Home Left

କଳିଙ୍ଗନଗରରେ ବେଆଇନ ଚିପ୍ସ ୟାର୍ଡ

ଯାଜପୁର ଅଫିସ,୧୧।୧୧: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳର ଶାସନ ନିକଟସ୍ଥ ଦିଗାମ୍ବରପୁର ଛକଠାରେ ପ୍ରାୟ ୧୦ ଏକର ଜମିରେ ବିପୁଳ ପରିମାଣର ବେଆଇନ ଚିପ୍ସ ପାହାଡ଼ ଭଳି ଗଦା ହୋଇଛି। ଲୋକାୟୁକ୍ତରେ ମାମଲା ରୁଜୁ ହେବାପରେ ଗତ ଜୁଲାଇ ମାସରେ ବିଛାଖଣ୍ଡି…

ମିଶନ ଶକ୍ତି ଗୃହ ନିର୍ମାଣ ବିବାଦ ତେଜିଲା

ବିରିଡ଼ି,୧୧।୧୧(ଡି.ଏନ୍‌.ଏ.): ବିରିଡ଼ି ବ୍ଲକ ବତିମୀରା ପଞ୍ଚାୟତର ମିଶନ ଶକ୍ତି ଗୃହ ନିର୍ମାଣକୁ ନେଇ ବିବାଦ ତେଜିବାରେ ଲାଗିଛି। ବ୍ଲକ କର୍ତ୍ତୃପକ୍ଷ ଜନବସତିଠାରୁ ଦୂର ଗୋଚର କିସମ ଜମିରେ ଗୃହ ନିର୍ମାଣ ଆରମ୍ଭ କରିଛନ୍ତି। ହେଲେ ଯେଉଁ ସ୍ଥାନରେ ଗୃହ କରାଯାଉଛି, ତାହା…

ଯାତ୍ରୀବାହୀ ଟ୍ରେନ୍‌ ପାଇଁ ରେଳରୋକୋ

କେନ୍ଦ୍ରାପଡ଼ା ଅଫିସ, ୧୧।୧୧: କେନ୍ଦ୍ରାପଡ଼ା ଜିଲା ମ‘ଧ୍ୟ ଦେଇ ୨୦୨୦ ଜୁଲାଇ ୨୪ରୁ ମାଲବାହୀ ଟ୍ରେନ ଚଳାଚଳ କରୁଛି। ଏହି ରେଳ ପଥରେ ଯାତ୍ରୀବାହୀ ଟ୍ରେନ ଚଳାଇବା ଦାବି କରି କେନ୍ଦ୍ରାପଡ଼ା ବ୍ଲକ ଓ ନଗର କଂଗ୍ରେସ ପକ୍ଷରୁ ୪ ଘଣ୍ଟିଆ…

ପ୍ରସ୍ତାବିତ ଜିନ୍ଦଲ ପ୍ରକଳ୍ପ ଉପରେ ତ୍ରିପାକ୍ଷିକ ଆଲୋଚନା

ଜଗତ୍‌ସିଂହପୁର ଅଫିସ, ୧୧।୧୧: ଜେଏସ୍‌ଡବ୍ଲ୍ୟୁ ଗ୍ରୁପ୍‌ ପକ୍ଷରୁ ୫୩,୭୦୦ କୋଟି ଟଙ୍କା ବିନିମୟରେ ପାରାଦୀପରେ ସମନ୍ବିତ ଇସ୍ପାତ ପ୍ରକଳ୍ପ କରିବାକୁ ପ୍ରସ୍ତାବ ରହିଛି। ଏ ନେଇ ପ୍ରକ୍ରିୟା ଚାଲିଥିବା ବେଳେ ବୁଧବାର ଜଗତ୍‌ସିଂହପୁର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର ସଦ୍‌ଭାବନା ସଭାଗୃହରେ ପ୍ରଶାସନ…

ଏହି ମନ୍ଦିରରୁ ଘରକୁ ନେଇପାରିବେନି ପ୍ରସାଦ, ଜାଣନ୍ତୁ ପଛରେ ଥିବା କାରଣ

ଭାରତରେ ଏମିତି କିଛି ମନ୍ଦିର ରହିଛି, ଯେଉଁଠି ଆପଣ ଚାହିଁଲେ ବି ଘରକୁ ପ୍ରସାଦ ଟିକେ ନେଇପାରିବେ ନାହିଁ। ଏପରି ମନ୍ଦିର ରହିଛି, ରାଜସ୍ଥାନର ମେହେନ୍ଦୀପୁରରେ। ଏଠାରେ ଥିବା ବାଲାଜୀ ମନ୍ଦିରକୁ ଭକ୍ତମାନେ ଦର୍ଶନ ପାଇଁ ଆସିଥାନ୍ତି। କୁହାଯାଏ, ହନୁମାନଜୀଙ୍କୁ ପୂଜା…

ଭିନ୍ନକ୍ଷମଙ୍କ ପାଇଁ ଟେଲି ଥଇଥାନ ସେବା ଉଦ୍‌ଘାଟିତ

ସୋନପୁର,୧୧।୧୧(ନି.ପ୍ର.): ରାଜ୍ୟ ଭିନ୍ନକ୍ଷମ ଆୟୁକ୍ତ ସୁଲୋଚନା ଦାଶଙ୍କ ଦ୍ୱାରା ସୋନପୁରଠାରେ ଭିନ୍ନକ୍ଷମଙ୍କ ପାଇଁ ଟେଲି ଥଇଥାନ ସେବା ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଭିନ୍ନକ୍ଷମ ଆୟୁକ୍ତ ଦାଶ ଏହା ଭିନ୍ନକ୍ଷମଙ୍କ ପାଇଁ ଏକ ଭିନ୍ନ ପ୍ରୟାସ ତଥା ଏକ ନିଆରା କାର୍ଯ୍ୟକ୍ରମ ବୋଲି…

ସୁଦୀପ୍ତ ଇଣ୍ଡିଆନ ଅଏଲ ନିର୍ଦ୍ଦେଶକ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଭାଜପା ନେତା ସୁଦୀପ୍ତ ରାୟ ଇଣ୍ଡିଆନ ଅଏଲର ନିର୍ଦ୍ଦେଶକ ରୂପେ ଦାୟିତ୍ୱ ପାଇଛନ୍ତି। ସୁଦୀପ୍ତ ରାଜ୍ୟ ସରକାରଙ୍କ ଯୋଗାଣ ବିଭାଗ ଅଧୀନରେ ଦୁଇ ଦୁଇଥର ଅଧ୍ୟକ୍ଷ ଭାବେ ସୁଚାରୁରୂପେ କାର୍ଯ୍ୟ ଭାର ତୁଲାଇଥିଲେ। ତାଙ୍କ ଅଧ୍ୟକ୍ଷତା ସମୟରେ ଚାଷୀମାନଙ୍କଠାରୁ ଧାନକିଣା…

କାସଗଞ୍ଜ ହାଜତ ମୃତ୍ୟୁ ମାମଲାକୁ ନେଇ ତେଜୁଛି ରାଜନୀତି: ପୀଡ଼ିତ ପରିବାରକୁ ଭେଟି ପାରନ୍ତି ପ୍ରିୟଙ୍କା

ନୂଆଦିଲ୍ଲୀ,୧୧ ।୧୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ବେଳକୁ ବେଳ ସରଗରମ ହେଉଛି ରାଜନୀତି । କାସଗଞ୍ଜ ମାମଲାକୁ ନେଇ ଏବେ ରାଜନୀତି ପୁଣିଥରେ ତେଜିଛି । ଇତିମଧ୍ୟରେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ତଥା ଉତ୍ତର ପ୍ରଦେଶ…

କୋରାପୁଟରେ ସର୍ବଦଳୀୟ ବୈଠକ

କୋରାପୁଟ,୧୧।୧୧(ସ୍ବ.ପ୍ର.): କୋଟିଆ ଗ୍ରାମପୁଞ୍ଜକୁ ନେଇ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମଧ୍ୟରେ ଲାଗି ରହିଥିବା ବିବାଦର ସମାଧାନ ନେଇ ମଙ୍ଗଳବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ୍‌ମୋହନ ରେଡ୍ଡୀଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଆଲୋଚନା ବେଳେ କୋଟିଆ…

ଶ୍ରଦ୍ଧାଳୁଙ୍କୁ ରାଧାପାଦ ଦର୍ଶନ ମନା

ପୁରୀ ଅଫିସ/ସାକ୍ଷୀଗୋପାଳ,୧୧।୧୧ (ସ୍ବ.ପ୍ର/ଡି.ଏନ୍‌.ଏ): ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ କୋଭିଡ୍‌ କଟକଣାକୁ ଦୃଷ୍ଟିରେ ରଖି ପୁରୀ ଜିଲା ପ୍ରଶାସନ ପକ୍ଷରୁ ସାକ୍ଷୀଗୋପାଳ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ରାଧାପାଦ ଦର୍ଶନ ଉପରେ କଟକଣା ଜାରି ହୋଇଛି। ଆସନ୍ତା ୧୨ ଓ ୧୫ ତାରିଖରେ…

ରାବିଡ଼ି ଖାଇ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୧୧।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଟକ ଜିଲା ଅରିଲୋଠାରେ ୨୬୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ଓମ୍‌ଫେଡର ଅତ୍ୟାଧୁନିକ ଦୁଗ୍ଧ ପ୍ରକ୍ରିୟାକରଣ ପ୍ଲାଣ୍ଟକୁ ଉଦ୍‌ଘାଟନ କରିଛନ୍ତି। ଏହି ଅତ୍ୟାଧୁନିକ ପ୍ଲାଣ୍ଟରେ ଦୈନିକ ୫ ଲକ୍ଷ ଲିଟର କ୍ଷୀର…

ଅନିଶ୍ଚିତତାରେ ଗ୍ରାମ୍ୟ ପର୍ଯ୍ୟଟନ

ଢେଙ୍କାନାଳ ଅଫିସ, ୧୧।୧୧: ପରିବେଶ ପର୍ଯ୍ୟଟନକୁ ନେଇ ଦେଶ ତଥା ଦେଶ ବାହାରେ ସୁନାମ ଅର୍ଜିଛି ଢେଙ୍କାନାଳ ଜିଲା। ସବୁଜିମା ବଳୟ ଘେରା କପିଳାସ ହେଉ କି ସପ୍ତଶଯ୍ୟା ସର୍ବଦା ପର୍ଯ୍ୟଟକଙ୍କୁ ଆକର୍ଷିତ କରିଆସିଛି। ଏହାକୁ ରୁରାଲ ଟୁରିଜମ୍‌ରେ ଅନ୍ତର୍ଭୁକ୍ତ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?