Home Left

କୋଚ୍‌ ହେଡେନଙ୍କ ରେକର୍ଡ ଭାଙ୍ଗିଲେ ବାବର

ଦୁବାଇ,୧୧।୧୧: ପାକିସ୍ତାନ ଅଧିନାୟକ ତଥା ବ୍ୟାଟର ବାବର ଆଜାମ ପଦାର୍ପଣ ଟି୨୦ ବିଶ୍ୱକପ୍‌ ସଂସ୍କରଣରେ ସର୍ବାଧିକ ରନ୍‌ କରିବାର ରେକର୍ଡ ନିଜ ନାମରେ କରିଛନ୍ତି। ଏହି ଧାରାରେ ସେ ଭାଙ୍ଗି ଦେଇଛନ୍ତି ପୂର୍ବତନ ଅଷ୍ଟ୍ରେଲିଆନ ଓପନର ତଥା ବର୍ତ୍ତମାନ ପାକିସ୍ତାନ ଦଳର…

ଦୈନିକ ଦେଶରେ ଆତ୍ମହତ୍ୟା କରୁଛନ୍ତି ୩୪ ଛାତ୍ରୀଛାତ୍ର

ବେଙ୍ଗାଲୁରୁ, ୧୧।୧୧: ମହାମାରୀ ବର୍ଷ ୨୦୨୦ରେ ଭାରତରେ ୧୨,୫୦୦ରୁ ଅଧିକ ଛାତ୍ରୀଛାତ୍ର ଆତ୍ମହତ୍ୟା କରିଛନ୍ତି। ଅର୍ଥାତ୍‌ ଦେଶରେ ଦୈନିକ ହାରାହାରି ଛାତ୍ର ଆତ୍ମହତ୍ୟା ସଂଖ୍ୟା ୩୪ରୁ ଅଧିକ। ତଥ୍ୟ ଅନୁଯାୟୀ ୨୦୧୯ ତୁଳନାରେ ୨୦୨୦ରେ ଆତ୍ମହତ୍ୟା ହାର ୨୧ ପ୍ରତିଶତ ଅଧିକ…

ଟି୨୦ ଇତିହାସରେ ରିଜଓ୍ବାନ ପ୍ରଥମ ବ୍ୟାଟର

ଦୁବାଇ,୧୧।୧୧: ଫୁଲ ଫର୍ମରେ ଥିବା ପାକିସ୍ତାନ ଉଇକେଟକିପର ବ୍ୟାଟର ମହମ୍ମଦ ରିଜଓ୍ବାନ ଟି୨୦ କ୍ରିକେଟ ଇତିହାସର ପ୍ରଥମ ଖେଳାଳି ଭାବେ ଗୋଟିଏ ବର୍ଷରେ ହଜାରେରୁ ଅଧିକ ରନ୍‌ କରିଛନ୍ତି। ଗୁରୁବାର ଖେଳାଯାଇଥିବା ଅଷ୍ଟ୍ରେଲିଆ ବିପକ୍ଷ ସେମି ଫାଇନାଲରେ ସେ ଖେଳିଥିଲେ ୬୭…

ପାକିସ୍ତାନକୁ ୧୭୬ ରନ୍‌ରେ ରୋକି ଦେଲା ଅଷ୍ଟ୍ରେଲିଆ

ଦୁବାଇ,୧୧।୧୧: ଚଳିତ ଟି୨୦ ବିଶ୍ୱକପ୍‌ ସେମିଫାଇନାଲରେ ପ୍ରବେଶ କରିବା ପାଇଁ ଅଷ୍ଟ୍ରେଲିଆକୁ ୧୭୭ ରନ୍‌ ଦରକାର। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ପାକିସ୍ତାନ ୨୦ ଓଭରରେ ୪ ଉଇକେଟ ହରାଇ ୧୭୬ ରନ୍‌ କରିବାକୁ ସକ୍ଷମ ହୋଇଛି। ପାକିସ୍ତାନ ପାଇଁ…

ପଞ୍ଜାବ ବିଧାନସଭାରେ ପାରିତ ହେଲା କୃଷି ଆଇନ ବିରୋଧୀ ପ୍ରସ୍ତାବ

ଚଣ୍ଡିଗଡ଼, ୧୧।୧୧: କେନ୍ଦ୍ର ସରକାରଙ୍କ ୩ ବିବାଦୀୟ କୃଷି ଆଇନ ବିରୋଧରେ ଗୁରୁବାର ପଞ୍ଜାବ ବିଧାନସଭାର ସ୍ବତନ୍ତ୍ର ଅଧିବେଶନରେ ପ୍ରସ୍ତାବ ଗୃହୀତ ହୋଇଛି। ରାଜ୍ୟ କୃଷିମନ୍ତ୍ରୀ ରଣଦୀପ୍‌ ସିଂ ନାଭା ଏହି ପ୍ରସ୍ତାବ ଆଣିଥିବା ବେଳେ ଏହା ଉପରେ ବିତର୍କ ହୋଇଥିଲା।…

ଆମ୍ବୁଲାନ୍ସରେ ଚାଲାଣ କରୁଥିଲେ ଗଞ୍ଜେଇ

ଭଦ୍ରକ ଅଫିସ,୧୧।୧୧: ଆମ୍ବୁଲାନ୍ସରେ ଚାଲାଣ ହେଉଥିଲା ଗଞ୍ଜେଇ। ଗୁରୁବାର ଯାଞ୍ଚ ବେଳେ ଭଦ୍ରକ ଟାଉନ ଥାନା ପୋଲିସ ଆମ୍ବୁଲାନ୍ସ ସହ ୫୦ କେଜିରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରିଛି। ସୂଚନା ଅନୁଯାୟୀ, ଆମ୍ବୁଲାନ୍ସଟି ଗଞ୍ଜେଇ ନେଇ କଟକରୁ ଭଦ୍ରକ ଅଭିମୁଖେ ଆସୁଥିଲା।…

ଦିନିକିଆ ନେତୃତ୍ୱ ଛାଡ଼ିପାରନ୍ତି କୋହଲି

ନୂଆଦିଲ୍ଲୀ,୧୧।୧୧: ଟି୨୦ ଦଳର ନେତୃତ୍ୱ ଛାଡ଼ିଥିବା ବିରାଟ କୋହଲି ଆଗାମୀ ଦିନରେ ଦିନିକିଆ ଦଳର ଅଧିନାୟକ ପଦ ମଧ୍ୟ ଛାଡ଼ି ପାରନ୍ତି। ଦିନିକିଆ ଦଳର ନେତୃତ୍ୱର ଭବିଷ୍ୟତ ନିର୍ଦ୍ଧାରଣ କରିବା ପାଇଁ କୋହଲିଙ୍କ ସହ ବିସିସିଆଇର ମୁଖ୍ୟ ଆଲୋଚନା କରିବେ ବୋଲି…

ବାପାଙ୍କ ତଣ୍ଟିଚିପି ଆତ୍ମସମର୍ପଣ କଲେ ପୁଅ

ବେଲପଡା,୧୧ା୧୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ବେଲପଡ଼ା ଥାନା ଘାଗୁର୍ଲି ଗାଁରେ ପୁଅ ନିଜ ବାପାଙ୍କ ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକ ହେଲେ ବୈକୁଣ୍ଠ ମାଝି(୫୮)। ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ପୁଅ ମହେଶ୍ୱର ମାଝି(୨୫) ଥାନାରେ ଆତ୍ମସମର୍ପଣ କରିଛନ୍ତି।…

ଅରୁଣାଞ୍ଚଳରେ ଚାଇନାର ଗାଁ ନିର୍ମାଣ: ପ୍ରଥମ ଥର ମୁହଁ ଖୋଲିଲା ଭାରତ

ନୂଆଦିଲ୍ଲୀ,୧୧।୧୧: ଅରୁଣାଞ୍ଚଳ ପ୍ରଦେଶରେ ଚାଇନା ୧୦୦ ଘର ବିଶିଷ୍ଟ ଏକ ଗ୍ରାମ ନିର୍ମାଣ କରିଥିବା ନେଇ ଆମେରିକାର ପ୍ରତିରକ୍ଷା ବିଭାଗ ରିପୋର୍ଟରେ ସବିଶେଷ ତଥ୍ୟ ପ୍ରକାଶ ପାଇଥିଲା। ଏହି ଘଟଣା ଉପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛି ନୂଆଦିଲ୍ଲୀ। ଚାଇନା…

ବନ୍ଧୁକ ଦେଖାଇ ପେଟ୍ରୋଲ ପମ୍ପରୁ ଲୁଟିନେଲେ

ବାରିପଦା ଅଫିସ/ବୈଶିଙ୍ଗା,୧୧ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବଡ଼ସାହି-ମାଣତ୍ରୀ ରାସ୍ତାର ମାଳହାତୀଠାରେ ଥିବା ଇଣ୍ଡିଆନ ଅଏଲ୍‌ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ କିଛି ଦୃର୍ବୃତ୍ତ ବନ୍ଧୁକ ଦେଖାଇ ୭ହଜାର ଟଙ୍କା ଲୁଟି ନେଇଛନ୍ତି ା ଏହି ସଂକ୍ରାନ୍ତରେ ପେଟ୍ରୋଲ ପମ୍ପର ମାଲିକ ବୈଶିଙ୍ଗା ଥାନାରେ ଲିଖିତ…

ସିନେମାରେ ଲାଗିଥିଲା ପ୍ରତାପଙ୍କ ଟଙ୍କା

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ଓ୍ବେଲଫେୟାର କର୍ପୋରେଶନ(ଓପିଏଚ୍‌ଡବ୍ଲ୍ୟୁସି) ଡେପୁଟି ମ୍ୟାନେଜର ପ୍ରତାପ କୁମାର ସାମଲଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରି ବିପୁଳ ପରିମାଣର ଆୟ ବହିର୍ଭୂତ ସମ୍ପତ୍ତି ଠାବ ହେବା ପରେ ତାଙ୍କୁ ବୁଧବାର ଗିରଫ କରାଯାଇଛି। ସେ ଏବେ…

ବିନା ପରିବର୍ତ୍ତନରେ ଓହ୍ଲାଇଲେ ଦୁଇ ଦଳ

ଦୁବାଇ,୧୧।୧୧: ଚଳିତ ଟି୨୦ ବିଶ୍ୱକପ୍‌ର ଦ୍ୱିତୀୟ ସେମିଫାଇନାଲରେ ଅଷ୍ଟ୍ରେଲିଆ ଦଳର ଅଧିନାୟକ ଆରୋନ ଫିଞ୍ଚ ଟସ୍‌ ଜିତି ପ୍ରତିପକ୍ଷ ପାକିସ୍ତାନକୁ ବ୍ୟାଟିଂ ଆମନ୍ତ୍ରଣ ଦେଇଛନ୍ତି। ପୂରା ଆଇପିଏଲ ଓ ଟି୨୦ ବିଶ୍ୱକପ୍‌ର ଲିଗ୍‌ ମ୍ୟାଚ୍‌ରେ ଯାହା ଦେଖିବାକୁ ମିଳିଛି ଦ୍ୱିତୀୟ ଇନିଂସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?