Home Left

୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍‌ସୋ କୋର୍ଟ

ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍‌ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍‌ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ କାର୍ଯ୍ୟକ୍ଷମ ରହିଛି। ପୋକ୍‌ସୋ ମାମଲାର ଶୀଘ୍ର ଶୁଣାଣି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ…

କୋଭିଡ୍‌ ଭୟରେ ୫ ବର୍ଷର ଝିଅଙ୍କୁ ୧୫ ଥର ଭୁଷିଲେ ଛୁରି

ଲଣ୍ଡନ,୨୫।୬: କୋଭିଡ୍‌-୧୯ ଭୟରେ ୩୬ ବର୍ଷୀୟା ମହିଳା ଭାରତୀୟ ବଂଶଦ୍ଭୋବ ୟୁକେରେ ନିଜ ଘରେ ୫ ବର୍ଷର ଝିଅକୁ ଅତି ନିର୍ମମ ଭାବେ ହତ୍ୟା କରିଥିଲେ। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ଅଭିଯୁକ୍ତା ସୁଥା ସିଭନାନଥମ। କୋଭିଡ୍‌ରେ ଯଦି ତାଙ୍କ…

ଗ୍ରାହକ ସାଜି ନେଇଗଲେ ସୁନା ହାର

ସୋର,୨୫।୬: ବାଲେଶ୍ୱର ଜିଲା ସୋର ଥାନା ବଡ଼ଖୁରି ଛକରେ ଥିବା ଏକ ଜୁଏଲାରୀ ଦୋକାନରୁ ସୁନା ଅଳଙ୍କାର ଲୁଟ ହୋଇଛି । ଗ୍ରାହକ ବେଶରେ ଆସି ଜଣେ ଯୁବକ ଦୋକାନରୁ ୧୪ ଗ୍ରାମ ଓଜନର ଏକ ସୁନା ହାର ଲୁଟି ନେଇ…

ମାସ୍କ ନ ପିନ୍ଧିବାରୁ ବ୍ୟାଙ୍କ୍‌ରେ ଗ୍ରାହକଙ୍କୁ ଗୁଳି

ବରେଲି,୨୫।୬: ମାସ୍କ ପିନ୍ଧି ନ ଥିବାରୁ ଜଣେ ଗ୍ରାହକଙ୍କୁ ଗୁଳି କରିଛନ୍ତି ଏକ ବ୍ୟାଙ୍କର ସିକ୍ୟୁରିଟି ଗାର୍ଡ। ଉତ୍ତର ପ୍ରଦେଶର ବରେଲି ଜିଲାରେ ଘଟିଛି ଏଭଳି ଘଟଣା। ତେବେ ଉକ୍ତ ଗ୍ରାହକଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ବରେଲି ଜିଲାର ବ୍ୟାଙ୍କ୍‌…

ଡରହାମରେ ଇଣ୍ଟ୍ରା ସ୍କାଡ୍‌ ମ୍ୟାଚ୍‌ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୫।୬: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପୂର୍ବରୁ ପ୍ରସ୍ତୁତି ଲାଗି ଡରହାମଠାରେ ଏକତ୍ରିତ ହେବେ ଭାରତୀୟ ଦଳର ଖେଳାଳିମାନେ। ସେଠାରେ ଟିମ୍‌ ଇଣ୍ଡିଆର ଖେଳାଳିମାନେ ଦୁଇ ଭାଗରେ ବିଭକ୍ତ ହୋଇ ପରସ୍ପର ବିରୋଧରେ ଦୁଇଟି ମ୍ୟାଚ୍‌ ଖେଳିବେ।…

ମାର୍କରେ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ଦେଇପାରିବେ ପରୀକ୍ଷା: ଜୁଲାଇ ୫ରୁ ଫର୍ମ ଫିଲଅପ୍‌

ଭୁବନେଶ୍ୱର,୨୫।୬(ବ୍ୟୁରୋ): ବିନା ପରୀକ୍ଷାରେ ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ କରୋନା କଟକଣା ଯୋଗୁ ବିକଳ୍ପ ଉପାୟରେ ପିଲାଙ୍କ ମୂଲ୍ୟାୟନ କରି ଶୁକ୍ରବାର ଅପରାହ୍ନରେ ପରୀକ୍ଷାଫଳ ପ୍ରକାଶ କରାଯାଇଛି। ଏଥିରେ ରେଗୁଲାର୍‌ରେ ପାସ ହାର ୯୭.୮୯% ରହିଛି। ସେଥି ମଧ୍ୟରୁ…

ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟରେ ଦେଶର ଦ୍ୱିତୀୟ ମୃତ୍ୟୁ

ମୁମ୍ବାଇ,୨୫।୬: ଭାରତରେ କରୋନାର ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ଏବେ ସମସ୍ତଙ୍କ ପାଇଁ ଚିନ୍ତା ବଢ଼ାଇଦେଇଛି। ମହାରାଷ୍ଟ୍ରରେ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପୁଥିବା ବେଳେ ଏଥିଯୋଗୁ ଜଣେ ୮୦ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ଏନେଇ ଶୁକ୍ରବାର ମହାରାଷ୍ଟ୍ର ସ୍ବାସ୍ଥ୍ୟମନ୍ତ୍ରୀ…

ଏକଦା ଶାହାରୁଖଙ୍କୁ ‘କୁକୁର’ ବୋଲି ସମ୍ବୋଧନ କରିଥିଲେ ମିଷ୍ଟର ପରଫେକ୍ଟ: କହିଥିଲେ ‘ମୋ ପାଦ ଚାଟୁଛି’; ଆଉ…

ବମ୍ବେ: ବଲିଉଡ୍‌ର ମିଷ୍ଟର ପରଫେକ୍ଟ ନାମରେ ଖ୍ୟାତ ଆମିର ଖାନ। ଏକଦା ସେ ନିଜର ବ୍ଲଗରେ କିଙ୍ଗ ଖାନଙ୍କୁ ନିଜର କୁକୁର ବୋଲି କହିଥିଲେ। ଏହି କଥା ବିବାଦକୁ ଆସିଥିଲା। ଶାହାରୁଖ ମୋର ପାଦକୁ ଚାଟୁଛି ଏବଂ ମୁଁ ତାକୁ ବାରମ୍ବାର…

ନୀଳନୟନା ଐଶ୍ୱର୍ଯ୍ୟାଙ୍କୁ ‘ଆଣ୍ଟି’ ବୋଲି କହିଥିଲେ ସୋନମ: ରାଗିଯାଇ ଏଭଳି…

ବମ୍ବେ: ସେଲିବ୍ରିଟିମାନଙ୍କ ଉପରେ ରହିଥାଏ ପ୍ରଶଂସକଙ୍କ ନଜର। ଏଭଳି ସ୍ଥିତିରେ ତାଙ୍କ ମୁହଁରୁ ବାହାରିଥିବା ପ୍ରତିଟି କଥା ଗଣମାଧ୍ୟମର ଶିରୋନାମା ପାଲଟେ। ବେଳେବେଳେ ଏହା ବିବାଦର ସୁତ୍ରପାତ କରାଏ। ଆଜି ଆମେ କହିବାକୁ ଯାଉଛୁ ଅଭିନେତ୍ରୀ ସୋନମ କପୁରଙ୍କ ଏକ ବିବାଦୀୟ…

ଶୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୫।୬: ଜମ୍ମୁ-କଶ୍ମୀର ଶୋପିଆନର ହାଜିପୁରା ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଶୁକ୍ରବାର ହୋଇଥିବା ଏହି ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଉକ୍ତ ଅଞ୍ଚଳରେ ଏବେ ବି ଆଉ ୨ଜଣ ଆତଙ୍କବାଦୀ ଲୁଚି ରହିଥିବା କୁହାଯାଉଛି। ଘଟଣାସ୍ଥଳରେ…

ଅର୍ଜୁନଙ୍କ ସହ ସମ୍ପର୍କକୁ ପସନ୍ଦ କରୁ ନ ଥିଲେ ମଲାଇକାଙ୍କ ଭାବି ଶ୍ୱଶୁର; ସିଧାସିଧା ଅଲଗା ରହିବାକୁ…

ବମ୍ବେ: ସ୍ବାମୀ ଅରବାଜ ଖାନ୍‌ଙ୍କଠାରୁ ଅଲଗା ହେବା ପରେ ଅଭିନେତା ଅର୍ଜୁନ କପୁରଙ୍କ ପ୍ରେମରେ ପଡ଼ିଛନ୍ତି ମଲାଇକା ଅରୋରା। ବେଶ କିଛି ଦିନ ସେ ନିଜ ସମ୍ପର୍କକୁ ନେଇ ନିରବ ଥିଲେ। ହେଲେ ଏବେ ଉଭୟ ଖୁଲମଖୁଲା ପ୍ରେମର ପରିପ୍ରକାଶ କରୁଛନ୍ତି।…

ସୁରକ୍ଷାକର୍ମୀଙ୍କୁ ମାଡ଼ ମାରି ସୋରୁମରୁ ୨ ବାଇକ ଚୋରି: ୨ ଗିରଫ

ଛତ୍ରପୁର,୨୫।୬(ଡି.ଏନ୍‌.ଏ.): ଗଞ୍ଜମ ଜିଲା ଛତ୍ରପୁର ଥାନା ଅଧୀନ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ଗାଡ଼ି ଶୋରୁମରୁ ଏପ୍ରିଲ ୨ ତାରିଖ ମଧ୍ୟରାତ୍ରରେ ଚୋରି ହୋଇଥିଲା। ସୁରକ୍ଷାକର୍ମୀଙ୍କୁ ମାଡ଼ ମାରି ୨ଟି ବାଇକୁ ଦୁର୍ବୃତ୍ତମାନେ ନେଇ ଯାଇଥିଲେ। ଏଥିସହ ସିସିଟିଭି ହାର୍ଡଡିସ୍କକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri