Home Left

ଓଡ଼ିଶାକୁ ପ୍ରଥମ ଜାତୀୟ ଇ-ବିଧାନସଭା ଗୌରବ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ଓଡିଶା ବିଧାନସଭା ଦେଶର ପ୍ରଥମ ଜାତୀୟ ଇ-ବିଧାନସଭା ହେବାର ଗୌରବ ପ୍ରାପ୍ତ ହୋଇଛି। ରାଜ୍ୟ ସରକାରଙ୍କ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ ଜାତୀୟ ପ୍ରଯୁକ୍ତି ବିଦ୍ୟା କେନ୍ଦ୍ର ଓଡ଼ିଶା ଶାଖା ଓ ଓକାକ୍‌ର ବୈଷୟିକ ସହାୟତା କ୍ରମେ…

ଷ୍ଟାଟସ୍‌ ରିପୋର୍ଟ ଦାଖଲ ପାଇଁ ନୋଟିସ

କଟକ ଅଫିସ,୧୦ା୧୧: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଙ୍ଗଠନ(ଡିଆର୍‌ଡିଓ) ତଥ୍ୟ ଲିକ୍‌ ମାମଲାରେ ହାଇକୋର୍ଟ ମଙ୍ଗଳବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତଦନ୍ତକାରୀ ସଂସ୍ଥାକୁ ନୋଟିସ ଜାରି କରିଛନ୍ତି। ଉକ୍ତ ମାମଲାର ତଦନ୍ତର ସ୍ଥିତି(ଷ୍ଟାଟସ) ରିପୋର୍ଟ ଦାଖଲ କରିବାପାଇଁ…

ବିଏସ୍‌କେୱାଇ କାର୍ଡଧାରୀଙ୍କୁ ମାଗଣା ଚିକିତ୍ସା ଯୋଗାଅ

କଟକ ଅଫିସ,୧୦ା୧୧: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ) କାର୍ଡ ହିତାଧିକାରୀଙ୍କଠାରୁ କଟକର ଏକ ଅଗ୍ରଣୀ ଘରୋଇ ହସ୍ପିଟାଲ କର୍ତ୍ତୃପକ୍ଷ ଟଙ୍କା ଆଦାୟ କରିବା ଘଟଣାରେ ହାଇକୋର୍ଟ କ୍ଷୁବ୍ଧ ହୋଇଛନ୍ତି। ଆସନ୍ତା ୧୨ ତାରିଖ ମଧ୍ୟରେ ଚିକିତ୍ସିତ ରୋଗୀଙ୍କୁ ଆଇସିୟୁ ବାବଦ ଅଗ୍ରିମ…

ଆଜି କରୋନା ନେଲା ୪ ଜୀବନ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୪ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୩୬୮ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଆଜି ରାଜ୍ୟରେ ୩୮୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୫ ଜଣ ଅଛନ୍ତି। ଏହି ୩୮୭ ଜଣଙ୍କ ମଧ୍ୟରୁ ୨୨୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୬୪ଟି…

ଜୋରାମ୍‌ଥାଙ୍ଗା ଦୋଷମୁକ୍ତ

ଆଇଜଲ, ୧୦ା୧୧: କ୍ଷମତାର ଅପବ୍ୟବହାର ଏବଂ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଏକ ସ୍ବତନ୍ତ୍ର କୋର୍ଟ ମିଜୋରାମ୍‌ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗାଙ୍କୁ ଦୋଷମୁକ୍ତ କରିଛନ୍ତି। ଦୁର୍ନୀତି ନିରୋଧୀ ସଂସ୍ଥା ପିପୁଲ ରାଇଟ୍‌ ଟୁ ଇନଫର୍ମେଶନ ଏବଂ ଡେଭେଲପମେଣ୍ଟ ଇମ୍ପ୍ଲିମେଣ୍ଟିଂ ସୋସାଇଟି ଅଫ୍‌…

ମୁଖ୍ୟ ପାରିଲେନି, ଅଫିସର କରିବେ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ):କୋଟିଆ ଗ୍ରାମପୁଞ୍ଜ, ନେରେଡି ବ୍ୟାରେଜ, ଝଞ୍ଜାବତୀ ଜଳପ୍ରପାତ, ପୋଲାଭରମ, ବାହୁଦା ନଦୀ ଜଳ ଛାଡ଼ିବା, ବାଲିମେଳା ଓ ଅପର ସିଲେରୁ ଜଳବିଦ୍ୟୁତ୍‌ କ୍ଷେତ୍ର ଆଦି ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସମାଧାନ ପାଇଁ ଆନ୍ଧ୍ର ଏବଂ ଓଡ଼ିଶା ସରକାରଙ୍କ ଅଫିସରମାନେ ମିଳିତ ଭାବେ…

ବିଜ୍ଞାନ ଦ୍ୱାରା ବିଶ୍ୱ ଶାନ୍ତି

ବିଶ୍ୱ ଶାନ୍ତି ସାମ୍ପ୍ରତିକ ସମୟରେ ଅପରିହାର୍ଯ୍ୟ ହୋଇପଡ଼ିଛି। ବିଜ୍ଞାନର ବିକାଶ ସହିତ ବିଭିନ୍ନ ଦେଶ ନିଜର ପ୍ରତିରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ଲାଗିଛନ୍ତି। ପୁଣି ଏଥିରେ ଆଣବିକ ଶକ୍ତିର ଉପଯୋଗ କରାଯାଉଛି। ଏହାଦ୍ୱାରା ବିଶ୍ୱ ଶାନ୍ତି ବ୍ୟାହତ ହେବାର ଆଶଙ୍କା ରହିଛି।…

ଲୁହା ବୋଝେଇ ଟ୍ରକ୍‌କୁ ୪.୬୦ଲକ୍ଷ ଜରିମାନା

ଗୁଣପୁର,୧୦ା୧୧(ଡି.ଏନ୍‌.ଏ.): ଲକ୍ଷାଧିକ ଟଙ୍କାର ଜିଏସ୍‌ଟି ଠକେଇ ଘଟଣା ସାମ୍ନାକୁ ଆସିଛି। ଏକ ଲୁହାରଡ୍‌ ବୋଝେଇ ଟ୍ରକ୍‌ରୁ ଜରିମାନା ବାବଦକୁ ୪ ଲକ୍ଷ ୬୦ ହଜାର ଟଙ୍କା ଆଦାୟ କରାଯାଇଛି। ରାୟଗଡ଼ା ଜିଏସ୍‌ଟିର ଏନ୍‌ଫୋର୍ସମେଣ୍ଟ ଟିମ୍‌ର ଚଢ଼ାଉ ପରେ ଏହି ଠକେଇ ନଜରକୁ…

ଆରସିବିର ନୂଆ କୋଚ୍‌

ବେଙ୍ଗାଲୁରୁ, ୧୦।୧୧- ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଆଗାମୀ ସଂସ୍କରଣ ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ସଞ୍ଜୟ ବାଙ୍ଗରଙ୍କୁ ମୁଖ୍ୟ କୋଚ୍‌ ନିଯୁକ୍ତ କରିଛି। ପୂର୍ବରୁ ସେ ଦଳର ବ୍ୟାଟିଂ ପରାମର୍ଶଦାତା ଥିଲେ। ତାଙ୍କୁ ୨ ବର୍ଷ ପାଇଁ ଏହି ଦାୟିତ୍ୱ…

୨୦୧୯ ବିଶ୍ୱକପ୍‌ ଫାଇନାଲ ପ୍ରତିଶୋଧ ଅପେକ୍ଷାରେ ନ୍ୟୁଜିଲାଣ୍ଡ

ଆବୁଧାବି, ୧୦।୧୧- ୨୦୧୯ ଆଇସିସି ଦିନିକିଆ ବିଶ୍ୱକପ୍‌ ଫାଇନାଲରେ ନ୍ୟୁଜିଲାଣ୍ଡକୁ ରୋଚକ ଢ଼ଙ୍ଗରେ ହରାଇ ଇଂଲଣ୍ଡ ବିଶ୍ୱକପ୍‌ ହାତେଇଥିଲା। ତା’ ପରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ପରସ୍ପରକୁ ଭେଟିବାକୁ ଯାଉଛନ୍ତି ଦୁଇ ପ୍ରତିଦ୍ୱନ୍ଦ୍ୱୀ। ତେବେ ଏଥର ଟି୨୦ ଫର୍ମାଟରେ। ଚଳିତ…

ରାଜସ୍ଥାନରେ କମିବ ତୈଳ ଦର

ଯୋଧପୁର,୧୦।୧୧: ଭାଜପା ଶାସିତ ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଦର କମିବା ପରେ ରାଜସ୍ଥାନରେ ତୈଳ ଉପରୁ ଭ୍ୟାଟ ହ୍ରାସ କରିବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ। ଗତ ୩ ତାରିଖରେ କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ଉପରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?