‘ସଫଳତାରେ ଶ୍ରେୟ ନେଉଛ, ବିଫଳତାର ବି ନିଅ’
ଭୁବନେଶ୍ୱର, ୨୪।୬(ବ୍ୟୁରୋ): କରୋନା ମହାମାରୀ ବିରୋଧରେ ଏକାଠି ହୋଇ ଲଢ଼ିବା ବଦଳରେ ଫଟୋକୁ ନେଇ ବିଜେଡି-ଭାଜପା ମଧ୍ୟରେ ଲଢ଼େଇ ଚାଲିଛି। ଉଭୟ ସରକାର ସଫଳତାର ଶ୍ରେୟ ନେବାକୁ ଯେମିତି ଆଗଭର ହେଉଛନ୍ତି, ବିଫଳତା ମୁଣ୍ଡାଇବାକୁ ବି ପ୍ରସ୍ତୁତ ରହିବା ଉଚିତ ବୋଲି…
‘ଟିକା ନ ନେଲେ ଭାରତ ଯାଅ’
ମାନିଲା, ୨୪।୬: ଯେଉଁମାନେ କୋଭିଡ୍ ଟିକା ନେବାକୁ ଅନିଚ୍ଛୁକ ସେମାନଙ୍କୁ ଗିରଫ କରାଯିବ ବୋଲି ଫିଲିପାଇନ୍ସ ରାଷ୍ଟ୍ରପତି ରୋଡ୍ରିଗୋ ଡୁଟେର୍ଟେ ଏକ ଟେଲିଭିଜନ ବାର୍ତ୍ତାରେ କହିଛନ୍ତି। ଟିକା ନେବା ପାଇଁ ମନା କରୁଥିବା ଲୋକେ ଭାରତ କିମ୍ବା ଆମେରିକା ପଳାଇଯାଆନ୍ତୁ ବୋଲି…
ଭାଜପା-ବିଜେଡିର ଟୁଇଟ୍ ଯୁଦ୍ଧ
ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟର ଟିକାକରଣ କେନ୍ଦ୍ରରେ ମୁଖ୍ୟମନ୍ତ୍ରୀଙ୍କ ପୋଷ୍ଟର ରହିବା ଏବଂ ପ୍ରଧାନମନ୍ତ୍ରୀଙ୍କ ପୋଷ୍ଟରକୁ ବାଦ୍ ଦିଆଯିବାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ଏହାକୁ ନେଇ ବିଭିନ୍ନ ଜିଲାରେ ଭାଜପା କର୍ମୀମାନେ ତୀବ୍ର ପ୍ରତିବାଦ କରିଥିବାବେଳେ ଉଭୟ ଦଳର ତୁଙ୍ଗ ନେତାଙ୍କ…
ନୁସ୍ରତଙ୍କ ସମସ୍ୟା ବଢ଼ିଲା
ବ୍ୟବସାୟୀ ନିଖିଲ ଜୈନଙ୍କ ସହ ବିବାହ ଭାରତୀୟ ଆଇନ ଅନୁସାରେ ବୈଧ ନୁହେଁ ବୋଲି ଟିଏମ୍ସି ଏମ୍ପି ନୁସ୍ରତ ଜହାଁ କହିବା ପରଠାରୁ ବିବାଦ ଘନେଇବାରେ ଲାଗିଛି। ଶଙ୍ଖା ସିନ୍ଦୂର ପିନ୍ଧି ଜଣେ ବ୍ୟକ୍ତିଙ୍କୁ ସ୍ବାମୀ ମାନିବା ପରେ ନିଜକୁ ଅବିବାହିତା…
ଗେଟ୍ସ ଫାଉଣ୍ଡେଶନରୁ ଓ୍ବାରେନ୍ଙ୍କ ଇସ୍ତଫା
ଓ୍ବାଶିଂଟନ୍, ୨୪ା୬: ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍ ଗେଟ୍ସ ଓ ମେଲିଣ୍ଡା ଫ୍ରେଞ୍ଚ ଗେଟ୍ସ ଗତ ମାସରେ ଛାଡ଼ପତ୍ର ଘୋଷଣା କରିବା ପରେ ବିଶ୍ୱର ସର୍ବବୃହତ୍ ଦାତବ୍ୟ ସଂସ୍ଥା ବିଲ୍ ଆଣ୍ଡ୍ ମେଲିଣ୍ଡା ଗେଟ୍ସ ଫାଉଣ୍ଡେଶନକୁ ପୂର୍ବପରି ଚଲାଇବାକୁ ଉଭୟେ ନିଷ୍ପତ୍ତି ନେଇଥିଲେ।…
ଲଜ୍ଜାଜନକ ରେକର୍ଡ: ୪୨ ରନ୍ରେ ଅଲ୍ଆଉଟ୍ ହୋଇଯାଇଥିଲା ଭାରତୀୟ ଦଳ
୪୭ ବର୍ଷ ପୂର୍ବେ ଠିକ୍ ଆଜିର ଦିନ ଲର୍ଡସରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ରେକର୍ଡ ହାସଲ କରିଥିଲା। ୧୯୭୪ ମସିହାରେ ଅଜିତ ୱାଡେକରଙ୍କ ନେତୃତ୍ୱରେ ଭାରତୀୟ ଦଳ ଏହି ଟେଷ୍ଟ ମ୍ୟାଚ ଏକ ଇନିଂସ ଏବଂ ୨୮୫ ରନରେ…
ଟିକା ପାଇଁ କମ୍ପାନୀ ରିହାତି
ବେଙ୍ଗାଲୁରୁ, ୨୪।୬: କୋଭିଡ୍ ଟିକାକୁ ନେଇ କେତେକଙ୍କ ମଧ୍ୟରେ ରହିଥିବା କୁଣ୍ଠାବୋଧ ଦୂର କରିବା ଓ ଟିକାକରଣ ଅଭିଯାନରେ ବହୁସଂଖ୍ୟାରେ ସାମିଲ ହେବାକୁ ପ୍ରୋତ୍ସାହିତ କରିବା ଲାଗି ବିଭିନ୍ନ କମ୍ପାନୀ ପକ୍ଷରୁ ରିହାତି ଘୋଷଣା କରାଯାଇଛି। ଯେଉଁମାନେ କୋଭିଡ୍ ଟିକାର ଡବଲ…
୭ ଜିଲାରେ ନିଅଣ୍ଟିଆ ବର୍ଷା
ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍ ଗତ ୧ରୁ ୨୩ତାରିଖ ମଧ୍ୟରେ ଓଡ଼ିଶାରେ ୧୫୬.୬ମିମି ବୃଷ୍ଟିପାତ ରେକର୍ଡ କରାଯାଇଛି, ଯାହା ସ୍ବାଭାବିକ ବର୍ଷା ୧୪୬.୮ ମିମିଠାରୁ…
ବିଆର୍ପିଏଲ୍ରେ ଏସ୍ପିସିବିର ତଦନ୍ତ ଆଜି
ଯାଜପୁର ଅଫିସ,୨୪।୬: କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ (ବିଆର୍ପିଏଲ୍) କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡିବା ଅଭିଯୋଗ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି) ପକ୍ଷରୁ ତଦନ୍ତ ଆରମ୍ଭ ହେବ। ଏନେଇ ଏସ୍ପିସିବି ପକ୍ଷରୁ କଳିଙ୍ଗନଗର ପରିବେଶ ସୁରକ୍ଷା…
ଗ୍ଲୋବାଲ ଇ-ଟେଣ୍ଡର ବାତିଲ
ଭୁବନେଶ୍ୱର,୨୪।୬(ବ୍ୟୁରୋ): କୋଭିଡ ଟିକା ପାଇଁ ରାଜ୍ୟ ସରକାର ଡାକିଥିବା ଗ୍ଲୋବାଲ ଇ-ଟେଣ୍ଡରକୁ ବାତିଲ କରାଯାଇଛି। ବୁଧବାର ଏ ନେଇ ଓଡ଼ିଶା ରାଜ୍ୟ ଔଷଧ ନିଗମ ଲିମିଟେଡ (ଓଏସ୍ଏମ୍ସିଏଲ୍) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତେବେ କେଉଁ କାରଣରୁ ଟେଣ୍ଡର ବାତିଲ ହେଲା…
ସ୍କୁଲ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’
ଭୁବନେଶ୍ୱର, ୨୪।୬(ବ୍ୟୁରୋ): ବିଦ୍ୟାଳୟ ପାଠ୍ୟକ୍ରମରେ ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ସ୍ଥାନ ପାଇଛି। ପ୍ରଥମ ଭାଷା ଓଡ଼ିଆ ବିଷୟରେ ‘ବନ୍ଦେ ଉତ୍କଳ ଜନନୀ’କୁ ସ୍ଥାନ ମିଳିଛି। ନବମ ଓ ଦଶମ ଶ୍ରେଣୀରେ ଏହି ରାଜ୍ୟ ସଙ୍ଗୀତ ପଢ଼ାଯିବ। ଏ ନେଇ…
କମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ
ଭୁବନେଶ୍ୱର,୨୪।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୪ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୭୬୧କୁ ବୃଦ୍ଧି ପାଇଛି।…
Archives


