Home Left

ନିଜଠୁ ୧୧ ବର୍ଷ ବଡ ଗର୍ଲଫ୍ରେଣ୍ଡ୍‌ଙ୍କ ପାଇଁ ଭାବପ୍ରବଣ ହେଲେ ଏହି ଅଭିନେତା

ବଲିଉଡରରେ ଏବେ ଅଭିନେତା ଅର୍ଜୁନ କପୁର ଏବଂ ମଲାଇକା ଆରୋରାଙ୍କ ପ୍ରେମ ସମ୍ପର୍କକୁ ନେଇ ଜୋରଦାର ଚର୍ଚ୍ଚା ହେଉଛି। ଉଭୟ ସେମାନଙ୍କ ସମ୍ପର୍କକୁ ନେଇ ଖୁଲାସା କରିଛନ୍ତି। ଅରବାଜ ଖାନଙ୍କଠାରୁ ଅଲଗା ହେବା ପରେ ମଲାଇକା ଆରୋରା ଏବଂ ଅର୍ଜୁନ କପୁରଙ୍କ…

କେଜରିଓ୍ବାଲଙ୍କ ମିଶନ ପଞ୍ଜାବ

ଚଣ୍ଡିଗଡ଼,୨୯।୬: ଆସନ୍ତା ବର୍ଷ ପଞ୍ଜାବରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଏବେଠାରୁ ନିର୍ବାଚନୀ ବିଗୁଲ ବାଜିସାରିଲାଣି। ନିଜ ଦଳକୁ ମଜଭୁତ କରିବା ପାଇଁ ବିଭିନ୍ନ ରାଜନୈତିକ ଦଳ ଏବେଠାରୁ କସ୍‌ରତ ଆରମ୍ଭ କଲେଣି। ଇତିମଧ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ଆମ୍‌…

୧୦ ବର୍ଷ ନାବାଳିକା ହେଲେ ଗର୍ଭବତୀ,ଶିଶୁ ପୁତ୍ରଙ୍କୁ ଦେଲେ ଜନ୍ମ…

ଲଣ୍ଡନ,୨୯।୬: ବ୍ରିଟେନ୍‌ରେ ଜଣେ ୧୦ ବର୍ଷ ନାବାଳିକା ଗର୍ଭବତୀ ହେବା ଏବଂ ପରେ ଶିଶୁପୁତ୍ରଙ୍କୁ ଜନ୍ମ ଦେବା ଘଟଣା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ନାବାଳିକା ଜଣକ ୩୦ ସପ୍ତାହ ଗର୍ଭ ପରେ ୧୧ ବର୍ଷ ବୟସରେ ପ୍ରସବ…

ଇତିହାସ ରଚିଲେ ଏହି ଅଭିନେତା: ୮ଥର ପାଇଁ କରିବାକୁ ଯାଉଛନ୍ତି ଏହି ରୋଲ୍‌

ଟିଭି ଅଭିନେତା ତରୁଣ ଖାନ୍ନା ଇତିହାସ ରଚିଛନ୍ତି। ଅଷ୍ଟମ ଥର ପାଇଁ ଭୋଲେ ଶଙ୍କରଙ୍କ ଚରିତ୍ରରେ ଅଭିନୟ କରିବାର ରେକର୍ଡ ତରୁଣଙ୍କ ନାମରେ ହେବାକୁ ଯାଉଛି। ମାତା ବୈଷ୍ଣୋ ଦେବୀଙ୍କ ଉପରେ ନିର୍ମିତ ସାଗର ୱାଲର୍‌ଡର ପ୍ରାୟ ୧୨ଟି ଏପିସୋଡ ୱେବ…

ରାଜ୍ୟରୁ ପୁଣି ୪୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ନେଉଥିଲା। ମଙ୍ଗଳବାର କରୋନା ଆଉ ୪୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୯୭୦କୁ ବୃଦ୍ଧି ପାଇଛି। ଏହି ୪୦…

ବେତନର ଅର୍ଦ୍ଧାଧିକ ଟିକସ ଦିଏ: ରାଷ୍ଟ୍ରପତି

ନୂଆଦିଲ୍ଲୀ, ୨୯ା୬: ଦେଶର ବିକାଶ ଲାଗି ନିୟମିତ ଟିକସ ଦେବା ପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ଆହ୍ବାନ ଦେଇଛନ୍ତି। ଉତ୍ତରପ୍ରଦେଶ ଗସ୍ତରେ ଥିବା ରାଷ୍ଟ୍ରପତି ଏକ କାର୍ଯ୍ୟକ୍ରମରେ କହିଛନ୍ତି, ସେ ମାସିକ ୫ ଲକ୍ଷ ଟଙ୍କା ବେତନ ପାଉଥିବାବେଳେ ଏହାର…

ଇରାକ, ସିରିଆରେ ଆମେରିକାର ବିମାନ ଆକ୍ରମଣ

ଡମାସ୍‌କସ୍‌/ଓ୍ବାଶିଂଟନ, ୨୯।୬(ଆଇଏଏନ୍‌ଏସ୍‌): ଇରାକ୍‌ ଏବଂ ସିରିଆ ସୀମାନ୍ତ ଅଞ୍ଚଳରେ ରବିବାର ଆମେରିକା ବିମାନରୁ ବୋମାମାଡ଼ କରାଯାଇଛି। ଏହି ଆକ୍ରମଣରେ ସିରିଆ ପାର୍ଶ୍ୱରେ ଅର୍ଦ୍ଧସାମରିକ ବାହିନୀର ୫ ସଦସ୍ୟ ନିହତ ହେବା ସହ ଅନେକେ ଆହତ ହୋଇଛନ୍ତି। ଉକ୍ତ ଅଞ୍ଚଳରେ ଇରାନ ସମର୍ଥତ୍ତ…

ସୀମାରେ ଆଉ ୫୦ ହଜାର ସେନା ମୁତୟନ

ନୂଆଦିଲ୍ଲୀ, ୨୯ା୬: ଦୀର୍ଘ ୭୦ ବର୍ଷ ପରେ ଚାଇନା ପ୍ରତି ପୂର୍ବରୁ ଥିବା ପ୍ରତିରକ୍ଷା ଆଭିମୁଖ୍ୟ ବଦଳାଇଛି ଭାରତ। ଆକ୍ରୋଶ ଓ ବିସ୍ତାରବାଦୀ ଚିନ୍ତାଧାରା ରଖିଥିବା ଏହି ପଡ଼ୋଶୀ ଦେଶ ସହ ଆକ୍ରମଣାତ୍ମକ ବ୍ୟବହାର ପାଇଁ ଭାରତ ସେନାକୁ ବିକଳ୍ପ ଭାବେ…

ପୁଣି ଖୋଲିଲା ପାକିସ୍ତାନର ଅସଲ ମୁଖା

ଇସଲାମାବାଦ୍‌,୨୯।୬: ପାକିସ୍ତାନର ପୁଣି ଥରେ ପୋଲ୍‌ ଖୋଲିଛି। ଏଥର ଦେଶର ଗୃହମନ୍ତ୍ରୀ ଶେଖ ରସିଦ ଅହମ୍ମଦ ତାଙ୍କ ଦେଶର ପୋଲ୍‌ ଖୋଲିଛନ୍ତି। ରସିଦ ସ୍ବୀକାର କରିଛନ୍ତି ଯେ ଆଫଗାନିସ୍ତାନର ତାଲିବାନ ଆତଙ୍କବାଦୀଙ୍କ ପରିବାର ରାଜଧାନୀ ଇସଲାମାବାଦ ରୁହନ୍ତି। କେବଳ ଏତିକି ନୁହେଁ,…

ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ : ଖୋର୍ଦ୍ଧାକୁ କାଟିଲା ବାଲେଶ୍ୱର

ଭୁବନେଶ୍ୱର,୨୯।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି। ଆଜି ରାଜ୍ୟରେ ୨,୬୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୨୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ଆତ୍ମଘାତୀଙ୍କ ପଛରେ ଜିମି

ଡିସ୍‌ନି ହଟ୍‌ଷ୍ଟାରରେ ରିଲିଜ ହୋଇଛି ‘କଲର୍‌ ବମ୍‌’ର ଟ୍ରେଲର। ଏଥିରେ ମୁଖ୍ୟ ଭୂମିକାରେ ଥିବା ଜିମି ଶେରଗିଲ୍‌ଙ୍କୁ ଜଣେ ପୋଲିସ ଅଫିସରଙ୍କ ଚରିତ୍ରରେ ଦେଖିବାକୁ ମିଳିବ। ସ୍କୁଲ ଉପରେ ବୋମା ପକାଇବାକୁ ଯାଉଥିବା ଜଣେ ଆତ୍ମଘାତୀଙ୍କୁ ରୋକିବା ଉପରେ ଫିଲ୍କର କାହାଣୀ…

ସୁଇଡେନ୍‌ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା

ସୁଇଡେନ ପ୍ରଧାନମନ୍ତ୍ରୀ ଷ୍ଟିଫାନ ଲୋଫବେନ୍‌ ଗତ ସପ୍ତାହରେ ପାର୍ଲାମେଣ୍ଟରେ ଆସ୍ଥା ଭୋଟ ହାରିବା ପରେ ସୋମବାର ପଦରୁ ଇସ୍ତଫା ଦେଇଛନ୍ତି। ଆସନ୍ତା ବର୍ଷ ନିର୍ବାଚନ ଥିବାବେଳେ ଏବେ ତାଙ୍କ ସ୍ଥାନରେ ଅନ୍ୟ କାହାକୁ ଦାୟିତ୍ୱ ଦେବାକୁ ୬୩ ବର୍ଷୀୟ ଷ୍ଟିଫାନ ବାଚସ୍ପତିଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri