ପୁରା ବିମାନରେ ଏକମାତ୍ର ଯାତ୍ରୀ; ଅମୃତସରରୁ ଦୁବାଇ ଯିବା ବେଳେ ‘ମହାରାଜା’ଙ୍କ ଭଳି ଲାଗୁଥିଲା ବୋଲି କହିଲେ…
ଅମୃତସର: ଅମୃତସରରୁ ୟୁଏଇକୁ ଏକାକୀ ଯାତ୍ରା। ଏହାକୁ ନେଇ ଚର୍ଚ୍ଚାରେ ସଂଯୁକ୍ତ ଆରବ ଏମିରେଟ୍ସରେ ରହୁଥିବା ଭାରତୀୟ ବ୍ୟବସାୟୀ ଏସ୍ପି ସିଂହ ଓବରୟ। ଏହି ଯାତ୍ରା ତାଙ୍କ ପାଇଁ ସ୍ମରଣୀୟ ପାଲଟିଥିବା ବେଳେ ସେ ନିଜେ ‘ମହାରାଜା’ ଭଳି ଅନୁଭବ କରିଥିବା…
ବିବାହକୁ ନେଇ ଚର୍ଚ୍ଚାରେ ଏହି ଅଭିନେତା: ୩୮ ବର୍ଷ ବୟସରେ ସ୍ତ୍ରୀଙ୍କୁ କରିଥିଲେ ଦ୍ୱିତୀୟ ବିବାହ
ବଲିଉଡ୍ ଅଭିନେତା ଆଫତାବ ଶିବଦାସାନିଙ୍କ ଆଜି ଜନ୍ମଦିନ। ଏହି ଅବସରରେ ଜାଣନ୍ତୁ ତାଙ୍କ ବ୍ୟକ୍ତିଗତ ଜୀବନ ସମ୍ପର୍କିତ କିଛି କଥା। ହୁଏତ ଆଫତାବ ଚଳଚ୍ଚିତ୍ର କ୍ୟାରିୟର ଫ୍ଲପ୍ ହୋଇଥାଇପାରେ, କିନ୍ତୁ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସେ ଅନେକ ସମୟରେ ଚର୍ଚ୍ଚାରେ…
ଗପରେ ଏମିତି ମଜ୍ଜିଗଲେ ଯେ ଟିକା ନ ଭରି ଖାଲି ଇଞ୍ଜେକଶନ ଫୋଡ଼ିଦେଲେ ନର୍ସ; ଭିଡିଓ ଭାଇରାଲ ପରେ…
ଛପରା,୨୫।୬: ମହାମାରୀ କରୋନାର ସଂକ୍ରମଣକୁ ରୋକିବା ଲାଗି ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି। ଏଭଳି ସ୍ଥିତିରେ ଅନେକ ସ୍ଥାନରୁ ଅବହେଳାର ଘଟଣା ସାମ୍ନାକୁ ଆସୁଛି। ସେହି କ୍ରମରେ ବିହାରର ଛପରାରେ ଜଣେ ନର୍ସ ଟିକା ଭର୍ତ୍ତି ନ କରି ଜଣେ ଯୁବକଙ୍କୁ ଇଞ୍ଜେକଶନ…
ଜୁଲାଇ ପହିଲା ପର୍ଯ୍ୟନ୍ତ ଭୁବନେଶ୍ୱର ୧ ନମ୍ବର ହାଟ ବନ୍ଦ
ଭୁବନେଶ୍ୱର,୨୫।୬(ବ୍ୟୁରୋ): ଭୁବନେଶ୍ୱର ୧ ନମ୍ବର ହାଟକୁ ବନ୍ଦ କରାଯାଇଛି। ଶୁକ୍ରବାରଠାରୁ ଜୁଲାଇ ପହିଲା ପର୍ଯ୍ୟନ୍ତ ହାଟ ବନ୍ଦ କରାଯାଇଛି। ଉଭୟ ହୋଲ୍ସେଲ୍ ଓ ରିଟେଲ ବ୍ୟବସାୟୀଙ୍କ ପାଇଁ ହାଟ ବନ୍ଦ କରାଯାଇଛି । କରୋନା ସଂକ୍ରମଣ ବଢ଼ିବା ଆଶଙ୍କା କରି ଭୁବନେଶ୍ୱର…
ମାତ୍ର ୩ ରନ୍ ଯୋଗୁ ଇତିହାସ ରଚିବାରୁ ବଞ୍ଚିତ ହୋଇଥିଲେ ସେହ୍ବାଗ-ଦ୍ରାବିଡ ଯୋଡ଼ି: ହେଲେ ଛିଡ଼ା ହୋଇ ତାଳି ମାରିଥିଲେ ଦର୍ଶକ
ନୂଆଦିଲ୍ଲୀ,୨୫।୬: ୧୫ ବର୍ଷ ପୂର୍ବେ ବିରେନ୍ଦ୍ର ସେହଓ୍ବାଗ୍- ରାହୁଲ ଦ୍ରାବିଡଙ୍କ ଯୋଡ଼ି ପାକିସ୍ତାନ ବିପକ୍ଷରେ ଜାନୁୟାରୀ ୧୭ରେ ଉଲ୍ଲେଖନୀୟ ଓପନିଂ ଭାଗିଦାରୀ କରିଥିଲେ। ଉଭୟଙ୍କ ଖେଳ ଦେଖି ଲାହୋରରେ ଦର୍ଶକ ଛିଡ଼ା ହୋଇ ତାଳି ବଜାଇଥିଲେ। ମାତ୍ର ସେହଓ୍ବାଗ୍ ଆଉଟ୍ ହେବା…
ଭାରତୀୟ ସୀମା ନିକଟବର୍ତ୍ତୀ ତିବ୍ବତରେ ଚାଇନା ଆରମ୍ଭ କଲା ପ୍ରଥମ ବୁଲେଟ ଟ୍ରେନ୍
ବେଜିଂ,୨୫।୬: ଚାଇନାର ରଣନୈତିକ ଭାବେ ମହତ୍ୱପୂର୍ଣ୍ଣ ଥିବା ହିମାଳୟର ତିବ୍ବତ ଅଞ୍ଚଳରେ ଚାଇନା ପ୍ରଥମ ଇଲେକ୍ଟ୍ରୋନିକ୍ ବୁଲେଟ ଟ୍ରେନ୍ ଆରମ୍ଭ କରିଛି। ଶୁକ୍ରବାର ଏହି ଟ୍ରେନ୍ ଆରମ୍ଭ ହୋଇଥିବା ବେଳେ ଏହା ତିବ୍ବତର ପ୍ରାଦେଶିକ ରାଜଧାନୀ ଲହସା ଓ ଅରୁଣାଞ୍ଚଳ ପ୍ରଦେଶ…
ଗୋଟିଏ ଦିନରେ ୩୦୯ ରନ୍ କରି ଚକିତ କରିଥିଲେ ଏହି ବ୍ୟାଟ୍ସମ୍ୟାନ୍: ୯୧ ବର୍ଷ ହେଲାଣି ଭାଙ୍ଗିନି ରେକର୍ଡ
ବ୍ରିସ୍ବେନ୍,୨୫।୬: ଅଷ୍ଟ୍ରେଲିୟ କ୍ରିକେଟ ଟିମ୍ ଘରୋଇ ମାଟିରେ ସଂଘର୍ଷ କରିବା ଭଳି ଘଟଣା ବିରଳ। କାରଣ ଅନେକ କ୍ରିକେଟର ଏଠାରେ ବ୍ୟାଟିଂ କରି ଇତିହାସ ସୃଷ୍ଟି କରିଛନ୍ତି। ସେମାନଙ୍କ ମଧ୍ୟରୁ ସାର୍ ଡନ୍ ବ୍ରାଡ୍ମ୍ୟାନ୍ ଜଣେ। ଏହି ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍ ୧୦୦%…
ଗୋଟିଏ ପରେ ଗୋଟିଏ ଫିଲ୍ମ ଫ୍ଲପ୍ ହେବା ହେବା ପରେ ଏମିତି କରିଥିଲେ ଏହି ଅଭିନେତା
ଫିଲ୍ମ ଇଣ୍ଡଷ୍ଟ୍ରିର ରଙ୍ଗୀନ ଦୁନିଆରେ କେଉଁ ଷ୍ଟାର ଆଗକୁ ଯିବେ ତାହା କହିବା ଅତ୍ୟନ୍ତ କଷ୍ଟକର। ଏହି ଲାଇନ୍ରେ ଆସି ଅନେକ ଭଲ ତାରକା ମଧ୍ୟ କ୍ୟାରିୟର କରି ପାରି ନାହାନ୍ତି। କାରଣ ଉତ୍ଥାନ-ପତ୍ତନ ଏହି ଲାଇନ୍ରେ ସାଧାରଣ କଥା। ବେଳେବେଳେ…
ବର ପଢ଼ିପାରିଲେନି ଖବରକାଗଜ: କନ୍ୟା ଭାଙ୍ଗିଦେଲେ ବାହାଘର
ଅରୈୟା,୨୫।୬: ପୂର୍ବରୁ ବିବାହ ଭାଙ୍ଗିବା ନେଇ ଅନେକ କାରଣ ଶୁଣିଥିବେ। ହେଲେ କେବେ ଶୁଣିଛନ୍ତି କି, ବର ଖବରକାଗଜ ପଢ଼ି ନ ପାରିବାରୁ ବିବାହ ଭାଙ୍ଗିଯିବା କଥା। ଏଥିସହ ବରଙ୍କ ନାଁରେ ଥାନାରେ ମାମଲା ମଧ୍ୟ ରୁଜୁ କରାଯାଇଛି। କିଛି ଏଭଳି…
୧୬ ବର୍ଷର ଛାତ୍ରଙ୍କ ପ୍ରେମରେ ପାଗଳ ଶିକ୍ଷୟିତ୍ରୀ, ମାମଲା ପହଞ୍ଚିଲା କୋର୍ଟରେ, ଜାଣିଲେ…
ଓ୍ବାଶିଂଟନ,୨୫ା୬: ଆମେରିକାର ଟେକ୍ସାସରେ ଜଣେ ୧୬ ବର୍ଷୀୟ ଛାତ୍ରଙ୍କ ପ୍ରେମରେ ପାଗଳ ହୋଇ ଶ୍ରେଣୀ ଶିକ୍ଷୟିତ୍ରୀ ହରଡ଼ଘଣାରେ ପଡ଼ିଛନ୍ତି। ଯେତେବେଳେ ଛାତ୍ର ତାଙ୍କ ଗର୍ଲଫ୍ରେଣ୍ଡଙ୍କ ସହ ଶ୍ରେଣୀରେ ବସିଥିଲେ ଏହା ଦେଖି ଶିକ୍ଷୟିତ୍ରୀ ଜଣକ ଈର୍ଷାରେ ଜଳିଗଲେ। ସେ ଛାତ୍ରଙ୍କ ମୁଣ୍ଡକୁ…
ସ୍ବାମୀଙ୍କଠାରୁ ଏତିକି ଲମ୍ବା ସ୍ତ୍ରୀ, ସୃଷ୍ଟି କଲେ ଓ୍ବାଲର୍ଡ ରେକର୍ଡ
କୁହାଯାଏ, ଉପରବାଲା ଯୋଡ଼ି ବନେଇଥାନ୍ତି। ଏହି ଉକ୍ତିର ସତ୍ୟତା ଦେଖିବାକୁ ମିଳିଛି ବ୍ରିଟେନରେ । ଜେମ୍ସ ଏବଂ କ୍ଲୋଇଙ୍କ ଯୋଡ଼ି ଭଗବାନ ତିଆରି କରିଛନ୍ତି। ଯାହକି ସ୍ବତନ୍ତ୍ର ଅଟେ। ସ୍ତ୍ରୀ ଏବଂ ସ୍ବାମୀଙ୍କ ମଧ୍ୟରେ ଉଚ୍ଚତା ମଧ୍ୟରେ ଅନେକ ପ୍ରଭେଦ। ତଥାପି…
ପଞ୍ଜାବରେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟର ପ୍ରଥମ ମାମଲା: ମହାରାଷ୍ଟ୍ର-ମଧ୍ୟପ୍ରଦେଶର ଅନେକ ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍ ଘୋଷିତ
ଚଣ୍ଡିଗଡ଼/ମୁମ୍ବାଇ/ଭୋପାଳ,୨୫।୬: ଦେଶରେ କରୋନା ଭାଇରସ୍ର ଦ୍ୱିତୀୟ ଲହର ଧୀରେ ଧୀରେ ଏବେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଏବେ ବି ସଙ୍କଟ ଜାରି ରହିଛି। ଅନ୍ୟପଟେ ସମ୍ଭାବ୍ୟ ତୃତୀୟ ଲହର ଖୁବ୍ଶୀଘ୍ର ଆସିପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଇତିମଧ୍ୟରେ କରୋନାର ଡେଲ୍ଟା…
Archives


