Home Left

ଟ୍ରମ୍ପ୍‌ ଟିମ୍‌ର ଗେଟର ଆପ୍‌

ମାଇକ୍ରୋବ୍ଲଗିଂ ପ୍ଲାଟ୍‌ଫର୍ମ ଟୁଇଟରରୁ ବ୍ୟାନ୍‌ ହେବା ପରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଏକ ଟିମ୍‌ ଏହି ସୋସିଆଲ ମିଡିଆ ଷ୍ଟାଇଲର ଆପ୍ଲିକେଶନ ଆଣିଛନ୍ତି। ସାମାଜିକ ଗଣମାଧ୍ୟମ ପ୍ରତି ଟ୍ରମ୍ପ୍‌ଙ୍କ ଦୁର୍ବଳତାକୁ ଦୃଷ୍ଟିରେ ରଖି ତାଙ୍କ ପୂର୍ବତନ ପରାମର୍ଶଦାତା ଜେସନ୍‌…

୪ ମାସରେ ୩ ମୁଖ୍ୟମନ୍ତ୍ରୀ

ଡେରାଡୁନ, ୪।୭: ଉତ୍ତରାଖଣ୍ଡ ୪ ମାସ ମଧ୍ୟରେ ତୃତୀୟ ମୁଖ୍ୟମନ୍ତ୍ରୀ ଦେଖିବାକୁ ଯାଉଛି। ଭାଜପା ବିଧାୟକ ପୁଷ୍କର ସିଂ ଧାମି ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ନିଯୁକ୍ତ ହୋଇଛନ୍ତି। ଶନିବାର ଭାଜପା ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ରବିବାର ସେ…

ମହାକାଶ ଯିବେ ସିରିଶା

ଓ୍ବାଶିଂଟନ୍‌, ୪ା୭: ଆସନ୍ତା ୧୧ ତାରିଖରେ ଭର୍ଜିନ ଗାଲେକ୍ଟିକ୍‌ର ସ୍ପେସ୍‌ ଯାନରେ ଅରବପତି ରିଚାର୍ଡ ବ୍ରାନସନ୍‌ଙ୍କ ସହ ଭାରତୀୟ-ଆମେରିକୀୟ ସିରିଶା ବାନ୍ଦଲା ମହାକାଶ ଯିବେ। ଆନ୍ଧ୍ରପ୍ରଦେଶର ଗୁଣ୍ଟୁରରେ ଜନ୍ମିତ ୩୪ ବର୍ଷୀୟା ସିରିଶା ରିଚାର୍ଡଙ୍କ ସହ ଯାତ୍ରା କରୁଥିବା ୫ ମହାକାଶଯାତ୍ରୀଙ୍କ…

ଆଲମଣ୍ଡ ଖାଇଲେ ଦୂର ହେବ ଏସବୁ ମାରାତ୍ମକ ରୋଗ

ଆଲମଣ୍ଡ ଖାଇବା ଦ୍ୱାରା ଥଣ୍ଡା ଏବଂ ଫ୍ଲୁ ଭଳି ଭାଇରାଲ ସଂକ୍ରମଣ ସହିତ ଲଢ଼ିବାର ଶକ୍ତି ଆସିଥାଏ। ଏହାକୁ ଖାଇଲେ ରୋଗ ପ୍ରତିରୋଧକ ଶକ୍ତି ବଢ଼ିଥାଏ। ଆଲମଣ୍ଡ ଚୋପା ମଧ୍ୟ ଦେହ ପାଇଁ ହିତକର। ଏହା କୋଲେଷ୍ଟରଲ ହ୍ରାସ କରିଥାଏ। ଏଥିରେ…

ଆମରଣ ଅନଶନରେ ବସିବ ଅଭିଭାବକ ମହାସଂଘ

ଭୁବନେଶ୍ୱର, ୩।୭(ବ୍ୟୁରୋ) – ସ୍କୁଲ ଫି’ ଛାଡ଼ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଅନେକ ଶିକ୍ଷାନୁଷ୍ଠାନ ପାଳନ କରୁନାହାନ୍ତି। ଏହାର ପ୍ରତିବାଦରେ ଆସନ୍ତା ୮ ତାରିଖରୁ ଓଡ଼ିଶା ଅଭିଭାବକ ମହାସଂଘ ଭୁବନେଶ୍ୱର ଏଡିଏମ୍‌ଙ୍କ କାର୍ଯ୍ୟାଳୟ ଆଗରେ ଆମରଣ ଅନଶନ କରିବ ବୋଲି ଚେତାବନୀ…

‘ଆମ ସମ୍ପତ୍ତି ନଷ୍ଟ କଲେ ପରିଣାମ ଭୟଙ୍କର ହେବ’

ନୂଆଦିଲ୍ଲୀ,୩।୭: ପାକିସ୍ତାନ ଯଦି ଡ୍ରୋନ୍‌ ଆକ୍ରମଣ କରିବାକୁ ଉଦ୍ୟମ କରେ କିମ୍ବା ହାଇବ୍ରିଡ୍‌ ଓ୍ବାରଫେୟାରରେ ଭାରତୀୟ ସାମରିକ ଘାଟିକୁ ଟାର୍ଗେଟ କରେ ତେବେ ଏହାର ଠିକଣା ଜବାବ ଦିଆଯିବ। ଏଭଳି ଚେତାବନୀ ଦେଇଛନ୍ତି ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ (ସିଡିଏସ୍‌) ଜେନେରାଲ…

ରଥଯାତ୍ରାରେ ଲଘୁଚାପ ବର୍ଷା

ଭୁବନେଶ୍ୱର,୩ା୭: ଚଳିତ ମାସ ୧୨ରେ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା। ସେହିଦିନ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟର ଉପକୂଳ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟରେ…

ପୂଜାରାଙ୍କ ସ୍ଥାନ ନେବା ପାଇଁ ଏହି ବ୍ୟାଟ୍ସମ୍ୟାନ ଫିଟ୍‌

ନୂଆଦିଲ୍ଲୀ, ୩ା୭- ଭାରତୀୟ ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରାଙ୍କ ସ୍ଥାନରେ ଖେଳିବା ପାଇଁ ଯୁବ ପୃଥ୍ବୀ ଶ’ ପୂରା ଫିଟ୍‌। ଜଣେ ଫ୍ୟାନଙ୍କ ପ୍ରଶ୍ନର ଉତ୍ତର ଦେଇ ଏହା କହିଛନ୍ତି ପୂର୍ବତନ ଅଷ୍ଟ୍ରେଲିଆନ ସ୍ପିନର ବ୍ରାଡ୍‌ ହଗ୍‌। ଜଣେ ଫ୍ୟାନ ଟୁଇଟରରେ…

ଏବିଭିପି ନେତାରୁ ମୁଖ୍ୟମନ୍ତ୍ରୀ

ଡେରାଡୁନ,୩।୭: ଭାଜପା ବିଧାୟକ ପୁଷ୍କର ସିଂ ଧାମି ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ନିଯୁକ୍ତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଧାମି ଉଧାମସିଂନଗର ଜିଲାର ଖାତିମା ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ଦୁଇଥର ନିର୍ବାଚିତ ହୋଇଛନ୍ତି। ଏଥିସହିତ ସେ ଭାଜପା ରାଜ୍ୟ ଉପାଧ୍ୟକ୍ଷ ଅଛନ୍ତି। ୪୫ ବର୍ଷୀୟ…

ମୃତ ଶିକ୍ଷକଙ୍କୁ କଣ୍ଟ୍ରୋଲ ରୁମ୍‌ ଡ୍ୟୁଟି

ନବରଙ୍ଗପୁର,୩।୭: ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଶିକ୍ଷା ବିଭାଗର ଅଜବ ନୀତି। ମୃତ ଶିକ୍ଷକଙ୍କୁ ମିଳିଛି କୋଭିଡ୍‌ କଣ୍ଟ୍ରୋଲ ରୁମ୍‌ ଡ୍ୟୁଟି। କଥାଟି ଶୁଣିବାକୁ ଅଡ଼ୁଆ ଲାଗୁଥିଲେ ବି ଜଣେ ମୃତ ଶିକ୍ଷକଙ୍କୁ କୋଭିଡ କାର୍ଯ୍ୟ ପାଇଁ ଚିଠି ଜାରି ହୋଇଛି।…

ପିଜିରେ ଉତ୍ତୀର୍ଣ୍ଣ ହେଲେ ୭୭ ବର୍ଷିୟ ଅବସରପ୍ରାପ୍ତ ଶିକ୍ଷକ

ସୋନପୁର,୩।୭(ନି.ପ୍ର.): ଦୃଢ ଇଚ୍ଛାଶକ୍ତି ଥିଲେ ସଫଳ ହେବାକୁ କେହି ରୋକି ପାରିବେ ନାହିଁ। ଏହା ପ୍ରମାଣ କରି ଦେଖାଇଛନ୍ତି ଅବସରପ୍ରାପ୍ତ ଶିକ୍ଷକ ରମେଶ ପ୍ରସାଦ ନାୟକ। ୭୭ ବର୍ଷ ବୟସରେ ସେ ପାଠ ପଢି ଓଡ଼ିଆରେ ପୋଷ୍ଟ ଗ୍ରାଜୁଏଟ ଡିଗ୍ରୀ (ପିଜି)…

ବିସିସିଆଇର ଘୋଷଣା: ଏଥର ହେବ ରଣଜୀ ଟ୍ରଫି

ନୂଆଦିଲ୍ଲୀ, ୩ା୭- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ରଣଜୀ ଟ୍ରଫି ସମେତ ଏହାର ସମସ୍ତ ଘରୋଇ ଟୁର୍ନାମେଣ୍ଟ ଆୟୋଜନ କରିବ। ୨୦୨୧-୨୨ ସିଜନରେ ମୋଟ ୨୧୨୭ ମ୍ୟାଚ ଖେଳାଯିବ। ରଣଜୀ ଟ୍ରଫି ନଭେମ୍ବର ୧୬ରୁ ଆରମ୍ଭ ହେବ। କୋଭିଡ୍‌ ମହାମାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri