ଭଙ୍ଗା ଆଙ୍ଗୁଠିରେ ଖେଳିଲେ ନ୍ୟୁଜିଲାଣ୍ଡ ଖେଳାଳି
ସାଉଥାମ୍ପଟନ,୨୩।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲର ନିର୍ଣ୍ଣାୟକ ତଥା ୬ଷ୍ଠ ଦିନ ପ୍ରଥମ ସେସନରେ ନ୍ୟୁଜିଲାଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ ବି ଜେ ଓ୍ବାଟଲିଂଙ୍କ ଆଙ୍ଗୁଠି ଭାଙ୍ଗି ଯାଇଥିଲା। ଆହତ ସମସ୍ୟା ସତ୍ତ୍ୱେ ସେ ଦ୍ୱିତୀୟ ସେସନ ପାଇଁ ପଡ଼ିଆକୁ…
ଦ୍ୱିତୀୟ ବିବାହ କରିବେ ବିଧାୟକ ବ୍ୟୋମକେଶ
ଭଦ୍ରକ ଅଫିସ, ୨୩ା୬: ଭଦ୍ରକ ଜିଲାର ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ ଦ୍ୱିତୀୟ ଥର ପାଇଁ ବିବାହ କରିବେ। ଜୁଲାଇ ପ୍ରଥମ ସପ୍ତାହରେ ସେ ପାରମ୍ପାରିକ ରୀତିନୀତିରେ ରାଜ୍ୟର ଏକ ପ୍ରସିଦ୍ଧ ତାରକା ହୋଟେଲରେ ବିବାହ…
ଜାଡେଜାଙ୍କ ପାଇଁ ଖୁସି ଖବର
ଦୁବାଇ,୨୩।୬: ଭାରତୀୟ ଖେଳାଳି ରବୀନ୍ଦ୍ର ଜାଡେଜାଙ୍କୁ ବୁଧବାର ମିଳିଛି ବିଶ୍ୱର ଶ୍ରେଷ୍ଠ ଟେଷ୍ଟ ଅଲରାଉଣ୍ଡର ମାନ୍ୟତା। ପୂର୍ବରୁ ଏହି ତାଲିକାରେ ଶୀର୍ଷରେ ଥିଲେ ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ଜାସନ ହୋଲ୍ଡର। ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ରେ ଖରାପ ପ୍ରଦର୍ଶନ କାରଣରୁ ତାଙ୍କ…
ସମୟରେ ପହଞ୍ଚି ବଞ୍ଚାଇଲେ ୪ ନାବାଳକଙ୍କ ଜୀବନ
ଆନନ୍ଦପୁର,୨୩।୬: କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀରେ ବୁଧବାର ସକାଳେ ୪ ନାବାଳକ ଗାଧୋଉଥିବା ବେଳେ ପ୍ରଖର ସ୍ରୋତରେ ଭାସିଯାଇଥିଲେ। ଅଗ୍ନିଶମ ବିଭାଗ ସମସ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। ନାବାଳକ ହେଲେ ବେଣୁଧର ସାହୁ(୧୬), ଦୀପକ କୁମାର ହାଂସଦା(୧୭), ରିତେଶ…
ଟିକା ନେଇଥିବା ଯାତ୍ରୀଙ୍କୁ ବିମାନ ଭଡ଼ାରେ ମିଳିବ ରିହାତି
ନୂଆଦିଲ୍ଲୀ,୨୩।୬: ଦେଶରେ ଦୃତ ଗତିରେ ଟିକାକରଣ ପ୍ରକିୟା ଚାଲିଛି। ଏଭଳି ସ୍ଥିତିରେ ଟିକାକରଣକୁ ଆହୁରି ପ୍ରୋତ୍ସାହିତ କରିବା ଲାଗି ଇଣ୍ଡିଗୋ ବିମାନ କମ୍ପାନୀ ପକ୍ଷରୁ ବଡ ଘୋଷଣା କରାଯାଇଛି। ଟିକା ନେଇଥିବା ଯାତ୍ରୀଙ୍କୁ ଭଡାରେ ରିହାତି ମିଳିବ। ବୁଧବାର ଇଣ୍ଡିଗୋ ପକ୍ଷରୁ…
ଜାଡେଜା-ପନ୍ତଙ୍କ ଉପରେ ସବୁ ଆଶା
ସାଉଥାମ୍ପଟନ,୨୩।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲରେ ବର୍ତ୍ତମାନ ଟିମ୍ ଇଣ୍ଡିଆର ସ୍ଥିତି ଅତ୍ୟନ୍ତ ଜଟିଳ ହୋଇପଡ଼ିଛି। ଅନ୍ତିମ ତଥା ୬ଷ୍ଠ ଦିନର ପ୍ରଥମ ସେସନ ସୁଦ୍ଧା ଭାରତୀୟ ଦଳ ୫ ଉଇକେଟ ହରାଇ ୧୩୦ ରନ୍ କରିଛି। ପ୍ରଥମ…
ଅଣ୍ଡରୱାର୍ଲଡ ଡନ୍ ଦାଉଦ୍ ଇବ୍ରାହିମ୍ଙ୍କ ଭାଇ ଗିରଫ
ମୁମ୍ବାଇ,୨୩।୬: ଅଣ୍ଡରୱାର୍ଲଡ ଡନ୍ ଦାଉଦ ଇବ୍ରାହିମଙ୍କ ଭାଇ ଇକ୍ବାଲ କାସକରକୁ ମୁମ୍ବାଇ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍ସିବି) ଗିରଫ କରିଛି । ବୁଧବାର ଡ୍ରଗ୍ସ ମାମଲାରେ କାସକରଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ନିକଟରେ ଏନ୍ସିବିର ବଡ଼ କାର୍ଯ୍ୟାନୁଷ୍ଠାନ ବେଳେ ପ୍ରାୟ ୨୫ କିଲୋଗ୍ରାମ…
ଏଥର ଛେରାପହଁରା କରିବେନି ଗଜପତି ମହାରାଜା
ପୁରୀ ଅଫିସ,୨୩।୬: ରାତି ପାହିଲେ ମହାପ୍ରଭୁଙ୍କ ସ୍ନାନଯାତ୍ରା। ହେଲେ ମହାପ୍ରଭୁଙ୍କ ଏହି ସ୍ନାନଯାତ୍ରାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିବେନି। କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଗଜପତି ଛେରାପହଁରା ନୀତି କରିବେ ନାହିଁ ବୋଲି ଗଜପତି ମହାରାଜଙ୍କ କାର୍ଯ୍ୟାଳୟରୁ ଜଣାପଡ଼ିଛି।…
ଭୁଟାନରେ ହଜି ଯାଇଥିଲେ ବିରାଟ, ଡରି ଯାଇଥିଲେ ଅନୁଷ୍କା; କିଛି ଏଭଳି…
ନୂଆଦିଲ୍ଲୀ,୨୩।୬: ଚର୍ଚ୍ଚିତ ସେଲିବ୍ରିଟି କପଲ୍ମାନଙ୍କ ମଧ୍ୟରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ଗୋଟିଏ। ୨୦୧୭ରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ଏହାପରେ ସେମାନେ ୨୦୧୯ରେ ଭୁଟାନରେ ଛୁଟି କଟାଇବାକୁ ଯାଇଥିଲେ। ଏହି ସମୟରେ ଏକ ମଜାଦାର…
ସଞ୍ଜୁଙ୍କ ଛାତିରେ ରହିଛି ଏହି ନାଁରେ ଟାଟୁ
ମୁମ୍ବାଇ: ଅଭିନେତା ସଞ୍ଜୟ ଦତ୍ତ ଏବଂ ତାଙ୍କ ପିତା ସୁନିଲ ଦତ୍ତଙ୍କ ସମ୍ପର୍କକୁ ବୁଝିବା ବହୁତ କଷ୍ଟକର। ଫିଲ୍ମ ସଞ୍ଜୁରେ ପିତା-ପୁତ୍ରଙ୍କ ବଣ୍ଡିଂର ଝଲକ ଦେଖିବାକୁ ମିଳିଥିଲା। ସଞ୍ଜୁ ତାଙ୍କ ପିତାଙ୍କ ପ୍ରତି ଥିବା ଭଲପାଇବାକୁ ଶବ୍ଦରେ ପ୍ରକାଶ କରିପାରିଲେନି। ତେଣୁ…
ଗର୍ଭବତୀ ପରେ ନୁସରତଙ୍କ ଏପରି ଭିଡିଓ ହେଉଛି ଭାଇରାଲ
ପଶ୍ଚିମବଙ୍ଗରେ ଟିଏମ୍ସି ଏମ୍ପି ତଥା ଅଭିନେତ୍ରୀ ନୁସରତ ଜାହାଁ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ବର୍ତ୍ତମାନ ସେ ତାଙ୍କ ବିବାହ ଏବଂ ମା’ହେବା ଖବର ପାଇଁ ଚର୍ଚ୍ଚାରେ ରହିଛନ୍ତି। ଏସବୁ ମଧ୍ୟରେ ସେ ସୋସିଆଲ ମିଡିଆରେ ଫଟୋ ଏବଂ ଭିଡିଓ ପୋଷ୍ଟ…
କରୋନାକୁ ନେଇ ଏହି ଦେଶର ଚିନ୍ତା ନାହିଁ
ଓ୍ବାଶିଂଟନ,୨୩ା୬: ସମଗ୍ର ବିଶ୍ୱରେ କରୋନା ମହାମାରୀ ବହୁ କ୍ଷତି ଘଟାଇଲାଣି। ଇତିମଧ୍ୟରେ ଅନେକ ଦେଶରେ ନାନା ସମସ୍ୟା ମଧ୍ୟରେ ଗତି କରୁଛନ୍ତି। ଯେଉଁଥିରେ ଶକ୍ତିଶାଳୀ ଆମେରିକା ମଧ୍ୟ ରହିଛି। ଏହି ଦେଶ କରୋନାରୁ ମୁକ୍ତି ପାଇଁ ଲଗାତର ପ୍ରୟାସ ଜାରି ରଖିଛି।…
Archives


