Home Left

ଧାନଫସଲ ନଷ୍ଟ କଲେ ହାତୀପଲ

ଢେଙ୍କାନାଳ ଅଫିସ,୪ା୧: ଢେଙ୍କାନାଳ ସଦର ବ୍ଲକ ନୂଆଗାଁ ଏବଂ ଗୋଡ଼ି ସାହିରେ ଗୁରବାର ସକାଳେ ୪୦ ହାତୀ ପଶି ଉପଦ୍ରବ ଘଟାଇଛନ୍ତି। କ୍ଷେତରେ ପଶି ଦଳଚକଟି ଏକର ଏକର ଧାନଫସଲ ନଷ୍ଟ କରିଛନ୍ତି। ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ…

ପୁଅ ସହ ଖେଳୁଛନ୍ତି ସୈଫ୍‌, ଫଟୋ ଶେୟାର କଲେ କରୀନା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାନ୍‌ ଦୀପାବଳି ଅବସରରେ ସ୍ପେଶାଲ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ସୈଫ୍‌ ଅଲ୍ଲୀ ଖାନ୍‌ ଛୋଟ ନବାବ ସହ ଖେଳୁଥିବା ନଜର ଆସିଛନ୍ତି। କରୀନା ଦୀପାବଳି ଅବସରରେ ପରିବାର ସହ ଫଟୋ ଶେୟାର…

ଅନୁଷ୍କା ବିବାହ କରନ୍ତୁ ବୋଲି ଚାହୁଁ ନ ଥିଲେ ପ୍ରଭାସ, କରିଥିଲେ ଏମିତି କାମ

ବମ୍ବେ: ମନୋରଞ୍ଜନ ଦୁନିଆର ସବୁଠାରୁ ଲୋକପ୍ରିୟ ଅନ୍‌ସ୍କ୍ରିନ୍‌ କପଲ୍‌ ହେଲେ ଅନୁଷ୍କା ସେଟ୍ଟୀ- ପ୍ରଭାସ। ଅନେକ ଫିଲ୍ମରେ ଏକାଠି କାମ କରିଛନ୍ତି ସେ। ଉଭୟଙ୍କ କେମିଷ୍ଟ୍ରି ଦର୍ଶକଙ୍କ ହୃଦୟ ଜିତୁଥିବାରୁ ବାସ୍ତବ ଜୀବନରେ ବି ସେମାନେ ବିବାହ କରନ୍ତୁ ବୋଲି ପ୍ରଶଂସକ…

ପାରିବାରିକ କଳହ ହେଲା ଅସହ୍ୟ: ଏଭଳି ଚରମ ନିଷ୍ପତ୍ତି ନେଲେ ବୃଦ୍ଧ ଦମ୍ପତି

ସମ୍ବଲପୁର,୪।୧୧(ବ୍ୟୁରୋ): ପାରିବାରିକ କଳହ ହେଲା ଅସହ୍ୟ। ଶେଷରେ ଆତ୍ମହତ୍ୟାର ଚରମ ନିଷ୍ପତ୍ତି ନେଲେ ଦମ୍ପତି। ବିଷ ପିଇ ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ମହିଳା ଜଣଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ସମ୍ବଲପୁର…

ମାଟିକୁ ମସଲା ପରି ବ୍ୟବହାର କରନ୍ତି ଏହି ଦେଶର ଲୋକେ, କାରଣ ଜାଣିଲେ…

ଦୁନିଆର ବିଭିନ୍ନ ଦେଶରେ ଲୋକଙ୍କ ଖାଇବା ଅଭ୍ୟାସ ଭିନ୍ନ ଅଟେ। ଏହା ସହିତ ଲୋକମାନେ ରୋଷେଇରେ ମଧ୍ୟ ବିଭିନ୍ନ ପ୍ରକାରର ମସଲା ବ୍ୟବହାର କରନ୍ତି। କିନ୍ତୁ ଜାଣି ଆଶ୍ଚର୍ଯ୍ୟ ହେବେ ଯେ, ଦୁନିଆରେ ଏପରି ଏକ ଦେଶ ଅଛି, ଯେଉଁଠାରେ ଲୋକମାନେ…

ଯବାନଙ୍କ ସହ ଦୀପାବଳି ପାଳିବେ ମୋଦି

ଶ୍ରୀନଗର,୪।୧୧: ଯବାନଙ୍କ ସହ ଦୀପାବଳି ମନାଇବା ପାଇଁ ସୀମାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ଗୁରୁବାର ସକାଳ ୧୦.୩୦ ମିନିଟରେ ନୌସେରା ସେକ୍ଟରରେ ପହଞ୍ଚିଛନ୍ତି ।ଏହାପରେ ସାରେ ସୀମାରେ ଯବାନମାନଙ୍କ ସହ ଦୀପାବଳି ପାଳନ କରିବେ। ସେଠାରେ ପହଞ୍ଚିବା…

ତବ୍ବୁଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି? ୫୧ ବର୍ଷରେ…

ବମ୍ବେ: ଜଣେ ଲୋକପ୍ରିୟ ଅଭିନେତ୍ରୀ, ପ୍ରଖ୍ୟାତ ନୃତ୍ୟଶିଳ୍ପୀ, ମହିଳା ଉଦ୍ୟୋଗୀ ଏବଂ ଫିଟ୍‌ନେସ୍‌ ଫ୍ରିକ୍‌ ଭାବେ ତବ୍ବୁ ଜଣାଶୁଣା। ଏହି ବଲିଉଡ୍‌ ଅଭିନେତ୍ରୀଙ୍କ କ୍ରେଜ୍‌ ଆଜି ବି ପୂର୍ବଭଳି ରହିଛି। ୫୧ ବର୍ଷରେ ବି ସେ ଅନ୍ୟ ଅଭିନେତ୍ରୀଙ୍କୁ ଟକ୍କର ଦେଉଛନ୍ତି।…

ଏହି ଅଭିନେତ୍ରୀଙ୍କ ଓ୍ବାର୍କଆଉଟ୍‌ ଭିଡିଓ ଭାଇରାଲ

ମୁମ୍ବାଇ: ପଶ୍ଚିମବଙ୍ଗର ଟିଏମ୍‌ସି ନେତ୍ରୀ ତଥା ବଙ୍ଗଳା ଫିଲ୍ମର ଜଣାଶୁଣା ଅଭିନେତ୍ରୀ ନୁସ୍‌ରତ ଜାହାଁ ସବୁବେଳେ କିଛି ନା କିଛି କାରଣକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଅତୀତରେ ସେ ତାଙ୍କ ବିବାହକୁ ନେଇ ଚର୍ଚ୍ଚାକୁ ଆସିଥିଲେ। ପରେ ତାଙ୍କର ମା’ ହେବା…

ଦୀପାବଳି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୧୧(ବ୍ୟୁରୋ): ଆଜି ଆଲୋକର ପର୍ବ ଦୀପାବଳି। ଏହି ଅବସରରେ ସମଗ୍ର ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ବୋଲି ସେ କହିଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି,…

ଗର୍ଲଫ୍ରେଣ୍ଡଙ୍କୁ ବିବାହ କରିବେ ଏହି ହଲିଉଡ ଅଭିନେତ୍ରୀ

ଲଣ୍ଡନ: ହଲିଉଡର ପ୍ରସିଦ୍ଧ ଅଭିନେତ୍ରୀ କ୍ରିଷ୍ଟେନ ଷ୍ଟିଓ୍ବାର୍ଟ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି । ସେ ତାଙ୍କ ଗର୍ଲଫ୍ରେଣ୍ଡ ଡାୟଲନ ମେୟରଙ୍କୁ ବିବାହ କରିବେ। ତେବେ ଏମିତି ଘୋଷଣା କରି ନିକଟରେ ସମସ୍ତଙ୍କୁ ଚକିତ କରିଛନ୍ତି କ୍ରିଷ୍ଟେନ। ଦୁଇ ବର୍ଷ…

ବୈବାହିକ ଜୀବନର ଖୁସିରେ ରହିବା ପାଇଁ ଜୟା ବଚ୍ଚନ ନେଇଥିଲେ ଏମିତି ନିଷ୍ପତ୍ତି

ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ଏବଂ ଜୟା ବଚ୍ଚନ ଇଣ୍ଡଷ୍ଟ୍ରିର ଜଣେ ଚର୍ଚ୍ଚିତ ଦମ୍ପତ୍ତି। ବିବାହର ଏବେ ବର୍ଷ ପରେ ଉଭୟ ନିଜ ସମ୍ପର୍କକୁ ମଜଭୁତ ରଖିଛନ୍ତି। ଯେତେ ଝଡଝଞ୍ଜା ଆସିଲେ ବି ଉଭୟ ସର୍ବଦା ପରସ୍ପରର ସାଥ୍‌ ଦେବାକୁ ଚେଷ୍ଟା…

୯ ମାସର ଝିଅକୁ ଦେଇଥିଲେ ବଳାତ୍କାର ଧମକ; ଜାଣିବା ପରେ ଅନୁଷ୍କା…

ବମ୍ବେ: ଭାରତୀୟ କ୍ରିକେଟର ମହମ୍ମଦ ଶାମୀଙ୍କୁ ସମର୍ଥନ କରିବାକୁ ନେଇ ଟ୍ରୋଲ ହୋଇଥିଲେ ଅଧିନାୟକ ବିରାଟ କୋହଲି। ଏପରିକି ତାଙ୍କର ୯ ମାସର ଝିଅ ଭାମିକାଙ୍କୁ କିଛି ଲୋକ ରାଗିଯାଇ ବଳାତ୍କାରର ଧମକ ଦେଇଥିଲେ। ଏପରି ଘଟଣାକୁ ନେଇ ଅନୁଷ୍କା ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?