରୋନା ଟିକାକରଣ ୪ କୋଟି ଟପିଛି। ଏନେଇ ଶୁକ୍ରବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍ କରି ସୂଚନା ଦେଇଛି। ଏହି ସଫଳତା…
ଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ
ବରଗଡ଼ ଅଫିସ୍,୧୩।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ବରଗଡ଼ ଜିଲା ଗସ୍ତରେ ଆସୁଛନ୍ତି । ଏହି କ୍ରମରେ ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ଟା ୧୫ ମିନିଟରେ ନବୀନ ନିବାସ ଛାଡ଼ି ୧୦ଟା ୨୦ମିନିଟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଇଣ୍ଟରନ୍ୟାସନାଲ ଏୟାରପୋର୍ଟକୁ ଯିବେ। ସେ…
‘ଓଡ଼ିଶାରେ ସାମୁଦ୍ରିକ ବାୟୋ ଟେକ୍ନୋଲୋଜି ଉତ୍କର୍ଷ କେନ୍ଦ୍ର ହେଉ’
ଭୁବନେଶ୍ୱର, ୧୩।୧୧(ବ୍ୟୁରୋ): ରାଜ୍ୟରେ ସାମୁଦ୍ରିକ ବାୟୋ ଟେକ୍ନୋଲୋଜି ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରିବା ନିମନ୍ତେ ବିଜ୍ଞାନ ଓ କାରିଗରି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ଶୁକ୍ରବାର ନୂଆଦିଲ୍ଲୀଠାରେ ବିଜ୍ଞାନ ତଥା କାରିଗରି ମନ୍ତ୍ରଣାଳୟ ଆନୁକୂଲ୍ୟରେ ଆୟୋଜିତ…
ବେଲାରୁସର ଏକ ଛତ୍ରବାଦୀ ଶାସକ ୨୦ ହଜାର ଶରଣାର୍ଥୀଙ୍କୁ ୟରୋପ ପଠାଇବାକୁ କରୁଛନ୍ତି ଚେଷ୍ଟା
ମିଂସ୍କା,୧୩ ।୧୧: ବେଲାରୁସ ଓ ପୋଲାଣ୍ଡ ସୀମାରେ ଏବେ ହଜାର ହଜାର ଶରଣାର୍ଥୀ ଏବଂ ପ୍ରବାସୀ ତଥା ସଶସ୍ତ୍ର ସେନା ମୁହାଁମୁହିଁ ହୋଇଛନ୍ତି । ବେଲାରୁସର ଏହି ପ୍ରବାସୀମାନେ ପୋଲାଣ୍ଡ ଦେଇ ୟୁରୋପୀୟ ୟୁନିୟନରେ ପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି ।…
ପୋଲିସ ଚାକିରି ନାଁରେ ୧.୪୭ କୋଟି ଠକେଇ
ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ପୋଲିସ ଚାକିରି କରାଇଦେବାକୁ କହି ବଡ ଧରଣର ଠକେଇ ହୋଇଛି। ଏଭଳି ୩୮ଜଣ ଆଶାୟୀଙ୍କଠାରୁ ମୋଟ ୧କୋଟି ୪୭ ଲକ୍ଷ ଠକିଥିବା ଅଭିଯୋଗରେ ୨ଜଣଙ୍କୁ ଶୁକ୍ରବାର କ୍ରାଇମବ୍ରାଞ୍ଚର ଅଥର୍ର୍ନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଛି। ସେମାନେ ହେଲେ ବୈକୁଣ୍ଠନାଥ…
ଲଘୁଚାପ: ଉପକୂଳରେ କୋହଲା ପାଗ, ବର୍ଷା
ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଗୁରୁବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାଛଡା ଉତ୍ତର-ଆଭ୍ୟନ୍ତରୀଣ ତାମିଲନାଡ଼ୁରେ ସୃଷ୍ଟି ହୋଇଥିବା ଟ୍ରପ୍ ଲାଇନ୍ ଆନ୍ଧ୍ର ଦେଇ ଓଡ଼ିଶା ଉପକୂଳକୁ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ…

