୭ ଜିଲାରେ ନିଅଣ୍ଟିଆ ବର୍ଷା
ଭୁବନେଶ୍ୱର, ୨୪।୬(ବ୍ୟୁରୋ): ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ଗତ ୨୩ ଦିନରେ ଅର୍ଥାତ୍ ଗତ ୧ରୁ ୨୩ତାରିଖ ମଧ୍ୟରେ ଓଡ଼ିଶାରେ ୧୫୬.୬ମିମି ବୃଷ୍ଟିପାତ ରେକର୍ଡ କରାଯାଇଛି, ଯାହା ସ୍ବାଭାବିକ ବର୍ଷା ୧୪୬.୮ ମିମିଠାରୁ…
ବିଆର୍ପିଏଲ୍ରେ ଏସ୍ପିସିବିର ତଦନ୍ତ ଆଜି
ଯାଜପୁର ଅଫିସ,୨୪।୬: କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ (ବିଆର୍ପିଏଲ୍) କାରଖାନାର ବିଷାକ୍ତ ବର୍ଜ୍ୟଜଳ ବାହାରକୁ ଛାଡିବା ଅଭିଯୋଗ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି) ପକ୍ଷରୁ ତଦନ୍ତ ଆରମ୍ଭ ହେବ। ଏନେଇ ଏସ୍ପିସିବି ପକ୍ଷରୁ କଳିଙ୍ଗନଗର ପରିବେଶ ସୁରକ୍ଷା…
ଗ୍ଲୋବାଲ ଇ-ଟେଣ୍ଡର ବାତିଲ
ଭୁବନେଶ୍ୱର,୨୪।୬(ବ୍ୟୁରୋ): କୋଭିଡ ଟିକା ପାଇଁ ରାଜ୍ୟ ସରକାର ଡାକିଥିବା ଗ୍ଲୋବାଲ ଇ-ଟେଣ୍ଡରକୁ ବାତିଲ କରାଯାଇଛି। ବୁଧବାର ଏ ନେଇ ଓଡ଼ିଶା ରାଜ୍ୟ ଔଷଧ ନିଗମ ଲିମିଟେଡ (ଓଏସ୍ଏମ୍ସିଏଲ୍) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତେବେ କେଉଁ କାରଣରୁ ଟେଣ୍ଡର ବାତିଲ ହେଲା…
ସ୍କୁଲ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’
ଭୁବନେଶ୍ୱର, ୨୪।୬(ବ୍ୟୁରୋ): ବିଦ୍ୟାଳୟ ପାଠ୍ୟକ୍ରମରେ ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ସ୍ଥାନ ପାଇଛି। ପ୍ରଥମ ଭାଷା ଓଡ଼ିଆ ବିଷୟରେ ‘ବନ୍ଦେ ଉତ୍କଳ ଜନନୀ’କୁ ସ୍ଥାନ ମିଳିଛି। ନବମ ଓ ଦଶମ ଶ୍ରେଣୀରେ ଏହି ରାଜ୍ୟ ସଙ୍ଗୀତ ପଢ଼ାଯିବ। ଏ ନେଇ…
କମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୪ ଜୀବନ
ଭୁବନେଶ୍ୱର,୨୪।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୪ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୭୬୧କୁ ବୃଦ୍ଧି ପାଇଛି।…
ଯେଉଁ ଲ୍ୟାବ୍ରୁ କରୋନା ବ୍ୟାପିଥିଲା, ତାକୁ ମିଳିବ ପୁରସ୍କାର
ବେଜିଂ,୨୪।୬: ସାରା ବିଶ୍ୱରେ କରୋନା ଭାଇରସ ବ୍ୟାପିବାର ଦେଢ ବର୍ଷରୁ ବର୍ଷରୁ ଅଧିକ ସମୟ ହୋଇଗଲାଣି। ଏହି ମହାମାରୀ କାରଣରୁ କୋଟି କୋଟି ଲୋକଙ୍କ ଜୀବନ ନେଇଛି। ଏହି ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଉତ୍ପନ୍ନ ହୋଇଛି। ଏହି କାରଣରୁ ଜାଣିଶୁଣି…
ଏହି ୫ କାରଣରୁ ଫାଇନାଲରେ ହାରିଲା ଭାରତୀୟ ଦଳ
ସାଉଥାମ୍ପଟନ୍,୨୪।୫: ଗତ ଦୁଇ ବର୍ଷ ଧରି ଟିମ ଇଣ୍ଡିଆର କଠିନ ପରିଶ୍ରମ ସାଉଥାମ୍ପଟନ ଗ୍ରାଉଣ୍ଡରେ ବ୍ୟର୍ଥ ହୋଇଥିଲା। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଲା। ଟାଇଟଲ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ୮…
ଏହି ୫ ଭୁଲ୍ କରୁଛନ୍ତି କି, ହୋଇଯିବେ ବରବାଦ: ଜାଣନ୍ତୁ କ’ଣ କୁହନ୍ତି ଚାଣକ୍ୟ..
ମହାନ ଅର୍ଥନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ର ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ଏଥିରେ ବର୍ଣ୍ଣିତ ବିଭିନ୍ନ ନୀତି ମଧ୍ୟରେ ବ୍ୟକ୍ତି କେଉଁ ୫ଟି ଭୁଲ କରିବା…
ଚାମ୍ପିଅନ୍ ହେବା ପରେ ଭାରତୀୟ ଦଳକୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଦେଲେ ନ୍ୟୁଜିଲାଣ୍ଡ ଅଧିନାୟକ
ସାଉଥାମ୍ପଟନ୍,୨୪।୫: କେନ ୱିଲିୟମସନଙ୍କ ଅଧିନାୟକତ୍ୱରେ ନ୍ୟୁଜିଲାଣ୍ଡ ଦଳ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ମୁକୁଟ ଜିତିଛି। ଐତିହାସିକ ବିଜୟ ପରେ ୱିଲିୟମସନ ବିରାଟ କୋହଲି ଏବଂ ଭାରତୀୟ ଦଳକୁ ପ୍ରଶଂସା କରିଛନ୍ତି। ବର୍ଷା ବାଧାପ୍ରାପ୍ତ ଡବ୍ଲୁଟିସି ଫାଇନାଲରେ ନ୍ୟୁଜିଲାଣ୍ଡ ଦଳ ଭାରତକୁ…
ଜାଣନ୍ତି ଏହି ସ୍ଥାନରେ ଗ୍ରୀଷ୍ମ ଦିନରେ ବି ହୋଇଥାଏ ପ୍ରବଳ ବର୍ଷା
ସମଗ୍ର ଦେଶରେ ମୌସୁମୀ ଏବଂ ପୂର୍ବ ମୌସୁମୀ ବର୍ଷା ପ୍ରତିଦିନ ହୋଇଥାଏ। ପାଣିପାଗ ବିଭାଗ ଦ୍ୱାରା ପ୍ରତିଦିନ ବର୍ଷା ସତର୍କ ସୂଚନା ଜାରି କରାଯାଉଛି। ବର୍ତ୍ତମାନ ଦେଶର ଅଧିକାଂଶ ଭାଗରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ହୋଇଛି। କିନ୍ତୁ ଏହାର ଗତି ଉତ୍ତର…
ଏତିକି ଟଙ୍କାର ଶାଢି ପିନ୍ଧି ଚର୍ଚ୍ଚାରେ ଅଭିନେତ୍ରୀ
ବଲିଉଡ୍ ଅଭିନେତ୍ରୀ ଉର୍ବଶୀ ରୌତେଲା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏଥର ସେ ନବବଧୂ ପରି ସଜେଇ ହୋଇ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ଉର୍ବଶୀ ନିଜ ଇନ୍ଷ୍ଟାଗ୍ରାମରେ ଏକ ପାରମ୍ପରିକ ଲୁକ୍ରେ ଫଟୋ ଶେୟାର କରିଛନ୍ତି। ଫଟୋରେ ସେ ଏକ ଗୁଜରାଟର…
ବର୍ଷାଦିନିଆ ସଂକ୍ରମଣରୁ ମୁକ୍ତି ପାଇଁ ଖାଆନ୍ତୁ ଏହି ସବୁ ଜିନିଷ
ବର୍ଷାଦିନେ ସଂକ୍ରମଣ ସମସ୍ୟା ଅଧିକ ଦେଖାଯାଇଥାଏ। ଏ ନେଇ ଆମର ପୂର୍ବରୁ ପ୍ରସ୍ତୁତ ନ ହେବା ଫଳରେ ଅନେକ ସମସ୍ୟା ଉପୁଜିଥାଏ। ବଦଳୁଥିବା ସିଜନ୍ରେ ନିଜକୁ ସୁସ୍ଥ ଓ ସଂକ୍ରମଣରୁ ମୁକ୍ତ ରଖିବା ପାଇଁ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦେବାକୁ…
Archives


