ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାର ଲାଗି ଦୂତୀଙ୍କ ନାମ ସୁପାରିସ୍
ଭୁବନେଶ୍ୱର,୨୯।୬: ଦେଶର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ରାଜୀବ ଗାନ୍ଧୀ ଖେଳ ରତ୍ନ ପାଇଁ ମହିଳା ଧାବକ ଦୂତୀ ଚାନ୍ଦଙ୍କ ନାମ ରାଜ୍ୟ ସରକାର ସୁପାରିସ କରିଛନ୍ତି। ଚଳିତ ବର୍ଷ କ୍ରୀଡ଼ାରେ ଦୂତି ଉଲ୍ଲେଖନୀୟ ପ୍ରଦର୍ଶନ କରି ଭାରତକୁ ଅଗ୍ରଣୀ କରିଥିବାରୁ ମଙ୍ଗଳବାର…
ପରଲୋକରେ ଉପେନ୍ଦ୍ର କୁମାର ପାହାଡ଼ସିଂହ
ଭୁବନେଶ୍ୱର,୨୯।୬(ବ୍ୟୁରୋ): ପରଲୋକରେ ଆକାଶବାଣୀର ପୂର୍ବତନ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡସିଂହ। ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ହୃଦଘାତରେ ତାଙ୍କ ପରଲୋକ ଘଟିଥିବା ସୂଚନା ମିଳିଛି। ତେବେ ୯୦ ଦଶକରେ ଆକାଶବାଣୀର ଲୋକପ୍ରିୟ ସମ୍ବାଦପାଠକ ଥିଲେ ସେ। ଗୁରୁ ଗମ୍ଭୀର ସ୍ବରରେ ସମ୍ବାଦ…
ହ୍ରିତିକ୍ଙ୍କ ଏହି ଫଟୋକୁ ଦେଖି ପୂର୍ବପତ୍ନୀ କହିଲେ ‘୨୧ ବର୍ଷର ଭଳି ଲାଗୁଛ’; ଭାଇରାଲ ହେଉଛି…
ବମ୍ବେ: ଛାଡପତ୍ର ପରେ ପୂର୍ବ ସ୍ବାମୀଙ୍କ ସହ ଭଲ ସମ୍ପର୍କ ରଖିଛନ୍ତି ସୁଜୈନ ଖାନ୍। ଅଭିନେତା ହ୍ରିତିକ ରୋଶନ ଏବଂ ସେ ଅନେକ ପାର୍ଟିରେ ଏକାଠି ନଜର ଆସୁଛନ୍ତି। ପିଲାମାନଙ୍କ ସହ ଏକାଠି ସମୟ ମଧ୍ୟ ଅତିବାହିତ କରୁଛନ୍ତି ମଧ୍ୟ। ଏସବୁ…
୧ ଲକ୍ଷ ୨୦ ହଜାର ଦେଇ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କଠାରୁ ୧୨ଟି ଆମ୍ବ କିଣିଲେ ଏହି ବ୍ୟକ୍ତି; କାରଣ ଜାଣିଲେ…
ବର୍ତ୍ତମାନ ସମୟରେ ସବୁଠାରୁ ଶକ୍ତିଶାଳୀ ମାଧ୍ୟମ ପାଲଟିଛି ସାମାଜିକ ଗଣମାଧ୍ୟମ। ଏଥିରେ କିଛି ବି ଭାଇରାଲ ହେବା ମାତ୍ରେ ଚର୍ଚ୍ଚାର ବିଷୟକୁ ଆସିଯାଏ। ବାସ୍, ଅନେକ କିଛି ପରିବର୍ତ୍ତନ ହୋଇଯାଏ ଏଥିରେ। ସେଭଳି କ୍ରମରେ ଝାରଖଣ୍ଡ ଜାମସେଦପୁରରେ ରହୁଥିବା ଜଣେ ପଞ୍ଚମ…
କୁନି ଝିଅର ଜୀବନ ପାଇଁ ଆଗେଇ ଆସିଲେ ସୌଦି
ଅକଲାଣ୍ଡ,୨୯।୬: ଟିମ୍ ଇଣ୍ଡିଆ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲରେ ନ୍ୟୁଜିଲାଣ୍ଡ ପେସର ଟିମ୍ ସୌଦି ପିନ୍ଧିଥିବା ଜର୍ସିକୁ ନିଲାମ କରିବାକୁ ଯାଉଛନ୍ତି। ଏହି ପ୍ରକ୍ରିୟାରୁ ଆୟ ହେବାକୁ ଥିବା ଅର୍ଥ ବିରଳ କର୍କଟ ରୋଗର ପୀଡ଼ିତ ୮ ବର୍ଷୀୟା କୁନି…
ଜାନ୍ଙ୍କୁ ଦେଖି ଚିହ୍ନିପାରୁନାହାନ୍ତି ଅନେକ; ପଛରେ ରହିଛି ଏଭଳି…
ବମ୍ବେ: ବର୍ତ୍ତମାନ ସମୟରେ ଫିଟ୍ ରହିବା ହେଉଛି ବଡ଼ ଆହ୍ବାନ। ହେଲେ ଏହାକୁ ଚ୍ୟାଲେଞ୍ଜ ଭାବେ ଗ୍ରହଣ କରୁଛନ୍ତି ଅନେକ ସେଲିବ୍ରିଟି। ବିଗ୍ ବସ୍ ସିଜନ-୧୪ରେ ଭାଗ ନେଇଥିବା ଜାନ କୁମାର ସାନୁ ଏବେ ସେଭଳି କିଛି କରି ସମସ୍ତଙ୍କୁ ଚମକାଇ…
ଅକ୍ଷୟ କୁମାରଙ୍କୁ କଟ୍ରିନା ପଚାରିଲେ ‘ତୁମକୁ ରାଖୀ ବାନ୍ଧି ପାରିବି କି?’; ଜବାବରେ ଚାପୁଡ଼ା….
ବମ୍ବେ: ସୁନ୍ଦରୀ ଅଭିନେତ୍ରୀଙ୍କ ସହ ରୋମାନ୍ସ କରିବାକୁ ମନ ଆତୁର ହୋଇପାରେ। ହେଲେ ଯଦି ରାଖୀ ବାନ୍ଧିବାକୁ କୁହାଯାଏ, ତେବେ ଉତ୍ତର ନା ହେବା ସ୍ବାଭାବିକ। ଏଭଳି କିଏ କାହିଁକି ବା ଚାହିଁବ। ସେଭଳି କିଛି ଥିଲା ଅଭିନେତ୍ରୀ କଟ୍ରିନା କୈଫଙ୍କ…
ଟେନଶନରୁ ବର୍ତ୍ତିବା ପାଇଁ ବାଥରୁମ୍ରେ ଲୁଚିଥିଲେ ଖେଳାଳି
ଲଣ୍ଡନ,୨୯।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲର ଅନ୍ତିମ ତଥା ନର୍ଣ୍ଣାୟକ ଦିନ ଭାରତୀୟ ଦଳର ବୋଲିଂ ଦେଖି ଭୟବିତ ହୋଇପଡ଼ିଥିଲେ ଫାଇନାଲର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିବା କାଇଲ ଜେମିସନ। ଏପରି କି ଚାପରୁ ବର୍ତ୍ତିବା ପାଇଁ ନ୍ୟୁଜିଲାଣ୍ଡର ଷ୍ଟାର…
ଜୁଲାଇ ପହିଲାରୁ ବଦଳିବାକୁ ଯାଉଛି ଏସ୍ବିଆଇର ଅନେକ ନିୟମ: ଚେକ୍ବୁକ୍ଠାରୁ ଆରମ୍ଭ କରି…
ନୂଆଦିଲ୍ଲୀ,୨୯।୬: ଦେଶର ସର୍ବବୃହତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଏସ୍ବିଆଇ) ଆସନ୍ତା ଜୁଲାଇ ପହିଲାରୁ ଅନେକ ପରିବର୍ତ୍ତନ କରିବାକୁ ଯାଉଛି। ବ୍ୟାଙ୍କ ନଗଦ ପ୍ରତ୍ୟାହାର, ଶାଖାରୁ ନଗଦ ଟଙ୍କା ଉଠାଇବା ଏବଂ ଚେକ୍ ବୁକ୍ ପାଇଁ ଏହାର ଶୁଳ୍କକୁ ସଂଶୋଧନ କରିବାକୁ…
ଟି୨୦ ବିଶ୍ୱକପ୍: ତାରିଖ ଘୋଷଣା କଲା ଆଇସିସି
ଦୁବାଇ,୨୯।୬: କୋଭିଡ୍ ମହାମାରୀ ଯୋଗୁ ଭାରତରୁ ୟୁଏଇ ଓ ଓମାନକୁ ସ୍ଥାନାନ୍ତର ହୋଇଥିବା ଚଳିତ ବର୍ଷର ଟି୨୦ ବିଶ୍ୱକପ୍ ଅକ୍ଟୋବର ୧୭ରୁ ନଭେମ୍ବର ୧୪ ମଧ୍ୟରେ ଖେଳାଯିବ। ଏ ନେଇ ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ (ଆଇସିସି) ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି।…
୫୦ପ୍ରତିଶତରେ ଖୋଲିବ ବାର, ପବ୍
ଚଣ୍ଡିଗଡ଼,୨୯।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହରର ଏବେ ଧୀରେ ଧିରେ ନିୟନ୍ତ୍ରଣକୁ ଆସୁଛି। ବର୍ତ୍ତମାନ ଦୈନିକ ସଂକ୍ରମଣ ହାର ହ୍ରାସ ପାଇଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ କମିଛି। ହେଲେ ଏବେ ବି ସଙ୍କଟ ଜାରି ରହିଛି। ସମ୍ଭାବ୍ୟ ତୃତୀୟ ଲହରକୁ…
ତେନ୍ଦୁଲକରଙ୍କ କ୍ରିକେଟ ଜୀବନର ଖାସ୍ ଦିନ
ନୂଆଦିଲ୍ଲୀ,୨୯।୬: ଲିଟ୍ଲ ମାଷ୍ଟର ଭାବେ ପରିଚିତ ଥିବା ସଚିନ ତେନ୍ଦୁଲକରଙ୍କ ପାଇଁ ଆଜିର ଦିନ ବେଶ୍ ଗୁରୁତ୍ୱ ବହନ କରେ। ଠିକ୍ ୧୪ ବର୍ଷ ତଳେ ସେ କ୍ରିକେଟ ଇତିହାସର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଦିନିକିଆ ଫର୍ମାଟରେ ପୂରଣ କରିଥିଲେ ୧୫…
Archives


