Home Left

ଏମିତି କାମ କରି ଜରିମାନା ଦେଲେ ଜାଡେଜା

ସାଧାରଣତଃ ସେଲିବ୍ରିଟିମାନେ ରାସ୍ତାରେ ଆବର୍ଜନା ନ ପକାଇବା ପାଇଁ ଲୋକଙ୍କୁ ବାର୍ତ୍ତା ଦେଇଥାନ୍ତି। କିନ୍ତୁ ଯଦି ଏହି ସେଲିବ୍ରିଟିମାନଙ୍କ ମଧ୍ୟରୁ ଜଣେ ବ୍ୟକ୍ତି ଆବର୍ଜନା ପକାଇବାରେ ଦୋଷୀ ସାବ୍ୟସ୍ତ ହୁଅନ୍ତି, ତେବେ ଏହାଠାରୁ ଲଜ୍ଜାଜନକ ବିଷୟ କ’ଣ ହେବ। ପୂର୍ବତନ ଟିମ…

ଗୋଟିଏ ଦିନରେ ୭୪୩ କୋଟି ଟଙ୍କା ରୋଜଗାର କଲେ ଏହି ଖେଳାଳି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଦୁନିଆର ସବୁଠାରୁ ଧନୀ କ୍ରିକେଟର ଭାବେ ଜଣାଶୁଣା। କୋହଲିଙ୍କ ବାର୍ଷିକ ଆୟ ୨୦୦ କୋଟି। କିନ୍ତୁ ଆପଣ ଜାଣନ୍ତି କି ଜଣେ ଖେଳାଳି ମଧ୍ୟ ଅଛନ୍ତି ଯିଏ କେବଳ ଗୋଟିଏ ମ୍ୟାଚରେ ଭାରତୀୟ…

ରାଜ୍ୟରେ ପୁଣି ଟିକା ଅଭାବ

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ରାଜ୍ୟରେ ପୁଣି ଟିକା ଅଭାବ ଦେଖାଦେଲାଣି। ଟିକା କମ୍‌ ଥିବାରୁ ଆଗକୁ ଟିକାକରଣରେ ମଧ୍ୟ ବାଧା ସୃଷ୍ଟି ହେବାର ଆଶଙ୍କା ଉପୁଜିଲାଣି। ତେଣୁ ଟିକାକରଣକୁ ତ୍ୱରାନ୍ବିତ କରିବା ପାଇଁ ତୁରନ୍ତ ଅଧିକ ଟିକା ଯୋଗାଇବାକୁ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ…

୧୦୬ କୋଟି ଟଙ୍କାର ଜାଲ୍‌ ବିଲ୍‌ ର଼୍ୟାକେଟ

ଭୁବନେଶ୍ୱର,୨୯।୬(ବ୍ୟୁରୋ): ନିଜେ କିଛି କିଣାବିକା କରୁ ନ ଥିଲେ। ଜାଲ୍‌ କାଗଜପତ୍ରରେ କମ୍ପାନୀ କରି ଜାଲ୍‌ ବିଲ୍‌ ପ୍ରସ୍ତୁତ କରୁଥିଲେ। ଉକ୍ତ ଜାଲ୍‌ ବିଲ୍‌ ମାଧ୍ୟମରେ ଅଭିନବ ଉପରେ ଜିଏସ୍‌ଟି ଠକେଇ କରୁଥିଲେ। ରାଜ୍ୟ ଜିଏସ୍‌ଟି ଏନ୍‌ଫୋର୍ସମେଣ୍ଟ ଓ୍ବିଙ୍ଗ୍‌ ବିଭିନ୍ନ ସ୍ଥାନରେ…

କୋପା ଆମେରିକା ଫୁଟବଲ: ବ୍ରାଜିଲ- ଇକ୍ୱେଡର ମ୍ୟାଚ୍‌ ଡ୍ର

ସାଓ ପାଉଲୋ,୨୯।୬: କୋପା ଆମେରିକା ଫୁଟବଲ ଟୁର୍ନାମେଣ୍ଟରେ ରବିବାର ବ୍ରାଜିଲ ଓ ଇକ୍ୱେଡର ମଧ୍ୟରେ ଅନୁଷ୍ଠିତ ପ୍ରଥମ ମ୍ୟାଚ୍‌ ୧-୧ ଗୋଲରେ ଅମୀମାଂସିତ ରହିଛି। ଗୋଇଆନିଆର ଅଲିମ୍ପିକୋ ଷ୍ଟାଡିୟମରେ ଖେଳାଯାଇଥିବା ଗ୍ରୁପ୍‌ ବି’ର ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ବ୍ରାଜିଲ ତରଫରୁ ନେମାର,…

ରଥଯାତ୍ରା ବେଳେ ପୁରୀକୁ ଚାଲିବନି ଟ୍ରେନ୍‌

ପୁରୀ ଅଫିସ,୨୯।୬: ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଜିଲା ପ୍ରଶାସନ ଜୋରଦାର ପ୍ରସ୍ତୁତି ଜାରି ରଖିଛି। ଏ ନେଇ ସୋମବାର ଦଇତାପତି ନିଯୋଗ ସହ ପ୍ରଶାସନ ଆଲୋଚନା କରିଛି। ଦଇତାପତି ନିଯୋଗ କିଭଳି ଶୃଙ୍ଖଳିତ ଭାବେ ନିର୍ଦ୍ଧାରିତ ସମୟରେ ନୀତିକାନ୍ତି ସମ୍ପାଦନ…

ରେଡ୍‌ ଜୋନ୍‌ ଉପରେ ନଜର

ଭୁବନେଶ୍ୱର,୨୯।୬(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ତଥାପି ଏହା ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ଆସି ନାହିଁ। ଆସନ୍ତା ଜୁଲାଇ ପହିଲାରେ ଆଂଶିକ ଲକ୍‌ଡାଉନ ଅବଧି ଶେଷ ହେବ। ସଂକ୍ରମଣ ହାର ୫ ପ୍ରତିଶତ ତଳେ ଥିବା ‘ଗ୍ରୀନ୍‌ ଜୋନ୍‌’ ଏବଂ…

ଅବସାଦ ଦୂର କରିବ ରୋବୋ

ଆଜିକାଲି ରୋବୋର ବ୍ୟବହାର ଦିନକୁ ଦିନ ବଢ଼ିଚାଲିଛି। ବିଭିନ୍ନ କ୍ଷେତ୍ରରେ ଏହାକୁ ବ୍ୟବହାର କରାଯାଇ ସେଥିରୁ ସଫଳତା ମିଳୁଛି। ଏହି ତାଲିକାରେ ନିକଟରେ ଆଉ ଏକ ଜିନିଷକୁ ସାମିଲ କରାଯାଇଛି। ଅବସାଦ ଦୂର କରିବାରେ ରୋବୋ ସାହାଯ୍ୟ କରିପାରିବ ବୋଲି ଦୃଢ଼ୋକ୍ତି…

ରାସ୍ତାକୁ ଓହ୍ଲାଇଲେ ଅସନ୍ତୁଷ୍ଟ

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୨୯।୬: ମାଟ୍ରିକ ପରୀକ୍ଷା ଫଳକୁ ନେଇ ଏବେ ସାରା ରାଜ୍ୟରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ମୂଲ୍ୟାୟନରେ ଅନିୟମିତତା ଅଭିଯୋଗ କରି ସୋମବାର ଛାତ୍ରୀଛାତ୍ର, ଅଭିଭାବକମାନେ ବିଭିନ୍ନ ସ୍ଥାନରେ ଆନ୍ଦୋଳନ, ଧାରଣା କରିବା ସହିତ ରାସ୍ତା ଅବରୋଧ…

ଗଡୁନି ବସ୍‌, ଦୁର୍ଦ୍ଦିନରେ ନିର୍ଭରଶୀଳ ପରିବାର

ବାରିପଦା ଅଫିସ,୨୯।୬- କରୋନାର ଦ୍ୱିତୀୟ ଲହର ସଂକ୍ରମଣ ପାଇଁ ସବୁଆଡ଼େ ଯାତ୍ରୀବାହୀ ବସ୍‌ ବନ୍ଦ ହୋଇଛି। ମୟୂରଭଞ୍ଜ ଜିଲାରେ ମଧ୍ୟ ଶହ ଶହ ଯାତ୍ରୀବାହୀ ବସ୍‌ ଛିଡା ହୋଇଛି। ଲକ୍‌ଡାଉନ ପାଇଁ ବସଷ୍ଟାଣ୍ଡ ଜନଶୂନ୍ୟ ହୋଇପଡିଥିବା ବେଳେ ବସ ମାଲିକଙ୍କ ମେରୁଦଣ୍ଡ…

ଶୁଟିଂସେଟ୍‌ରେ ଶ୍ରୀଦେବୀଙ୍କ ଏଭଳି ବ୍ୟବହାରକୁ ନେଇ ରାଗିଯାଉଥିଲେ ସନି; ରଖୁଥିଲେ କଡ଼ା ନଜର…

ବମ୍ବେ: ୧୯୮୩ରେ ସୁପରହିଟ୍‌ ଫିଲ୍ମ ‘ବେତାବ’ ସହ ବଲିଉଡ୍‌ରେ ପାଦ ରଖିଥିଲେ ଅଭିନେତା ସନି ଦେଓଲ। ପ୍ରାରମ୍ଭିକ ଅଭିନୟ କ୍ୟାରିୟରରେ ଅନେକ ହିଟ୍‌ ଫିଲ୍ମ ଦେବା ପରେ ସେ ନିଜର ଭିନ୍ନ ପରିଚୟ ସୃଷ୍ଟି କରିପାରିଥିଲେ। ଫିଲ୍ମଗୁଡ଼ିକରେ ଅନେକ ନାୟିକାଙ୍କ ସହ…

ଏକଦା ହ୍ରିତିଙ୍କ ସହିତ ପ୍ରେମ ସମ୍ପର୍କକୁ ନେଇ ଏମିତି କହିଥିଲେ ବେବୋ

ବଲିଉଡ ଅଭିନେତ୍ରୀ କରିନା କପୁର ଖାନ୍‌ ‘କଭି ଖୁସି କଭି ଗମ୍‌’ରେ ହ୍ରିତିକଙ୍କ ସହ ନଜର ଆସିଥିଲେ। ଉଭୟଙ୍କ କେମେଷ୍ଟିକୁ ପ୍ରଶଂସକ ବହୁତ ପସନ୍ଦ କରୁଥିଲେ। ପରେ ଦୁହେଁ ଅନେକ ଫିଲ୍ମରେ ଏକାଠି ନଜର ଆସିଥିଲେ। ଏହି ଯୋଡି ଏତେ ହିଟ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri