Home Left

ଷ୍ଟେଶନରେ ହଠାତ୍‌ ପହଞ୍ଚି ଚା’ ପିଇଲେ ରେଳ ମନ୍ତ୍ରୀ

ଝାରସୁଗୁଡା ଅଫିସ୍‌,୯।୧୧: ଓଡ଼ିଶା ଗସ୍ତରେ ଆସିଥିବା ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର ସକାଳେ ଝରସୁଗୁଡା ରେଳ ଷ୍ଟେଶନରେ ପହଞ୍ଚି ଯାଞ୍ଚ କରିଛନ୍ତି। ପରେ ଝାରସୁଗୁଡାରେ ଦକ୍ଷିଣ ପୂର୍ବ ରେଳବାଇ ଏବଂ ପୂର୍ବ ତଟ ରେଳବାଇ ର ଅଧିକାରୀଙ୍କ ସହ ଏକ…

ଜଙ୍ଗଲକୁ ଯାଇଥିଲେ ବ୍ୟକ୍ତି, ଘରକୁ ଫେରିଲା ମୃତଦେହ

କେନ୍ଦୁଝର,୯।୧୧(ସ୍ବ.ପ୍ର.): କେନ୍ଦୁଝର ବନଖଣ୍ଡ ଘଟଗାଁ ରେଞ୍ଜ ବାଲି ପୋଖରୀ ସଂରକ୍ଷିତ ଜଙ୍ଗଲରେ ବଣୁଆ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାମ ଜଳଧର (୫୦) ଓ ଘର୍‌ ହାତୀନୋଟା ଗ୍ରାମରେ ବୋଲି ଜଣା ପଡିଛି। ମଙ୍ଗଳବାର ସକାଳେ ପାଖ…

ଚଣ୍ଡିଗଡ଼ ରାସ୍ତାରେ ରୋମାନ୍ସ କରିବା ଅଭିନେତାଙ୍କୁ ପଡ଼ିଲା ମହଙ୍ଗା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନ୍ନା ଶୁଟିଂ ସମୟରେ ରୋମାନ୍ସ କରିବା ପଡ଼ିଥିଲା ମହଙ୍ଗା। କାରଣ ତାଙ୍କୁ ପୋଲିସ ଜେରାର ସମ୍ମୁଖୀନ ହେବାକୁ ପଡ଼ିଛି। କଥାଟି ଚକିତ କଲେ ହେଁ ସତ। ଆୟୁଷ୍ମାନ ଏବଂ ଅଭିନେତ୍ରୀ ବାଣୀ କପୁର ତାଙ୍କର ନୂଆ…

ଜଳବାୟୁ ପରିବର୍ତ୍ତନ ଯୋଗୁ ପୃଥିବୀର ପ୍ରଥମ ସ୍ବାସ୍ଥ୍ୟ ସମସ୍ୟା, ଆଗକୁ ନୂଆ ବିପଦ…

ଓଟଓ୍ବା,୯।୧୧: ଜଳବାୟୁ ପରିବର୍ତ୍ତନ ଯେ କେତେଦୂର ଭୟାବହ ତାହାର ପ୍ରମାଣ ଏବେ ଦେଖାଯିବା ଆରମ୍ଭ ହେଲାଣି। କାନାଡାର ଜଣେ ୭୦ ବର୍ଷ ବୟସ୍କା ଜଣେ ମହିଳା ଜଳବାୟୁ ପରିବର୍ତ୍ତନ ଯୋଗୁ ସ୍ବାସ୍ଥ୍ୟଗତ ସମସ୍ୟାରେ ପଡ଼ିଛନ୍ତି। ଏହା ପୃଥିବୀର ପ୍ରଥମ ଜଳବାୟୁ ପ୍ରଭାବିତ…

ଟୁଇଟରରେ ଟ୍ରେଣ୍ଡ ହେଲା ହାସଟ୍ୟାଗ ଦୀପିକା ପାଦୁକୋନ

ମୁମ୍ବାଇ: ବଲିଉଡ୍ ବାଦଶାହା ଶାହାରୁଖ ଖାଁଙ୍କ ହିରୋଇନ୍ ଦୀପିକା ପାଦୁକୋନ ଫିଲ୍ମ ‘ଓମ ଶାନ୍ତି ଓମ’ରୁ ବଲିଉଡ ଡେବ୍ୟୁ କରିଥିଲେ । ୯ ନଭେମ୍ବର ୨୦୦୭ରେ ଏହି ଫିଲ୍ମ ଲଞ୍ଚ ହୋଇଥିଲା । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଅର୍ଜୁନ ରାମପାଲ, ଶ୍ରେୟସ…

ଚର୍ଚ୍ଚାରେ ଦିଶାଙ୍କ କିକ୍‌

ମୁମ୍ବାଇ; ବଲିଉଡ୍‌ର ବୋଲ୍ଡ କୁଇନ୍ ଦିଶା ପାଟନି ଏବେ ଖୁବ୍ ଚର୍ଚ୍ଚାରେ । ଅଭିନୟ ସହ ସେ ମାର୍ଶାଲ ଆର୍ଟରେ ବି ବେଶ୍ ପାରଙ୍ଗମ । ନିଜକୁ ସବୁବେଳେ ଫିଟ୍ ଆଣ୍ଡ ଫାଇନ୍ ରଖିବାକୁ ଚେଷ୍ଟା କରୁଥିବା ଦିଶା ଅନେକ ସମୟରେ…

କିଏ ଏହି ମହିଳା, ଯାହାଙ୍କୁ ଦେଖି ହାତ ଯୋଡ଼ିଲେ ମୋଦି-ଶାହା

ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହେଉଛି, ଯାହାକି ଲୋକଙ୍କ ହୃଦୟ ଜିତୁଛି। ରାଜନେତାଠାରୁ ଆରମ୍ଭ କରି ସେଲିବ୍ରିଟି ସମସ୍ତେ ଫଟୋରେ ଥିବା ମହିଳାଙ୍କ ପ୍ରଶଂସାରେ ଶତମୁଖ ହେଉଛନ୍ତି। ଏବେ ଆପଣଙ୍କ ମନରେ ପ୍ରଶ୍ନ ଉଠୁଥାଇପାରେ ମହିଳାଜଣଙ୍କ କିଏ ଏବଂ ପ୍ରଧାନମନ୍ତ୍ରୀ…

ଫଡନବିଶଙ୍କ ଅଭିଯୋଗକୁ ନେଇ ନୱାବ କହିଲେ କାଲି ପକାଇବେ ହାଇଡ୍ରୋଜେନ ବମ୍‌

ମୁମ୍ବାଇ,୯ ।୧୧: ମହାରାଷ୍ଟ୍ର ସରକାରରେ ମନ୍ତ୍ରୀ ତଥା ଏନ୍‌ସିପି ନେତା ନୱାବ ମଲିକଙ୍କର ଅଣ୍ଡରୱାର୍ଲଡ ସମ୍ପର୍କ ଥିବା କହିଥିଲେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ । ଏହାର ଉତ୍ତର ଦେବାକୁ ଯାଇ ମଲିକ କହିଛନ୍ତି ଫଡନବିଶଙ୍କ ଅଭିଯୋଗରେ କୌଣସି ସତ୍ୟତା…

ତିନି ଦିନ ହେଲା ଲାଗି ରହିଛି ବର୍ଷା ,୫ ମୃତ

ଚେନ୍ନାଇ,୯।୧୧: ତାମିଲନାଡୁର ବିଭିନ୍ନ ସ୍ଥାନରେ ଲଗାତର ତିନି ଦିନ ହେଲା ବର୍ଷାଜାରି ରହିଛି । ବର୍ଷା ଯୋଗୁ ବର୍ତ୍ତମାନ ପର୍ଯ୍ୟନ୍ତ ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସେହିପରି ୫ଶହରୁ ଅଧିକ ଲୋକ ବାସହରା ହୋଇଛନ୍ତି। ରାଜ୍ୟର ବିଭିନ୍ନ ସ୍ଥାନରେ…

କୁକୁଡ଼ା ରକ୍ତ ଇଞ୍ଜେକ୍ସନ ନେଉଛନ୍ତି ଚାଇନା ଶିଶୁ

ଚାଇନା ଲୋକମାନେ ସେମାନଙ୍କର ଅଜବ ଖାଦ୍ୟ ଏବଂ ପାନୀୟ ପାଇଁ ସାରା ବିଶ୍ୱରେ ଜଣାଶୁଣା। କୁହାଯାଏ ଯେ, ଚାଇନିଜମାନେ ସବୁ ଜୀବଜନ୍ତୁ ଖାଇବାରେ ପାରଙ୍ଗମ। ଏବେ ଆଉ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଏଠାକାର ଲୋକମାନେ କୁକୁଡା ରକ୍ତକୁ ଇଞ୍ଜେକ୍ସନ…

୭୦ ସେକେଣ୍ଡରେ ସଫଳତା ବଖାଣିଲେ ଶାସ୍ତ୍ରୀ

ଦୁବାଇ,୯।୧୧: ଟି -୨୦ ବିଶ୍ୱ ସହିତ ରବି ଶାସ୍ତ୍ରୀଙ୍କ ଟିମ ଇଣ୍ଡିଆର କୋଚ ଭାବରେ କାର୍ଯ୍ୟକାଳ ଶେଷ ହୋଇଛି। ଭାରତ ଶେଷ ଲିଗ ମ୍ୟାଚରେ ନାମ୍ବିଆ ବିପକ୍ଷରେ ୯ ଉଇକେଟ ବିଜୟ ହାସଲ କରିଛି। କିନ୍ତୁ ଏହି ବିଜୟ ସେମିଫାଇନାଲରେ ପହଞ୍ଚିବାରେ…

ଅଖିଳେଶ ଆଣିଲେ ସମାଜବାଦୀ ପରଫ୍ୟୁମ୍‌…

ନୂଆଦିଲ୍ଲୀ,୯।୧୧: ଉତ୍ତରପ୍ରଦେଶରେ ଆସନ୍ତା ୨୦୨୨ ବର୍ଷରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ସମାଜବଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ସମାଜବାଦୀ ପରଫ୍ୟୁମ୍‌ର ଶୁଭାରମ୍ଭ କରିଛନ୍ତି। ଉତ୍ତରପ୍ରଦେଶ ନିର୍ବାଚନ ଏବେ ମହକିବ ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି। ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?