ହନିମୁନ୍ରେ ଏହି ଅଭିନେତ୍ରୀଙ୍କୁ ନିଲାମ ଡାକିବେ ବୋଲି କହିଥିଲେ ସ୍ବାମୀ, ଗର୍ଭବତୀ ସମୟରେ ଖାଇଥିଲେ ମାଡ଼
ବଲିଉଡ୍ ଅଭିନେତ୍ରୀ କରିସ୍ମା କପୁର ୯୦ ଦଶକର ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ। ତାଙ୍କ ଅଭିନୟ ଜୀବନ ଯେତିକି ସଫଳ ତାଙ୍କ ବୈବାହିକ ଜୀବନ ସେତିକି ଦୁଃଖ ଦାୟକ। ତେବେ ଜାଣନ୍ତୁ କରିସ୍ମାଙ୍କ ସମ୍ପର୍କିତ କିଛି ବ୍ୟକ୍ତିଗତ କଥା। ୨୦୦୨ ମସିହାରେ…
ମହାମାରୀରେ ବଢ଼ିଛି ଡ୍ରଗ୍ସ ସେବନ
ଡ୍ରଗ୍ସ ହେଉଛି ନୀରବ ବିଷ। ଥରେ ଏହାର କବଳିତ ହେବା ପରେ ଏଥିରୁ ମୁକୁଳିବା କାଠିକର ପାଠ। ତଥାପି କୁସଙ୍ଗରେ ପଡ଼ି ଯୁବପିଢ଼ି ଏଭଳି ଘାତକ ନିଶା ସେବନ କରୁଛନ୍ତି। ଏହାଦ୍ୱାରା ସେମାନେ କେବଳ ଅର୍ଥନୈତିକ ଅଧଃତନକୁ ଆମନ୍ତ୍ରଣ କରୁନାହାନ୍ତି, ଅଧିକନ୍ତୁ…
ପ୍ଲଟ୍ ଦେବା ନାଁରେ ୧୫ ଲକ୍ଷ ଠକେଇ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ଜଣେ ବ୍ୟକ୍ତିଙ୍କୁ ଏକ ବିଲ୍ଡର ସଂସ୍ଥା ପ୍ଲଟ ଦେବାକୁ କହି ୧୫ ଲକ୍ଷରୁ ଊଦ୍ଧର୍ବ ଟଙ୍କା ଠକେଇ କରିଛି। ଠକେଇ ଅଭିଯୋଗର ଦୀର୍ଘ ୪ ବର୍ଷ ପରେ ମଞ୍ଚେଶ୍ୱର ଥାନା ପୋଲିସ ବିଲ୍ଡର ସଂସ୍ଥାର ଏମ୍ଡିଙ୍କୁ ଗିରଫ କରି କୋର୍ଟ…
ଅପହୃତା ନାବାଳିକାଙ୍କୁ ଖୋଜୁନି ପୋଲିସ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ନାବାଳିକା ଝିଅକୁ ଅପହରଣ କରାଯାଇଥିବା ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ କରିଛନ୍ତି ବିଧବା ମା’। ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରିଥିଲେ ମଧ୍ୟ ତଦନ୍ତ ନ କରି ଚୁପ୍ ବସିଛି। ମହିଳା ଜଣକ ୨ ମାସ ହେବ ଥାନାକୁ…
ଟିକା ନେବା ସତ୍ତ୍ୱେ ୨୭୪ ଆକ୍ରାନ୍ତ
ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ନେବା ପରେ କରୋନାରେ ଆକ୍ରାନ୍ତଙ୍କ ସମ୍ପର୍କରେ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍ଏମ୍ଆର୍ସି) ଏକ ଗବେଷଣା କରିଥିଲା। ରାଜ୍ୟର ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରରୁ ୩୬୧ ଜଣଙ୍କ ନମୁନା ପରୀକ୍ଷଣ କରାଯାଇଥିଲା। ରିପୋର୍ଟ ଅନୁଯାୟୀ କରୋନା ଟିକାର ୨ଟି ଡୋଜ୍…
ଜରୁରିକାଳୀନ ପରିସ୍ଥିତିକୁ କ୍ଷମା ଦିଆଯାଇପାରିବନି: ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୬।୬(ବ୍ୟୁରୋ): ୧୯୭୫ ଜୁନ ୨୫ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଦ୍ୱାରା ଦେଶରେ ଜାରି ଜରୁରିକାଳୀନ ପରିସ୍ଥିତିକୁ କେବେ କ୍ଷମା ଦିଆଯାଇପାରିବନି। ରାଜ୍ୟ ଭାଜପା ଭୁବନେଶ୍ୱର ସାଂଗଠନିକ ଜିଲା ପକ୍ଷରୁ ‘ଜରୁରିକାଳୀନ ପରିସ୍ଥିତି’କୁ ନେଇ ଭିଡିଓ କନଫରେନ୍ସିଂ ଜରିଆରେ ଶୁକ୍ରବାର…
ପାନ୍-ଆଧାର ଲିଙ୍କ୍ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି
ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍ ସହ ଆଧାର ଲିଙ୍କ୍ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ ପାନ୍ ସହ ଆଧାର ସଂଯୋଗ କରାଇବା ଲାଗି ଆଶ୍ୱସ୍ତି ପାଇଛନ୍ତି। ଏହାବାଦ ଲୋକଙ୍କ ସୁବିଧା…
ଶତକ ନ ମାରି ବି କ୍ରିକେଟରେ ସର୍ବାଧିକ ରନ୍ କରିଛନ୍ତି ଏହି ଖେଳାଳି: ଆଜି ବି ଭାଙ୍ଗିନି ରେକର୍ଡ
ନୂଆଦିଲ୍ଲୀ,୨୬।୬: କ୍ରିକେଟ ଇତିହାସରେ ଅନେକ ଖେଳାଳି ଏଭଳି ଅଛନ୍ତି ଯିଏ ନିଜର ଅଜବ ରେକର୍ଡକୁ ନେଇ ଆଜିବି ପରିଚିତ। ସେଭଳି ଜଣେ ହେଲେ ଅଷ୍ଟ୍ରେଲିଆର ଅଭିଜ୍ଞ ସେନ୍ ଓ୍ବାର୍ନ। ଉଇକେଟ ସହ ରନ୍ କରିବାକୁ ନେଇ ସେ ଚର୍ଚ୍ଚାରେ ରହୁଥିଲେ ହେଁ…
ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ
କଟକ ଅଫିସ, ୨୬।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଶୁକ୍ରବାର ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି। ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନାରେ ହୋଇଥିବା ମାମଲାରେ ହାଇକୋର୍ଟ ୨ଲକ୍ଷ…
ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ଜେଠୱା
କଟକ ଅଫିସ, ୨୬।୬: ଭିଜିଲାନ୍ସ ନିର୍ଦ୍ଦେଶକଭାବେ ବରିଷ୍ଠ ଆଇପିଏସ୍ ଅଫିସର ଯଶୱନ୍ତ ଜେଠୱା ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ ବିଭାଗର ପୂର୍ବତନ ନିର୍ଦ୍ଦେଶକ ସ୍ବର୍ଗତ ଦେବାଶିଷ ପାଣିଗ୍ରାହୀଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ସହିତ ନିର୍ଦ୍ଦେଶାଳୟର ବିଭିନ୍ନ ଅଧିକାରୀଙ୍କ…
ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ଦେହାନ୍ତ
ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୨୬।୬: ପୂର୍ବତନ ଆଡ୍ଭୋକେଟ ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ୭୬ ବର୍ଷ ବୟସରେ ପରଲୋକ ଘଟିଛି। ଜୟନ୍ତ ହେଉଛନ୍ତି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଅଣନାତି ଏବଂ ହାଇକୋର୍ଟର ପୂର୍ବତନ ବିଚାରପତି ସ୍ବର୍ଗତ ନବକୁମାର ଦାସଙ୍କ ଜ୍ୟେଷ୍ଠ…
ଅଜଣା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ୨ବର୍ଷର ଶିଶୁ ପୁତ୍ର ଗୁରୁତର
ମହାକାଳପଡ଼ା,୨୬।୬(ଡି.ଏନ୍.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅଧିନ ଜମ୍ବୁ ପଞ୍ଚାୟତରେ ଏକ କରୁଣ ଦୃଶ୍ୟ ସାମ୍ନାକୁ ଆସିଛି। ମା’ ମୃତଦେହ ପାଖରେ ପଡ଼ିରହିଛି ଗୁରୁତର ଶିଶୁପୁତ୍ର। ଜମ୍ବୁ ପଞ୍ଚାୟତରେ ସ୍ଥାନୀୟ କଣ୍ଡରା ପାଟିଆ ମୁଖ୍ୟ ରାସ୍ତାରେ ଏକ ଅଜଣା ମହିଳାଙ୍କ ସନ୍ଦେହଜନକ…
Archives


