Home Left

ବାପାଙ୍କଠୁ ହାରିଗଲେ ବ୍ରିଟ୍‌ନି

ଲସ୍‌ ଏଞ୍ଜେଲ୍‌ସ, ୨ା୭:ନିଜ ଜୀବନରେ ବାପାଙ୍କ ହସ୍ତକ୍ଷେପଠାରୁ ମୁକ୍ତି ଚାହୁଁଥିବା ଆମେରିକାର ପପ୍‌ ସିଙ୍ଗର୍‌, ଡ୍ୟାନ୍ସର ତଥା ଅଭିନେତ୍ରୀ ବ୍ରିଟ୍‌ନି ସ୍ପିୟର୍ସ ଆଇନଗତ ଲଢ଼େଇରେ ହାରିଯାଇଛନ୍ତି। ୧୩ ବର୍ଷ ଧରି ଏକପ୍ରକାର ବନ୍ଦୀ ଜୀବନ ବିତାଉଥିବା ବ୍ରିଟ୍‌ନି ପୂର୍ବଭଳି ପିତା ଜେମ୍ସ…

ଇ-କମର୍ସକୁ ଅବାଞ୍ଛିତ ଅଙ୍କୁଶ

ମୁମ୍ବାଇ/ନୂଆଦିଲ୍ଲୀ,୨ା୭:ଭାରତରେ ବ୍ୟବସାୟିକ ଧାରାକୁ ବଦଳାଇଦେଇଛି ଇ-କମର୍ସ। ଅନ୍‌ଲାଇନ୍‌ରେ ନିଜ ପସନ୍ଦର ସାମଗ୍ରୀ ଅର୍ଡର କରି ଘରକୁ ମଗାଇବାର ମଜା ଅଲଗା। ଏହା ସୁବିଧାଜନକ ଓ ଶସ୍ତା ମଧ୍ୟ। କରୋନା ମହାମାରୀ ସମୟରେ ଏହି ବ୍ୟବସାୟ କରୁଥିବା କମ୍ପାନୀଗୁଡ଼ିକ କୋଟି କୋଟି ଲୋକଙ୍କ…

ଗାଁ ମୁହାଁ ସମୁଦ୍ର

ଗୋପାଳପୁର,୨ା୭: ଗଁା ଆଡକୁ ମାଡ଼ି ଆସୁଛି ସମୁଦ୍ର। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ରାମେୟାପାଟଣା ଗ୍ରାମରେ। ଗତ ୫ ଦିନ ହେବ ସମୁଦ୍ରର ଉଚ୍ଚ ଜୁଆର ମାଡ଼ ହେବାରୁ ଏଲ. ଭୋଗରାଜୁ, ଏଲ.ଆପନା ଓ କେ.ଭୀମାଙ୍କର…

ଜିସିଇ ହେବ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ

ଭୁବନେଶ୍ୱର,୨ା୭:କେନ୍ଦୁଝରସ୍ଥିତ ଗଭର୍ନମେଣ୍ଟ କଲେଜ ଅଫ୍‌ ଇଞ୍ଜିନିୟରିଂ(ଜିସିଇ)କୁ ରାଜ୍ୟ ସରକାର ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ବା ଉତ୍କର୍ଷ କେନ୍ଦ୍ର ଭାବେ ଗଢ଼ି ତୋଳିବେ। ମାଇନିଂ, ମେଟାଲର୍ଜି ଆଣ୍ଡ୍‌ ମିନେରାଲ୍ସ କ୍ଷେତ୍ରରେ ଏଠାରେ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ (ସିଓଇ) ସ୍ଥାପନ କରାଯିବାକୁ ଯୋଜନା ରଖାଯାଇଛି।…

ଗର୍ଭବତୀଙ୍କୁ ଖୁବ୍‌ଶୀଘ୍ର ଟିକା

ଭୁବନେଶ୍ୱର, ୨ା୭(ବ୍ୟୁରୋ):ରାଜ୍ୟରେ ଏଣିକି ଗର୍ଭବତୀଙ୍କୁ ଦିଆଯିବ ଟିକା। ଏ ନେଇ ଗୁରୁବାର ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଗର୍ଭବତୀଙ୍କୁ ଟିକାକରଣ ପାଇଁ ନିର୍ଦ୍ଦେଶ ଆସିଛି। ତେଣୁ ରାଜ୍ୟରେ ଖୁବ୍‌ଶୀଘ୍ର ତାହା ଆରମ୍ଭ କରାଯିବ। ସେପଟେ ଗୁରୁବାର…

ସଚିନଙ୍କ ଟ୍ରାଉଜର୍‌ ପିନ୍ଧି ପଡିଆକୁ ଖେଳିବାକୁ ଓହ୍ଲାଇଥିଲେ ଏହି ମହାନ କ୍ରିକେଟର୍‌: ଆଉ ତା’ପରେ..

ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ ହେମାଙ୍ଗ ବାଦନି ଭାରତୀୟ ଦଳର ସଦସ୍ୟ ଥିବା ସମୟର ଏକ କୌତୁହଳ ବିଷୟ ଉପରୁ ପର୍ଦ୍ଦାଫାଶ କରିଥିଲେ। ଯେ କହିଥିଲେ ଯେ ଥରେ ସଚିନ ତେନ୍ଦୁଲକର ତାଙ୍କୁ ପୂର୍ବତନ ଦ୍ରୁତ ବୋଲର ଜଭଗଲ ଶ୍ରୀନାଥଙ୍କ ଟ୍ରାଉଜର ବଦଳାଇବାକୁ…

ପେଟ ବଡ଼ ନେଇ ଚିନ୍ତିତ କି ….

ବର୍ତ୍ତମାନ ସମୟରେ ବଡ଼ ପେଟ ଏମକ ମୁଖ୍ୟ ସମସ୍ୟା। ଅଧୁନୀକ ଜୀବନଶୈଳୀ ହେଉ କିମ୍ବା ଗୋଟିଏ ଜାଗାରେ ବେଶି ସମୟ ବସି କାମ କରିବା ଫଳରେ ଅଧିକାଂଶ ଲୋକଙ୍କଠାରେ ଏହି ସମସ୍ୟା ଦେଖାଯାଇଥାଏ। ଯଦି ଏହି ସମସ୍ୟା ଆପଣଙ୍କଠାରେ ଦେଖାଯାଉଛି ତେବେ…

ହତ୍ୟା ପରେ ସ୍ତ୍ରୀଙ୍କ ମୃତଦେହକୁ ସୁଟକେସରେ ଭର୍ତ୍ତି କରି ଫୋପାଡ଼ି ଦେଲେ

ହାଇଦ୍ରବାଦ,୧।୭: ଆନ୍ଧ୍ର ପ୍ରଦେଶର ତିରୁପତିରେ ଏକ ସୁଟକେସରୁ ମିଳିଥିବା ୨୭ ବର୍ଷୀୟା ମହିଳା ଇଞ୍ଜିନିୟରଙ୍କ ହତ୍ୟା ମାମଲାରେ ତାଙ୍କ ସ୍ବାମୀକୁ ଗିରଫ କରିଛି ପୋଲିସ। ମୃତକ ଭୁବନେଶ୍ୱରୀ ହାଇଦ୍ରାବାଦରେ କଗନିଜାଣ୍ଟ କମ୍ପାନୀରେ କାମ କରୁଥିଲେ। ତାଙ୍କ ସ୍ବାମୀ ଶ୍ରୀକାନ୍ଥ ରେଡ୍ଡୀ ମଧ୍ୟ…

ଅପରାଧୀଙ୍କୁ ଦୌଡ଼ାରେ ପାରିଲାନି ପୋଲିସ

ଝାରସୁଗୁଡା ଅଫିସ,୧।୭: ଏକ ବାଇକ୍‌ ଯୋଗେ ଗୁରୁବାର ସମ୍ବଲପୁରରୁ ଝାରସୁଗୁଡ଼ା ଚାଲାଣ ହେଉଥିଲା ଗଞ୍ଜେଇ। ଏକ ବିଶେଷ ସୂତ୍ରରୁ ଖବର ପାଇ ବଡମାଲ ଥାନା ପୋଲିସ ବିଜୁ ପଟ୍ଟନାୟକ ଛକରେ ଜଗି ରହିଥିଲା। ଏହି ସମୟରେ ଜଣେ ଯୁବକ ବାଇକ୍‌ରେ ଗଞ୍ଜେଇ…

ବ୍ରିଟେନରେ ଲୋକଙ୍କୁ ଦିଆଯିବ ତୃତୀୟ ଡୋଜ୍‌

ଲଣ୍ଡନ,୧।୭: କୋଭିଡ୍‌ ଟିକାର ୨ଟି ଡୋଜ୍‌ ନେଇଥିବା ବ୍ରିଟେନ ଜନସାଧାରଣଙ୍କୁ ତୃତୀୟ ଡୋଜ୍‌(ବୁଷ୍ଟର ଡୋଜ୍‌) ଦେବା ଲାଗି ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଶୀତଦିନ ଆସିବା ପୂର୍ବରୁ କରୋନା ଭୂତାଣୁର ନୂଆ ଭାରିଆଣ୍ଟରୁ ଲୋକଙ୍କୁ ସୁରକ୍ଷିତ ରଖିବା ପାଇଁ ସେପ୍ଟେମ୍ବରରୁ ବୁଷ୍ଟର…

ଚାଇନାକୁ ଧମକ ଦେବାର ସାହସ କାହାର ନାହିଁ

ବେଜିଂ,୧। ୭ : ଚାଇନା କମ୍ୟୁନିଷ୍ଟ ପାର୍ଟି (ସିପିସି) ଗୁରୁବାର ଏହାର ପ୍ରତିଷ୍ଠାର ଶତବାର୍ଷିକୀ ଉତ୍ସବ ପାଳନ କରିଛି। ଏହି ଅବସରରେ ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଟିଆନାନ୍‌ମେନ ସ୍କୋୟାରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ଦେଶର ବିକାଶକୁ ସୁନିଶ୍ଚିତ କରିବା ଏବଂ…

ଖୁବ୍‌ଶୀଘ୍ର ଗର୍ଭବତୀଙ୍କୁ ଟିକା

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ଗର୍ଭବତୀଙ୍କୁ ଟିକା ଦିଆଯିବ। ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ଗୁରୁବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଗର୍ଭବତୀମାନଙ୍କୁ ଟିକାକରଣ ପାଇଁ ନିର୍ଦ୍ଦେଶ ଆସିଛି। ତେଣୁ ରାଜ୍ୟରେ ଖୁବ୍‌ଶୀଘ୍ର ଟିକାକରଣ ଆରମ୍ଭ କରାଯିବ। ଗୁରୁବାର ୧ଲକ୍ଷ ଡୋଜ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri