Home Left

୧୧୨ ବଲ୍‌ ଖେଳି କରିଥିଲେ ୧୯ ରନ୍‌; ସେହ୍ବାଗ କହିଲେ ‘ମୋତେ ନିଦ ଆସୁଛି, ଶୋଇବାକୁ ଦିଅ’

ନୂଆଦିଲ୍ଲୀ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲୁଟିସି) ଫାଇନାଲ୍‌ରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲିୟମସନଙ୍କ ଖେଳ ଦେଖି ନିଦ ଆସୁଥିବା କହିଛନ୍ତି ଭାରତୀୟ ଟିମ୍‌ର ପୂର୍ବ ଓପନର ବିରେନ୍ଦ୍ର ସେହ୍ବାଗ। ମଙ୍ଗଳବାର ପଞ୍ଚମ ଦିନରେ ଓ୍ବିଲିୟମସନ ୧୭୭ ବଲ୍‌ରେ ୬ ଚୌକା ସହାୟତାରେ ୪୯ରନ୍‌…

ପାଳିଆ ସେବାୟତଙ୍କୁ ସ୍ନାନଯାତ୍ରା ପାସ୍‌

ପୁରୀ ଅଫିସ,୨୩ା୬: ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଏଥିପାଇଁ ଆଜି ରାତିରୁ ଆରମ୍ଭ ହେବ ଶ୍ରୀଜିଉଙ୍କ ପହଣ୍ଡି ନୀତି। ତେବେ କୋଭିଡ କଟକଣା ପାଇଁ ଚଳିତବର୍ଷ ବିନା ଭକ୍ତରେ ସ୍ନାନଯାତ୍ରା ଏବଂ ରଥଯାତ୍ରା ଅନୁଷ୍ଠିତ ହେବ। ପୁରୀ ଜିଲାପାଳ ସମର୍ଥ ବର୍ମା ଏନେଇ…

ସତ୍ୟନାରାୟଣ କି କଥାରେ କାର୍ତ୍ତିକ

ମୁମ୍ବାଇ: ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟନ କିଛି ଦିନ ପୂର୍ବରୁ ବେଶ୍‌ ଚର୍ଚ୍ଚାରେ ରହିଥିଲେ। ନିକଟରେ କାର୍ତ୍ତିକଙ୍କୁ ଫିଲ୍ମ ଦୋସ୍ତାନା-୨ରୁ ବାହାର କରାଯିବା ଖବର ଲାଇମ୍‌ଲାଇଟ୍‌ରେ ରହିଥିଲା। ନିର୍ଦ୍ଦେଶକ କରନ ଜୋହରଙ୍କ ସହ ତାଙ୍କର ଝଗଡ଼ା ପରେ କାର୍ତ୍ତିକଙ୍କୁ ବହୁ କ୍ଷତି…

ଡାବର ଟୁଥ୍‌ପେଷ୍ଟ ପ୍ୟାକିଂରେ ବ୍ୟବହୃତ ହେବନି କାଗଜ

ନୂଆଦିଲ୍ଲୀ,୨୩।୬: ଦେଶର ଅଗ୍ରଣୀ କମ୍ପାନୀ ଏଫ୍‌ଏମ୍‌ସିଜି କମ୍ପାନୀ ଡାବର ପରିବେଶ ସୁରକ୍ଷା ପାଇଁ ଏକ ବଡ଼ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛି। ଏଣିକି କାଗଜ କାର୍ଟୁନରେ ପ୍ୟାକିଂ ହୋଇଥିବା ଡାବର ଟୁଥ୍‌ପେଷ୍ଟ ଆଉ ଉପଲବ୍ଧ ହେବ ନାହିଁ। ଅର୍ଥାତ୍‌ ଏବେଠାରୁ କେବଳ…

ଗୋଟିଏ ତାରିଖ, ଗୋଟିଏ ମଇଦାନ; ୨ ବର୍ଷ-୨ ରେକର୍ଡ…ମହମ୍ମଦ ସାମିଙ୍କ ପାଇଁ ଖାସ୍‌ ପାଲଟିଲା ୨୨ ଜୁନ୍‌

ନୂଆଦିଲ୍ଲୀ,୨୩।୬: ପୁଣି ଥରେ ବିଦେଶୀ ମାଟିରେ ନିଜ ବଲ୍‌ର ଯାଦୁ ଦେଖାଇଛନ୍ତି ଭାରତୀୟ ଟିମ୍‌ର ୩୦ ବର୍ଷୀୟ ପେସର୍‌ ମହମ୍ମଦ ସାମି। ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ପଞ୍ଚମ ଦିନରେ ସେ ଏକ ବିଶେଷ ରେକର୍ଡ କରିଛନ୍ତି। ଏସବୁ…

ଭାକ୍ସିନ୍‌ର ୨ ଡୋଜ୍‌ ନେଇ ବି ସହରରେ ୪୦୦୦ ଜଣଙ୍କୁ କରୋନା…

ଓ୍ବାଶିଂଟନ,୨୩।୬: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାକ୍ସିନ୍‌ ପ୍ରଦାନ କରାଯାଉଛି। ଆମେରିକାର ମାସାଚୁସେଟସ୍‌ ସହରରେ କରୋନା ଭାକ୍ସିନ୍‌ର ୨ ଡୋଜ୍‌ ନେବା ପରେ ବି ୪୦୦୦ ଜଣ ଲୋକ ଆକ୍ରାନ୍ତ ହୋଇଛନ୍ତି। ଏହାକୁ ନେଇ ସ୍ଥାନୀୟ ପ୍ରଶାସନର ଚିନ୍ତା…

ଏମିତି ଦେଶ, ଯାହାର ନୌସେନା ନାହିଁ କି ବାୟୁସେନା, ଏପରି ହୋଇଥାଏ ଦେଶ ସୁରକ୍ଷା

ସାଧାରଣତଃ ଦେଶର ସୁରକ୍ଷା ପାଇଁ ଜଳ, ସ୍ଥଳ, ବାୟୁ ସେନା ଗଠନ କରାଯାଇଥାଏ। କାରଣ ଶତ୍ରୁ ଦେଶ ସହ କଡ଼ା ମୁକାବିଲା କରିବା ପାଇଁ ଏପରି କରାଯାଇଥାଏ। ମାତ୍ର ବିଶ୍ୱରେ ଏମିତି ଏକ ଦେଶ ଅଛି, ଯାହାର ନୌସେନା ନାହିଁ କି…

ବିଧାନସଭା କାର୍ଯ୍ୟରେ ହସ୍ତକ୍ଷେପ କରୁଛନ୍ତି ରାଜ୍ୟପାଳ, ଅଭିଯୋଗ ଆଣିଲେ ବାଚସ୍ପତି…

କୋଲକାତା,୨୩।୬: ବିଧାନସଭା କାର୍ଯ୍ୟ ବାଧା ସୃଷ୍ଟି କରିବା ସହିତ ରାଜ୍ୟପାଳ ଜଗଦୀପ୍‌ ଧାନଖର ହସ୍ତକ୍ଷେପ କରୁଥିବା ଅଭିଯୋଗ ହୋଇଛି। ପଶ୍ଚିମବଙ୍ଗ ବିଧାନସଭା ବାଚସ୍ପତି ବିମାନ ବାନାର୍ଜୀ ଏଭଳି କହିଛନ୍ତି। ଲୋକସଭା ବାଚସ୍ପତି ଓମ୍‌ ବିରଳାଙ୍କ ସହିତ ଏକ ଭର୍ଚୁଆଲ୍‌ ବୈଠକରେ ବିମାନ…

ଯୋଗାଣ କର୍ମଚାରୀଙ୍କୁ ଅଫିସରୁ ବାହାର କରି ଧାରଣା ଦେଲା ଓକିଲ ସଂଘ

ବରଗଡ଼ ଅଫିସ,୨୩।୬: ବରଗଡ଼ ଜିଲାରେ ରବି ଧାନ ବିକ୍ରି ସମସ୍ୟା ଅସମାହିତ ହୋଇ ରହି ଯାଇଛି । ମଣ୍ଡିକୁ ବିକ୍ରି ପାଇଁ ଚାଷୀମାନେ ଧାନ ଆଣୁଥିଲେ ସୁଦ୍ଧା ଟୋକନ ଅବଧି ଶେଷ, ଟୋକନରେ ତ୍ରୁଟି, ଧାନରେ ଆର୍ଦ୍ରତା, ଟାର୍ଗେଟ ଅଭାବ ଆଦି…

ଦରବୃଦ୍ଧିକୁ ନେଇ ଦିଗପହଣ୍ଡିରେ ପ୍ରତିବାଦ

ଦିଗପହଣ୍ଡି,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକ ଠାରେ ବୁଧବାର ସିପିଆଇ – ସିପିଆଇ(ଏମ) ଏବଂ କଂଗ୍ରେସ ଦଳ ପକ୍ଷରୁ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି। ପେଟ୍ରୋଲ ଡିଜେଲ ଖାଇବାତେଲ ଓ ନିତ୍ୟବ୍ୟବହାର୍ଯ୍ୟ ଜିନିଷର ଅହେତୁକ ଦରଦାମ ବୃଦ୍ଧି ବିରୋଧରେ…

ଚାଷୀ ନଥାଇ ଧାନ କିଣା: ୭ ମହିଳା ସଂଘ ନାଁରେ ଅନିୟମିତତା ଅଭିଯୋଗ

ଛତ୍ରପୁର,୨୩।୬(ଡି.ଏନ୍‌.ଏ): ୨୦୨୦-୨୧ ଆର୍ଥିକ ବର୍ଷରେ ଗଞ୍ଜାମ ଜିଲାରେ ଧାନ କିଣାରେ ୭ ମହିଳା ସ୍ବଂୟ ସହାୟିକା ଗୋଷ୍ଠୀ ଅନିୟମିତତା କରିଥିବା ଯୋଗାଣ ବିଭାଗ ଚିହ୍ନଟ କରିଛି । ପ୍ରକାଶଯୋଗ୍ୟ ୨୦୨୦-୨୧ ଆର୍ଥିକ ବର୍ଷରେ ଉକ୍ତ ୭ ଏସଏଚ୍‌ଜି ଚାଷୀମାନଙ୍କ ଠାରୁ ଧାନ…

କିଛି ବି ଅର୍ଡର କରି ନ ଥିଲେ; ହେଲେ ଆମାଜନ୍‌ରୁ ମହିଳାଙ୍କ ଘରେ ପହଞ୍ଚିଲା ୧୫୦ ପ୍ୟାକେଟ; ଖୋଲି ଦେଖିବା ପରେ…

ଅନ୍‌ଲାଇନ୍‌ରେ ଅର୍ଡର ନ କରିବି କିଛି ପହଞ୍ଚିଲେ ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ କଥା। ସେଭଳି କିଛି ଘଟିଛି ଆମେରିକାର ଜିଲିୟାନ୍‌ କନ୍ନନ୍‌ଙ୍କ କ୍ଷେତ୍ରରେ। ସେ କିଛି ମଗାଇ ନ ଥିଲେ ହେଁ ଆମାଜନ୍‌ରୁ ଗୋଟିଏ ପରେ ଗୋଟିଏ ହୋଇ ୧୫୦ ପ୍ୟାକେଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri