ଭୁଲ୍ ଇଂରାଜୀ ସ୍ପେଲିଙ୍ଗ୍ ଲେଖି ଚର୍ଚ୍ଚାରେ ଅମିତାଭ ବଚ୍ଚନ
ବଲିଉଡ୍ ସୁପରଷ୍ଟାର ଅମିତାଭ ବଚ୍ଚନ ସର୍ବଦା ପ୍ରଶଂସକଙ୍କ ସହ ଯୋଡି ରହିବାକୁ ପସନ୍ଦ କରନ୍ତି। ପ୍ରତିଦିନ ସେ ନିଜର ଭାବନାକୁ ସୋସିଆଲ ମିଡିଆରେ ଶେୟାର କରନ୍ତି। ନିକଟରେ ସେ ଫେସବୁକରେ ଏକ ପୋଷ୍ଟ କରିଥିଲେ। ପୋଷ୍ଟରେ ସେ ଏକ ଇଂରାଜୀ ଶବ୍ଦ…
ଦିନେ ବଢ଼ୁଛି ଦିନେ କମୁଛି: ଆଜି ରାଜ୍ୟରେ ୨୯୬ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୮ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୨୨ ଜଣ ଲୋକାଲ…
ଏହି ଅଭିନେତ୍ରୀଙ୍କ ମୁଣ୍ଡ ଫଟାଇଦେଲେ ସ୍ବାମୀ
ଅଭିନେତ୍ରୀ ପୁନମ ପାଣ୍ଡେ ପୁଣି ଥରେ ଦାମ୍ପତ୍ୟ ଜୀବନରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ପୁନମ ସ୍ବାମୀ ସାମ ବମ୍ବେଙ୍କ ନାଁରେ ମାରପିଟ୍ ଅଭିଯୋଗ ଆଣିବା ପରେ ମୁମ୍ବାଇ ପୋଲିସ ତାଙ୍କ ତାଙ୍କୁ ଗିରଫ କରିଛି। ଗିରଫ ପରେ କୋର୍ଟ ତାଙ୍କୁ…
ପଡ଼ିଆରେ ଏମିତି କାର୍ଯ୍ୟ ହୃଦୟ ଜିତିଲେ ପନ୍ତ: ଦେଖନ୍ତୁ ଭିଡିଓ
ଦୁବାଇ,୯।୧୧:ଭାରତ ଟି -୨୦ ବିଶ୍ୱକପ ୨୦୨୧ର ଶେଷ ଲିଗ ମ୍ୟାଚରେ ନାମ୍ବିଆ ବିପକ୍ଷରେ ୯ ଉଇକେଟ ବିଜୟ ହାସଲ କରିଛି। ମ୍ୟାଚ୍ରେ ପ୍ରଥମେ ବ୍ୟାଟିଂ କରି ନାମ୍ବିିଆ ୮ ଉଇକେଟ ହରାଇ ୧୩୨ ରନ ସଂଗ୍ରହ କରିଥିଲା। ଭାରତ ମାତ୍ର ଗୋଟିଏ…
ପୋଲିସ ଟାର୍ଗେଟରେ ଫେରାର ୨୨
ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜଧାନୀରେ ନୂଆ ଅପରାଧ ସାମ୍ରାଜ୍ୟ ଗଢ଼ିଥିବା କେବିଏନ୍ ଗ୍ୟାଙ୍ଗ୍ ଏବେ କମିଶନରେଟ ପୋଲିସର ନିଦ ହଜାଇଛି। ବନ୍ଧୁକ, ଖଣ୍ଡା, ଭୁଜାଲି ବୁଲାଇ ଭୟ ଓ ଆତଙ୍କ ଖେଳାଉଛି। ଗୋଟିକ ପରେ ଗୋଟିଏ ଭିଡିଓ ଭାଇରାଲ କରି ପୋଲିସକୁ ଖୋଲା ଚ୍ୟାଲେଞ୍ଜ…
ଲୁହା ରଡ୍ ଧରି ଗୋଡ଼ାଇଲେ
ପୁରୀ ଅଫିସ,୯।୧୧: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସୋମବାର ଜଣେ ବ୍ୟକ୍ତିଙ୍କ ଉନ୍ମତ୍ତ କାଣ୍ଡ ଦେଖିବାକୁ ମିଳିଛି। ବ୍ୟକ୍ତିଜଣକ ଉତ୍ତ୍ୟକ୍ତ ହୋଇ ଏକ ଲୁହାରଡ୍ ଧରି ସୁରକ୍ଷା କର୍ମୀଙ୍କ ସମେତ ସ୍ଥାନୀୟ କର୍ମଚାରୀଙ୍କୁ ଆକ୍ରମଣ କରିବାକୁ ଉଦ୍ୟମ କରିଥିଲେ। ତେବେ…
ହସ୍ପିଟାଲରେ ଅଗ୍ନିକାଣ୍ଡ: ୪ ଶିଶୁ ମୃତ
ଭୋପାଳ,୯।୧୧: ଭୋପାଳରେ ସୋମବାର ରାତିରେ କମଳା ନେହରୁ ହସ୍ପିଟାଲର ଶିଶୁ ବିଭାଗର ଏସଏନସିୟୁ ୱାର୍ଡରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ ଜଣ ଶିଶୁଙ୍କ ମୃତ୍ୟୁ ହୋଇଛି। ସୂଚନାନୁସାରେ, ସୋମବାର ରାତି ପ୍ରାୟ ୯ଟା ପରେ ହସ୍ପିଟାଲର ଶିଶୁ ବିଭାଗରେ ନିଆଁ…
‘ମୁଁ ହାରିବାର ମୁଖ୍ୟ ଦୋଷୀ’
ନୂଆଦିଲ୍ଲୀ,୯।୧୧: ମହେନ୍ଦ୍ର ସିଂ ଧୋନୀ ଦୁନିଆର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଅନ୍ୟତମ। ସେ ପ୍ରାୟ ଏକ ଦଶନ୍ଧି ଧରି ଟିମ ଇଣ୍ଡିଆର ଅଧିନାୟକ ହୋଇଥିଲେ। ଧୋନୀଙ୍କ ଅଧିନାୟକତ୍ୱରେ ଭାରତ ୨୦୦୭ ଟି -୨୦ ବିଶ୍ୱକପ ଏବଂ ୨୦୧୧ ଦିନିକିଆ ବିଶ୍ୱକପ…
ବିରୁଷ୍କାଙ୍କ ପଡୋଶୀ ହେବେ ଭିକି-କାଟ୍ରିନା
ବଲିଉଡ୍ ଅଭିନେତ୍ରୀ କାଟ୍ରିନା କୈଫ ଏବଂ ଅଭିନେତା ଭିକି କୌଶଲ ଖୁବ୍ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବେ ବୋଲି ଚର୍ଚ୍ଚ ଜୋର ଧରିଛି। ବିବାହ ପ୍ରସ୍ତୁତି ମଧ୍ୟରେ ଭିକି ନିଜ ପାଇଁ ଏକ ଘର ନେଇଛନ୍ତି। ଭିକି ଜୁହୁରେ ଥିବା ଏକ…
ପ୍ରଭୁ ବଳଭଦ୍ରଙ୍କ ହରିହର ବେଶ
ପୁରୀ ଅଫିସ, ୮ା୧୧: ଶ୍ରୀମନ୍ଦିରରେ ସୋମବାର ପ୍ରଭୁ ବଳଭଦ୍ର ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଅବକାଶ ନୀତି ପରେ ପୁଷ୍ପାଳକ ସେବକମାନେ ପ୍ରଭୁ ବଳଭଦ୍ରଙ୍କୁ ହରିହର ବେଶରେ ସଜ୍ଜିତ କରିଥିଲେ। ପ୍ରଭୁ ବଳଭଦ୍ର ବାମପାର୍ଶ୍ୱରେ କଳା ଓ ଡାହାଣ ପାର୍ଶ୍ୱରେ…
ଜଙ୍କ୍ସନରେ ଯାଉଛି ଜୀବନ, ମାସକରେ ରିପୋର୍ଟ ଦିଅ: ୨୦୨୦ରେ ଦୁର୍ଘଟଣାରେ ଯାଇଛି ୧୧୬୪ ଜୀବନ
ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ବଢ଼ିବା ଦ୍ୱାରା ଅନେକଙ୍କ ଜୀବନ ଚାଲିଯାଉଛି। ଏହାକୁ ରୋକିବା ପାଇଁ ସମସ୍ତ ପ୍ରକାର ପ୍ରୟାସ ସତ୍ତ୍ୱେ ସେତେଟା ସୁଫଳ ମିଳୁନାହିଁ। ଏପରିକି ଗତ ୬ ବର୍ଷରେ ମୃତ୍ୟୁସଂଖ୍ୟା ୨୧ ପ୍ରତିଶତ ବଢ଼ିଛି। ବିଶେଷକରି ବିଭିନ୍ନ ଜାତୀୟ…
୪ ବର୍ଷ ବୟସରେ ମା’ଙ୍କୁ ହରାଇଥିଲେ, ଶୁଖିଲା ରୁଟି ଖାଇ ୫୪୬ ରନର ଇନିଂସ ଖେଳିଥିଲେ ଏହି କ୍ରିକେଟର୍
ମାତ୍ର ୧୪ ବର୍ଷ ବୟସରେ ଲଗାତର ୨ ଦିନ ବ୍ୟାଟିଂ, ୮୫ ଚୌକା ଏବଂ ୫ ଛକା ସହାୟତାରେ ୩୩୦ ବଲରେ ୫୪୬ ରନ କରିବା କାହା ପାଇଁ ସହଜ ନୁହେଁ। କିନ୍ତୁ ଏଭଳି କାରନାମା କରି ଦେଖାଇଥିଲେ ଭାରତୀୟ ଷ୍ଟାର୍…

