Home Left

ଲିଭିଯାଇଛି ଶୈଶବର ହସ: ହସି ଖେଳି ବୁଲିବା ବୟସରେ କରୋନା ଛଡ଼େଇ ନେଇଛି…

ବୟସ ହସି ଖେଳି ବୁଲିବାର। ହେଲେ ଭାଗ୍ୟ ଖେଳିଛି ସେମାନଙ୍କ ସହ ବଡ଼ ଦାରୁଣ ଖେଳ। ବୁଝିବା ଶୁଝିବା ବୟସ ହେବା ପୂର୍ବରୁ ଛଡ଼େଇ ନେଇଛି ସେମାନଙ୍କ ଉପରୁ ବାପାମା’ଙ୍କ ହାତ । ନା ଅଛି ସେ ସ୍ନେହବୋଳା ପଣତକାନି, ନା…

ଜେଲ୍‌ରେ ଥାଇ କଲ୍‌ଗର୍ଲଙ୍କୁ ଡାକିଲେ କଏଦୀ, ଅଶ୍ଳୀଳ ଫଟୋ ସାମ୍ନାକୁ ଆସିବା ପରେ…

ଲଣ୍ଡନ,୨୭ା୬: ଜେଲ୍‌ରେ ସଜା କାଟୁଥିବା ଜଣେ କଏଦୀ କଲ୍‌ଗର୍ଲଙ୍କୁ ଡାକିଥିଲେ। ଏହି ଘଟଣାର ଖୁଲାସା ହେଲା ଯେତେବେଳେ ମୋବାଇଲରେ ଉଠା ଯାଇଥିବା ଅଶ୍ଳୀଳ ଫଟୋ ଭାଇରାଲ ହେଲା। ତେବେ ଏହି ଫଟୋ ସାମ୍ନାକୁ ଆସିବା ପରେ ଜେଲ୍‌ର ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ…

ସନ୍ତାନ ସୁଖ ନାହିଁ, ତଥାପି ଖୁସିରେ ବୈବାହିକ ଜୀବନ ବିତାଉଛନ୍ତି ଏସବୁ ଲୋକପ୍ରିୟ ନାୟିକା,କେବେହେଲେ…

ବମ୍ବେ: ବିବାହ ପରେ ସନ୍ତାନ ନହେଲେ ଅନେକ ଘର ଭାଙ୍ଗିଯିବାର ନଜିର ରହିଛି। ହେଲେ ବଲିଉଡ୍‌ରେ କିଛି ଅଭିନେତ୍ରୀ ନିସନ୍ତାନ ଥିବା ସତ୍ତ୍ୱେ ସୁଖୀ ବୈବାହିକ ଜୀବନ ଜିଉଁଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ସାୟରା ବାନୋ, କିରଣ ଖେର, ସଙ୍ଗୀତା ବିଜଲାନୀ,…

ଜୀବିକା ହରାଇ ଦୁର୍ଦ୍ଦିନରେ କଳାକାର

କଟକ ଅଫିସ, ୨୭ା୬- କରୋନା ମହାମାରୀ ପ୍ରଭାବରେ ସମାଜର ସବୁ ବର୍ଗର ଲୋକେ ପ୍ରଭାବିତ ହୋଇଛନ୍ତି। ଏଥିରୁ ବାଦ୍‌ ପଡ଼ିନାହାନ୍ତି କଳାକାର। କଳାକାରଟିଏ ଯେତେ ଦୁଃଖକଷ୍ଟରେ ଥିଲେ ମଧ୍ୟ ନିଜର କଳା ମାଧ୍ୟମରେ ସବୁବେଳେ ଦର୍ଶକଙ୍କ ମୁହଁରେ ହସ ଫୁଟାଇବାକୁ ଚେଷ୍ଟା…

ଏହି ଦେଶରେ ରହିଛି ଶିଶୁଙ୍କ ଫ୍ୟାକ୍ଟ୍ରି, ଲକ୍ଷାଧିକ ଟଙ୍କା ଦେଇ ମନ ପସନ୍ଦର ସନ୍ତାନ କିଣି ନିଅନ୍ତି ଦମ୍ପତି

ଲଣ୍ଡନ,୨୭ା୬: ମା’ ହେବା ପ୍ରତ୍ୟେକ ମହିଳାଙ୍କ ପାଇଁ ସବୁଠୁ ଖୁସିର ମୁହୂର୍ତ୍ତ। କୁହାଯାଏ, ଜଣେ ନାରୀ ମା’ ହେଲେ ଯାଇ ତା’ ନାରୀ ଜୀବନର ସାର୍ଥକତା ମିଳିଥାଏ। ମାତ୍ର ବେଳେବେଳେ ଶରୀରରେ ସମସ୍ୟା ହେତୁ ମହିଳାମାନେ ମା’ ହେବାକୁ ଅସମର୍ଥ ହୋଇଥାନ୍ତି।…

ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୩୯ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୭।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ ୩୯ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୮୮୭କୁ ବୃଦ୍ଧି…

କ୍ୟାରିଅର ରିଜୋଲ୍ୟୁଶନ୍‌

ଦିନେ ନୁହେଁ କି ମାସେ ନୁହେଁ, ବର୍ଷେ ବିତି ଆଉ ଗୋଟିଏ ଶିକ୍ଷାବର୍ଷକୁ ପ୍ରଭାବିତ କରିଛି କରୋନା ମହାମାରୀ। ଏମିତିରେ ଦିନକୁ ଦିନ ବିଦ୍ୟାର୍ଥୀଙ୍କ ଭବିଷ୍ୟତ ଉପରେ ଯେମିତି ମାଡ଼ିଯାଉଛି କଳାବାଦଲ। ସ୍କୁଲ କଲେଜ ବନ୍ଦ ସାଙ୍ଗକୁ ପରୀକ୍ଷା ନ ହେବା…

ରାଜ୍ୟରେ ୯ ଲକ୍ଷ ପାର ହେଲା କରୋନା ସଂକ୍ରମଣ ସଂଖ୍ୟା

ଭୁବନେଶ୍ୱର, ୨୭।୬(ବ୍ୟୁରୋ): ରାଜ୍ୟରେ ରବିବାର ୩,୪୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୪୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୬୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ଡଙ୍ଗରିଆଙ୍କୁ ଠକୁଛନ୍ତି ଆନ୍ଧ୍ର ଦଲାଲ

ବିଷମକଟକ,୨୭ା୬(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ନିୟମଗିରି ପାଦଦେଶରେ ବସବାସ କରୁଥିବା ଡଙ୍ଗରିଆମାନେ ବିଶେଷକରି କୃଷି ଓ ଜଙ୍ଗଲଜାତ ଦ୍ରବ୍ୟ ଉପରେ ନିର୍ଭରଶୀଳ। ଉତ୍ପାଦିତ ପନିପରିବା, ଫଳ ଓ ଜଙ୍ଗଲଜାତ ଦ୍ରବ୍ୟ ବିକ୍ରିକରି ଏମାନେ ପରିବାର ଚଳାନ୍ତି। ହେଲେ ଲକ୍‌ଡାଉନ ଯୋଗୁ ଏସବୁ ଠିକ୍‌ଭାବେ…

ଏହି ରାଶି-ରାଶି ମଧ୍ୟରେ ବିବାହ କରିବା ଆଦୌ ଉଚିତ୍‌ ନୁହେଁ, ଦାମ୍ପତ୍ୟରେ ଆସିଥାଏ ଝଡ଼

ସାଧାରଣତଃ ବିବାହ ସମୟରେ ଦାମ୍ପତ୍ୟ ଜୀବନ ସୁଖମୟ ହେବା ପାଇଁ ଜାତକ ମିଳା ଯାଇଥାଏ। କିଛି ରାଶି ଅଛି, ଜଣେ ଜଣଙ୍କ ପ୍ରତି ବେଶ୍‌ ଆକର୍ଷିତ ହୋଇଥାନ୍ତି। ଆଉ କିଛି ରାଶିରେ ବିବାହ ଯୋଗ ଆଦୌ ଭଲ ନୁହେଁ। କାରଣ ରାଶି…

ଶାଗ ମାଛ ଦରରେ ବିକ୍ରି କରୁଛନ୍ତି ମୂଲ୍ୟବାନ୍‌ କାଠ

ଚନ୍ଦ୍ରପୁର, ୨୭।୬(ଡି.ଏନ୍‌.ଏ.): ଗଛ ଆମର ବନ୍ଧୁ। ସୁସ୍ଥ ପରିବେଶ ପାଇଁ ଗଛ ଯେ କେତେ ଜରୁରୀ ତାହା ସମସ୍ତଙ୍କୁ ଜଣା। ପରିବେଶକୁ ସ୍ବଚ୍ଛ, ସୁସ୍ଥ ରଖିବାକୁ ବନ ବିଭାଗ, ସାଧାରଣ ଲୋକେ, ବିଭିନ୍ନ ଅନୁଷ୍ଠାନ ଓ ଛାତ୍ରୀଛାତ୍ର ଗଛ ଲଗାଉଛନ୍ତି। କିନ୍ତୁ…

ଭାକ୍ସିନ୍‌ ପାଇଁ ପଞ୍ଜିକରଣ ଅନାବଶ୍ୟକ, ଟିକାକରଣ କେନ୍ଦ୍ରରେ ପହଞ୍ଚି ନେଇହେବ ଡୋଜ୍‌ …

ନୂଆଦିଲ୍ଲୀ,୨୭।୬: ଏଣିକି ଭାକ୍ସିନ୍‌ ନେବା ପୂର୍ବରୁ କୋଓ୍ବିନ୍‌ ଆପ୍‌ରେ ପଞ୍ଜିକରଣର ଅନାବଶ୍ୟକ। ଲୋକ ସିଧାସଳଖ ଟିକାକରଣ କେନ୍ଦ୍ରରେ ପହଞ୍ଚି ପଞ୍ଜିକରଣ କରିବା ସହିତ ଡୋଜ୍‌ ନେଇପାରିବେ। ସୁପ୍ରିମ୍‌କୋର୍ଟଙ୍କ କଡ଼ା ତାଗିଦ୍‌ ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri