Home Left

ପାଣିରେ ଜରୁରୀ ଅବତରଣ କଲା ବିମାନ

ନ୍ୟୁୟର୍କ,୨।୭: ଦୁଇ କ୍ରୁ ମେମ୍ବରକୁ ନେଇ ଉଡାଣ ଆରମ୍ଭ କରିଥିବା ଏକ ବୋଇଂ ୭୩୭ କାଗ୍ରୋ ବିମାନ ଶୁକ୍ରବାର ସକାଳେ ହୋନୋଲୁଲୁ ପାଣିରେ ଜରୁରୀକାଳିନ ଅବତରଣ କରିଛି। ବିମାନର ଇଞ୍ଜିନରେ ତ୍ରୁଟି ଦେଖା ଦେବାରୁ ପାଇଲଟଙ୍କୁ ଏଭଳି ନିଷ୍ପତ୍ତି ନେବାକୁ ପଡ଼ିଲା…

୪ ମାସରେ ଇସ୍ତଫା ପତ୍ର ଧରାଇଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨।୭: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତିରଥ ସିଂ ରାଓ୍ବତ ଶୁକ୍ରବାର ଭାଜପା ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଏପରି କି ରାଓ୍ବତ ଖବୁ ଶୀଘ୍ର ରାଜ୍ୟପାଳ ବେବିରାଣୀ ମୌର୍ଯ୍ୟଙ୍କୁ ଭେଟି ଇସ୍ତଫା ପତ୍ର ପ୍ରଦାନ କରିବେ ବୋଲି ଜଣାପଡିଛି।…

ୟୁଟ୍ୟୁବରେ ରିଲିଜ ହେବ ଇରଫାନଙ୍କ ଫିଲ୍ମ

ନୂଆଦିଲ୍ଲୀ,୨।୭: ସ୍ବର୍ଗତ ବଲିଉଡ ଅଭିନେତା ଇରଫାନ ଖାନଙ୍କ ଫ୍ୟାନ୍ସଙ୍କ ପାଇଁ ଖୁସି ଖବର। ଏହି ଅଭିନେତାଙ୍କ ରିଲିଜ ହୋଇ ନ ଥିବା ଫିଲ୍ମ ‘ଦୁବାଇ ରିଟର୍ନ’ ଆସନ୍ତା ଶନିବାର ୟୁଟ୍ୟୁବରେ ରିଲିଜ ହେବ। ଏ ନେଇ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି…

ଯାତ୍ରୀ ନାହାନ୍ତି, ତେଲ, ଡ୍ରାଇଭର ଖର୍ଚ୍ଚ ତୁଲାଇବୁ କେମିତି

କୁଚିଣ୍ଡା,୨ା୭: ସରକାରଙ୍କ ନୂଆ ଗାଇଡ୍‌ଲାଇନ୍‌ ଅନୁଯାୟୀ, ଗୁରୁବାରଠାରୁ ରାଜ୍ୟର ୨୦ ଜିଲାରେ ଆରମ୍ଭ ହୋଇଛି ବସ୍‌ ସେବା। କିନ୍ତୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଲୋକେ ବସ୍‌ରେ ଚଢିବାକୁ ଭୟ କରୁଛନ୍ତି। ତେଣୁ ବିନା ଯାତ୍ରୀରେ ଖାଲି ଗଡୁଛି ବସ୍‌। ଏଭଳି…

ପୋଷ୍ଟାଲ ପାର୍ସଲରୁ ମିଳିଲା ୧୦୦ରୁ ଅଧିକ ସ୍ପାଇଡର

ନୂଆଦିଲ୍ଲୀ,୨।୭: ପୋଲାଣ୍ଡରୁ ଆସିଥିବା ଏକ ପୋଷ୍ଟାଲ ପାର୍ସଲରୁ ଚେନ୍ନାଇ ବିମାନ ବନ୍ଦରର କଷ୍ଟମ ଅଧିକାରୀଙ୍କୁ ମିଳିଛି ୧୦୭ଟି ଜୀବନ୍ତ ସ୍ପାଇଡର। ଏକ ବିବୃତିରେ କୁହାଯାଇଛି, ପାର୍ସଲରେ ତାମିଲନାଡୁର ଅରୁପୁକୋଟାଇଙ୍କ ଠିକଣା ରହିଛି। ପାର୍ସଲ ଖୋଲାଯିବା ପରେ ଏକ ଥର୍ମୋକଲ ବକ୍ସ ମିଳିଥିଲା।…

ପୁଣି ବିବାହ ବନ୍ଧନରେ ବିଧାୟକ ବ୍ୟୋମକେଶ

ଭୁବନେଶ୍ୱର,୨।୭: ଚିଲିକା କୂଳରେ ଥିବା ଏକ ତାରକା ହୋଟେଲରେ ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ଶୁକ୍ରବାର ଦ୍ୱିତୀୟ ବିବାହ କରିଛନ୍ତି। ତାଙ୍କର ଜଣେ ଘନିଷ୍ଠ ସହଯୋଗୀଙ୍କ ଝିଅଙ୍କୁ ବିବାହ କରିଛନ୍ତି। ବିବାହର ଏକ ଫଟୋ ଫେସବୁକରେ ଅପ୍‌ଲୋଡ କରି…

ବ୍ଲାକମେଲର ଗ୍ୟାଙ୍ଗ ଚଳାଉଥିଲା ପୋଲିସ

ଭୋପାଳ,୨।୭: ମଧ୍ୟପ୍ରଦେଶର ହୋଶାଙ୍ଗବାଦରେ ଜୋରଜବରଦସ୍ତ ଚାନ୍ଦା ଆଦାୟ କରିବା ଲାଗି ଗ୍ୟାଙ୍ଗ ଚଳାଉଥିବା ଅଭିଯୋଗରେ ୪ ଜଣ ପୋଲିସ କର୍ମଚାରୀଙ୍କୁ ବହିଷ୍କାର କରାଯାଇଛି। ସୁନିତା ଠାକୁର ନାମକ ଜଣେ ମହିଳାଙ୍କ ସହ ମିଶି ଏସ୍‌ଆଇ ଜୟ ନାଲ୍ବାୟା, ହେଡ୍‌ କନଷ୍ଟେବଳ ଜ୍ୟୋତି…

୧୯ରୁ ଆରମ୍ଭ ହେବ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୨।୭: ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଜୁଲାଇ ୧୯ରୁ ଆରମ୍ଭ ହୋଇ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ। ଦେଶରେ ଗତ କିଛି ସପ୍ତାହ ହେଲା କୋଭିଡ୍‌ ସଂକ୍ରମଣ ହ୍ରାସ ପାଇଥିବାରୁ ଏମ୍‌ପିମାନଙ୍କ ସୁରକ୍ଷାକୁ ନେଇ ୨୦ ଦିନ ଅଧିବେଶନ ଚଳାଇବାକୁ ସଂସଦୀୟ ବ୍ୟାପାର…

କୋହଲିଙ୍କ ଅଧିନାୟକ କ୍ୟାରିୟର ଉପରେ ବଢ଼ୁଛି ଚାପ

ନୂଆଦିଲ୍ଲୀ,୨।୭: ମହେନ୍ଦ୍ର ସିଂ ଧୋନୀଙ୍କ ସ୍ଥାନ ନେବାର ୪ ବର୍ଷ ପରେ ମଧ୍ୟ କୌଣସି ଆଇସିସି ଟ୍ରଫି ଜିତି ନ ପାରିବାରୁ ବିରାଟ କୋହଲିଙ୍କ ଅଧିନାୟକ କ୍ୟାରିୟରର ଉପରେ ଚାପ ବଢ଼ିବାରେ ଲାଗିଛି। ଏଭଳି ମନ୍ତବ୍ୟ ଦେଇଛନ୍ତି ପୂର୍ବତନ ଉଇକେଟକିପର ତଥା…

ଅମିଶାଙ୍କ ବୋଲ୍ଡ ଲୁକ୍‌

ମୁମ୍ବାଇ:ବଲିଉଡ୍ ନାୟିକା ଅମିଶା ପଟେଲ ଏବେ ଯଦିଓ ବଡ ପରଦାରୁ ଦୂରେଇ ରହିଛନ୍ତି ହେଲେ ଏହି ନାୟିକା ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ । ଅମିଶା ନିଜ କ୍ୟାରିୟର ସହ ପର୍ସନାଲ ଲାଇଫକୁ ନେଇ ବି ଆସିଥାଆନ୍ତି ଚର୍ଚ୍ଚାକୁ । କେବେ…

ଗର୍ଭବତୀମାନେ ନେଇ ପାରିବେ କରୋନା ଟିକା: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨ ।୭: କରୋନା ସଂକ୍ରମଣକୁ ରୋକିବା ପାଇଁ ଏବେ ଟିକାକରଣ ଉପରେ ଗୁରୁତ୍ୱ ଦିଆଯାଉଛି । ପୂର୍ବରୁ ଗର୍ଭବତୀଙ୍କୁ ଏହି ଟିକା ନେବାକୁ ବାରଣ କରାଯାଉଥିବା ବେଳେ ଏବେ କିନ୍ତୁ ଏମାନେ କରୋନା ଟିକା ନେଇପାରିବେ ବୋଲି କହିଛି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ…

ଶର୍ଟସର୍କିଟରୁ ଜଳିଗଲା ୨୧ ବଖରା

ଖଲ୍ଲିକୋଟ,୨ା୭: ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ନାଇକାଣିପଲି ଗ୍ରାମରେ ଶୁକ୍ରବାର ଶର୍ଟସର୍କିଟରୁ ନିଆଁ ଲାଗି ୧୨ ପରିବାରର ୨୧ ବଖରା ଜଳିଯାଇଛି। ଅଗ୍ନିକାଣ୍ଡରେ ନାଇକାଣିପଲି ଗ୍ରାମ ମଝି ସାହିରେ ରହୁଥିବା ମଞ୍ଜୁ ଖୁଣ୍ଟିଆ, ରାଜନ ଖୁଣ୍ଟିଆ, ଲକ୍ଷ୍ମଣ ଗୌଡ଼, ଛାୟା ଗୌଡ଼,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri