ଟିକା ଅନୁପାତ ୯୫:୫ ରହୁ
ଭୁବନେଶ୍ୱର, ୨୭।୬(ବ୍ୟୁରୋ): ଟିକା ଅନୁପାତରେ ପରିବର୍ତ୍ତନ କରିବା ପାଇଁ କେନ୍ଦ୍ରକୁ ଚିଠି ଲେଖିଛି ଓଡ଼ିଶା। ଘରୋଇ ହସ୍ପିଟାଲକୁ ୨୫ ପ୍ରତିଶତ ପରିବର୍ତ୍ତେ ୫ ପ୍ରତିଶତ ଟିକା ଯୋଗାଣ ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଶନିବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷ…
‘ଓକିଲଙ୍କୁ ହାଇସ୍ପିଡ୍ ଇଣ୍ଟରନେଟ୍ ଯୋଗାଉ କେନ୍ଦ୍ର’
ନୂଆଦିଲ୍ଲୀ, ୨୭ା୬: ଗ୍ରାମାଞ୍ଚଳ, ଆଦିବାସୀ, ଦୁର୍ଗମ ଅଞ୍ଚଳରେ ଯୋଗାଯୋଗର ଦୁର୍ବଳ ମାଧ୍ୟମ ନ୍ୟାୟ ପ୍ରଦାନ ଉପରେ ପ୍ରତିକୂଳ ପ୍ରଭାବ ପକାଉଥିବା ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍. ଭି. ରମନା। ସାରା ଦେଶରେ ହଜାର ହଜାର…
ନେଶର ରାମିଲା ହୋମୋ
ଜେରୁଜେଲମ୍,୨୭ା୬: ଇସ୍ରାଏଲ୍ର ରାମିଲା ସହରରେ ହେବ୍ର୍ୟୁ ୟୁନିଭର୍ସିଟି ଅଫ୍ ଜେରୁଜେଲମ୍ର ପ୍ରତ୍ନତତ୍ତ୍ୱ ଟିମ୍ ପ୍ରାକ୍ ଐତିହାସିକ ଯୁଗର ମଣିଷଙ୍କ ଦେହାବଶେଷ ଠାବ କରିଛିି। ହୋମୋ ଜାତୀୟ ସମେତ ଆଧୁନିକ ମଣିଷ ସହ ଏହା ମେଳ ଖାଉନାହିଁ। ଇସ୍ରାଏଲ୍ର ଗବେଷକମାନେ ଗୁରୁବାର ଦାବି…
ରାଷ୍ଟ୍ରପତିଙ୍କ ହେଲିକପ୍ଟରକୁ ଟାର୍ଗେଟ
କଲମ୍ବିଆ ରାଷ୍ଟ୍ରପତି ଇଭାନ ଡ୍ୟୁକ ଯାତ୍ରା କରୁଥିବା ହେଲିକପ୍ଟର ଉପରେ ଶୁକ୍ରବାର ଆକ୍ରମଣ ହୋଇଛି। କାଟାଟୁମ୍ବୋ ଅଞ୍ଚଳ ଦେଇ ନର୍ଟେ ଡି ସାଣ୍ଟାଣ୍ଡର ପ୍ରଦେଶର ରାଜଧାନୀ କୁକୁଟା ସହର ଅଭିମୁଖେ ରାଷ୍ଟ୍ରପତିଙ୍କ ସମେତ ପ୍ରତିରକ୍ଷା ମନ୍ତ୍ରୀ, ଗୃହ ମନ୍ତ୍ରୀ ଯାଉଥିବାବେଳେ ହେଲିକପ୍ଟର…
ଚଉଭିନ୍ଙ୍କୁ ସାଢ଼େ ୨୨ ବର୍ଷ ଜେଲ
ଓ୍ବାଶିଂଟନ୍, ୨୭ା୬: ଆଫ୍ରିକୀୟ-ଆମେରିକୀୟ କୃଷ୍ଣକାୟ ଜର୍ଜ ଫ୍ଲଏଡ୍ଙ୍କ ହତ୍ୟାକାରୀ ଆମେରିକାର ମିନିଆପଲିସ୍ ପୂର୍ବତନ ପୋଲିସ ଅଫିସର ଶ୍ୱେତାଙ୍ଗ ଡେରେକ ଚଉଭିନ୍(୪୫)ଙ୍କୁ ଶୁକ୍ରବାର ୨୨ ବର୍ଷ ୬ ମାସ ଜେଲ ଦଣ୍ଡାଦେଶ ହୋଇଛି। ଚଉଭିନ୍ ନିଜ ପଦ ଓ ଅଧିକାରର ଦୁରୁପଯୋଗ ଏବଂ…
ଗୋଟିଏ ପରିବାର ୩ ଜଣଙ୍କୁ ଛୁରାମାଡ଼
ଝାରସୁଗୁଡା ଅଫିସ୍,୨୬।୬: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଓରିଏଣ୍ଟ ଥାନା ଅଧୀନ ଶାସ୍ତ୍ରୀନଗରରେ ଗୋଟିଏ ପରିବାର ୩ ଜଣଙ୍କୁ ଜଣେ ଯୁବକ ଛୁରା ମାଡ଼ କରିଛନ୍ତି। ଏଥିରେ ବାପା ଶିବରତନ ଗୋଣ୍ଡ, ବଡ ପୁଅ (ବିପିନ) ଓ ସାନ ପୁଅ (ଅମୋଦ) ଆହତ…
‘ଅନୁମତି ଦିଅ ନ ହେଲେ ଚାଷୀଙ୍କୁ ଜେଲ୍ ପଠାଅ’
ନୂଆଦିଲ୍ଲୀ,୨୬।୬: କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ଶନିବାର ୭ ମାସ ପୂରଣ ହୋଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଚାଷୀ ବିଭିନ୍ନ ରାଜ୍ୟର ରାଜଭବନ ଘେରାଉ କରିବା ସହ ରାଜ୍ୟପାଳଙ୍କୁ ସ୍ମାରକପତ୍ର ଦେବାକୁ ଉଦ୍ୟମ କରିଥିଲେ। ଦିଲ୍ଲୀରେ ୟୁଧବୀର ସିଂଙ୍କ ନେତୃତ୍ୱରେ…
ରାଷ୍ଟ୍ରପତିଙ୍କ ଗସ୍ତ ଲାଗି ଚାଲିଗଲା ମହିଳାଙ୍କ ଜୀବନ
ଲକ୍ଷ୍ନୌ, ୨୬ା୬: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାନପୁର ଗସ୍ତବେଳେ ଗାଡ଼ି ଚଳାଚଳ ଉପରେ ରୋକ ଲଗାଇ ଦେଇଥିଲା ପୋଲିସ। ଏଥି ଯୋଗୁ ସୃଷ୍ଟି ହୋଇଥିବା ଟ୍ରାଫିକରେ ଫସି ଜଣେ ଅସୁସ୍ଥ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ହେଉଛନ୍ତି ଇଣ୍ଡିଆନ ଆସୋସିଏଶନ…
ଯୁକ୍ତିତର୍କରୁ ଭୁଜାଲି ଚୋଟ
କେନ୍ଦୁଝର, ୨୬ା୬: ସାମାନ୍ୟ ବଚସାରୁ ସ୍ବାମୀଙ୍କ ଭୁଜାଲି ଚୋଟରେ ଚାଲିଯାଇଛି ସ୍ତ୍ରୀଙ୍କ ଜୀବନ। କେନ୍ଦୁଝର ସଦର ଥାନା ଅଧୀନ ହାଣ୍ଡିଭଙ୍ଗା ଗ୍ରାମରେ ଶନିବାର ସନ୍ଧ୍ୟାରେ ଘଟିଛି ଏଭଳି ଘଟଣା। ମୃତକ ମହିଳାଙ୍କ ନାମ ସରସ୍ବତୀ ବାରିକ। ଅଭିଯୁକ୍ତ ସ୍ବାମୀ ଜିତେଶ ବାରିକଙ୍କୁ…
ଯୁବକଙ୍କୁ ହତ୍ୟା ପରେ ଇବ୍ନଦୀରେ ଭସାଇ ଦେଲେ
ଝାରସୁଗୁଡ଼ା ଅଫିସ,୨୬ା୬: ଝାରସୁଗୁଡ଼ା ସଦର ଥାନା ଲହଣ୍ଡାବୁଡ ନିକଟ ଇବ୍ନଦୀରେ ଭାସୁଥିବା ଜଣେ ଅଜଣା ଯୁବକଙ୍କ ମୃତଦେହକୁ ଅଗ୍ନିଶମ ବିଭାଗ ଶନିବାର ଉଦ୍ଧାର କରିଛି ା ମୃତଦେହକୁ ସଦର ଥାନା ପୋଲିସ ଜବତ କରି ରବିବାର ବ୍ୟବଚ୍ଛେଦ ପାଇଁ ପଠାଇବ ବୋଲି…
ପର କଳିରେ ମୁଣ୍ଡ ପୁରାଇ ଗଲା ଜୀବନ
ହାଟଡିହୀ,୨୬l୬: କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଧୀନ ସାଳକଣିଆ ଗାଁରେ ଘଟିଛି ଅଭାବନୀୟ ଘଟଣା । ସମାଧାନ କରିବାକୁ ଯାଇ ପ୍ରାଣ ହରାଇଛନ୍ତି ମଧ୍ୟସ୍ତି। ମୃତକ ହେଲେ ଉକ୍ତ ଗାଁର ଦୈତାରୀ ପାତ୍ର। ହତ୍ୟା ମାମଲାରେ ପୋଲିସ ୪ଜଣଙ୍କୁ…
୫ ବର୍ଷ ହେଲା ମିଳୁନି ଦରମା: କର୍ମଚାରୀଙ୍କ ଆତ୍ମହୁତି ଉଦ୍ୟମ
ବାସୁଦେବପୁର, ୨୬।୬ – ଦୀର୍ଘଦିନର ଦରମା ଅଟକ ରହିଥିଲା। ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟକୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇଥିଲେ ମଧ୍ୟ ଶୁଣି ନ ଥିଲେ କେହି। ଶେଷରେ କିଛି ବାଟ ନ ପାଇ ଆତ୍ମହୁତି ଉଦ୍ୟମ କଲେ କର୍ମଚାରୀ। ଭଦ୍ରକ ଜିଲା…
Archives


