Home Left

ବିହାରର ଏସ୍‌ଟିଇଟି ପରୀକ୍ଷାରେ ପାସ୍‌ ହେଲେ ଲୋକପ୍ରିୟ ଅଭିନେତ୍ରୀ ଅନୁପମା? ଭାଇରାଲ ହେଉଛି ରେଜଲ୍ଟ

ସୋସିଆଲ ମିଡିଆରେ ବିହାର ଏସ୍‌ଟିଇଟିର ଏକ ପରୀକ୍ଷାଫଳ ଭାଇରାଲ ହେଉଛି। ଏଥିରେ ଦକ୍ଷିଣ ଭାରତୀୟ ସିନେ ଅଭିନେତ୍ରୀ ଅନୁପମା ପରମେଶ୍ୱରନ ପରୀକ୍ଷା ପାସ କରିଥିବା ଦେଖିବାକୁ ମିଳୁଛି। ଏବେ ଏହାକୁ ନେଇ ନୂଆ ବିବାଦ ଉପୁଜିଛି। ଏସ୍‌ଟିଇଟି ୨୦୧୯ ପରୀକ୍ଷାର ଫଳ…

ନିର୍ବନ୍ଧ ପରେ ବି ଏହି ବ୍ୟକ୍ତିଙ୍କ ପାଇଁ କରିଶ୍ମା-ଅଭିଷେକଙ୍କ ଭାଙ୍ଗିଯାଇଥିଲା ସମ୍ପର୍କ

ମୁମ୍ବାଇ: ବଲିଉଡ୍‌ ଇଣ୍ଡଷ୍ଟ୍ରିର ସେଲିବ୍ରିଟିଙ୍କ ପ୍ରୋଫେସନାଲ ହେଉ କି ପର୍ସନାଲ ଲାଇଫ୍‌ ବିଷୟରେ ଜାଣିବା ପାଇଁ ସମସ୍ତେ ଉତ୍ସୁକ ରହିଥାନ୍ତି। ବଲିଉଡ୍‌ରେ ଏଭଳି କିଛି ସେଲିବ୍ରିଟି ଅଛନ୍ତି ଯେଉଁମାନଙ୍କର ଲଭ୍‌ ଲାଇଫ୍‌ ଅତି ରୋଚକ ହେବା ସହ ରୋମାଞ୍ଚକର ମଧ୍ୟ ହୋଇଥାଏ।…

ଗଞ୍ଜାମରେ ଟିକାକରଣ ସ୍ବଭାବିକ

ଛତ୍ରପୁର,୨୫।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମେଗା କୋଭିଡ୍‌ ଟିକାକାରଣ ଶୁକ୍ରବାର ଠାରୁ ପୁଣି ସ୍ବଭାବିକ ହୋଇଛି। ଗୁରୁବାର ଜିଲାର ୧୦ବ୍ଲକରେ ଟିକା ଦେବା ବନ୍ଦ ଥିଲା। ତେବେ ଶୁକ୍ରବାର ଜିଲାର ସମସ୍ତ ୧୮ ସହର ଏବଂ ୨୨ ବ୍ଲକ ଅଧୀନ ଗ୍ରାମାଞ୍ଚଳ ସ୍ତରରେ…

ସ୍ବତନ୍ତ୍ର ଟେନ୍‌ରେ କାନପୁର ଗସ୍ତରେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦିଲ୍ଲୀ ସଫଦରଗଞ୍ଜ ଷ୍ଟେସନରୁ ଏକ ସ୍ବତନ୍ତ୍ର ଟ୍ରେନ୍‌ରେ କାନପୁରରେ ଥିବା ନିଜ ଜନ୍ମସ୍ଥାନକୁ ଗସ୍ତ କରିଛନ୍ତି। ଏହି ଯାତ୍ରାରେ ରାମନାଥ କୋବିନ୍ଦ ସସ୍ତ୍ରୀକ ସବିତା କୋବିନ୍ଦ ସାମିଲ ହୋଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ମହାରାଜା ଏକ୍ସପ୍ରେସ୍‌ ଟ୍ରେନ୍‌…

ପୂର୍ବତନ ଗୃହମନ୍ତ୍ରୀଙ୍କ ଘରେ ଇଡିର ଚଢ଼ାଉ

ମୁମ୍ବାଇ,୨୫।୬: ପଦ ଛାଡ଼ିବା ପରେ ବି ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ବିବାଦ ଥମିବାର ନା ନେଉନି। ଶୁକ୍ରବାର ଅନୀଲ ଦେଶମୁଖଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) ପକ୍ଷରୁ ଚଢ଼ାଉ କରାଯାଇଛି। ମନି ଲଣ୍ଡରିଂ ମାମଲାରେ ସକାଳୁ ଅନୀଲ ଦେଶମୁଖଙ୍କ ନାଗପୁର…

ଅଭିନେତ୍ରୀ ପାୟଲ ଗିରଫ

ଅହମଦାବାଦ,୨୫।୬: ଅଭିନେତ୍ରୀ ପାୟଲ ରୋହତଗୀଙ୍କୁ ଶୁକ୍ରବାର ଅହମଦାବାଦ ସେଟେଲାଇଟ ପୋଲିସ ଗିରଫ କରିଛି। ପାୟଲ ସୋସାଇଟିର ଲୋକଙ୍କ ସହ ବାରମ୍ବାର ଝଗଡ଼ା କରିବା ଓ ଚେୟାରମ୍ୟାନଙ୍କୁ ଜୀବନରେ ମାରିଦେବାକୁ ଧମକ ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଛି। ସୋସିଆଲ ମିଡିଆରେ ସୋସାଇଟିର…

ପୁରା ବିମାନରେ ଏକମାତ୍ର ଯାତ୍ରୀ; ଅମୃତସରରୁ ଦୁବାଇ ଯିବା ବେଳେ ‘ମହାରାଜା’ଙ୍କ ଭଳି ଲାଗୁଥିଲା ବୋଲି କହିଲେ…

ଅମୃତସର: ଅମୃତସରରୁ ୟୁଏଇକୁ ଏକାକୀ ଯାତ୍ରା। ଏହାକୁ ନେଇ ଚର୍ଚ୍ଚାରେ ସଂଯୁକ୍ତ ଆରବ ଏମିରେଟ୍ସରେ ରହୁଥିବା ଭାରତୀୟ ବ୍ୟବସାୟୀ ଏସ୍‌ପି ସିଂହ ଓବରୟ। ଏହି ଯାତ୍ରା ତାଙ୍କ ପାଇଁ ସ୍ମରଣୀୟ ପାଲଟିଥିବା ବେଳେ ସେ ନିଜେ ‘ମହାରାଜା’ ଭଳି ଅନୁଭବ କରିଥିବା…

ବିବାହକୁ ନେଇ ଚର୍ଚ୍ଚାରେ ଏହି ଅଭିନେତା: ୩୮ ବର୍ଷ ବୟସରେ ସ୍ତ୍ରୀଙ୍କୁ କରିଥିଲେ ଦ୍ୱିତୀୟ ବିବାହ

ବଲିଉଡ୍‌ ଅଭିନେତା ଆଫତାବ ଶିବଦାସାନିଙ୍କ ଆଜି ଜନ୍ମଦିନ। ଏହି ଅବସରରେ ଜାଣନ୍ତୁ ତାଙ୍କ ବ୍ୟକ୍ତିଗତ ଜୀବନ ସମ୍ପର୍କିତ କିଛି କଥା। ହୁଏତ ଆଫତାବ ଚଳଚ୍ଚିତ୍ର କ୍ୟାରିୟର ଫ୍ଲପ୍‌ ହୋଇଥାଇପାରେ, କିନ୍ତୁ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସେ ଅନେକ ସମୟରେ ଚର୍ଚ୍ଚାରେ…

ଗପରେ ଏମିତି ମଜ୍ଜିଗଲେ ଯେ ଟିକା ନ ଭରି ଖାଲି ଇଞ୍ଜେକଶନ ଫୋଡ଼ିଦେଲେ ନର୍ସ; ଭିଡିଓ ଭାଇରାଲ ପରେ…

ଛପରା,୨୫।୬: ମହାମାରୀ କରୋନାର ସଂକ୍ରମଣକୁ ରୋକିବା ଲାଗି ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି। ଏଭଳି ସ୍ଥିତିରେ ଅନେକ ସ୍ଥାନରୁ ଅବହେଳାର ଘଟଣା ସାମ୍ନାକୁ ଆସୁଛି। ସେହି କ୍ରମରେ ବିହାରର ଛପରାରେ ଜଣେ ନର୍ସ ଟିକା ଭର୍ତ୍ତି ନ କରି ଜଣେ ଯୁବକଙ୍କୁ ଇଞ୍ଜେକଶନ…

ଜୁଲାଇ ପହିଲା ପର୍ଯ୍ୟନ୍ତ ଭୁବନେଶ୍ୱର ୧ ନମ୍ବର ହାଟ ବନ୍ଦ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଭୁବନେଶ୍ୱର ୧ ନମ୍ବର ହାଟକୁ ବନ୍ଦ କରାଯାଇଛି। ଶୁକ୍ରବାରଠାରୁ ଜୁଲାଇ ପହିଲା ପର୍ଯ୍ୟନ୍ତ ହାଟ ବନ୍ଦ କରାଯାଇଛି। ଉଭୟ ହୋଲ୍‌ସେଲ୍‌ ଓ ରିଟେଲ ବ୍ୟବସାୟୀଙ୍କ ପାଇଁ ହାଟ ବନ୍ଦ କରାଯାଇଛି । କରୋନା ସଂକ୍ରମଣ ବଢ଼ିବା ଆଶଙ୍କା କରି ଭୁବନେଶ୍ୱର…

ମାତ୍ର ୩ ରନ୍‌ ଯୋଗୁ ଇତିହାସ ରଚିବାରୁ ବଞ୍ଚିତ ହୋଇଥିଲେ ସେହ୍ବାଗ-ଦ୍ରାବିଡ ଯୋଡ଼ି: ହେଲେ ଛିଡ଼ା ହୋଇ ତାଳି ମାରିଥିଲେ ଦର୍ଶକ

ନୂଆଦିଲ୍ଲୀ,୨୫।୬: ୧୫ ବର୍ଷ ପୂର୍ବେ ବିରେନ୍ଦ୍ର ସେହଓ୍ବାଗ୍‌- ରାହୁଲ ଦ୍ରାବିଡଙ୍କ ଯୋଡ଼ି ପାକିସ୍ତାନ ବିପକ୍ଷରେ ଜାନୁୟାରୀ ୧୭ରେ ଉଲ୍ଲେଖନୀୟ ଓପନିଂ ଭାଗିଦାରୀ କରିଥିଲେ। ଉଭୟଙ୍କ ଖେଳ ଦେଖି ଲାହୋରରେ ଦର୍ଶକ ଛିଡ଼ା ହୋଇ ତାଳି ବଜାଇଥିଲେ। ମାତ୍ର ସେହଓ୍ବାଗ୍‌ ଆଉଟ୍‌ ହେବା…

ଭାରତୀୟ ସୀମା ନିକଟବର୍ତ୍ତୀ ତିବ୍ବତରେ ଚାଇନା ଆରମ୍ଭ କଲା ପ୍ରଥମ ବୁଲେଟ ଟ୍ରେନ୍‌

ବେଜିଂ,୨୫।୬: ଚାଇନାର ରଣନୈତିକ ଭାବେ ମହତ୍ୱପୂର୍ଣ୍ଣ ଥିବା ହିମାଳୟର ତିବ୍ବତ ଅଞ୍ଚଳରେ ଚାଇନା ପ୍ରଥମ ଇଲେକ୍ଟ୍ରୋନିକ୍‌ ବୁଲେଟ ଟ୍ରେନ୍‌ ଆରମ୍ଭ କରିଛି। ଶୁକ୍ରବାର ଏହି ଟ୍ରେନ୍‌ ଆରମ୍ଭ ହୋଇଥିବା ବେଳେ ଏହା ତିବ୍ବତର ପ୍ରାଦେଶିକ ରାଜଧାନୀ ଲହସା ଓ ଅରୁଣାଞ୍ଚଳ ପ୍ରଦେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri