ବଜେଟ ଅଧିବେଶନ ଆରମ୍ଭରୁ ବିଧାୟକଙ୍କ ହଟ୍ଟଗୋଳ, ରାଜ୍ୟପାଳ ପଢିପାରିଲେନି ଅଭିଭାଷଣ
କୋଲକାତା,୨ ।୭: ପଶ୍ଚିମବଙ୍ଗ ନିର୍ବାଚନ ପରେ ଶୁକ୍ରବାର ପ୍ରଥମ କରି ବିଧାନସଭା ଅଧିବେଶନ ଆରମ୍ଭ ହୋଇଥିଲା । ହେଲେ ଆରମ୍ଭରୁ ବିଧାୟକଙ୍କ ବିରୋଧ ଫଳରେ ଗୃହକୁ ୱାର୍କ ଆଉଟ୍ କରି ଦିଆଯାଇଥିଲା । ରାଜ୍ୟପାଳ ଜଗଦୀପ ଧନଖଡ ତାଙ୍କର ଅଭିଭାଷଣ ଆରମ୍ଭ…
ହେମାଙ୍କୁ ବିବାହ କରି ବି କୌଣସି ଅଭିନେତ୍ରୀଙ୍କୁ ଘରର ବୋହୂ କରିବାକୁ ଚାହିଁ ନ ଥିଲେ ଧର୍ମେନ୍ଦ୍ର; ଏପରି ଭାଙ୍ଗିଥିଲା ବବିଙ୍କ ହୃଦୟ…
ବମ୍ବେ: ଦିନ ଥିଲା ଭାଇଙ୍କ ବନ୍ଧୁଙ୍କୁ ଭଲପାଇ ବସିଥିଲେ। ହେଲେ ପ୍ରେମ ତାର ଶେଷ ଠିକଣାରେ ପହଞ୍ଚିପାରିଲା ନାହିଁ। ଆମେ କଥା ହେଉଛୁ ଦେଓଲ ପରିବାରର ଦାୟାଦ ବବି ଦେଓଲଙ୍କ କଥା। ଏବେ ବବି ବିବାହିତ। ତାଙ୍କର ଛୁଆ ବଡ଼ ହେଲେଣି।…
ବଢ଼ୁଛି ସୁସ୍ଥ ସଂଖ୍ୟା, ହ୍ରାସ ପାଉଛି ସକ୍ରିୟ ମାମଲା: ସ୍ବାସ୍ଥ୍ୟମନ୍ତ୍ରଣାଳୟ
ନୂଆଦିଲ୍ଲୀ,୨।୭: ଦେଶରେ କରୋନା ଭାଇରସ୍ର ଦ୍ୱିତୀୟ ଲହରରେ ଦୈନିକ ସଂକ୍ରମଣ ମାମଲା ହ୍ରାସ ପାଇବାରେ ଲାଗିଛି। ଏପ୍ରିଲ ଓ ମେ’ରେ ଦେଶରେ କରୋନା ଆତଙ୍କ ଖେଳାଇବା ପରେ ଏବେ ସ୍ଥିତି ନିୟନ୍ତ୍ରଣକୁ ଆସୁଛି। କରୋନା ପିକ୍ରେ ରହିବା ପରେ ଏବେ ସକ୍ରିୟ…
ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇଲା ୟୁଏଇ
ଆବୁଧାବି,୨।୭: ଭାରତକୁ ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ) ପକ୍ଷରୁ ଏକ ବଡ଼ ଝଟ୍କା ମିଳିଛି। ଭାରତୀୟ ନାଗରିକଙ୍କ ଯାତ୍ରା ଉପରେ ୟୁଏଇ ପ୍ରତିବନ୍ଧକ ଲଗାଇଛି। ଭାରତ ସମେତ ୧୩ଟି ଦେଶର ଯାତ୍ରା ଉପରେ ୟୁଏଇ ସରକାର ପ୍ରତିବନ୍ଧକ ଲଗାଇଛନ୍ତି। ଶୁକ୍ରବାର ୟୁଏଇର…
ନିୟମ ପାଳନ କରନ୍ତୁ , ନ ହେଲେ ଆସିପାରେ ତୃତୀୟ ଲହର
ଭୁବନେଶ୍ୱର,୨।୭: ରାଜ୍ୟରେ କରୋନା ଟ୍ରେଣ୍ଡ ୩ ହଜାର ଥିବା ବେଳେ ଚଳିତ ମାସ ଦ୍ୱିତୀୟ ସପ୍ତାହ ବେଳକୁ ସଂକ୍ରମଣ ଆହୁରି କମିବ । ଶୁକ୍ରବାର ଏନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ଦେଶର ଅନ୍ୟ ରାଜ୍ୟରେ ସଂକ୍ରମଣ କମିଛି…
ଗାଧୋଇବା ବେଳେ ବି ଚାଟ୍ କରୁଥିଲେ ବ୍ୟକ୍ତି; ଭାଇରାଲ ହେଲା ଫଟୋ: ଲୋକେ କହୁଛନ୍ତି…
ସୋସିଆଲ ମିଡିଆରେ ପ୍ରତିଦିନ କିଛି ନା କିଛି ଫଟୋ ନଚେତ ଭିଡିଓ ଭାଇରାଲ ହୋଇଥାଏ। ସେଥିରୁ କିଛି ଓଠରେ ହସ ଫୁଟାଇଥାଏ। ସେଭଳି ଏକ ଫଟୋ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି। ଏଥିରେ ଜଣେ ବ୍ୟକ୍ତି ଗାଧୋଇବା ସମୟରେ ହ୍ବାଟ୍ସଆପ୍ରେ…
ଧଓ୍ବନ ନେତୃତ୍ୱାଧୀନ ଟିମ୍କୁ ନେଇ ବୋର୍ଡ ଉପରେ ବର୍ଷିଲେ ରାଣାତୁଙ୍ଗା: କହିଲେ ‘ଏହା ଶ୍ରୀଲଙ୍କା କ୍ରିକେଟର ଅପମାନ’
କଲମ୍ବୋ,୨।୭: ଚଳିତ ମାସ ଶେଷରେ ହେବାକୁ ଥିବା ସୀମିତ ଓଭର ସିରିଜ ପାଇଁ ଶ୍ରୀଲଙ୍କାର ବିଶ୍ୱକପ୍ ବିଜେତା ଅଧିନାୟକ ଅର୍ଜୁନ ରାଣାତୁଙ୍ଗା ତାଙ୍କ ଦେଶର କ୍ରିକେଟ ବୋର୍ଡର ସମାଲୋଚନା କରିଛନ୍ତି। ସେ ନିଜର ବାସଭବନରେ ଗଣମାଧ୍ୟମକୁ କହିଛନ୍ତି, ଏହା ଦ୍ୱିତୀୟ ଶ୍ରେଣୀର…
ସ୍ତ୍ରୀଙ୍କ ମୃତଦେହକୁ ସ୍ବାମୀ ଏକାକୀ ବୋହିବା ଘଟଣା: ୨ ନିଲମ୍ବିତ, ଜଣେ ବହିଷ୍କୃତ
ଫୁଲବାଣୀ ଅଫିସ,୨।୭: କନ୍ଧମାଳ ଜିଲା ଫୁଲବାଣୀରେ ଥିବା ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ତ୍ରୀଙ୍କ ମୃତଦେହକୁ ସ୍ବାମୀ ଏକାକୀ ବୋହି ଗାଡ଼ିରେ ରଖିବା ଘଟଣାରେ ବିଭିନ୍ନ ମହଲରୁ ସମାଲୋଚନା କରାଯାଇଥିଲା। ଏ ନେଇ ସିଡିଏମ୍ ତୁରନ୍ତ ମାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତ। ଏହି ଘଟଣାରେ…
ପୁରୁଣା ଭିଡିଓ ପୋଷ୍ଟ କରି ହାର୍ଦ୍ଦିକ କହିଲେ ‘ଯଦି ମୁଁ କରିପାରିଲି, ତେବେ କେହି ବି କରିପାରିବେ’; ଭାଇରାଲ ହେଉଛି…
ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଟିମ୍ର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁବାର ସୋସିଆଲ ମିଡିଆରେ ନିଜର ଏକ ପୁରୁଣା ଭିଡିଓ ଶେୟାର କରିଛନ୍ତି। ଭିଡିଓଟି ୨୦୧୧ ର। ଏଥିରେ ସେ ଯୁବ ବ୍ୟାଟ୍ସମ୍ୟାନ ଭାବେ ଏକ ସ୍ଥାନୀୟ ଟୁର୍ନାମେଣ୍ଟରେ ଲମ୍ବା ଲମ୍ବା…
ପୁଲଓ୍ବାମା ଏନ୍କାଉଣ୍ଟର: ଜଣେ ଯବାନ ଶହୀଦ, ୪ ଆତଙ୍କବାଦୀ ନିହତ
ଶ୍ରୀନଗର,୨।୭: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍ରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୪ ଆତଙ୍କବାଦୀ ଟଳିପଡ଼ିଥିବା ବେଳେ ଜଣେ ଯବାନ ଶହୀଦ ହୋଇଛନ୍ତି। ସୂଚନାଯୋଗ୍ୟ, ପୁଲଓ୍ବାମା ଜିଲା ରାଜପୁରାର ହାଜିନ ଗାଁରେ ଜୈଶ-ଇ-ମହମ୍ମଦର ଜଣେ କମାଣ୍ଡର ଓ କିଛି…
ଜେଲ୍ରୁ କଏଦୀ ଚମ୍ପଟ
ହିନ୍ଦୋଳ,୨ା୭(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ସବ୍ଜେଲରୁ ଶୁକ୍ରବାର ଜଣେ ବିରାରାଧୀନ କଏଦୀ ପାଚେରି ଡେଇଁ ଚମ୍ପଟ ମାରିଛନ୍ତି। ତାଙ୍କ ନାମ ବିରଞ୍ଚି ବେହେରା। ସେ ଏକ ହତ୍ୟା ଘଟଣାରେ୨୪ ତାରିଖରୁ ଜେଲ୍ରେ ଥିଲେ। ତାଙ୍କ ଘର ରାସୋଳ ଥାନା ଦଣ୍ଡିରୀ ଗ୍ରାମରେ।
ଖୋଲିବ ମଲ୍ଟିପ୍ଲେକ୍ସ୍, ଜିମ୍
ଲକ୍ଷ୍ନୌ,୨।୭: ଉତ୍ତରପ୍ରଦେଶରେ କରୋନା ଭାଇରସ୍ର ଦ୍ୱିତୀୟ ଲହର ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ରାଜ୍ୟରେ ଲଗାତର ଦୈନିକ ସଂକ୍ରମଣ ହ୍ରାସ ଘଟୁଛି। ଏଥିପାଇଁ ରାଜ୍ୟ ସରକାର ଉତ୍ତରପ୍ରଦେଶରେ ଜାରି ରହିଥିବା କଟକଣାକୁ ଏବେ କୋହଳ କରିବାକୁ ବିଚାର କରିଛନ୍ତି। ଏହିକ୍ରମରେ…
Archives


