୭ ଆନ୍ତଃରାଜ୍ୟ ସାଇବର ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୩୦।୬(ବ୍ୟୁରୋ):କମିଶନରେଟ୍ ପୋଲିସ ଏକ ବଡ଼ ଆନ୍ତଃରାଜ୍ୟ ସାଇବର ଠକ ଗ୍ୟାଙ୍ଗର ରହସ୍ୟ ଉନ୍ମୋଚନ କରିଛି ା ସାଇବର ଠକେଇ ଲିଙ୍କ୍ ଖୋଜୁ ଖୋଜୁ ମିଳିଛି ବଡ଼ ଧରଣର ଟେଲିକମ୍ ସ୍କାମ୍। କେତେକ ସର୍ଭିସ ପ୍ରୋଭାଇଡର ବେଆଇନ ଭାବେ ସିମ୍ ଆକ୍ଟିଭେଟ କରି…
ଟ୍ରେନ୍ରେ ଗଞ୍ଜେଇ ଚାଲାଣ କରୁଥିଲେ କିନ୍ନର
ଭୁବନେଶ୍ୱର,୩୦।୬(ବ୍ୟୁରୋ):କରୋନା କଟକଣା ଭିତରେ ଓଡ଼ିଶାରୁ ଟ୍ରେନ୍ରେ ବାହାରକୁ ଚାଲାଣ ହେଉଛି ଗଞ୍ଜେଇ। ଏହି କାରବାରରେ ସମ୍ପୃକ୍ତ ହେଉଛନ୍ତି କିନ୍ନର। ସୋମବାର ଗୁଜରାଟର ସୁରଟକୁ ଚାଲାଣବେଳେ ଆର୍ପିଏଫ୍ ଓ କ୍ରାଇମବ୍ରାଞ୍ଚ ମିଳିତ ଭାବେ ଭୁବନେଶ୍ୱର ରେଳ ଷ୍ଟେଶନରେ ଚଢାଉ କରି ଦୁଇ ଚାଲାଣକାରୀ…
ସିଲ୍ ହେଲା ୭ ମଦ ଦୋକାନ
ଭୁବନେଶ୍ୱର, ୩୦।୬ (ବ୍ୟୁରୋ):କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଦୋକାନ ଖୋଲି ମଦ ବିକ୍ରି ଉପରେ ଅଙ୍କୁଶ ଲଗାଇଛନ୍ତି ସରକାର। କେବଳ ଅନ୍ଲାଇନ୍ରେ ମଦ ଯୋଗାଣକୁ ଅନୁମତି ରହିଛି। ହେଲେ ଲକ୍ଡାଉନ୍ ହେଉ କି ସପ୍ତାହାନ୍ତ ଶଟ୍ଡାଉନ୍, ସବୁ ସମୟରେ ରାଜଧାନୀରେ ମଦ…
ମାଷ୍ଟର କ୍ୟାଣ୍ଟିନରୁ ଯୋଦ୍ଧା, ଘୋଡ଼ା ପ୍ରତିମୂର୍ତ୍ତି ସ୍ଥାନାନ୍ତର କରା ନ ଯାଉ
ଭୁବନେଶ୍ୱର,୩୦ା୬(ବ୍ୟୁରୋ): ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ମାଷ୍ଟର କ୍ୟାଣ୍ଟିନ ଛକରୁ ଯୋଦ୍ଧା, ଘୋଡ଼ା ସ୍ଥାନାନ୍ତର ନ କରିବା ପାଇଁ ରାଜ୍ୟ ସରକାରଙ୍କୁ ଉପଦେଶ ଦେବା ଲାଗି ରାଜ୍ୟପାଳ ଗଣେଶୀ ଲାଲ୍ଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ସୁରେଶ ରାଜଭବନ ଯାଇ…
ଚାଷୀ ସମସ୍ୟା, ପକ୍କାଘର ବଣ୍ଟନରେ ଦୁର୍ନୀତି ଅଭିଯୋଗ ଆଣିଲା ଭାଜପା
ଭୁବନେଶ୍ୱର,୩୦ା୬(ବ୍ୟୁରୋ): ଦୀର୍ଘଦିନ ଧରି ବିଭିନ୍ନ ରାଜନୈତିକ ପ୍ରସଙ୍ଗରେ ରାସ୍ତାକୁ ଓହ୍ଲାଉ ନ ଥିବା ଭାଜପା ନିଜର ରଣନୀତି ପରିବର୍ତ୍ତନ କରିଛି। ରାଜ୍ୟରେ ପଞ୍ଜୀକରଣ କରିଥିବା ସମସ୍ତ ଚାଷୀଙ୍କ ଧାନ କିଣିବା ଦାବିରେ ଭାଜପା ପକ୍ଷରୁ ଜୁଲାଇ ୧ ଏବଂ ୨ରେ ରାଜ୍ୟବ୍ୟାପୀ…
ଦାନ୍ତ ଭାଙ୍ଗି ମଇଳା ଖୁଆଇବା ଭିଡିଓ ଭାଇରାଲ
ଛତ୍ରପୁର,୩୦।୬(ଡି.ଏନ୍.ଏ.):ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ରାମେୟାପଲ୍ଲୀ ଗାଁରେ ଗତ ୧୯ ତାରିଖରେ ଗୁଣି ସନ୍ଦେହରେ ବ୍ରହ୍ମପୁର ଆଙ୍କୁଲି ଅଞ୍ଚଳର ଏନ୍. ଭେଙ୍କଟରମଣଙ୍କୁ ପିଟି ହତ୍ୟା କରାଯାଇଥିଲା। ତେବେ ହତ୍ୟା ପୂର୍ବରୁ ଭେଙ୍କଟରମଣଙ୍କ ଦାନ୍ତ ଭଙ୍ଗାଯିବା ସହ ମଇଳା ଖାଇବାକୁ…
ଆଜିଠୁ ଶିଶୁଙ୍କୁ ପିସିଭି ଟିକା
ଭୁବନେଶ୍ୱର, ୩୦।୬(ବ୍ୟୁରୋ):ଶିଶୁଙ୍କୁ ନିମୋକୋକାଲ ନିମୋନିଆ ଓ ମସ୍ତିଷ୍କ ସଂକ୍ରମଣରୁ ସୁରକ୍ଷା ଦେବ ନିମୋକୋକାଲ କଞ୍ଜୁଗେଟ୍ ଟିକା (ପିସିଭି)। ଶିଶୁଙ୍କ ନିୟମିତ ଟିକାକରଣରେ ଏହାକୁ ସାମିଲ କରାଯାଇଥିବାବେଳେ ବୁଧବାରଠାରୁ ସାରା ରାଜ୍ୟରେ ଟିକାକରଣ ଆରମ୍ଭ ହେବ। ଭୁବନେଶ୍ୱର ୟୁନିଟ୍-୪ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟ…
୨୨ ବର୍ଷ ଧରି ଲଗାତାର ଜୀବନରେ ମାରି ଦେବାକୁ ଆସୁୁଥିଲା ଫୋନ୍ କଲ୍…
ମୁମ୍ବାଇ: ବଲିଉଡ୍ର ଖ୍ୟାତି ସମ୍ପନ୍ନ ପ୍ଲେ ବ୍ୟାକ ସିଙ୍ଗର ଉଦିତ୍ ନାରାୟଣଙ୍କ ପ୍ରାରମ୍ଭିକ ଜୀବନ ଅତ୍ୟନ୍ତ ସଂଘର୍ଷପୂର୍ଣ୍ଣ ଥିଲା। ୧୯୮୦ ଜୁଲାଇ ୫ରେ ପ୍ରଥମ ଫିଲ୍ମ ‘ଉନିସ ବିଶ’ରେ ସେ ପ୍ଲେ ବ୍ୟାକ ସିଙ୍ଗର ଭାବେ କାମ ଆରମ୍ଭ କରିଥିଲେ। ଫିଲ୍ମର…
ନୂଆ ବନ୍ଦର ବିଲ୍କୁ ଓଡ଼ିଶାର ବିରୋଧ
ଭୁବନେଶ୍ୱର,୩୦ା୬(ବ୍ୟୁରୋ):ଭାରତୀୟ ବନ୍ଦର ଆଇନ-୧୯୦୮କୁ ବଦଳାଇ ନୂତନ ଆଇନ ଆଣିବାକୁ କେନ୍ଦ୍ର ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏ ନେଇ କେନ୍ଦ୍ର ସରକାର ଭାରତୀୟ ବନ୍ଦର ବିଲ୍ -୨୦୨୧ ଚିଠା (ଡ୍ରାଫ୍ଟ) ପ୍ରସ୍ତୁତ କରିଛନ୍ତି। ଏହା ଉପରେ ମତାମତ ଦେବାକୁ ବନ୍ଦର, ଜାହାଜ…
ପ୍ରିୟଙ୍କା ପିନ୍ଧିଲେ ଏମିତି ଡ୍ରେସ୍, ଅଟକିଗଲା ସମସ୍ତଙ୍କ ନଜର: ଦାମ୍ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ବଲିଉଡ୍ରୁ ହଲିଉଡ୍କୁ ଜମ୍ପ୍ ମାରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ନିକଟରେ ନ୍ୟୁୟର୍କରେ ପ୍ରାଇଡ ପ୍ୟାରେଡରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ପ୍ରିୟଙ୍କା ଏକ ଧଳା ରଙ୍ଗର ପୋଷାକରେ ବହୁତ ସୁନ୍ଦର ଦେଖାଯାଉଥିଲେ। ପ୍ରିୟଙ୍କା ଇନଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ପ୍ୟାରେଡରେ…
ଅପହରଣର ୧୪ ଦିନ ପରେ ଉଦ୍ଧାର ହେଲା ଶିଶୁ
ଲଙ୍ଗଳେଶ୍ବର, ୩୦।୬(ଡି.ଏନ.ଏ.)- ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନ ଚକ୍ରଜୂନି ଗ୍ରାମର ଏକ ଇଟାଭାଟିରୁ ୧୪ଦିନ ପୂର୍ବରୁ ଚୋରି ହୋଇଥିବା ଜଣେ ୩ ମାସର ଶିଶୁପୁତ୍ରକୁ ମଙ୍ଗଳବାର ରାତି ୧୦ଟା ବେଳେ ଉଦ୍ଧାର କରାଯାଇଛି। ଗଁାମୁଣ୍ଡ ଏକ ନିଛାଟିଆ ଘରୁ ଉକ୍ତ…
ଟୋକିଓ ଅଲିମ୍ପିକ୍: ଏବେ ବି ଅଛି ଦୂତୀଙ୍କ ଆଶା
ଭୁବନେଶ୍ୱର, ୩୦।୬(କ୍ରୀଡ଼ା ପ୍ରତିନିଧି)- ଜାପାନର ଟୋକିଓରେ ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ଅଲିମ୍ପିକ୍ସ ଅନୁଷ୍ଠିତ ହେବ। କ୍ୱାଲିଫାଇଂ ପାଇଁ ଡେଡ୍ଲାଇନ୍ ଶେଷ ହୋଇଥିବାରୁ ଏବେ ବିଭିନ୍ନ ଇଭେଣ୍ଟ ଲାଗି ପ୍ରତିଯୋଗୀଙ୍କ ତାଲିକା ଘୋଷଣା ସମୟ ଆସିଯାଇଛି। ଆଉ ଦିନେ ଦୁଇଦିନ…
Archives


