ଭାଇବୋହୂଙ୍କୁ ବଳାତ୍କାର ଉଦ୍ୟମ, ଦେଢ଼ଶୂର ଗିରଫ
ପାଣିକୋଇଲି,୧୭ା୫(ବିକାଶ ମଲ୍ଲିକ): ଯାଜପୁର ଜିଲା ପାଣିକୋଇଲି ଥାନା ଅଞ୍ଚଳରେ ଭାଇବୋହୂଙ୍କୁ ଦେଢ଼ଶୂର ବଳାତ୍କାର ଉଦ୍ୟମ କରିଛନ୍ତି। ଏନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ ଶନିବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ମହିଳାଙ୍କ ସ୍ବାମୀଙ୍କ ଅନୁପସ୍ଥିତିର ସୁଯୋଗରେ ଦେଢ଼ଶୂର...
ଲକ୍ଷ୍ମୀ ବସ୍- କାର ମୁହାଁମୁହିଁ ଧକ୍କା: କାର ଚାଳକ ମୃତ, ୧୫ ଗୁରୁତର
ଖଲ୍ଲିକୋଟ,୧୭।୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ କନ୍ଦିଗାଁ କାକୁଡ଼ିଆ ବନ୍ଧ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଲକ୍ଷ୍ମୀ ବସ୍ ଏବଂ କାର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ କାର...
ଆକ୍ରମଣ କରିବା ପଡ଼ିଲା ମହଙ୍ଗା: ଜେଲ ଗଲେ ବାପ-ପୁଅ
ଦିଗପହଣ୍ଡି,୧୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁର ସୀମାଞ୍ଚଳ ସେଠୀ ଏବଂ ତାଙ୍କ ପୁଅ ଭବାନୀ ଶଙ୍କର ସେଠୀଙ୍କୁ ଶନିବାର କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ.ଆଇ ଜଗବନ୍ଧୁ ବାର୍ଲା ଗିରଫ କରି କୋର୍ଟ...
ଫୁଲ ତୋଳିବାକୁ ନେଇ ୨ଗାଁ ମଧ୍ୟରେ ସଂଘର୍ଷ
ଛତ୍ରପୁର,୧୭ା୫(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜ଼ିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ଯଜ୍ଞଶାଳ ଗ୍ରାମ ନିକଟ ଏକ ବିବାଦୀୟ ଜମିରୁ ଶନିବାର କିଆଫୁଲ ତୋଳିବାକୁ ନେଇ ୨ଗାଁ ମଧ୍ୟରେ ସଂଘର୍ଷ ହୋଇଛି। ସିନ୍ଦୁରାପିଲ୍ଲୀ ଓ ଯଜ୍ଞଶାଳ ଗ୍ରାମର ଦୁଇ ଗୋଷ୍ଠୀ ମଧ୍ୟରେ...
କରୋନାକୁ ନେଇ କୌଣସି ଭୟଭୀତ ହେବାର କାରଣ ନାହିଁ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର,୧୭।୫: ଏସିଆ ମହାଦେଶର ଥାଇଲାଣ୍ଡ, ହଂକଂ ଏବଂ ସିଙ୍ଗାପୁରରେ ପୁଣି ଥରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ଏହି ସ୍ଥାନଗୁଡିକରେ ନୂତନ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ରୋଗୀଙ୍କ ସଂଖ୍ୟା ହଠାତ୍ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ...
ଆସିଲା କଂଗ୍ରେସ ପଦାଧିକାରୀଙ୍କ ତାଲିକା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ…
ଭୁବନେଶ୍ୱର,୧୭।୫: ଅଲ୍ ଇଣ୍ଡିଆ କଂଗ୍ରେସ କମିଟି ପକ୍ଷରୁ ଶନିବାର ରାଜ୍ୟର ବିଭିନ୍ନ ପଦାଧିକାରୀଙ୍କ ତାଲିକା ଜାରି କରାଯାଇଛି। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି କୋଷାଧ୍ୟକ୍ଷ ଭାବେ ସିଦ୍ଧାର୍ଥ ସ୍ବରୁପ ଦାସଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିପରି ୭ଜଣ ଉପସଭାପତି, ୧୦ ସାଧାରଣ...
ଏମିତି କ’ଣ ହେଲା ଯେ ଭାଇଙ୍କ ଉପରେ ଖୁବ ରାଗିଲେ ରୋହିତ ଶର୍ମା, ଭିଡିଓ ହେଉଛି ଭାଇରାଲ
ନୂଆଦିଲ୍ଲୀ,୧୭।୫: ଟେଷ୍ଟ କ୍ରିକେଟରୁ ସନ୍ୟାସ ଘୋଷଣା କରିଥିବା ଭାରତର କିମ୍ବଦନ୍ତୀ ବ୍ୟାଟସମ୍ୟାନ ରୋହିତ ଶର୍ମାଙ୍କୁ ମୁମ୍ବାଇ କ୍ରିକେଟ ଆସୋସିଏସନ (MCA) ଦ୍ୱାରା ସମ୍ମାନିତ କରାଯାଇଛି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ତାଙ୍କ ନାମରେ ନାମିତ ଏକ ଷ୍ଟାଣ୍ଡ ଅଛି। ଏହି ଷ୍ଟାଣ୍ଡଟି...
ବିବାହ ନିମନ୍ତ୍ରଣ କାର୍ଡ ବାଣ୍ଟି ଘରକୁ ଫେରୁଥିଲେ, ବାଟରେ ଧକ୍କା ଦେଲା ବସ୍; ଚାଲିଗଲା ଜଣଙ୍କ ଜୀବନ, ଆଉ…
ଆର୍.ଉଦୟଗିରି,୧୭।୫(ମନ୍ମଥ ମିଶ୍ର): ବିବାହ ନିମନ୍ତ୍ରଣ କାର୍ଡ ଦେଇ ଘରକୁ ଫେରୁଥିଲେ। ଧକ୍କା ଦେଲା ଘରୋଇ ବସ୍। ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ଆର.ଉଦୟଗିରି ଥାନା ଅନ୍ତର୍ଗତ ଛେଳିଗଡ଼ ନିକଟସ୍ଥ କୁଲା...
ମୁମ୍ବାଇ ବିମାନବନ୍ଦର-ତାଜ ହୋଟେଲକୁ ବୋମାରେ ଉଡାଇ ଦେବାକୁ ଧମକ, ପର୍ଯ୍ୟଟକ ଛାନିଆ!
ମୁମ୍ବାଇ,୧୭।୮: : ମୁମ୍ବାଇ ପୋଲିସ ଏକ ଧମକ ଭରା ଇମେଲ ପାଇଛି, ଯେଉଁଥିରେ ଛତ୍ରପତି ଶିବାଜୀ ମହାରାଜ ଆନ୍ତର୍ଜାତୀୟ ବିମାନବନ୍ଦର ଓ ପ୍ରସିଦ୍ଧ ତାଜ ମହଲ ପ୍ୟାଲେସ ହୋଟେଲରେ ବୋମା ବିସ୍ଫୋରଣ କରାଯିବ ବୋଲି ଚେତାବନୀ ଦିଆଯାଇଛି। ଧମକ ଦେବା...
Live ମ୍ୟାଚ୍ରେ ଖେଳାଳିଙ୍କୁ ମହୁମାଛି ଆକ୍ରମଣ, ଜୀବନ ବଞ୍ଚାଇବାକୁ…Video
ନୂଆଦିଲ୍ଲୀ,୧୭।୫: କାଉଣ୍ଟି ଚାମ୍ପିଅନସିପ ଡିଭିଜନ ୱାନ୍ର ଏକ ମ୍ୟାଚ୍ ସମୟରେ ଏପରି ଏକ ଘଟଣା ଘଟିଛି, ଯେଉଁଥିଲାଗି ମ୍ୟାଚ କିଛି ସମୟ ପାଇଁ ବନ୍ଦ କରିବାକୁ ପଡିଛି। ଏହାର କାରଣ ବର୍ଷା ନୁହେଁ ବରଂ ମହୁମାଛି ଥିଲା। ଯାହା ଫଳରେ...
ବଡ଼ ଖବର: ମୁମ୍ବାଇ ବିମାନ ବନ୍ଦରରୁ ଆଇଏସର ୨ ଆତଙ୍କବାଦୀ ଗିରଫ, ଥିଲା ୩୩ ଲକ୍ଷର ପୁରସ୍କାର
ମୁମ୍ବାଇ,୧୭।୫: ଶନିବାର ମୁମ୍ବାଇ ବିମାନବନ୍ଦରରେ ଏକ ବଡ଼ ସଫଳତା ହାସଲ କରି, ସୁରକ୍ଷା ଏଜେନ୍ସିଗୁଡ଼ିକ ଦୁଇ ଜଣ ୱାଣ୍ଟେଡ ISIS ଆତଙ୍କବାଦୀଙ୍କୁ ଗିରଫ କରିଛନ୍ତି। ଗିରଫ ଆତଙ୍କବାଦୀମାନଙ୍କୁ ଅବଦୁଲ୍ଲା ଫୟାଜ ଏବଂ ତଲହା ଖାନ ବୋଲି ଚିହ୍ନଟ କରାଯାଇଛି। ଉଭୟଙ୍କ...
ବିଜେଡି ଓପରେ ଫିଡିକିଲେ ଶଶି: କେବଳ ଏହି ଗୋଟିଏ କାରଣ ପାଇଁ, ଯିଏ ନିର୍ବାଚନ ପରିଚାଳନା କରୁଥିଲେ…
ଭୁବନେଶ୍ୱର,୧୭।୫: ବିଜେଡିକୁ ନେଇ ପୁଣି ବଡ଼ ବୟାନ ଦେଲେ ପୂର୍ବତନ ବିଜେଡି ବିଧାୟକ ଶଶିଭୂଷଣ ବେହେରା। ଦଳରେ ବରିଷ୍ଠଙ୍କୁ ଅଣଦେଖା କରାଯାଉଥିବା କହିଲେ ଶଶିଭୂଷଣ। ଦଳରେ ବରିଷ୍ଠଙ୍କ ପରାମର୍ଶ ଲୋଡ଼ା, କିନ୍ତୁ ଅଣଦେଖା କରାଯାଉଥିବା ସେ କହିଛନ୍ତି। ଏନେଇ ନିର୍ବାଚନରେ...
Archives


