ହତ୍ୟା ପରେ ସ୍ତ୍ରୀଙ୍କ ମୃତଦେହକୁ ସୁଟକେସରେ ଭର୍ତ୍ତି କରି ଫୋପାଡ଼ି ଦେଲେ
ହାଇଦ୍ରବାଦ,୧।୭: ଆନ୍ଧ୍ର ପ୍ରଦେଶର ତିରୁପତିରେ ଏକ ସୁଟକେସରୁ ମିଳିଥିବା ୨୭ ବର୍ଷୀୟା ମହିଳା ଇଞ୍ଜିନିୟରଙ୍କ ହତ୍ୟା ମାମଲାରେ ତାଙ୍କ ସ୍ବାମୀକୁ ଗିରଫ କରିଛି ପୋଲିସ। ମୃତକ ଭୁବନେଶ୍ୱରୀ ହାଇଦ୍ରାବାଦରେ କଗନିଜାଣ୍ଟ କମ୍ପାନୀରେ କାମ କରୁଥିଲେ। ତାଙ୍କ ସ୍ବାମୀ ଶ୍ରୀକାନ୍ଥ ରେଡ୍ଡୀ ମଧ୍ୟ…
ଅପରାଧୀଙ୍କୁ ଦୌଡ଼ାରେ ପାରିଲାନି ପୋଲିସ
ଝାରସୁଗୁଡା ଅଫିସ,୧।୭: ଏକ ବାଇକ୍ ଯୋଗେ ଗୁରୁବାର ସମ୍ବଲପୁରରୁ ଝାରସୁଗୁଡ଼ା ଚାଲାଣ ହେଉଥିଲା ଗଞ୍ଜେଇ। ଏକ ବିଶେଷ ସୂତ୍ରରୁ ଖବର ପାଇ ବଡମାଲ ଥାନା ପୋଲିସ ବିଜୁ ପଟ୍ଟନାୟକ ଛକରେ ଜଗି ରହିଥିଲା। ଏହି ସମୟରେ ଜଣେ ଯୁବକ ବାଇକ୍ରେ ଗଞ୍ଜେଇ…
ବ୍ରିଟେନରେ ଲୋକଙ୍କୁ ଦିଆଯିବ ତୃତୀୟ ଡୋଜ୍
ଲଣ୍ଡନ,୧।୭: କୋଭିଡ୍ ଟିକାର ୨ଟି ଡୋଜ୍ ନେଇଥିବା ବ୍ରିଟେନ ଜନସାଧାରଣଙ୍କୁ ତୃତୀୟ ଡୋଜ୍(ବୁଷ୍ଟର ଡୋଜ୍) ଦେବା ଲାଗି ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଶୀତଦିନ ଆସିବା ପୂର୍ବରୁ କରୋନା ଭୂତାଣୁର ନୂଆ ଭାରିଆଣ୍ଟରୁ ଲୋକଙ୍କୁ ସୁରକ୍ଷିତ ରଖିବା ପାଇଁ ସେପ୍ଟେମ୍ବରରୁ ବୁଷ୍ଟର…
ଚାଇନାକୁ ଧମକ ଦେବାର ସାହସ କାହାର ନାହିଁ
ବେଜିଂ,୧। ୭ : ଚାଇନା କମ୍ୟୁନିଷ୍ଟ ପାର୍ଟି (ସିପିସି) ଗୁରୁବାର ଏହାର ପ୍ରତିଷ୍ଠାର ଶତବାର୍ଷିକୀ ଉତ୍ସବ ପାଳନ କରିଛି। ଏହି ଅବସରରେ ରାଷ୍ଟ୍ରପତି ଶି ଜିନ୍ପିଙ୍ଗ ଟିଆନାନ୍ମେନ ସ୍କୋୟାରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ଦେଶର ବିକାଶକୁ ସୁନିଶ୍ଚିତ କରିବା ଏବଂ…
ଖୁବ୍ଶୀଘ୍ର ଗର୍ଭବତୀଙ୍କୁ ଟିକା
ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ଖୁବ୍ଶୀଘ୍ର ଗର୍ଭବତୀଙ୍କୁ ଟିକା ଦିଆଯିବ। ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ଗୁରୁବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଗର୍ଭବତୀମାନଙ୍କୁ ଟିକାକରଣ ପାଇଁ ନିର୍ଦ୍ଦେଶ ଆସିଛି। ତେଣୁ ରାଜ୍ୟରେ ଖୁବ୍ଶୀଘ୍ର ଟିକାକରଣ ଆରମ୍ଭ କରାଯିବ। ଗୁରୁବାର ୧ଲକ୍ଷ ଡୋଜ୍…
ଗଡ଼ିନି ବସ୍ ବଢ଼ିଲା ଭଡ଼ା
ଭୁବନେଶ୍ୱର,୧।୭: ରାଜ୍ୟରେ କରୋନା ସଂକ୍ରମଣ ହାର ହ୍ରାସ ପାଉଥିବାରୁ ରାଜ୍ୟରେ ଆରମ୍ଭ ହୋଇଛି ଅନଲକ୍ ପ୍ରକ୍ରିୟା। ରାଜ୍ୟର ୩୦ ଜିଲାକୁ ୨ କେଟାଗୋରୀରେ ବିଭକ୍ତ କରାଯାଇଛି। କେଟାଗୋରୀ ଏ’ରେ ଥିବା ୨୦ ଜିଲାରେ ବସ ଚଳାଚଳ କରିବାକୁ ଅନୁମତି ଦେଇଛନ୍ତି ସରକାର।…
‘୪ ଓଭର ବୋଲିଂ କରି ଥକି ପଡ଼ୁଛନ୍ତି ପେସର’
ନୂଆଦିଲ୍ଲୀ,୧।୭: ମାତ୍ର ୪ ଓଭର ବୋଲିଂ କରିବା ପରେ ବର୍ତ୍ତମାନ ପୀଢ଼ିର ବୋଲରମାନେ ଥକି ପଡ଼ୁଛନ୍ତି। କାର୍ଯ୍ୟଭାର ଯୋଗୁ ସେମାନଙ୍କୁ ୪ ଓଭରରୁ ଅଧିକ ବୋଲିଂ କରିବାକୁ ଅନୁମତି ଦିଆଯାଉ ନାହିଁ। ଏହା ମୋତେ ଦୁଃଖ ଦେଉଛି ବୋଲି କହିଛନ୍ତି ୧୯୮୩…
ଗାଁ ମୁହାଁ ସମୁଦ୍ର
ଗୋପାଳପୁର,୧।୭: ଗାଁ ଆଡକୁ ମାଡ଼ି ଆସୁଛି ସମୁଦ୍ର। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ରାମେୟାପାଟଣା ଗ୍ରାମରେ। ଗତ ୫ ଦିନ ହେବ ସମୁଦ୍ରର ଉଚ୍ଚ ଜୁଆର ମାଡ ହେବାରୁ ଏଲ୍. ଭୋଗରାଜୁ, ଏଲ୍.ଆପନା ଓ କେ.ଭୀମାଙ୍କର…
ଲାଞ୍ଚ ନେଇ ୮ ବର୍ଷ ବ୍ୟାନ ହେଲେ କ୍ରିକେଟର
ଦୁବାଇ,୧।୭: ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ (ଆଇସିସି) ପକ୍ଷରୁ ଗୁରୁବାର ୟୁଏଇ ଖେଳାଳି ଆମିର ହୟାତ ଓ ଅଶଫାକ ଅହମ୍ମଦଙ୍କୁ ୮ ବର୍ଷ ପାଇଁ ବ୍ୟାନ କରିଛି। ଦୁଇ ଖେଳାଳି ୟୁଏଇରେ ଆୟୋଜିତ ଟି୨୦ ବିଶ୍ୱକପ୍ ଯୋଗ୍ୟତା ପର୍ଯ୍ୟାୟର ଏକ ମ୍ୟାଚ୍କୁ ଫିକ୍ସ…
ପୋଲିସ ଏନ୍କାଉଣ୍ଟରରେ ମାଓବାଦୀ କମାଣ୍ଡର ନିହତ: ରହିଥିଲା ୩ ଲକ୍ଷ ଟଙ୍କାର ପୁରସ୍କାର
ମାଲକାନଗିରି,୧ା୭: ମାଲକାନଗିରି ଜିଲା ସୀମାନ୍ତରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଜଣେ ମାଓବାଦୀ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ବହୁ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ଛତିଶଗଡ଼ର ବସ୍ତର ଜିଲାର ଏଲାଙ୍ଗନାର ଅଞ୍ଚଳରେ କଟେକଲ୍ୟାଣ ଓ କାଙ୍ଗେର ଘାଟି…
କ୍ୟାପଟେନ ଅମରିନ୍ଦର ସିଂଙ୍କ ଗୋଟିଏ ଗୁଳିରେ ଦୁଇଟି ଶିକାର!
ଚଣ୍ଡିଗଡ଼,୧ ।୭: ଗୋଟିଏ ପଟେ ରାଜଧାନୀ ଦିଲ୍ଲୀରେ କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କୁ ସାକ୍ଷାତ୍ କରିଥିବା ବେଳେ ଅନ୍ୟପଟେ ସିଦ୍ଧୁଙ୍କୁ ନେଇ ପଞ୍ଜାବ ରାଜନୀତିରେ ଥିବା ଅର୍ନ୍ତକଳହ ଶେଷ ହେବ ବୋଲି ଆଲୋଚନା…
ପୂର୍ବତନ କୁଳପତି ସଂଘମିତ୍ରା ମହାନ୍ତିଙ୍କ ପରଲୋକ
ଭୁବନେଶ୍ୱର,୧।୭(ବ୍ୟୁରୋ): ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟ ପୂର୍ବତନ କୁଳପତି ପ୍ରଫେସର ସଂଘମିତ୍ରା ମହାନ୍ତିଙ୍କ ଗୁରୁବାର ପରଲୋକ ଘଟିଛି। ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ସେ କୋଭିଡ୍ରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର…
Archives


