Home Left

ଭିଡ଼ିଓ ଭାଇରାଲ ହେବାପରେ ଧରାପଡିଲେ ଇତିହାସ ଅଧ୍ୟାପକ

ବାଲେଶ୍ୱର ଅଫିସ,୨୬।୬: ବାଲେଶ୍ୱର ସହର ଆଇଟିଆଇସ୍ଥିତ ଆର୍ଟ କଲେଜର ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଅଧ୍ୟାପକ ଅସଦାଚରଣ କରିଥିବା ନେଇ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ ହୋଇଥିଲା। ଏନେଇ ଛୋତ୍ରୀଙ୍କ ବାପା ସଦର ଥାନାରେ ଅଭିଯୋଗ କରିଥିଲେ। ସଦର ଥାନା ପୋଲିସ…

ଦିଲ୍ଲୀ-କେନ୍ଦ୍ର ମୁହାଁମୁହିଁ: ମୁହଁ ଖୋଲିଲେ ଅଡିଟ୍‌ କମିଟି ମୁଖ୍ୟ

ନୂଆଦିଲ୍ଲୀ,୨୬।୬: କୋଭିଡ୍‌ର ଦ୍ୱିତୀୟ ଲହର ଶୀର୍ଷରେ ଥିବାବେଳେ ଦିଲ୍ଲୀ ଅକ୍ସିଜେନ ଅଭାବକୁ ବଢ଼େଇ ଚଢ଼େଇ ପ୍ରକାଶ କରିଥିବା କହିବା ଉଚତ୍‌ ହେବ ନାହିଁ। ଏଭଳି ମନ୍ତବ୍ୟ ଦେଇଛନ୍ତି ଏମ୍ସ ମୁଖ୍ୟ ଡ. ରଣଦୀପ ଗୁଲେରିଆ, ଯିଏକି ଅକ୍ସିଜେନ ଅଡିଟ୍‌ କମିଟିର ନେତୃତ୍ୱ…

୫ଦିନ ବନ୍ଦ ରହିବ ରାଜଧାନୀର ଏସବୁ ମାର୍କେଟ

ଭୁବନେଶ୍ୱର, ୨୬।୬ (ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୟୁନିଟ-୪ ଆମିଷ ମାର୍କେଟ ଓ ବାପୁଜୀ ନଗର ମାର୍କେଟକୁ ଆସନ୍ତା ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ବିଏମ୍‌ସି ପକ୍ଷରୁ ଶନିବାର ନିର୍ଦ୍ଦେଶ ଜାରି କରାଯାଇଛି। ସୂଚନାଯୋଗ୍ୟ, କୋଭିଡ୍‌…

ଅଲିମ୍ପିକ୍‌ରେ ସ୍ବର୍ଣ୍ଣ ଜିତିଲେ ମିଳିବ ୩ କୋଟି

ଚେନ୍ନାଇ,୨୬।୬: ଆଗାମୀ ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ରାଜ୍ୟର ଆଥ୍‌ଲେଟଙ୍କ ପାଇଁ ଶନିବାର ପୁରସ୍କାର ରାଶି ଘୋଷଣା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌ କେ ଷ୍ଟାଲିନ। ସ୍ବର୍ଣ୍ଣ ପଦକ ଜିତିଲେ ରାଜ୍ୟର ଆଥ୍‌ଲେଟ୍‌ଙ୍କୁ ସର୍ବାଧିକ ୩ କୋଟି ଟଙ୍କା ପ୍ରଦାନ କରାଯିବ। ସେହିଭଳି…

ବିମାନ ବନ୍ଦରରେ ଛଡ଼ାଇ ନେଲେ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ପାସପୋର୍ଟ

ଅକ୍‌ଲାଣ୍ଡ,୨୬।୬: ବିମାନ ବନ୍ଦରରେ ପହଞ୍ଚିବା ପରେ ଲୋକେ ଆମ ପାସପୋର୍ଟ ଛଡ଼ାଇ ନେଇଥିଲେ। ପଚାରିଥିଲେ ଟେଷ୍ଟ ଚାମ୍ପିୟନଶିପ୍‌ ଗଦା କେଉଁଠି। ଏପରି କି ଗଦା ସହ ଫଟୋ ଉଠାଇବାକୁ ଅଟକି ରହିଥିଲେ ପୋଲିସ ଅଧିକାରୀ। ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଜିତି…

ଟିକା ନେବାର ୨୪ ଘଣ୍ଟାରେ ଗଲା ନବବଧୂଙ୍କ ଜୀବନ

ଆର.ଉଦୟଗିରି,୨୬ା୬: ଗଜପତି ଜିଲା ମୋହନା ଥାନା ଚାନ୍ଦିପୁଟର ଜଣେ ନବ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହରିଶଙ୍କର ପୃଷ୍ଟିଙ୍କ ସ୍ତ୍ରୀ ଜେ.ଲକ୍ଷ୍ମୀ ଆଚାରୀ। ଗତ ୪ ମାସ ତଳେ ବିବାହ କରିଥିଲେ। ଶୁକ୍ରବାର ସ୍ବାମୀ ଓ ସ୍ତ୍ରୀ ମୋହନାରେ…

ଟିକା ଯୋଗୁ ଜଣାପଡୁନି ଡେଲଟା ପ୍ଲସ୍‌ ଆକ୍ରାନ୍ତଙ୍କ ଲକ୍ଷଣ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ସାରା ଦେଶରେ ଏବେ ଡେଲଟା ପ୍ଲସ୍‌ ଭାରିଆଣ୍ଟକୁ ନେଇ ଚିନ୍ତା ଲାଗି ରହିଛି। ଓଡ଼ିଶାର ଜଣେ ଏହି ଭ୍ୟାରିଆଣ୍ଟରେ ଆକ୍ରାନ୍ତ ହୋଇଥିବା କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯିବା ପରେ ରାଜ୍ୟବାସୀଙ୍କ ମନରେ ଛନକା ପଶିଲାଣି। ତେବେ ସେ…

ଟିମ୍‌ ଇଣ୍ଡିଆରେ ହୋଇପାରେ ଏସବୁ ପରିବର୍ତ୍ତନ

ନୂଆଦିଲ୍ଲୀ,୨୬।୬: ଆମକୁ ଦିନିକିଆ ଭଳି ଟେଷ୍ଟରେ ମଧ୍ୟ ଦଳର ଆବଶ୍ୟକତା ଅନୁଯାୟୀ ଖେଳି ପାରୁଥିବା ଖେଳାଳି ଦରକାର। ବିଶ୍ୱ ଟେଷ୍ଟ ଚାମ୍ପିୟନ ଫାଇନାଲରେ ପରାଜୟ ପରେ ଏଭଳି ମନ୍ତବ୍ୟ ଦେଇଥିଲେ ଭାରତୀୟ ଅଧିନାୟକ ବିରାଟ କୋହଲି। ଏହା ଥିଲା ଦଳର କିଛି…

ଜ୍ୱାଇଁଙ୍କ ମୁଣ୍ଡ କାଟି ଦେଇଥିଲେ ଶ୍ୱଶୁର

ସୋରଡା,୨୬ା୬: ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ନୂଆଁଗଡ଼ ନିକଟ ନଦୀପଠାରୁ ପୋଲିସ ଗତ ମଙ୍ଗଳବାର ଭଗିଆ ବେହେରାଙ୍କ ମୁଣ୍ଡବିହୀନ ମୃତଦେହ ଜବତ କରିଥିଲା। ପୋଲିସ ଭଗିଆ ହତ୍ୟା ଘଟଣାର ଶନିବାର ପର୍ଦ୍ଦାଫାଶ କରିଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ମୃତକଙ୍କ ଶାଶୁ, ଶ୍ୱଶୁର ଏବଂ…

ଆମେରିକା କଥା ଶୁଣି ଚାଇନା-ପାକିସ୍ତାନର ଚିନ୍ତା ବଢ଼ିଲା

ଓ୍ବାଶିଂଟନ,୨୬ା୬: ଚାଇନା ଏବଂ ପାକିସ୍ତାନ ମଧ୍ୟରେ ବଢୁଥିବା ତିକ୍ତତା ମଧ୍ୟରେ ଆମେରିକାର ଏକ ବିବୃତ୍ତି ନିଶ୍ଚିତ ଭାବରେ ପାକିସ୍ତାନ ଏବଂ ଚାଇନାର ମନକୁ ଅଶାନ୍ତ କରିବ। ଆମେରିକା କହିଛି ଯେ, ବିଶ୍ୱବ୍ୟାପୀ ଭାରତ ଆମର ଗୁରୁତ୍ୱପୂର୍ଣ୍ଣ ଅଂଶୀଦାର। ଆମେ ଅନେକ ଅର୍ଥନୈତିକ,…

ଅନୁରୋଧ ପରେ ଟିମ୍‌ ଇଣ୍ଡିଆକୁ ମିଳିଲା ଅଭ୍ୟାସ ମ୍ୟାଚ୍‌

ମୁମ୍ବାଇ,୨୬।୬: ଅଗଷ୍ଟ ୪ରୁ ଆରମ୍ଭ ହେବାକୁ ଥିବା ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆ ହାତରେ ପ୍ରାୟ ୪୦ ଦିନ ରହିଛି। ଏହି ସମୟ ମଧ୍ୟରେ ଦୁଇଟି ଚାରି ଦିନିଆ ଅଭ୍ୟାସ ମ୍ୟାଚ୍‌ ଖେଳିବାକୁ ଚାହୁଁଛି ବିରାଟ କୋହଲିଙ୍କ…

ଶାହାରୁଖଙ୍କ ପିଲାଦିନର ନାଁ ଥିଲା ଅବଦୁର, ପରେ କରିଥିଲେ ପରିବର୍ତ୍ତନ; ଜାଣନ୍ତି କାହିଁକି

ମୁମ୍ବାଇ: କିଙ୍ଗ୍‌ ଖାନ୍‌ ଶାହାରୁଖ ଏକ ସାକ୍ଷାତକାରରେ ତାଙ୍କ ପିଲାଦିନର ନାଁ ବିଷୟରେ କହିଥିଲେ। ଶାହାରୁଖଙ୍କ ପିଲାଦିନର ନାଁ ଥିଲା ଅବଦୁର ରେହମାନ। ଏହି ନାମ  ତାଙ୍କ ଜେଜେମା ଦେଇଥିଲେ। ଯଦିଓ ଏହି ନାମ କେବେ ପଞ୍ଜୀକୃତ ହୋଇ ନ ଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri