Home Left

ବିରାଟ କି ବିସିସିଆଇ ନୁହେଁ; ଯିବା ପୂର୍ବରୁ ଏହି ଖାସ୍‌ ବ୍ୟକ୍ତିଙ୍କୁ ଧନ୍ୟବାଦ ଜଣାଇଲେ ଶାସ୍ତ୍ରୀ

ଦୁବାଇ,୯।୧୧: ଭାରତୀୟ ଦଳର ମୁଖ୍ୟ କୋଚ୍‌ ଭାବେ ରବି ଶାସ୍ତ୍ରୀଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ଟି୨୦ ବିଶ୍ୱକପ୍‌ ୨୦୨୧ ଶାସ୍ତ୍ରୀଙ୍କ ଶେଷ ଟୁର୍ନମେଣ୍ଟ ଥିଲା। ଏଥିରେ ଭାରତ ସେମିଫାଇନାଲ ଦୌଡ଼ରୁ ବାଦ ପଡ଼ିଛି। ତେବେ ମ୍ୟାଚ୍‌ ପରେ ଶାସ୍ତ୍ରୀ ନିଜର ବିଦାୟୀ…

ଲୋକଙ୍କ ଉପରେ ମାଡ଼ିଗଲା ଅଡି କାର

ଯୋଧପୁର,୯।୧୧: ରାଜସ୍ଥାନ ଯୋଧପୁର ସହରର ଏମ୍ସ ରୋଡରେ ମଙ୍ଗଳବାର ଏକ ଭୟଙ୍କର ଦୃର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ଏକ ଅଡି କାର ରାସ୍ତାରେ ଯାଉଥିବା ଲୋକଙ୍କୁ ଦଳି ଦେବା ସହ ପଶି ଯାଇଛି ଏକ ଝୁମ୍ପୁଡି ଘରେ। ଘଟଣାସ୍ଥଳରେ ଜଣେ…

ଅକ୍ଟୋବର ମାସର ଶ୍ରେଷ୍ଠ କ୍ରିକେଟର: ବାଜି ମାରିଲେ ଏହି ଦୁଇ ଖେଳାଳି

ଦୁବାଇ,୯।୧୧: ପାକିସ୍ତାନ ବ୍ୟାଟ୍ସମ୍ୟାନ ଆସିଫ ଅଲି ଏବଂ ଆୟର୍ଲାଣ୍ଡର ଅଲରାଉଣ୍ଡର ଲୌରା ଡେଲାନିଙ୍କୁ ଅକ୍ଟୋବର ମାସ ପାଇଁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦର (ଆଇସିସି)ର ଯଥାକ୍ରମେ ଶ୍ରେଷ୍ଠ ପୁରୁଷ ଏବଂ ମହିଳା ଖେଳାଳି ଭାବେ ଚୟନ କରାଯାଇଛି। ପୁରୁଷ ବର୍ଗରେ ଆସିଫ ବାଂଲାଦେଶର…

ରେକର୍ଡରେ ଭାରତ-ପାକିସ୍ତାନ ମ୍ୟାଚ୍‌

ମୁମ୍ବାଇ,୯।୧୧: ଅକ୍ଟୋବର ୨୪ ତାରିଖରେ ଚଳିତ ଟି୨୦ ବିଶ୍ୱକପ୍‌ରେ ମୁହଁାମୁହିଁ ହୋଇଥିଲେ ଭାରତ ଓ ପାକିସ୍ତାନ। ଏହି ମ୍ୟାଚ୍‌ର ଭୁୟର୍ସ(ଦେଖଣାହାରୀ)ଙ୍କ ସଂଖ୍ୟା ରେକର୍ଡ ଭାଙ୍ଗିଛି। ପୂରା ବିଶ୍ୱରେ ମ୍ୟାଚ୍‌କୁ ୧୬୭ ନିୟୁତ ଦର୍ଶକ ଉପଭୋଗ କରିଥିଲେ। ଅନ୍ତର୍ଜାତୀୟ ଟି୨୦ କ୍ରିକେଟର ଇତିହାସରେ…

୨୦୨୨ ଆଇପିଏଲ୍‌ ପୂର୍ବରୁ ଆର୍‌ସିବିର ବଡ଼ ଘୋଷଣା

ବାଙ୍ଗାଲୋର,୯।୧୧: ୨୦୨୨ ଆଇପିଏଲ୍‌ ପୂର୍ବରୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ପକ୍ଷରୁ କୋଚ୍‌ ପଦ ନେଇ ବଡ଼ ଘୋଷଣା କରାଯାଇଛି। ମଙ୍ଗଳବାର ଆରିସିବି ଆଗାମୀ ଦୁଇ ବର୍ଷ ପାଇଁ ସଞ୍ଜୟ ବାଙ୍ଗରଙ୍କୁ ଦଳର ମୁଖ୍ୟ କୋଚ ଭାବେ ନିଯୁକ୍ତି ଦେଇଛି। ତେବେ ମାଇକ…

ବାପା ପୋଲିସରେ, ପୁଅ ଆକ୍ସିସ ବ୍ୟାଙ୍କରୁ ଲୁଟ୍‌ କରି ଫସିଲେ

ସୁନ୍ଦରଗଡ଼,୯।୧୧(ଡି.ଏନ୍‌.ଏ.): ପୋଲିସ ବାପାଙ୍କ ସର୍ଭିସ ବନ୍ଧୁକ ଦେଖାଇ ବ୍ୟାଙ୍କ ଲୁଟ୍‌ କରିବା ପଡ଼ିଛି ମହଙ୍ଗା। ଲୁଟେରାଙ୍କୁ କାବୁ କରିଛି ପୋଲିସ। ସୁନ୍ଦରଗଡ଼ ଟାଉନ୍‌ ଥାନା ଆକ୍ସିସ ବ୍ୟାଙ୍କରୁ ମଙ୍ଗଳବାର ବନ୍ଧୁକ ଦେଖାଇ ପାଖାପାଖି ୧୫ ଲକ୍ଷ ଟଙ୍କା ଲୁଟ୍‌ କରି ଚମ୍ପଟ…

ଲକ୍ଷାଧିକ ଟଙ୍କାର ୨ ହାତୀ ଦାନ୍ତ ଜବତ

କେନ୍ଦୁଝର, ୯।୧୧(ସ୍ବ.ପ୍ର.): ଭୂୟାଁ ଓ ଜୁଆଙ୍ଗ ପିଢ଼ ରେଞ୍ଜ ଅଧୀନ ନୁଣଘର ଗ୍ରାମରେ ଚଢାଉ କରି ବନ ବିଭାଗ ୨ଟି ହାତୀ ଦାନ୍ତ ଜବତ କରିଛି। ଏହାର ଓଜନ ପ୍ରାୟ ୭.୧୯୫ କିଗ୍ରା । ଏହି ଘଟଣାରେ କେନ୍ଦୁଝର ବନ ବିଭାଗ…

ବଲ ଫୋପାଡ଼ି ବ୍ୟାଟରଙ୍କୁ ଆହତ କଲେ ଅଷ୍ଟ୍ରେଲିଆନ୍‌ ପେସର

ମେଲବୋର୍ନ,୯।୧୧: ବ୍ୟାଟରଙ୍କୁ ଭୟବିତ କରିବା ପାଇଁ ଫଲୋ ଥ୍ରୁରେ ବୋଲର ବଲ ଫୋପାଡ଼ିବା କିଛି ନୂଆ କଥା ନୁହେଁ। କିନ୍ତୁ ଅଷ୍ଟ୍ରେଲିଆନ ପେସର ଜେମ୍ସ ପାଟିନସନଙ୍କ ଥ୍ରୋରେ ଆହତ ହୋଇଛନ୍ତି ବ୍ୟାଟର ଡାନିଏଲ ହୁଗ୍ସ। ଏଭଳି ଘଟଣା ଲାଗି ପାଟିନସନଙ୍କୁ ପ୍ରଶଂସକ,…

ସାନ ଭାଇଙ୍କୁ କୁରାଢ଼ିରେ ହାଣିଦେଲେ

ଠାକୁରମୁଣ୍ଡା,୯।୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ଅଧୀନ ତାଳପଦା ପଞ୍ଚାୟତ ସରାସପୋଷୀ ଗ୍ରାମରେ ମଙ୍ଗଳବାର ବଡ଼ ଭାଇର କୁରାଢ଼ି ଚୋଟରେ ସାନ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଲକ୍ଷ୍ମୀଧର ନାଏକ(୫୦)। ଅଭିଯୁକ୍ତ କକା ପୁଅ ଭାଇ କୃଷ୍ଣ ନାଏକ ଫେରାର…

ଚାନ୍ଦିପୁର ଗୁପ୍ତ ତଥ୍ୟ ଚୋରି ମାମଲା: ରାଜ୍ୟ-କେନ୍ଦ୍ରକୁ ହାଇକୋର୍ଟଙ୍କ ନୋଟିସ୍‌

ଭୁବନେଶ୍ୱର, ୯।୧୧(ବ୍ୟୁରୋ): ଚାନ୍ଦିପୁର ଆଇଟିଆର୍‌ରୁ ତଥ୍ୟ ଚୋରି ମାମଲାର ତଦନ୍ତ ପ୍ରସଙ୍ଗରେ ଓଡ଼ିଶା ହାଇକୋର୍ଟ ମଙ୍ଗଳବାର ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାରଙ୍କୁ ନୋଟିସ୍‌ ଜାରି କରିଛନ୍ତି। ତଦନ୍ତର ଅଗ୍ରଗତି ନେଇ ସତ୍ୟପାଠ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତେବେ…

‘ଯୋଗୀଙ୍କ ଭଳି ମୋର ବି ପରିବାର ନାହିଁ, ନିଜ ଦମ୍‌ରେ ଲଢିବି ନିର୍ବାଚନ’

ଲକ୍ଷ୍ନୌ, ୯।୧୧: ଉତ୍ତର ପ୍ରଦେଶର ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ବିଭିନ୍ନ ପାର୍ଟି ପକ୍ଷରୁ ଆରୋପ-ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ମଙ୍ଗଳବାର ବହୁଜନ ସମାଜ ପାର୍ଟି ସୁପ୍ରିମୋ ମାୟାବତୀ ଭାଜପା ଏବଂ ଅନ୍ୟ ଦଳ ଉପରେ କଡ଼ା ଟାର୍ଗେଟ କରିଥିଲେ। ସେ କହିଛନ୍ତି…

ବଢ଼ୁଛି ଶୀତ, ୧୫ ଡିଗ୍ରୀ ତଳେ ୭ ସହର

ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ଧିରେ ଧିରେ ଶୀତ ବଢ଼ିଲାଣି। ଅଧିକାଂଶ ସ୍ଥାନରେ ସକାଳେ କୁହୁଡ଼ି ଦେଖିବାକୁ ମିଳୁଥିବା ବେଳେ ପାହାନ୍ତିଆ ଏବଂ ସନ୍ଧ୍ୟା ସମୟରେ ଶୀତ ଅନୁଭୂତ ହେଉଛି। ଗତକାଲି ରାତିରେ ୭ଟି ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିବା ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?