Home Left

ଆର୍ଯ୍ୟନ ଖାଁ ଡ୍ରଗ୍ସ ମାମଲା: ସଞ୍ଜୟ ସିଂଙ୍କ ନେତୃତ୍ୱରେ ଦିଲ୍ଲୀ ଏନ୍‌ସିବିର ଏସ୍‌ଆଇଟି ଆରମ୍ଭ କଲା ଯାଞ୍ଚ, ୱାନଙ୍ଖଡେ ବି କରିବେ ସାହାଯ୍ୟ

ମୁମ୍ବାଇ,୬ ।୧୧: ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି)ର ଦିଲ୍ଲୀ ଟିମ୍‌ରେ ଥିବା ଉପ ମହାନିର୍ଦ୍ଦେଶକ ସଞ୍ଜୟ ସିଙ୍କ ନେତୃତ୍ୱରେ ଆର୍ଯ୍ୟନ ଖାଁ ଡ୍ରଗ୍ସ ମାମଲାର ଯାଞ୍ଚ ଆରମ୍ଭ କରିଦେଇଛନ୍ତି । ଏହି ଟିମ୍ ୬ଟି ମାମଲାର ଯାଞ୍ଚ କରିବ । ଯାଞ୍ଚରେ ଏନ୍‌ସିବି…

ଏକ୍ସପ୍ରେସ ଟ୍ରେନରେ ଯାତ୍ରୀଙ୍କୁ ଛୁରାମାଡ: ଅନେକେ ଆହତ, ଜଣେ ଗିରଫ

ବର୍ଲିନ,୬ ।୧୧: ସମାଚାର ଏଜେନ୍ସି ରଏଟରର ସୂଚନା ଅନୁଯାୟୀ, ଶନିବାର ଦକ୍ଷିଣ ଜର୍ମାନୀର ସହର ରିଜେନ୍ସବର୍ଗ ଓ ନୁରେମବର୍ଗ ମଧ୍ୟରେ ଏକ ଏକ୍ସପ୍ରେସ ଟ୍ରେନରେ ଛୁରାମାଡ ହୋଇଛି । ଏଥିରେ ଅଧିକାଂଶ ଯାତ୍ରୀ ଆହତ ହୋଇଥିବା ଜଣାପଡିଥିବା ବେଳେ ଜଣେ ସନ୍ଦିଗ୍ଧଙ୍କୁ…

ଦୀପାବଳିରେ ଅଭିନେତ୍ରୀ ବମ୍‌ ଜଳାଇବା ବେଳେ ବିସ୍ଫୋରଣ; ବଡ ଅଘଟଣରୁ…

ବମ୍ବେ: ଦୀପାବଳି କାହାପାଇଁ କେମିତି। କିଏ ଦୀପ ଲଗାଇ ଏହାକୁ ପାଳନ କରିବାକୁ ଭଲପାଏ ତ ଦୁଇ ଚାରୋଟି ବାଣ ନ ଫୁଟାଇଲେ ଆଉ କାହାର ମନ ଭରେନା। ହେଲେ ସାବଧାନତାର ସହ ବାଣ ଫୁଟାଇବାକୁ ପଡ଼ିଥାଏ। ନଚେତ ଦୁର୍ଘଟଣା ଘଟିବାର…

ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ମୋଦି ଦେବେ ଗୁରୁମନ୍ତ୍ର!

ନୂଆଦିଲ୍ଲୀ,୬ ।୧୧: ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ରବିବାର ଅନୁଷ୍ଠିତ ହେବାକୁ ଯାଉଛି । ରବିବାର ସକାଳେ ଏହା ଆରମ୍ଭ ହେଉଥିବା ବେଳେ ଅପରାହ୍ନ ୩ଟାରେ ଶେଷ ହେବ ବୋଲି ଜଣାପଡିଛି । ଏହି ବୌଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

କ୍ୟାରିୟରର ଅନ୍ତିମ ମ୍ୟାଚରେ ସନ୍‌ଗ୍ଲାସ ପିନ୍ଧି ବ୍ୟାଟିଂ କଲେ ଗେଲ୍‌

ଆବୁଧାବି, ୬।୧୧: ଓ୍ବେଷ୍ଟଇଣ୍ଡିଜର ୨ ଲୋକପ୍ରିୟ କ୍ରିକେଟର କ୍ରିସ ଗେଲ ଓ ଡ୍ବେନ ବ୍ରାଭୋ ଶନିବାର ନିଜର ଶେଷ ଇନିଂସ ଖେଳିଛନ୍ତି । ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା ଗେଲ ନିଜ କ୍ୟାରିୟର ଅନ୍ତିମ ମ୍ୟାଚରେ ସନ୍‌ଗ୍ଲାସ ପିନ୍ଧି ଓପନିଂ କରିଥିଲେ।…

ଦିନିକିଆ କୋରାପୁଟ ଗସ୍ତରେ କେନ୍ଦ୍ର ଆଦିବାସୀ କଲ୍ୟାଣ ଓ ଜଳଯୋଗାଣ ରାଷ୍ଟ୍ରମନ୍ତ୍ରୀ

କୋରାପୁଟ,୬।୧୧(ସ୍ବ.ପ୍ର.): କେନ୍ଦ୍ର ଆଦିବାସୀ କଲ୍ୟାଣ ଓ ଜଳଯୋଗାଣ ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ଶନିବାର ଦିନିକିଆ କୋରାପୁଟ ଗସ୍ତରେ ଯାଇଛନ୍ତି। ସେଠାରେ ସେ ପହଞ୍ଚି ଆଦିବାସୀଙ୍କ ବିକାଶ ନେଇ ସ୍ଥାନୀୟ ବିଭାଗୀୟ ଅଧକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ସେହିପରି ଜିଲାରେ ଏକଲବ୍ୟ ବିଦ୍ୟାଳୟ…

ଏକ୍ସ ବୟଫ୍ରେଣ୍ଡଙ୍କ ସହ ନଜର ଆସିଲେ ଜାହ୍ନବୀ, ପ୍ରଶଂସକ କହିଲେ…

ମୁମ୍ବାଇ: ଖୁସି କପୁରଙ୍କ ଜନ୍ମଦିନର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଖୁସିଙ୍କ ବ୍ୟତୀତ ଜାହ୍ନବୀ କପୁର, ଆଲିଆ କାଶ୍ୟପ ଏବଂ ଭୂମି ପେଡନେକର ମଧ୍ୟ ଜନ୍ମଦିନ ପାର୍ଟିରେ ଅଂଶଗ୍ରହଣ କରିଥିଲେ। ଏହା ଖୁସିଙ୍କ ୨୧ ତମ ଜନ୍ମଦିନ ଥିଲା।…

ଅଷ୍ଟ୍ରେଲିଆ ଆଗରେ ୧୫୮ ରନ୍‌ର ଟାର୍ଗେଟ

ଆବୁଧାବି, ୬।୧୧: ସ୍ଥାନୀୟ ଶେଖ ଜାୟେଦ ଷ୍ଟାଡିୟମଠାରେ ଶନିବାର ଟି୨୦ ବିଶ୍ବକପ ଗ୍ରୁପ-୧ର ମ୍ୟାଚରେ ଅଷ୍ଟ୍ରେଲିଆ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା। ବ୍ୟାଟିଂ କରିବାକୁ ଆସି ଓ୍ବେଷ୍ଟଇଣ୍ଡିଜ ୨୦ ଓଭରରେ ୭ ଉଇକେଟ ହରାଇ ୧୫୭ ରନ୍‌ କରଛି। ଓ୍ବେଷ୍ଟଇଣ୍ଡିଜ…

କମିଲା ବସ୍‌ ଭଡ଼ା

ଭୁବନେଶ୍ୱର,୬।୧୧(ବ୍ୟୁରୋ): କମିଲା ବସ ଭଡ଼ା। ତେଲ ଦର କମିବାରୁ ହ୍ରାସ ପାଇଛି ବସ୍‌ ଭଡ଼ା। ବିଭିନ୍ନ ବସ ସେବା ପାଇଁ ଭଡ଼ା ହ୍ରାସ କରାଯାଇଛି। ସାଧାରଣ ବସ ଭଡ଼ା ପୂର୍ବରୁ କିଲୋମିଟର ପିଛା ୯୨ ପଇସା ଥିବା ବେଳେ ଏବେ ଏହା…

ସିଦ୍ଧୁଙ୍କ ଉପରେ ବର୍ଷିଲେ ଆଡଭୋକେଟ ଜେନରାଲ

ଚଣ୍ଡିଗଡ଼,୬ ।୧୧: ପଞ୍ଜାବର ଆଡଭୋକେଟ ଜେନରାଲ ପଦରୁ ନିକଟରେ ଇସ୍ତଫା ଦେଇଥିବା ଏପିଏସ୍ ଦେୱଲ କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଛନ୍ତି । ଦେୱଲ କହିଛନ୍ତି କି ରାଜନୈତିକ ଫାଇଦା ପାଇଁ ପ୍ରଦେଶ କଂଗ୍ରେସର ଅଧ୍ୟକ୍ଷ…

ଯୁବକଙ୍କୁ ପାଣି ଭିରତକୁ ଟାଣି ନେଲା ସାର୍କ, ମିଳିନି ପତ୍ତା

କାନବେରା,୬ା୧୧: ପଶ୍ଚିମ ଅଷ୍ଟ୍ରେଲିଆରେ ଶନିବାର ସକାଳେ ପର୍ଥର ଉତ୍ତର ଫ୍ରେମାଣ୍ଟ ଉପକଣ୍ଠରୁ ଜଣେ ଯୁବକଙ୍କୁ ସାର୍କ ପାଣି ଭିତରକୁ ଟାଣି ନେଇଥିବା ଜଣାପଡ଼ିଛି। ଏହି ସମୟରେ କୂଳରେ ଏକ ଡଙ୍ଗାରେ ଥିବା ଦୁଇଜଣ ଯୁବକ ସାର୍କକୁ ଦେଖିଥିବା କହିଛନ୍ତି। ପରେ ଜରୁରିକାଳୀନ…

ମଦମୁକ୍ତ ହେବ ପଞ୍ଚାୟତ ନିର୍ବାଚନ : ବଢ଼ିପାରେ ପ୍ରଚାର ଖର୍ଚ୍ଚ

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନକୁ ଶୃଙ୍ଖଳିତ ଓ ତ୍ରୁଟିମୁକ୍ତ କରିବାକୁ ଶନିବାର ସର୍ବଦଳୀୟ ବୈଠକ ଆୟୋଜିତ ହୋଇଥିଲା। ଏହି ବୈଠକରେ ୪ ପ୍ରସ୍ତାବ ଉପସ୍ଥାପନ ହୋଇଛି। ଚଳିତ ପଞ୍ଚାୟତ ନିର୍ବାଚନକୁ ମଦମୁକ୍ତ କରିବା ସହ ଭୋଟର ତାଲିକାକୁ ତ୍ରୁଟିଶୂନ୍ୟ କରିବାକୁ ବୈଠକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?