ମେ ସୁଦ୍ଧା ୫-ଜି ସ୍ପେକ୍ଟ୍ରମ ନିଲାମ
ନୂଆଦିଲ୍ଲୀ,୧୨ା୧୧:ବହୁ ପ୍ରତୀକ୍ଷିତ ୫-ଜି ସ୍ପେକ୍ଟ୍ରମ ନିଲାମ ୨୦୨୨ ଏପ୍ରିଲରୁ ମେ ମାସ ମଧ୍ୟରେ ହୋଇପାରେ। ଗୁରୁବାର କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଏଠାରେ ଅନୁଷ୍ଠିତ ଟାଇମ୍ସ ନାଓ ସମିଟ୍ ୨୦୨୧ ଅବସରରେ ସେ କହିଛନ୍ତି, ନିଲାମ ପ୍ରକ୍ରିୟା…
ମୁମ୍ବାଇ ସ୍କ୍ରାପ ଗୋଡାଉନରେ ଅଗ୍ନୀକାଣ୍ଡ
ମୁମ୍ବାଇ,୧୨ ।୧୧: ମୁମ୍ବାଇର ମାନଖୁର୍ଦ ସ୍ଥିତ ନ୍ୟୁ ମଣ୍ଡାଲା ଅଞ୍ଚଳରେ ଭୟଙ୍କର ଅଗ୍ନୀକାଣ୍ଡ ଘଟିଛି । ଏହା ମାନଖୁର୍ଦର ସ୍କ୍ରାପ ଗୋଡାଉନରେ ଲାଗିଛି । ଅଗ୍ନୀଶମ ବିଭାଗର ୧୨ ଗାଡି ନିଆଁ ଲିଭା କାମରେ ଲାଗିଛନ୍ତି । ଏହି ଅଗ୍ନିକାଣ୍ଡରେ ବହୁ…
ଏମିତି ପୁଷ୍କରିଣୀ, ଯାହାର ମାତ୍ର ୩ ବୁନ୍ଦା ପାଣି ପିଇଲେ ମେଣ୍ଟିଥାଏ ଶୋଷ
ଭାରତରେ ଅନେକ ପ୍ରାଚୀନ ମଠ, ମନ୍ଦିର, ପୁଷ୍କରିଣୀ ରହିଛି। ଯାହା ରହସ୍ୟରେ ପରିପୂର୍ଣ୍ଣ। ମଧ୍ୟପ୍ରଦେଶର ଛତ୍ରପୁର ଜିଲାରେ ଠିକ୍ ଏପରି ଏକ ପୁଷ୍କରିଣୀ ଅଛି, ଯାହାର ରହସ୍ୟ ଆଜି ଯାଏ କେହି ଜାଣିପାରୁନାହାନ୍ତି। ଏହି ପୁଷ୍କରିଣୀର ଜଳ କେଉଁଠୁ ଆସେ, ଏହାର…
ସଚେତନତା ହିଁ ପ୍ରକୃତ ଚିକିତ୍ସା
ଯେକୌଣସି ଶାରୀରିକ ସମସ୍ୟା କ୍ଷେତ୍ରରେ ସଚେତନତା ହିଁ ପ୍ରକୃତ ଚିକିତ୍ସା ସାବ୍ୟସ୍ତ ହୋଇଥାଏ। ଏହାଦ୍ୱାରା ବହୁ ପୂର୍ବରୁ ଶାରୀରିକ ସମସ୍ୟା ସମ୍ପର୍କରେ ଜଣାପଡ଼ିଥାଏ। ଫଳରେ ଆବଶ୍ୟକ ଚିକିତ୍ସା ବ୍ୟବସ୍ଥା ଗ୍ରହଣ କରିବା ସହଜ ହୋଇଥାଏ। ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ନଭେମ୍ବର…
ଶାହଙ୍କ ଦୁଇ ଦିନିଆ ୟୁପି ଗସ୍ତ, ଦେବେ ବିଜୟର ମନ୍ତ୍ର
ନୂଆଦିଲ୍ଲୀ,୧୨ ।୧୧: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଶୁକ୍ରବାରଠାରୁ ଦୁଇ ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଯାଉଛନ୍ତି । ଏହି ସମୟରେ ସେ କିଛି କାର୍ଯ୍ୟକ୍ରମରେ ସମ୍ବୋଧନ ଦେବେ ଏହାସହ ବାରାଣସୀରେ ଏକ ମହତ୍ୱପୂର୍ଣ୍ଣ ସଙ୍ଗଠନାତ୍ମକ ବୈଠକ କରିବେ । ଏହି…
ସୋନିଆଙ୍କ ବାସଭନରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୧୨।୧୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଆଶୋକ ଗେହଲଟ ଗୁରୁବାର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଦିଲ୍ଲୀ ବାସଭନରେ ଭେଟିଛନ୍ତି। ରାଜସ୍ଥାନର ରାଜନୈତିକ ସ୍ଥିତି ଓ କ୍ୟାବିନେଟ୍ ସମ୍ପ୍ରସାରଣ ନେଇ ଦୁଇନେତାଙ୍କ ମଧ୍ୟରେ ଆଲୋଚନା ହୋଇଥିବା ଜଣାପଡ଼ିଛି। ରାଜସ୍ଥାନରେ ଆଗାମୀ କିଛିଦିନ ମଧ୍ୟରେ ମନ୍ତ୍ରିମଣ୍ଡଳ…
ଦିନିକିଆ,ଟି-୨୦ ମ୍ୟାଚ୍ରେ ଗୋଟିଏ ବି ଛକା ଲଗାଇନାହାନ୍ତି ଏହି ୩ କ୍ରିକେଟର୍
ଭାରତୀୟ କ୍ରିକେଟ ଦଳରେ ଏବେ ଏକରୁ ଅଧିକ ମହାନ ଖେଳାଳି ଅଛନ୍ତି। ଏହି ଦଳରେ ୩ ଜଣ ଖେଳାଳି ଅଛନ୍ତି ଯେଉଁମାନେ ଏ ପର୍ଯ୍ୟନ୍ତ ଦିନିକିଆ ଏବଂ ଟି -୨୦ କ୍ରିକେଟରେ ଗୋଟିଏ ଛକା ମାରିବାରେ ସକ୍ଷମ ହୋଇ ନାହାଁନ୍ତି। ସେହି…
୪ ଗର୍ଲଫ୍ରେଣ୍ଡଙ୍କୁ ଘର ଆଗରେ ଏକାଠି ଦେଖି ଯୁବକ ନେଲେ ଏମିତି ନିଷ୍ପତ୍ତି
ଜଲପାଇଗୁଡି,୧୨।୧୧:ପଶ୍ଚିମବଙ୍ଗର କୁଚ ବେହାରରେ ଏକ ରୋଚକ ଘଟଣା ଘଟିଛି। ଜଣେ ଯୁବକ ୪ ଯୁବତୀଙ୍କୁ ପ୍ରେମ କରି ଧରାପଡିବା ପରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଏହା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କୁଚ ବେହାର ମାଥାବାଙ୍ଗାର ଜୋରପାଟକି ଗ୍ରାମରେ ଏହି…
ବିଶ୍ୱକପ୍ରେ ପାକିସ୍ତାନର ପରାଜୟ ଧାରା ଜାରି
ଦୁବାଇ,୧୨।୧୧: ଗ୍ରୁପ ପର୍ଯ୍ୟାୟରେ ଭାରତକୁ ହରାଇଥିବା ପାକିସ୍ତାନର ବିଜୟ ରଥ ଚଳିତ ଟି୨୦ ବିଶ୍ୱକପ୍ର ସେମିଫାଇନାଲଟରେ ଅଟକିଛି। ଦ୍ୱିତୀୟ ସେମିଫାଇନାଲକୁ ୫ ଉଇକେଟରେ ଜିତି ଫାଇନାଲରେ ପ୍ରବେଶ କରିଛି ଅଷ୍ଟ୍ରେଲିଆ। ଏଥିସହ କ୍ରିକେଟ ବିଶ୍ୱକପ୍ ଇତିହାସରେ ପାକିସ୍ତାନର ପରାଜୟ ରେକର୍ଡ ଜାରି…
ଭାଜପାକୁ ୟୁପିରୁ ତଡ଼ିଦେବେ ଚାଷୀ, ଆଞ୍ଚଳିକ ଦଳ
ମୁଜାଫରନଗର,୧୨।୧୧: ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଚାଷୀଙ୍କ ଆନ୍ଦୋଳନ ଓ ଆଞ୍ଚଳିକ ଦଳ ଉତ୍ତରପ୍ରଦେଶରୁ ଭାଜପାକୁ ଓପାଡ଼ି ଫିଙ୍ଗିବେ। ଗୁରୁବାର ଏଭଳି ଦୃଢ଼ୋକ୍ତି ଦେଇଛନ୍ତି ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବ। ୟୁପିର ମୁଜାଫରନଗର ଜିଲାରେ ଏକ…
ବର୍ଜ୍ୟବସ୍ତୁ ପାଇଁ ଜଙ୍ଗଲରେ ଲାଗିଲା ନିଆଁ
କେନ୍ଦୁଝର,୧୧।୧୧(ସ୍ବ.ପ୍ର.): କେନ୍ଦୁଝର ସହର ଉପକଣ୍ଠ ଜୁଡିଆଘାଟି ଜଙ୍ଗଲରେ ଗୁରୁବାର ନିଆଁ ଲାଗି ଯାଇଛି। ଫଳରେ ଶତାଧିକ ଗଛ ପୋଡି ନଷ୍ଟ ହୋଇଛି। ଉକ୍ତ ଅଞ୍ଚଳରେ ବେଆଇନ ଭାବେ ପକାଯାଉଥିବା ସହରର ବର୍ଜ୍ୟବସ୍ତୁରେ ନିଆଁ ବ୍ୟାପିଥିବା କୁହାଯାଉଛି। ନିଆଁକୁ ତୁରନ୍ତ ଆୟତ୍ତ କରା…
ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡ
ଜୟପୁର,୧୧ା୧୧(ନି.ପ୍ର.): ନାବାଳିକା ବଳାତ୍କାର ମାମଲାର ବିଚାର କରି ବିଚାରପତି ପ୍ରଦୀପ କୁମାର ସାସମଲ ଗୁରୁବାର ଅଭିଯୁକ୍ତ ବଦଳିଗୁଡ଼ାର ବିପିନ ସୁନା(୨୩)ଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ…

