Home Left

ଏକଦା ମହେଶ ଭଟ୍ଟ-ପୂଜା ଭଟ୍ଟଙ୍କ ଝିଅ ଆଲିଆ ବୋଲି ଉଠିଥିଲା କଥା; କିଛି ଏଭଳି…

ବମ୍ବେ: ବଲିଉଡର ଖ୍ୟାତନାମା ନିର୍ଦ୍ଦେଶକ ମହେଶ ଭଟ୍ଟଙ୍କ ସୁକନ୍ୟା ହେଉଛନ୍ତି ଆଲିଆ। ତାଙ୍କର ଅନ୍ୟଜଣେ ଝିଅ ପୂଜା ମଧ୍ୟ ଅଛନ୍ତି। ହେଲେ ଏକାଧିକ ବାର ମହେଶ ଏବଂ ପୂଜାଙ୍କ ଝିଅ ଆଲିଆ ବୋଲି ଗୁଜବ ଉଠିଛି। ଉଭୟ ସାବତ ଭଉଣୀ ହୋଇଥିବା…

କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍‌: ପୁଣି ୩ ଜଣଙ୍କ ନେଲା ଜୀବନ

ଛତ୍ରପୁର,୨୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ । ପୁଣି ଜିଲାରେ ଆଉ ୩ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରୁ ୭୭ ଜଣଙ୍କ ଜୀବନ ଗଲାଣି। ମିଳିଥିବା ସୂଚନା…

ଦେହରେ କିରୋସିନି ଢାଳି କର୍ମଚାରୀଙ୍କ ଆତ୍ମାହୂତି ଉଦ୍ୟମ

ବାସୁଦେବପୁର,୨୬ା୬(ଡି.ଏନ୍‌.ଏ.): ଦୀର୍ଘ ୫ ବର୍ଷ ଧରି ଦରମା ମିଳି ନ ଥିବାରୁ ଜଳ ସେଚନ ବିଭାଗର ଜଣେ ଠିକା କର୍ମଚାରୀ ଶନିବାର ଆତ୍ମାହୂତି ଉଦ୍ୟମ କରିଛନ୍ତି। ସେ ଦେହରେ କିରୋସିନି ଢାଳି ଥିବା ବେଳେ ପୋଲିସ ତାଙ୍କୁ କାବୁ କରିନେଇଛି। ଏଭଳି…

ବରଣମାଳା ପିନ୍ଧାଇବା ପୂର୍ବରୁ କନ୍ୟାଙ୍କୁ ଦେଖି ବିବାହ ପାଇଁ ମନା କଲେ ବର, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଲକ୍ଷ୍ନୌ,୨୬ା୬: ଝିଅଟିକୁ ବିବାହ କରାଇବା ଯେ, କେତେ କଷ୍ଟକର ତାହା ଜଣେ ପିତା ହିଁ ବେଶ୍‌ ଭଲ ଭାବେ ଜାଣିଥାନ୍ତି। ଝିଅ ବିବାହ କିପରି ଭଲରେ ଭଲରେ ହୋଇ ଶାଶୁଘରକୁ ଯାଉ ସେନେଇ ପରିବାର ଲୋକେ ଚିନ୍ତାରେ ଥାନ୍ତି। କିଛି ବାଧା…

ସିଦ୍ଧାର୍ଥ ମଲହୋତ୍ରାଙ୍କ ସହ କରନ୍‌ ଜୋହରଙ୍କ ରହିଥିଲା ପ୍ରେମ ସମ୍ପର୍କ ! ଦୁଇ ବର୍ଷ ଧରି…

ବମ୍ବେ: ସେଲିବ୍ରିଟିମାନଙ୍କ ଉପରେ ରହିଥାଏ ପ୍ରଶଂସକଙ୍କ ନଜର। ଖାସ ସେଥିପାଇଁ ବ୍ୟକ୍ତିଗତ ଜୀବନକୁ ନେଇ ଅନେକ କଥା ଲୋକଲୋଚନକୁ ଆସିଯାଇଥାଏ। ସେଥିରୁ କିଛି ଗୁଜବ ମଧ୍ୟ ହୋଇଥାଏ। ବଲିଉଡର ଅନେକ ସେଭଳି ଘଟଣା ଭିତରୁ ଗୋଟିଏ ହେଲା ସିଦ୍ଧାର୍ଥ ମଲହୋତ୍ରା ଏବଂ…

ନକଲି ଭାକ୍ସିନ୍‌ ନେଇ ଟିଏମ୍‌ସି ଏମ୍‌ପି ଅସୁସ୍ଥ…

କୋଲକାତା,୨୬।୬: ନକଲି ଭାକ୍ସିନ୍‌ ନେଇ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏମ୍‌ପି ତଥା ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ଅସୁସ୍ଥ ହୋଇପଡ଼ିଛନ୍ତି। ଶନିବାର ସକାଳେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କ ଘରକୁ ଡାକ୍ତରଙ୍କୁ ଡକାଯାଇଥିଲା। ୪ ଦିନ ତଳେ ସେ ଏକ ନକଲି ଟିକାକରଣ…

ସଲମାନଙ୍କ ଉପରେ ରାଗିକରି ଚିତ୍କାର କରିଥିଲେ ଏହି ଅଭିନେତା, ଏପରି ଥିଲା ଭାଇଜାନଙ୍କ ପ୍ରତିକ୍ରିୟା

ସଲମାନ ଖାନ ନିଜର ଆଧିପତ୍ୟ ହେତୁ ବଲିଉଡରେ ବହୁତ ପ୍ରସିଦ୍ଧ। ତାଙ୍କ ଚଳଚ୍ଚିତ୍ର ସହିତ ତାଙ୍କ ରାଗ ପାଇଁ ସେ ମଧ୍ୟ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ତେବେ ତାଙ୍କ ଉପରେ କିଏ ପାଟି କରିବ ଏହା ନିଶ୍ଚେ ଆଶ୍ଚର୍ଯ୍ୟକର। ସଲମାନ…

ବ୍ରିଟିଶ ଖବରଦାତାଙ୍କ ପ୍ରେମରେ ପଡ଼ି ଲିଭ୍‌ଇନ୍‌ରେ ରହୁଥିଲେ ଆମିର, ଏବେ ଲୁଚାଛପାରେ ରହିଛି ପୁଅ !

ବମ୍ବେ: ଚାକଚକ୍ୟ ଏବଂ ଗ୍ଲାମର ଜଗତ ବାହାରୁ ଯେତିକି ସୁନ୍ଦର, ସେତିକି ବିବାଦୀୟ ମଧ୍ୟ। ଅନେକ ଗୁଜବକୁ ନେଇ ମଧ୍ୟ ବଲିଉଡର ପରିବେଶ ସରଗରମ ରହିଥାଏ। ସେଥିରୁ କିଛି ବିଶ୍ୱାସ କରିବା କଷ୍ଟକର। ଅତୀତରେ ସେଭଳି କିଛି ଗୁଜବ ଶୁଣିବାକୁ ମିଳିଥିଲା।…

ପୁଣ୍ୟତିଥିରେ ମା’ଙ୍କୁ ମନେପକାଇଲେ ଡ୍ରିମ୍‌ଗର୍ଲ

ମୁମ୍ବାଇ: ବଲିଉଡ୍‌ର ଭେଟେରାନ ଅଭିନେତ୍ରୀ ହେମା ମାଳିନୀ ନିଜ ମା’ ଜୟା ଚକ୍ରବର୍ତ୍ତୀଙ୍କ ୧୭ତମ ପୁଣ୍ୟତିଥିରେ ତାଙ୍କୁ ମନେପକାଇଛନ୍ତି। ଶୁକ୍ରବାର ସୋସିଆଲ ମିଡିଆରେ ହେମା ମାଳିନୀ ମା’ଙ୍କ ସହ ଏକ ପୁରୁଣା ଫଟୋ ଶେୟାର କରି ତାଙ୍କୁ ମନେପକାଇଛନ୍ତି। ଏଥିସହ ସେ…

ପାଣି ଘେରରେ ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ

ପାଟନା,୨୬।୬: ମୌସୁମୀ ବର୍ଷାରେ ବେହାଲ ବିହାର। ଶୁକ୍ରବାର ରାତିରେ ବିହାରର ରାଜଧାନୀ ପାଟନାରେ ହୋଇଥିବା ବର୍ଷା ଯୋଗୁ ଚାରିଆଡେ ଜଳାର୍ଣ୍ଣବ ହୋଇଯାଇଛି। ବିଧାନସଭା ପରିସରରେ ପ୍ରାୟ ଦେଢ଼ ଫୁଟରୁ ୨ଫୁଟ ପର୍ଯ୍ୟନ୍ତ ପାଣି ଜମି ରହିଥିବା ଦେଖିବାକୁ ମିଳିଛି। କେବଳ ସେତିକି…

ରାଜସ୍ଥାନରୁ ପ୍ରଥମ ଡେଲ୍ଟା ପ୍ଲସ୍‌ ଭାରାଆଣ୍ଟ ରୋଗୀ ଚିହ୍ନଟ

ଜୟପୁର,୨୬।୬: କରୋନା ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ଆଶଙ୍କା ମଧ୍ୟରେ ଦେଶର ଅନେକ ରାଜ୍ୟରେ ଏବେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ମାମଲା ସାମ୍ନାକୁ ଆସୁଛି। ଏହିକମ୍ରରେ ଏବେ ରାଜସ୍ଥାନ ମଧ୍ୟ ସାମିଲ ହୋଇଯାଇଛି। ରାଜସ୍ଥାନରେ ପ୍ରଥମ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ…

ମଲାଇକାଙ୍କ ସହ ଡେଟ୍‌ କରୁଥିବା ଅର୍ଜୁନ ଏକଦା ପଡ଼ିଥିଲେ ସଲମାନ୍‌ଙ୍କ ଭଉଣୀଙ୍କ ପ୍ରେମରେ, ଦୁଇ ବର୍ଷ ପରେ…

ବଲିଉଡ୍‌ ଅଭିନେତା ଅର୍ଜୁନ କପୁରଙ୍କ ଆଜି ଜନ୍ମଦିନ । ସେ ୨୬ ଜୁନ ୧୯୮୫ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଅର୍ଜୁନ ଆଜି ତାଙ୍କର ୩୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଅର୍ଜୁନ ବଲିଉଡର କପୁର ପରିବାରର ପୁଅ, ଯାହାଙ୍କ ପରିବାର ସଦସ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri