ଦିଲ୍ଲୀ ଲୋକଙ୍କ ଜୀବନ ପାଇଁ ଲଢ଼ିବା ମୋ ଅପରାଧ
ନୂଆଦିଲ୍ଲୀ,୨୫।୬: ଦିଲ୍ଲୀର ୨ କୋଟି ଲୋକଙ୍କ ଜୀବନ ପାଇଁ ସଂଗ୍ରାମ କରିବା ମୋ ଅପରାଧ। ତୁମେ ଯେତେବେଳେ ନିର୍ବାଚନ ରାଲିରେ ମାତିଥିଲ, ମୁଁ ସେତେବେଳେ ଅକ୍ସିଜେନ ଯୋଗାଡ଼ ପାଇଁ ରାତି ରାତି ଶୋଇନାହିଁ। ଅକ୍ସିଜେନ ପାଇଁ ମୁଁ ନେହୁରା ହୋଇଛି। ଅକ୍ସିଜେନ…
ଅନର କିଲିଂ: ସ୍ବାମୀଙ୍କୁ ହତ୍ୟା, ସ୍ତ୍ରୀଙ୍କୁ ଗୁଳି
ନୂଆଦିଲ୍ଲୀ,୨୫।୬: ଦ୍ୱାରକାର ଅମ୍ବରହାଇ ଗାଁରେ ଗୁରୁବାର ୨୩ ବର୍ଷୀୟ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ବେଳେ ତାଙ୍କର ସ୍ତ୍ରୀ ଗୁରୁତର ହୋଇ ହସ୍ପିଟାଲରେ ଜୀବନ ସହ ସଂଘର୍ଷ କରୁଛନ୍ତି। ଘଟଣା ସମ୍ପର୍କରେ ସକାଳ ୯ଟା ରେ ଖବର ପାଇଥିଲା ଦ୍ୱାରକା…
ଦାନ ମାଝିଙ୍କ ଝିଅ ମାଟ୍ରିକ ପାସ୍ କଲେ
ଭୁବନେଶ୍ୱର,୨୫।୬: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଶୁକ୍ରବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ ସାଇନ୍ସେସ୍(କିସ୍)ରେ ପଢୁଥିବା ବହୁ ଚର୍ଚ୍ଚିତ ଦାନ ମାଝିଙ୍କ ବଡ଼ ଝିଅ ଚାନ୍ଦିନୀ ମାଝି ଉତ୍ତୀର୍ଣ୍ଣ ହୋଇଛନ୍ତି। ତାଙ୍କର ଅନ୍ୟ…
ତଥାପି ଅଭ୍ୟାସକୁ ଗୁରୁତ୍ୱ ଦେଉନି ବିରାଟ ବାହିନୀ
ନୂଆଦିଲ୍ଲୀ,୨୫।୬: ଅଭ୍ୟାସ ଅଭାବରୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲରେ ପରାସ୍ତ ହେଲା ଟିମ୍ ଇଣ୍ଡିଆ। ତଥାପି ଅଭ୍ୟାସକୁ ଗୁରୁତ୍ୱ ଦେଉ ନାହିଁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳ। ଇଂଲଣ୍ଡ ବିପକ୍ଷ ୫ ଟେଷ୍ଟ ମ୍ୟାଚ୍ ବିଶିଷ୍ଟ ସିରିଜ୍ ପୂର୍ବରୁ ଭାରତୀୟ ଦଳ…
ଘରେ ପଶି ନାବାଳିକାଙ୍କୁ ବଳାତ୍କାର
ବୁଗୁଡ଼ା,୨୫ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଗୁରୁବାର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲା କ୍ରମେ ପୋଲିସ ଏକ ମାମଲା (ନଂ. ୩୧୨/୨୧) ରୁଜୁ କରି ତଦନ୍ତ ଚଳାଇଛି। ପୋଲିସ ଶୁକ୍ରବାର ଅଭିଯୁକ୍ତଙ୍କୁ…
କାର୍ରେ ପ୍ରେସ୍ ଲେଖି ଚାଲାଣ କରୁଥିଲେ କଫ ସିରପ୍
ବରଗଡ଼ ଅଫିସ୍,୨୫।୬: ପୋଲିସକୁ ଚଖ୍ମା ଦେବା ପାଇଁ କଫ ସିରପ୍ ଚାଲାଣରେ ବ୍ୟବହାର ହେଉଥିଲା ପ୍ରେସ୍ ଲେଖାଥିବା ଗାଡି। ବିଶେଷ ସୂତ୍ରରୁ ଖବର ପାଇ ଓଆର୦୨ବିଏଫ୍/୫୯୯୮ ନମ୍ବର ଥିବା ଏକ କାରକୁ ଅଟକାଇ ଥିଲା ପୋଲିସ। ଗାଡିର ତଲାସି ବେଳେ ମିଳିଥିଲା…
ବୃଦ୍ଧଙ୍କ ଘରୁ ମିଳିଲା ୩,୭୮୭ ଖଣ୍ଡ ମଣିଷ ହାଡ଼
ମେକ୍ସିକୋ ସିଟି,୨୫।୬: ମେକ୍ସିକୋ ସହର ବାହାର ଅଞ୍ଚଳରେ ଏକ ସନ୍ଦିଗ୍ଧ ହତ୍ୟାକାରୀଙ୍କ ଘର ଚଟାଣ ଖୋଳା ହେବାରୁ ମିଳିଛି ୩,୭୮୭ ଖଣ୍ଡ ହାଡ଼। ଏହା ୧୭ ଜଣ ଲୋକଙ୍କ ହାଡ଼ ବୋଲି ଆକଳନ କରୁଛନ୍ତି ଯାଞ୍ଚକର୍ତ୍ତା। ମେ’ ୧୭ରୁ ଚାଲିଥିବା ଖୋଳା…
୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍ସୋ କୋର୍ଟ
ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର ପୋକ୍ସୋ କୋର୍ଟ କାର୍ଯ୍ୟକ୍ଷମ ରହିଛି। ପୋକ୍ସୋ ମାମଲାର ଶୀଘ୍ର ଶୁଣାଣି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ…
କୋଭିଡ୍ ଭୟରେ ୫ ବର୍ଷର ଝିଅଙ୍କୁ ୧୫ ଥର ଭୁଷିଲେ ଛୁରି
ଲଣ୍ଡନ,୨୫।୬: କୋଭିଡ୍-୧୯ ଭୟରେ ୩୬ ବର୍ଷୀୟା ମହିଳା ଭାରତୀୟ ବଂଶଦ୍ଭୋବ ୟୁକେରେ ନିଜ ଘରେ ୫ ବର୍ଷର ଝିଅକୁ ଅତି ନିର୍ମମ ଭାବେ ହତ୍ୟା କରିଥିଲେ। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଅଭିଯୁକ୍ତା ସୁଥା ସିଭନାନଥମ। କୋଭିଡ୍ରେ ଯଦି ତାଙ୍କ…
ଗ୍ରାହକ ସାଜି ନେଇଗଲେ ସୁନା ହାର
ସୋର,୨୫।୬: ବାଲେଶ୍ୱର ଜିଲା ସୋର ଥାନା ବଡ଼ଖୁରି ଛକରେ ଥିବା ଏକ ଜୁଏଲାରୀ ଦୋକାନରୁ ସୁନା ଅଳଙ୍କାର ଲୁଟ ହୋଇଛି । ଗ୍ରାହକ ବେଶରେ ଆସି ଜଣେ ଯୁବକ ଦୋକାନରୁ ୧୪ ଗ୍ରାମ ଓଜନର ଏକ ସୁନା ହାର ଲୁଟି ନେଇ…
ମାସ୍କ ନ ପିନ୍ଧିବାରୁ ବ୍ୟାଙ୍କ୍ରେ ଗ୍ରାହକଙ୍କୁ ଗୁଳି
ବରେଲି,୨୫।୬: ମାସ୍କ ପିନ୍ଧି ନ ଥିବାରୁ ଜଣେ ଗ୍ରାହକଙ୍କୁ ଗୁଳି କରିଛନ୍ତି ଏକ ବ୍ୟାଙ୍କର ସିକ୍ୟୁରିଟି ଗାର୍ଡ। ଉତ୍ତର ପ୍ରଦେଶର ବରେଲି ଜିଲାରେ ଘଟିଛି ଏଭଳି ଘଟଣା। ତେବେ ଉକ୍ତ ଗ୍ରାହକଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ବରେଲି ଜିଲାର ବ୍ୟାଙ୍କ୍…
ଡରହାମରେ ଇଣ୍ଟ୍ରା ସ୍କାଡ୍ ମ୍ୟାଚ୍ ଖେଳିବ ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୨୫।୬: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ପୂର୍ବରୁ ପ୍ରସ୍ତୁତି ଲାଗି ଡରହାମଠାରେ ଏକତ୍ରିତ ହେବେ ଭାରତୀୟ ଦଳର ଖେଳାଳିମାନେ। ସେଠାରେ ଟିମ୍ ଇଣ୍ଡିଆର ଖେଳାଳିମାନେ ଦୁଇ ଭାଗରେ ବିଭକ୍ତ ହୋଇ ପରସ୍ପର ବିରୋଧରେ ଦୁଇଟି ମ୍ୟାଚ୍ ଖେଳିବେ।…
Archives


