Home Left

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା ଭଳି ଅଭାବନୀୟ ଘଟଣାକୁ ନେଇ ଅଞ୍ଚଳରେ ଏକ ଶୋକର ଛାୟା ଖେଳିଯାଇଛି। କଳାହାଣ୍ଡି ଜିଲା…

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ସୁନୀଲ କୌଣସି କାମଧନ୍ଦା ନ…

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ବିଡିଓ ଅନାମିକା ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ତହସିଲଦାର ସନ୍ତୋଷ କୁମାର ସାହୁ ,…

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ ଫସଲ, କଦଳୀ ଚାଷ ନଷ୍ଟ ହେବା ସହ କେତେକ ସ୍ଥାନରେ ଘର ଭାଙ୍ଗିଥିବା ଖବର…

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ ଜଳିଯାଇଛି । ଫଳ ଦୋକାନ ପ୍ରାୟ ୫୦ରୁ ଅଧିକ ଦୋକାନ ଜାଳିପୋଡି ଛାରଖାର ହୋଇଯାଉଛି…

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି ଘୋଷଣା କରିଛନ୍ତି ଯେ ତାଙ୍କର ବ୍ୟକ୍ତିଗତ ଲାଇଫ୍‌ଷ୍ଟାଇଲ୍ ବ୍ରାଣ୍ଡ୍ ‘one8’ ଏବେ ସ୍ପୋର୍ଟସ୍‌ୱେର୍ ଷ୍ଟାର୍ଟଅପ୍…

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ ୩-୧ ଗୋଲ୍‌ରେ ଓ୍ବେଲ୍ସକୁ ପରାସ୍ତ କରିଛି। ଦଳ ତରଫରୁ ହୀନା ବାନୋ (୧୪ତମ ମିନିଟ),…

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ ବାଇକ ଚାଳକ ଗୁରୁତର ଭାବେ ଆହତ ହୋଇଛନ୍ତି। ସେ ହେଲେ କଣ୍ଟେଇପଲ୍ଲୀର ଜି ଏସ୍‌…

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି। ମହିଳା ଜଣଙ୍କୁ ଚିହ୍ନଟ କରାଯାଇଛି। ତାଙ୍କ ନାମ ୟାଙ୍ଗ୍‌ ବୋଲି ଜଣାପଡ଼ିଛି। ସେ ୟଙ୍ଗ…

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି। ଉଭୟଙ୍କ ପକ୍ଷରୁ ଥାନାରେ ମାମଲା ରୁଜୁ ହୋଇଛି। ୩ ଜଣ ଗିରଫ ହୋଇଛନ୍ତି। Dharitri…

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ ନିଆଁ ଲାଗି ସବୁ ଛାରଖାର ହୋଇଯାଇଛି। କେଉଁ କାରଣରୁ ନିଆଁ ଲାଗିଲା ସ୍ପଷ୍ଟ ହୋଇନଥିଲେ…

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି ଗ୍ରାମର ମୁଖିଆ ଏବଂ ଗ୍ରାମବାସୀ ଏକାଠି ହୋଇ ଓଡ଼ିଶାର ସମସ୍ତ ସରକାରୀ ଯୋଜନା ଗ୍ରହଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri