Home Left

ବିଲ୍ଡିଂ ଧସିଲା, ୯/୧୧ ମନେପଡ଼ିଲା

ୱାଶିଂଟନ,୨୬ା୬: ଆମେରିକାର ଫ୍ଲୋରିଡାସ୍ଥିତ ମିଆମି ସହରରେ ୧୨ ମହଲା ବିଶିଷ୍ଟ ଏକ ୪୦ ବର୍ଷ ପରୁଣା କୋଠା ଭୁଶୁଡ଼ିପଡ଼ିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ପ୍ରାୟ ୧୫୯ ଜଣ ବାସିନ୍ଦା ନିଖୋଜ ହୋଇଯାଇଛନ୍ତି। ନିଖୋଜଙ୍କ ମଧ୍ୟରେ କେତେଜଣ ଲାଟିନ ଆମେରିକୀୟ…

ରବିଶଙ୍କରଙ୍କ ଟୁଇଟର ଆକାଉଣ୍ଟ ବନ୍ଦ

ନୂଆଦିଲ୍ଲୀ,୨୬ା୬: କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଳାଟ୍‌ଫର୍ମ ମଧ୍ୟରେ ଚାଲିଥିବା ଶୀତଳଯୁଦ୍ଧର ଏକ ବିଚିତ୍ର ପରିଣାମ ଶୁକ୍ରବାର ଦେଖିବାକୁ ମିଳିଛି। ସୂଚନା ଓ ପ୍ରଯୁକ୍ତିବିଦ୍ୟା (ଆଇଟି) ମନ୍ତ୍ରୀ ରବିଶଙ୍କରଙ୍କ ଟୁଇଟର ହ୍ୟାଣ୍ଡେଲକୁ ଏହି ମାଇକ୍ରୋବ୍ଲଗିଂ ସାଇଟ୍‌ ପକ୍ଷରୁ ପ୍ରାୟ ଘଣ୍ଟାଏ…

ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୭ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୮୪୮କୁ ବୃଦ୍ଧି ପାଇଛି।…

ଭୁବନେଶ୍ୱର ସ୍ମାର୍ଟସିଟିକୁ ୨ଟି ପୁରସ୍କାର

ଭୁବନେଶ୍ୱର,୨୬।୬(ବ୍ୟୁରୋ): କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଇଣ୍ଡିଆ ସ୍ମାର୍ଟସିଟି ଆଓ୍ବାର୍ଡସ କଣ୍ଟେଷ୍ଟ (ଆଇଏସ୍‌ଏସି)-୨୦୨୦ ପ୍ରତିଯୋଗିତାରେ ଭୁବନେଶ୍ୱର ସ୍ମାର୍ଟସିଟିକୁ ଦୁଇଟି ପୁରସ୍କାର ମିଳିଛି। ‘ସୋସିଆଲି ସ୍ମାର୍ଟ ଭୁବନେଶ୍ୱର’ ପାଇଁ ସାମାଜିକ ପର୍ଯ୍ୟାୟ ବର୍ଗରେ ଦେଶରେ ରାଜଧାନୀ…

୩୦ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ କାମ ଆରମ୍ଭ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ଆଉ ୭ଟି ଜିଲାରେ ଲିକ୍ୟୁଡ୍‌ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ରାଜ୍ୟର ସମସ୍ତ ୩୦ ଜିଲାରେ ଅକ୍ସିଜେନ…

ଇଂଲଣ୍ଡ ଗସ୍ତ: ଭାରତ ୨ଟି ଇଣ୍ଟ୍ରା ସ୍କ୍ବାଡ୍‌ ଗେମ୍‌ ଖେଳିବ

ନୂଆଦିଲ୍ଲୀ,୨୬।୬: ଇଂଲଣ୍ଡ ଗସ୍ତରେ ଯାଇଥିବା ଭାରତୀୟ କ୍ରିକେଟ ଦଳ ଘରୋଇ ଇଂଲଣ୍ଡ ବିପକ୍ଷରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବା ପୂର୍ବରୁ ୨ଟି ଇଣ୍ଟ୍ରା ସ୍କ୍ବାଡ୍‌ ଗେମ୍‌ ଖେଳିବ। ଅର୍ଥାତ୍‌ ଭାରତୀୟ ଖେଳାଳିମାନେ ଦୁଇ ଭାଗ ବା ଦଳରେ ବିଭକ୍ତ…

କୋପା ଆମେରିକା ଫୁଟ୍‌ବଲ: ନକ୍‌ଆଉଟ୍‌ରେ ଉରୁଗୁଏ, ପାରାଗୁଏ

ସାଓ ପାଉଲୋ,୨୬।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଉରୁଗୁଏ ଓ ପାରାଗୁଏ ନକ୍‌ଆଉଟ ପର୍ଯ୍ୟାୟରେ ପ୍ରବେଶ କରିଛନ୍ତି। ଗ୍ରୁପ୍‌ ଏ’ରେ ଗୁରୁବାର ଅନୁଷ୍ଠିତ ମ୍ୟାଚ୍‌ଗୁଡିକରେ ଏହି ଦୁଇ ଦେଶ ବିଜୟ ହାସଲ କରିବା ସହ ଏହି ସଫଳତା ପାଇଛନ୍ତି। ବ୍ରାଜିଲର କୁଇଆବାସ୍ଥିତ…

କୁମ୍ଭକର୍ଣ୍ଣ ନିଦ୍ରାରେ କେନ୍ଦ୍ର

ବଇଣ୍ଡା,୨୬ା୬ କରୋନାକୁ ନେଇ ସବୁଠି ହାହାକାର। କିଏ ଜୀବନ ତ କିଏ ଜୀବିକା ବଞ୍ଚାଇବାକୁ କରୁଛନ୍ତି ସଂଘର୍ଷ। ଭୋକ, ରୋଗ ଓ ଶୋକକୁ ନେଇ ବଢ଼ିଚାଲିଛି ଲୋକଙ୍କ ଦୁଃଖ। ଏପରି ଅବସ୍ଥାରେ ସରକାର ଦୁର୍ବଳଙ୍କ ବଳ ସାଜିବା କଥା। ଜନତାଙ୍କ ପରିବାର…

ସଂକ୍ରମଣରୁ ମୁକ୍ତି ପାଇଁ ବର୍ଷାଦିନେ ଖାଆନ୍ତୁ ଏସବୁ ଫଳ

ମୌସୁମୀ ଆସିବା ଫଳରେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ଏହି ସମୟରେ ଅନେକ କିଛି ଖାଇବା ଉଚିତ ହୋଇ ନ ଥାଏ। ଏହା ସହ ଦୈନିକ କିଛି ଫଳ ଖାଇବା ନିହାତି ଜରୁରୀ। କାରଣ ଏହି ଫଳରେ ଥିବା ତତ୍ତ୍ୱ ବର୍ଷାଦିନେ…

ସାଧାରଣ ବଚ୍‌ସାରୁ ହତ୍ୟା

ଝାରସୁଗୁଡା ଅଫିସ୍‌,୨୬।୬: ଝାରସୁଗୁଡ଼ା ଜିଲା ସଦର ଥାନା ଅଧୀନ ଲହଣ୍ଡାବୁଡ ଗ୍ରାମରେ ଶୁକ୍ରବାର ଏକ ହତ୍ୟାକାଣ୍ଡ ଘଟିଛି। ସ୍ଥାନୀୟ ଫୁଟବଲ ପଡିଆରେ ସାଧାରଣ କଥାକୁ ନେଇ ଗ୍ରାମର ୨ଜଣ ବ୍ୟକ୍ତିଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଜଣେ ଅନ୍ୟ…

‘ପିନାକ୍‌’ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୫।୬: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ସମନ୍ବିତ ପରୀକ୍ଷଣ କେନ୍ଦ୍ର (ଆଇଟିଆର୍‌)ରେ ଶୁକ୍ରବାର ମଲ୍ଟି ବ୍ୟାରେଲ ରକେଟ୍‌ ଲଞ୍ଚର (ଏମ୍‌ବିଆର୍‌ଏଲ୍‌)ରୁ ପରିବର୍ଦ୍ଧିତ ରେଞ୍ଜ ୧୨୨ଏମ୍‌ଏମ୍‌ କାଲିବର ରକେଟ୍‌ ‘ପିନାକ’ର ସଫଳ ପରୀକ୍ଷଣ ହୋଇଛି। ଡିଆରଡିଓ(ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଙ୍ଗଠନ) ପକ୍ଷରୁ…

ଭାରତ ସୀମାରେ ଚାଇନାର ବୁଲେଟ ଟ୍ରେନ୍‌

ବେଜିଂ, ୨୫।୬: ଚାଇନା ପ୍ରଥମ ଥର ପାଇଁ ତିବ୍ବତକୁ ସମ୍ପୂର୍ଣ୍ଣ ବୈଦ୍ୟୁତିକ ବୁଲେଟ ଟ୍ରେନ୍‌ ଚଳାଇଛି। ଏହି ଟ୍ରେନ୍‌ ପ୍ରାଦେଶିକ ରାଜଧାନୀ ଲାସାରୁ ଅରୁଣାଚଳକୁ ଲାଗିଥିବା ତିବ୍ବତର ସୀମାନ୍ତ ସହର ନିଙ୍ଗ୍‌ଚି ସହ ସଂଯୋଗ କରୁଛି। ଜୁଲାଇ ୧ରେ ଚାଇନା କମ୍ୟୁନିଷ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri