ଭିଣେଇ ଭାଇଙ୍କ ରେକର୍ଡ
ଆବୁଧାବି,୭।୧୧: ଭାରତରେ ଭିଣେଇ ଭାଇ ଭାବେ ଜଣାଶୁଣା ପାକିସ୍ତାନ ଅଲରାଉଣ୍ଡର ଶୋଏବ ମଲିକ ରବିବାର ସ୍କଟଲାଣ୍ଡ ବିପକ୍ଷ ମ୍ୟାଚ୍ରେ ଖେଳିଛନ୍ତି ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି। ମାତ୍ର ୧୮ ବଲର ସମ୍ମୁଖୀନ ହୋଇ ୧ ଚୌକା ଓ ୬ ବିଶାଳ ଛକା ସହାୟତାରେ…
ଟି୨୦ରେ ରଶିଦଙ୍କ ରେକର୍ଡ
ଆବୁଧାବି,୭।୧୧: ଟି୨୦ କ୍ରିକେଟ ଇତିହାସରେ ତୃତୀୟ ବୋଲର ଭାବେ ୪୦୦ ଉଇକେଟ ପୂରଣ କରିଛନ୍ତି ଆଫଗାନିସ୍ତାନର ଲେଗ୍ ସ୍ପିନର ରଶିଦ ଖାଁ। ଚଳିତ ଟି୨୦ ବିଶ୍ୱକପ୍ରେ ରବିବାର ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ୍ରେ ମାର୍ଟି ଗୁପଟିଲଙ୍କୁ କ୍ଲିନ ବୋଲ୍ଡ କରି ସେ ଏହି…
ଭାଲୁ ଗୋଡାଇବାରୁ ଡେଁଇଲେ ପୋଖରୀକୁ
ସଜନାଗଡ଼,୭।୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ସହରରେ ରବିବାର ଭାଲୁ ଆତଙ୍କ ଦେଖିବାକୁ ମିଳିଥିଲା। ପ୍ରାତଃ ଭ୍ରମଣରେ ଯାଉଥିବା ଜଣେ ଯୁବକଙ୍କୁ ଭାଲୁଟି ଗୋଡ଼ାଇବାରୁ ସେ ଜୀବନ ବଞ୍ଚାଇବାକୁ ଯାଇ ପୋଖରୀ ମଧ୍ୟକୁ ଡେଇଁ ପଡ଼ିଥିଲେ। କିଛି ସମୟ ଧରି ଭାଲୁ ସହର…
ଚଢ଼ାଉ ବେଳେ ପୋଲିସକୁ ଧରି ଛେଚିଲେ
ମୋତିହାରି,୭।୧୧: ବିହାରର ମୋତିହାରିରେ ଦୀପାବଳି ଦିନ ସନ୍ଧ୍ୟାରେ ଜଣେ ପୋଲିସ ଅଫିସରଙ୍କୁ ଏକ ଗୋଷ୍ଠି ବାନ୍ଧି ବାଡେଇଥିଲା। ଘଟଣାର ଭିଡିଓ ମଧ୍ୟ ଭାଇରାଲ ହୋଇଥିଲା। ଭିଡିଓରେ କ୍ୟାମେରା ଧରିଥିବା ବ୍ୟକ୍ତି ପୋଲିସ ଅଧିକାରୀଙ୍କୁ ବାରମ୍ବାର ପଚାରିଥିଲେ, କାହା କଥାରେ ଚଢ଼ାଉ କରିଛ…
ବଢୁଛି ଜିକା ଭାଇରସ୍ ସଂକ୍ରମିତଙ୍କ ସଂଖ୍ୟା
କାନପୁର,୭।୧୧: ଉତ୍ତରପ୍ରଦେଶର କାନପୁରରେ ଜିକା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ରବିବାର ଏଠାରେ ଆଉ ୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି । ମାମଲା ବଢୁଥିବାରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁତ୍ୱପୂର୍ଣ୍ଣ…
ମଧ୍ୟାହ୍ନ ଭୋଜନ ଚାଉଳ ଖାଇଗଲେ ପ୍ରଧାନ ଶିକ୍ଷୟିତ୍ରୀ
ଗୋପାଳପୁର,୭।୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଅଧୀନ ଦାସପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଧ୍ୟାହ୍ନ ଭୋଜନ ଚାଉଳ ହେର୍ଫେର୍ ଅଭିଯୋଗରେ ଶନିବାର ପ୍ରଧାନ ଶିକ୍ଷୟିତ୍ରୀ ନମିତା ରାଉତଙ୍କୁ ନିଲମ୍ବିତ କରାଯାଇଛି। ଦାସପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ଭାବେ ନମିତା…
ଖୁବ୍ଶୀଘ୍ର ପିଲାଙ୍କୁ ଦିଆଯିବ ଟିକା: ୧ କୋଟି ଡୋଜ୍ କିଣିବେ ସରକାର
ନୂଆଦିଲ୍ଲୀ,୭।୧୧: ଭାରତରେ ପିଲାମାନଙ୍କୁ ଖୁବ୍ଶୀଘ୍ର କରୋନା ଟିକା ଦିଆଯିବ। ୧୨ ବର୍ଷ ଏବଂ ତଦୁର୍ଦ୍ଧ୍ୱ ଲୋକଙ୍କୁ ଟିକାକରଣ ପାଇଁ କେନ୍ଦ୍ର ସରକାର ଅନୁମୋଦନ ଦେଇଛନ୍ତି। ଅହମ୍ମଦାବାଦ ସ୍ଥିତ କମ୍ପାନୀ ଜାୟଡସ କାଡିଲା ଠାରୁ ତିନି ଡୋଜ ଟିକା ‘ଜାଇକୋଭ-ଡି’ର ୧ କୋଟି…
ପୁନିତଙ୍କୁ ଚିକିତ୍ସା କରିଥିବା ଡାକ୍ତରଙ୍କୁ ସୁରକ୍ଷା ଲୋଡା
ବେଙ୍ଗାଲୁରୁ,୭।୧୧: କନ୍ନଡ ଅଭିନେତା ପୁନିତ ରାଜକୁମାରଙ୍କ ଅକାଳ ବିୟୋଗକୁ ସପ୍ତାହରେ ଊର୍ଦ୍ଧ୍ୱ ସମୟ ବିତି ସାରିଥିଲେ ମଧ୍ୟ ତାଙ୍କ ପ୍ରଶଂସକ ଏହାକୁ ସହଜେ ଗ୍ରହଣ କରିପାରୁ ନାହାନ୍ତି। ଉପଯୁକ୍ତ ଚିକିତ୍ସା ନ ମିଳିବାରୁ ଅକାଳେ ପୁନିତ ଆଖି ବୁଜିଲେ ବୋଲି ଫ୍ୟାନ୍ସଙ୍କ…
୯ ବର୍ଷରେ ପ୍ରଥମ ଥର
ନୂଆଦିଲ୍ଲୀ,୭।୧୧: ଚଳିତ ଟି୨୦ ବିଶ୍ୱକପ୍ରେ ନ୍ୟୁଜିଲାଣ୍ଡ ତା’ର ଅନ୍ତିମ ଲିଗ୍ ମ୍ୟାଚ୍ରେ ଆଫଗାନିସ୍ତାନକୁ ହରାଇ ଦେଇଛି। ମ୍ୟାଚ୍ର ଏଭଳି ଫଳାଫଳ ଯୋଗୁ ସେମିଫାଇନାଲ ଦୌଡ଼ରୁ ବାଦ୍ ପଡ଼ିଛି ଟିମ୍ ଇଣ୍ଡିଆ। ୯ ବର୍ଷ ପରେ ପ୍ରଥମ ଥର ପାଇଁ ଭାରତୀୟ ଦଳ…
ପଞ୍ଚାୟତ ଅଫିସରେ ବୁଲାଇଲେ କଳାକନା
ଲାଠୋର,୭ା୧୧(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଝର ପଞ୍ଚାୟତ କାର୍ଯ୍ୟାଳୟରୁ କମ୍ପ୍ୟୁଟର, ଇନଭର୍ଟର ଓ ଅନ୍ୟାନ୍ୟ କେତେକ ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ସରପଞ୍ଚ ବିଜୟଲକ୍ଷ୍ମୀ ବାଗ ରବିବାର ଲାଠୋର ଥାନାରେ ଏତଲା ଦେଇଛନ୍ତି। ପଞ୍ଚାୟତ କାର୍ଯ୍ୟାଳୟ…
ବୋହୂଙ୍କୁ ଫେରାଇ ଆଣିବାକୁ କହିବାରୁ ମା’ଙ୍କୁ ହତ୍ୟା
ସୁନ୍ଦରଗଡ଼,୭ା୧୧(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ଲେଫ୍ରିପଡ଼ା ଥାନା ଅଧୀନ ମନଭଲାପଡ଼ାରେ ମଦ୍ୟପ ପୁଅ ନିଜ ମା’ଙ୍କୁ ଇଟାରେ ପିଟି ପିଟି ହତ୍ୟା କରିଛନ୍ତି। ମୃତକ ହେଲେ ଉକିଆ ବାର୍ଲା (୬୫)। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ…
ଟୁଇଟର୍ରେ ଏଭଳି ପ୍ରଶ୍ନ ପଚାରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲେ ବିଶ୍ୱର ସର୍ବଶ୍ରେଷ୍ଠ ଧନୀ
ଓ୍ବାଶିଂଟନ,୭।୧୧: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମେରିକୀୟ ଇଲେକ୍ଟ୍ରିକ କାର୍ କମ୍ପାନୀ ଟେସ୍ଲାର ସିଇଓ ଏଲନ ମସ୍କ ଟୁଇଟର୍ରେ ଏକ ପ୍ରଶ୍ନ ପଚାରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ମସ୍କ ଏକ ସର୍ଭେରେ ପ୍ରଶ୍ନ କରିଛନ୍ତି ଯେ, ମୁଁ ଟେସ୍ଲାର ୧୦…

