ଭିନ୍ନ ହେବେ ‘ସ୍ପେସ୍ ବେବି’
ନୂଆଦିଲ୍ଲୀ: ମହାକାଶରେ ଗୁରୁତ୍ୱ ଆକର୍ଷଣ ନାହିଁ। ତେଣୁ ସେଠାରେ ଜଣେ ଗର୍ଭବତୀଙ୍କ ସାମାନ୍ୟ ପ୍ରସବ ଅସମ୍ଭବ। ଯଦିଓ ସ୍ବାସ୍ଥ୍ୟ ବିଜ୍ଞାନର ଅତ୍ୟାଧୁନିକ ଜ୍ଞାନକୌଶଳକୁ ଉପଯୋଗ କରି ପ୍ରସବ କରାଯାଏ, ତଥାପି ରେଡିଏଶନ ଏବଂ ଅନ୍ୟ ପ୍ରତିକ୍ରିୟା କାରଣରୁ ପୃଥିବୀରେ ଜନ୍ମିତ ଶିଶୁଙ୍କଠାରୁ…
ଅମରିନ୍ଦରଙ୍କୁ ଜବାବ ମାଗିଲା ଏଆଇସିସି
ନୂଆଦିଲ୍ଲୀ, ୨୩ା୬: ପଞ୍ଜାବ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ୱ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ପୂର୍ବତନ କ୍ୟାବିନେଟ୍ ମନ୍ତ୍ରୀ ନବଜୋତ ସିଂ ସିଦ୍ଧୁ ଓ ଅନ୍ୟ କେତେଜଣ ବିଧାୟକ ତଥା ମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗ ଉଠାଇ ଅମରିନ୍ଦ୍ର ସିଂ ସରକାରଙ୍କୁ ଘେରିବାରେ ଲାଗିଛନ୍ତି।…
ଜୀବନରେ କିଛି ନୂଆ କାମ ଆରମ୍ଭ କରିବାକୁ ଯାଉଛନ୍ତି କି? ନିଜକୁ ପଚାରିନିଅନ୍ତୁ ଏହି ୩ ପ୍ରଶ୍ନ..
ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଜୀବନ ସହ ଜଡ଼ିତ ଅନେକ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ କୁହନ୍ତି, କୌଣସି କାର୍ଯ୍ୟ ବିଷୟରେ ନ ଭାବି ସେଥିରେ ଜଡ଼ିତ ହୋଇଯାଉ। ଫଳରେ ସଫଳତା ମିଳିବ କିମ୍ବା ନାହିଁ…
ଆବର୍ଜନା ପାହାଡ଼ରେ ପାର୍କ
ରୁଷିଆ ରାଜଧାନୀ ମସ୍କୋରେ ଏଣିକି ଅଳିଆଗଦାରେ ପାର୍କ ଦେଖିବାକୁ ମିଳିବ। ମସ୍କୋ ଓ ଏହାର ଆଖପାଖ ଅଞ୍ଚଳରୁ ଏଠାକୁ ବହୁ ଟନ୍ ଅଳିଆ ଆବର୍ଜନା ଆସିଥାଏ। ଗତ ୫୦ ବର୍ଷରେ ଏଠାରେ ଆବର୍ଜନାର ଅନେକ ପାହାଡ଼ ତିଆରି ହୋଇଯାଇଛି। ଏହି ସମସ୍ୟାର…
‘ପାକ୍ ସହ ଆଲୋଚନା କରୁ କେନ୍ଦ୍ର’
ନୂଆଦିଲ୍ଲୀ/ଶ୍ରୀନଗର,୨୩ା୬: ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନକୁ ଶାନ୍ତି ଫେରାଇ ଆଣିବା ପାଇଁ ଯଦି ଭାରତୀୟ ଅଧିକାରୀମାନେ ଦୋହା ଯାଇ ତାଲିବାନ ଆତଙ୍କବାଦୀଙ୍କ ସହ ଆଲୋଚନା କରିପାରୁଛନ୍ତି ତେବେ କଶ୍ମୀରରେ ଶାନ୍ତି ପ୍ରତିଷ୍ଠା ଲାଗି ପାକିସ୍ତାନ ସହ କଥା ହେଲେ ଅସୁବିଧା କ’ଣ? ପ୍ରଧାନମନ୍ତ୍ରୀ…
୧୧ ବଲ୍ରେ ୫ ଉଇକେଟ୍ ନେଇ ଦେଶକୁ ବିଶ୍ୱ ଚାମ୍ପିଅନ୍ କରାଇଥିଲେ ଏହି କ୍ରିକେଟର୍
କ୍ରିକେଟରେ ୧୯୬୦ ଏବଂ ୭୦ ଦଶକ ୱେଷ୍ଟଇଣ୍ଡିଜ ନାମରେ ନାମିତ ହୋଇଥିଲା। ଦ୍ରୁତ ବୋଲର ଏବଂ ଦୃଢ ବ୍ୟାଟ୍ସମ୍ୟାନ୍ଙ୍କ ଉପସ୍ଥିତିରେ ୱେଷ୍ଟଇଣ୍ଡିଜ ସେହି ସମୟରେ କ୍ରିକେଟ୍ ଜଗତରେ ରାଜ୍ କରୁଥିଲା। ଏହି ଦଳ ଉଭୟ ଟେଷ୍ଟ ଏବଂ ଏକଦିବସୀୟ ଫର୍ମାଟରେ ଆଭିପତ୍ୟ…
ପ୍ରବାସୀ ଖୋଜୁଛି ସବୁଠୁ ଖୁସି ଦେଶ
ହେଲ୍ସିଙ୍କି,୨୩ା୬: ଫିନ୍ଲାଣ୍ଡକୁ ବିଶ୍ୱର ସବୁଠୁ ଖୁସି ଦେଶ ଭାବେ ଅଭିହିତ କରାଯାଇଥାଏ। ‘ଓ୍ବାଲର୍ଡ ହାପିନେସ୍ ରିପୋର୍ଟ’ରେ ଲଗାତର ସର୍ବାଗ୍ରେ ରହୁଥିବା ଏହି ଦେଶରେ କାମ କରିବା ପାଇଁ ଲୋକ ମିଳୁନାହାନ୍ତି। ତେଣୁ ଅନ୍ୟ ଦେଶଗୁଡ଼ିକରୁ ଲୋକଙ୍କୁ ଆଣି ଫିନ୍ଲାଣ୍ଡରେ ବସତି ସ୍ଥାପନର…
୨ କୋଟି କ୍ଷତିପୂରଣ ଦେବେ ଦେବେଗୌଡ଼ା
ବେଙ୍ଗାଲୁରୁ, ୨୩ା୬: ଏକ କମ୍ପାନୀକୁ ବଦନାମ କଲା ଭଳି ମନ୍ତବ୍ୟ ଦେଇଥିବାରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍. ଡି. ଦେବେଗୌଡ଼ା ୨ କୋଟି ଟଙ୍କା କ୍ଷତିପୂରଣ ରାଶି ଦେବେ ବୋଲି ବେଙ୍ଗାଲୁରୁର ଏକ କୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଦେବେଗୌଡ଼ା ୨୦୧୧ରେ…
ସବୁ ରେକର୍ଡ ଭାଙ୍ଗିଲା: ଦିନକରେ କରୋନା ନେଲା ୪୬ ଜୀବନ
ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୬ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୧୭ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟରେ ମୃତ ୪୬ କରୋନା ଆକ୍ରାନ୍ତଙ୍କ…
ଭିତିରି କଥା କହିଲେନି
ନୂଆଦିଲ୍ଲୀ,୨୩ା୬: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍ସିପି) ସୁପ୍ରିମୋ ଶରଦ ପାଓ୍ବାରଙ୍କ ଘରେ ବିରୋଧୀଙ୍କ ବୈଠକକୁ ଭାଜପାକୁ ଚ୍ୟାଲେଞ୍ଜ ଦେବା ପ୍ରକ୍ରିୟାର ଆରମ୍ଭ ବୋଲି ରାଜନୈତିକ ବିଶ୍ଳେଷକମାନେ କହୁଥିବାବେଳେ ସମ୍ଭାବ୍ୟ ତୃତୀୟ ସାମ୍ମୁଖ୍ୟ ଗଠନ ଆଲୋଚନାକୁ ବିରୋଧୀ ଖଣ୍ଡନ କରିଛନ୍ତି। ଏଭଳି କୌଣସି…
ରାଜ୍ୟରେ ପୁଣି ବଢିଲା ସଂକ୍ରମଣ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୪୫୬କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କାଲି କମ୍ ଥବବାବେଳେ ଆଜି ପୁଣି ହଠାତ୍ ବଢିଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ…
ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର
ଭୁବନେଶ୍ୱର, ୨୩ା୬(ବ୍ୟୁରୋ): କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଏବଂ କାଉନ୍ସିଲ ଫର୍ ଦି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେଶନ (ସିଆଇଏସ୍ସିଇ) ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟାରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବାକୁ ମଙ୍ଗଳବାର…
Archives


