Home Left

ମହେଶ ହିଁ ବେଷ୍ଟ

କିଆରା ଆଡଓ୍ବାନୀଙ୍କ ଆଇଡିଆକୁ ମାନିବାକୁ ପଡିବ। ନିକଟରେ ସେ ସାଇନ୍‌ କରିଥିବା ଏକ ସିନେମାରେ କିଏ ମେଲ୍‌ ଲିଡ୍‌ରେ ଆକ୍ଟିଂ କରିବ ସେ ନେଇ ତାଙ୍କର ମତ ନିଆଯାଇଥିଲା। କାରଣ ସେହି ଭୂମିକାରେ କେବଳ ରୋମାନ୍ସ ନୁହେଁ, ଆକ୍ସନ ମଧ୍ୟ ଥିଲା।…

କମିଲା ପେଟ୍ରୋଲ-ଡିଜେଲ ଦାମ୍‌, ଯୋଗୀଙ୍କ ଦୀପାବଳି ଉପହାର…

ଲକ୍ଷ୍ନୌ,୪।୧୧: ଆସନ୍ତା ବିଧାନସଭା ନିର୍ବାଚନ ପୂର୍ବରୁ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟବାସୀଙ୍କୁ ଦୀପାବଳି ଉପହାର ପ୍ରଦାନ କରିଛନ୍ତି। ଏହାସହିତ ପ୍ରଧାନମନ୍ତ୍ରୀ ଅନ୍ନ ଯୋଜନାକୁ ହୋଲି ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ପେଟ୍ରୋଲ-ଡିଜେଲ ଉପରେ ଏକ୍ସାଇଜ…

ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ

ତେଲେଙ୍ଗାନା,୪।୧୧: ତେଲେଙ୍ଗାନାର ଜଣେ ଅଷ୍ଟମ ଶ୍ରେଣୀର ଛାତ୍ରୀ ପ୍ରଧାନ ବିଚାରପତି ଏନ.ଭି ରମଣଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ତାଙ୍କ ଗାଁକୁ ବସ ସେବା ପୁଣି ଆରମ୍ଭ କରିବାମ୍‌ ପାଇଁ ସହାୟତା ମାଗିଛନ୍ତି। କରୋନା ମହାମାରୀ ପରେ ଏହି ଗାଁକୁ ବସ୍‌ ସେବା…

ମର୍ମନ୍ତୁଦ ସଡକ ଦୁର୍ଘଟଣା:ଚାଲିଗଲା ୨୨ ଜୀବନ

ଇସଲାମବାଦ: ପାକ ଅଧିକୃତ କାଶ୍ମୀର ତଥା ପିଓକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ନାଳକୁ ବସ ଖସିପଡିବାରୁ ୨୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୮ ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବୁଧବାର ପିଓକେ…

ଫେରିଲେ ମୁଁ ତୁମର

କେତେବେଳେ ନାୟକ ତ କେତେବେଳେ ଖଳନାୟକ, ପୁଣି ତାଙ୍କୁ ଦେଖିବାକୁ ମିଳିଛି ଚରିତ୍ର ଅଭିନେତା ଭାବରେ। ହେଲେ ଏଥର ଆଉ ଏକ କ୍ଷେତ୍ରରେ ସେ ପାଦ ରଖିଛନ୍ତି। ତାହା ହେଲା ଚଳଚ୍ଚିତ୍ର ପ୍ରଯୋଜନା ଏବଂ କାହାଣୀ ରଚନା। ନିଜସ୍ବ କାହାଣୀକୁ ନେଇ…

ଏୟାର ସ୍ପେସ୍‌ ଦେବାକୁ ମନାକଲା ପାକ୍‌

ନୂଆଦିଲ୍ଲୀ, ୪ା୧୧: ୦ଜମ୍ମୁ-କଶ୍ମୀରର ଶ୍ରୀନଗରରୁ ଶାର୍‌ଜା ପର୍ଯ୍ୟନ୍ତ ‘ଗୋ ଫାଷ୍ଟ୍‌’ ବିମାନ ଚଳାଚଳ ପାଇଁ ନିଜ ଆକାଶମାର୍ଗ ବ୍ୟବହାର ପାଇଁ ପାକିସ୍ତାନ ମନା କରିଦେଇଛି। ପାକ୍‌ର ଏହି ନିଷ୍ପତ୍ତି ଯୋଗୁ ଅହମଦାବାଦ୍‌ର ଉଦୟପୁର ଏବଂ ଓମାନ୍‌ ଦେଇ ଶ୍ରୀନଗରରୁ ଶାର୍‌ଜା ଯିବାକୁ…

ଏଣିକି ଆମେରିକା ଯାଇପାରିବେ କୋଭାକ୍ସିନ୍‌ ନେଇଥିବା ବ୍ୟକ୍ତି

ୱାଶିଂଟନ,୪।୧୧: ଭାରତର ସ୍ବଦେଶୀ ଟିକା କୋଭାକ୍ସିନର ଉଭୟ ଡୋଜ୍‌ ନେଇଥିବା ବ୍ୟକ୍ତି ଏଣିକି ବିନା ଦ୍ୱିଧାରେ ଆମେରିକା ଯାତ୍ରା କରିପାରିବେ। ଏନେଇ ଆମେରିକା ପ୍ରଶାସନ ସବୁଜ ସଙ୍କେତ ଦେଇଛି। ଭ୍ରମଣ ତାଲିକାରେ କୋଭାକ୍ସିନ ଅନ୍ତର୍ଭୁକ୍ତ ହେବା ଉପରେ ସିଡିସିର ପ୍ରେସ ଅଧିକାରୀ…

ଚାଇନାରେ ଦ୍ରୁତ ଗତିରେ ବଢୁଛି ଆଣବିକ ଅସ୍ତ୍ରଶସ୍ତ୍ର ଭଣ୍ଡାର

ବେଜିଂ,୪।୧୧: ଆଜିକାଲି ଚାଇନା ଆଣବିକ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢାଇବାରେ ବ୍ୟସ୍ତ ଅଛି। ଆମେରିକାର ଅଧିକାରୀମାନେ ଏକ ବର୍ଷ ପୂର୍ବେ ଆକଳନ କରିଥିବା ତୁଳନାରେ ଚାଇନା ଏହାର ଆଣବିକ ଅସ୍ତ୍ର ସଂଖ୍ୟା ଦ୍ରୁତ ଗତିରେ ବଢାଇବାକୁ ପ୍ରୟାସ କରୁଛି। ଆମେରିକାର ସମାନ ହେବା…

ଏନ୍‌ଏଚ୍‌ କର୍ତ୍ତୃପକ୍ଷଙ୍କୁ ଘେରିଲେ ଲୋକେ

ପାଣିକୋଇଲି,୪।୧୧(ଡି.ଏନ.ଏ.): ୧୬ ନଂ. ଜାତୀୟ ରାଜପଥ (ଏନ୍‌ଏଚ୍‌)ର ସମ୍ପ୍ରସାରଣରେ ବିଭାଗୀୟ ତ୍ରୁଟିପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ସ୍ଥାନୀୟ ଲୋକଙ୍କ ପାଇଁ କାଳ ହୋଇଛି। ଏହିକ୍ରମରେ ବୁଧବାର ଏନ୍‌ଏଚ୍‌ର ଶର୍ମା ପେଟ୍ରୋଲ ପମ୍ପ ନିକଟରେ ଥିବା ଡାଇଭର୍ସନକୁ କମ୍ପାନୀ ପକ୍ଷରୁ କଂକ୍ରିଟ ୱାଲ ଦେଇ ବନ୍ଦ…

ଖାଲି କେଶରେ ନୁହେଁ ଏସବୁ ଥିରେ ବି ବ୍ୟବହାର କରାଯାଏ କଣ୍ଡିଶନର

କେଶକୁ ନରମ ଓ ଚିକ୍କଣ ରଖିବା ପାଇଁ କଣ୍ଡିଶନର ବ୍ୟବହାର କରାଯାଏ। ଏହା ଲମ୍ବା କେଶକୁ ଜଟା ସମସ୍ୟାରୁ ରକ୍ଷା କରିବା ସହ କେଶରେ ଚମକ ଆଣିଥାଏ। ଏହି କଣ୍ଡିଶନର ବିଭିନ୍ନ ପ୍ରକାରର ବ୍ୟବହାର ରହିଛି। ତେବେ ଜାଣନ୍ତୁ ଏ ସମ୍ପର୍କରେ……

୧୧,୫୨୬ ହିତାଧିକାରୀଙ୍କୁ ୧୧୧ କୋଟି ଋଣ

ଜଗତ୍‌ସିଂହପୁର ଅଫିସ, ୪।୧୧: ୧୧,୫୨୬ ହିତାଧିକାରୀଙ୍କୁ ୧୧୧.୬୪ କୋଟି ଟଙ୍କା ଋଣ ପ୍ରଦାନ କରାଯାଇଛି । ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି), ବ୍ୟକ୍ତିଗତ, କଞ୍ଜୁମର ଡୁରେବ୍ଲ, ଗାଡି, ଘର, କୃଷି, ପ୍ରାଣୀ, ପିଏମ୍‌ଇଜିପି, କେସିସି ସମେତ ମୁଦ୍ରା ଋଣ ଆକାରରେ ଏହି…

ଢିଙ୍କିଆବାସୀଙ୍କ ପାଟଣା ପ୍ରବେଶ ଉଦ୍ୟମ ବିଫଳ

କୁଜଙ୍ଗ,୪।୧୧(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା ଏରସମା ତହସିଲ ଢ଼ିଙ୍କିଆବାସୀଙ୍କ ପାଟଣା ପ୍ରବେଶ ଉଦ୍ୟମ ବୁଧବାର ଦ୍ୱିତୀୟ ଦିନରେ ବିଫଳ ହୋଇଛି। ଏହାକୁ ନେଇ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଛି। ପୋଲିସ୍‌ ଘଟଣାସ୍ଥଳରେ ମୁତୟନ ରହିଛନ୍ତି। ସୂଚନାଯୋଗ୍ୟ ଏରସମା ତହସିଲ ଅନ୍ତର୍ଗତ ଢ଼ିଙ୍କିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?