ଏହି ସବୁ ଜିଲାରେ ଖୋଲିବ ନର୍ସିଂ କଲେଜ
ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ୬୦୦ ସିଟ୍ ବିଶିଷ୍ଟ ନର୍ସିଂ କଲେଜ ଖୋଲିବ। ୧୦ଟି ଜିଲାରେ ଏହି କଲେଜ ଖୋଲିବାକୁ ସରକାର ଯୋଜନା କରିଛନ୍ତି। ପ୍ରତି କଲେଜରେ ୬୦ଟି ଲେଖାଏ ସିଟ୍ ରହିବ। ଏ ନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ…
ଭୋଗଖାଇ ଝାଡ଼ାବାନ୍ତି
ଜଳେଶ୍ୱର,୨୮।୬: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ଗୋପୀମୋହନପୁର ପଞ୍ଚାୟତର ବାସୁଳିଆଗାଁରେ ଠାକୁରଙ୍କ ଭୋଗଖାଇ ଶତାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ ଜିକେଭଟ୍ଟର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବାସୁଳିଆ ଗାଁରେ ୫୨ ଆଦିବାସୀ ପରିବାରର ୨୨୫…
ପଟ୍ଟା ଜମିରେ ବନ ବିଭାଗର ବୃକ୍ଷରୋପଣ
ଅମରପାଲି,୨୮ା୬: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ରେଞ୍ଜ ଅନ୍ତର୍ଗତ ବହଳପଦର ପଞ୍ଚାୟତ ସୁରଧାପାଲି(ହୋତାପାଲି)ରେ ପଟ୍ଟା ପାଇଥିବା ଆଦିବାସୀଙ୍କ ଜମିରେ ବନବିଭାଗର ବୃକ୍ଷ ରୋପଣକୁ ବିରୋଧ କରିଛନ୍ତି ଗ୍ରାମବାସୀ। ହାତିଲିମୁଣ୍ଡା ଫରେଷ୍ଟ ବିଟ ଅଧୀନ ସୁରଧାପାଲିରେ ବନ ବିଭାଗ ପକ୍ଷରୁ ବୃକ୍ଷ ରୋପଣ କରାଯିବ।…
କୋଭିଡ୍ ଆରୋଗ୍ୟ ବଟିକା ନାମରେ ବିଷ ବଟିକା ଖାଇ ପରିବାରର ୩ ମୃତ
ଚେନ୍ନାଇ,୨୮।୬: କୋଭିଡ୍ ଆରୋଗ୍ୟ ବଟିକା ନାମରେ ବିଷ ବଟିକା ଖାଇ ଗୋଟିଏ ପରିବାରର ୩ଜଣଙ୍କ ମୃତ୍ୟୁ ଘଟିଛି। ଏଭଳି ଏକ ଘଟଣା ଘଟିଛି ତାମିଲନାଡୁର ଇରୋଡରେ । ପୋଲିସ ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରିଛି । ସେମାନେ ହେଲେ…
ଖୋଲିବ ସେଲୁନ, ଚାଲିବ ବସ୍
କୋଲକାତା,୨୮।୬: ପଶ୍ଚିମବଙ୍ଗରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ହେଲେ ଲୋକଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ରାଜ୍ୟରେ କୋଭିଡ କଟକଣାକୁ ଜୁଲାଇ ୧୫ ପର୍ଯ୍ୟନ୍ତ ଆହୁରି ବୃଦ୍ଧି କରିଛନ୍ତି। ହେଲେ ସରକାର ଅନେକ କ୍ଷେତ୍ରରେ ସର୍ତ୍ତମୂଳକ…
ତୃତୀୟ ଲହର ପୂର୍ବରୁ ମୁମ୍ବାଇରୁ ଆସିଲା ଖୁସି ଖବର
ମୁମ୍ବାଇ,୨୮।୬: ଦେଶରେ କରୋନା ଭାଇରସ୍ ସଂକ୍ରମଣର ଦ୍ୱିତୀୟ ଲହର ଆତଙ୍କ ଖେଳାଇଥିବା ବେଳେ ବର୍ତ୍ତମାନ ଦୈନିକ ସଂକ୍ରମଣରେ ହ୍ରାସ ଘଟିଛି। କିନ୍ତୁ ଏବେ ବି ସଙ୍କଟ ଜାରି ରହିଛି। କାରଣ ଆଗକୁ ସମ୍ଭାବ୍ୟ ତୃତୀୟ ଲହର ଆସିପାରେ ବୋଲି ବିଶେଷଜ୍ଞ ମତ…
ଚୁମ୍ବନ ଯୋଗୁ ପଦ ହରାଇଲେ ସ୍ବାସ୍ଥ୍ୟମନ୍ତ୍ରୀ
ଲଣ୍ଡନ,୨୮।୬: ବ୍ରିଟେନର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ମ୍ୟାଟ ହନ୍କକ୍ ବର୍ତ୍ତମାନ ଚର୍ଚ୍ଚାରେ ରହିଛନ୍ତି। ସହଯୋଗୀଙ୍କ ସହ ନିଜର ସମ୍ପର୍କକୁ ନେଇ ବେଶ୍ ଚର୍ଚ୍ଚାରେ ରହିଥିବା ମ୍ୟାଟ ଏବେ ବିବାହଦ ଘେରକୁ ଆସିଛନ୍ତି। ସିସିଟିଭିରେ ଚୁମ୍ବନ ଦେଉଥିବାର ଦୃଶ୍ୟ ଲୋକଲୋଚନକୁ ଆସିବା ପରେ ମ୍ୟାଟଙ୍କୁ…
କୋଭିଶିଲ୍ଡ ଟିକା ନେଇଥିବା ଲୋକଙ୍କୁ ୟୁରୋପ୍ରେ ଏଣ୍ଟ୍ରି: ପୁନାଓ୍ବାଲା ଦେଲେ ଆଶ୍ୱାସନା
ନୂଆଦିଲ୍ଲୀ,୨୮।୬: ଭାରତରେ କରୋନା ଭାଇରସ ନିୟନ୍ତ୍ରଣ କରିବା ପାଇଁ ୧୮ ବର୍ଷରୁ ଅଧିକ ଲୋକଙ୍କୁ ଟିକାକରଣ କରାଯାଉଛି ଏବଂ ଅଧିକାଂଶ ଲୋକଙ୍କୁ କୋଭିଶିଲ୍ଡ ଟିକା ଦିଆଯାଉଛି। ତେବେ ଏହି ସମୟରେ ଖବର ଆସିଛି ଯେ ୟୁରୋପୀୟ ୟୁନିଅନର ଦେଶମାନେ କୋଭିଶିଲ୍ଡ ନେଇଥିବା…
ଅଗ୍ନି ପ୍ରାଇମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ବାଲେଶ୍ୱର ଅଫିସ, ୨୮।୬: ବାଲେଶ୍ୱରସ୍ଥିତ ଚାନ୍ଦିପୁର ଅଞ୍ଚଳରେ ଥିବା ଭାରତୀୟ ପ୍ରତିରକ୍ଷା ଗବେଷଣା ଉନ୍ନୟନ ସଂସ୍ଥା (ଡିଆରଡିଓ) ପକ୍ଷରୁ ସୋମବାର ଅଗ୍ନି-୧ କ୍ଷେପଣାସ୍ତ୍ରର ପରୀକ୍ଷଣ ହୋଇଛି। ପୂର୍ବାହ୍ନ ୧୦.୫୫ ମିନିଟ ସମୟରେ କଲାମ ଦ୍ବୀପର ୪ ନମ୍ବର ଲଞ୍ଚପ୍ୟାଡରୁ ଅଗ୍ନି ପ୍ରାଇମ…
ଭିସୁଟ ପାଇଁ ନୂଆ କୂଳପତି ନିଯୁକ୍ତ
ଭୁବନେଶ୍ୱର,୨୮।୬(ବ୍ୟୁରୋ): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ)ର କୁଳପତି ଭାବେ ପ୍ରଫେସର ବଂଶୀଧର ମାଝିଙ୍କୁ ନିଯୁକ୍ତି ଦିଆଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ପ୍ରଫେସର ମାଝି ୩ ବର୍ଷ ପାଇଁ ଏହି…
ଇତିହାସ ରଚିଲେ ଦୀପିକା କୁମାରୀ
ପ୍ୟାରିସ୍,୨୮।୬: ପ୍ୟାରିସରେ ଚାଲିଥିବା ତୀରନ୍ଦାଜୀ ବିଶ୍ୱକପରେ ଭାରତର ତାରକା ମହିଳା ତୀରନ୍ଦାଜ ଦୀପିକା କୁମାରୀ ଇତିହାସ ସୃଷ୍ଟି କରିଛନ୍ତି। ସେ ବିଶ୍ୱକପ ପର୍ଯ୍ୟାୟରେ ପୁନର୍ବାର ବ୍ୟକ୍ତିଗତ ଇଭେଣ୍ଟକୁ ୬-୦ରେ ଜିତି ସ୍ବର୍ଣ୍ଣ ପଦକ ହାସଲ କରିଥିଲେ । ଏହି ବିଜୟ ସହିତ…
ଟିକାକରଣରେ ଆମେରିକାକୁ ପଛରେ ପକାଇଲା ଭାରତ
ନୂଆଦିଲ୍ଲୀ,୨୮।୬: ଭାରତରେ କରୋନା ଭାଇରସ୍ ସଂକ୍ରମଣ ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ କରୋନାର ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ଏବେ ଚିନ୍ତା ବଢ଼ାଇଦେଇଛି। ଅନେକ ରାଜ୍ୟରେ ଏହି ଭାରିଆଣ୍ଟ ଯୋଗୁ ତୃତୀୟ ଲହର ଆଶଙ୍କାକୁ ଦୃଷ୍ଟିରେ ରଖି ଲକ୍ଡାଉନ ନିୟମକୁ…
Archives


