ସିଏମ୍ସି ପାଇଁ କୋହଳ ନିୟମ
କଟକ ଅଫିସ,୨୩ା୬:ମୋଟର ଯାନ ଆଇନ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଛି କଟକ ମହାନଗର ନିଗମ( ସିଏମ୍ସି)। ସିଏମ୍ସି ପକ୍ଷରୁ ଚାଲୁଥିବା ଆମ୍ବୁଲାନ୍ସ ଦୀର୍ଘ ୯ବର୍ଷ ହେବ ଫିଟନେସ୍ ସାର୍ଟିଫିକେଟ ବିନା ଚାଲୁଛି। ଏପରି କି ଉକ୍ତ ଗାଡ଼ିର ପ୍ରପଲ୍ୟୁଶନ ଅଣ୍ଡର କଣ୍ଟ୍ରୋଲ(ପିୟୁସି)…
ମହିଳା ଉଦ୍ୟୋଗୀଙ୍କ ପାଇଁ ଋଣ ଉପରେ ୫% ସୁଧ ଛାଡ଼ ହେବ
ଭୁବନେଶ୍ୱର,୨୩ା୬(ବ୍ୟୁରୋ): କୋଭିଡ୍-୧୯ ମହାମାରୀରେ ଗୁରୁତର ଭାବେ ପ୍ରଭାବିତ ହୋଇଥିବା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍ଏସ୍ଏମ୍ଇ) ଉପରୁ ରାଜ୍ୟ ସରକାର ଋଣ ଭାର କମ୍ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ଏମ୍ଏସ୍ଏମ୍ଇ ବିଭାଗ ପକ୍ଷରୁ ଗାଇଡ୍ଲାଇନ ଜାରି କରାଯାଇଛି। ଏମରଜେନ୍ସି…
ଚାଷୀ ନ ଥାଇ ଧାନ କିଣା
ଯାଜପୁର ଅଫିସ,୨୩ା୬:୨୦୨୦-୨୧ରେ ଧାନ ସଂଗ୍ରହରେ ଘୋର ଅନିୟମିତତା ହୋଇଛି। ଏଥିରେ ଯାଜପୁର, ବରଗଡ଼, ଭଦ୍ରକ, ଗଞ୍ଜାମ, ନୂଆପଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାର ୩୩ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଡବ୍ଲ୍ୟୁଏସ୍ଏଚଜି) ୪୬୬୧.୨୨ କୁଇଣ୍ଟାଲ ଧାନ ଦୁର୍ନୀତି କରିଛନ୍ତି। ଚାଷୀଙ୍କଠାରୁ ଧାନ ସଂଗ୍ରହ…
ଜାତୀୟତାବାଦର ପଥପ୍ରଦର୍ଶକ-ଶ୍ୟାମାପ୍ରସାଦ
ସ୍ବାଧୀନତା ପରଠାରୁ ଭାରତୀୟ ଜାତୀୟତାବାଦର ଭାବନା ଉଦ୍ରେକ କରିବା, ଜାତୀୟ ଅଖଣ୍ଡତା ବଜାୟ ରଖିବା, ଦେଶରେ ଏକ ଦୃଢ଼ ରାଜନୈତିକ ବିକଳ୍ପର ବୀଜବପନ କରିବାରେ ଯାହାଙ୍କ ନାମ ସର୍ବାଗ୍ରେ ଆସେ, ସେ ହେଉଛନ୍ତି ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀ। ସ୍ବାଧୀନତା ପରେ ଯଦିଓ…
୧୯ ମାଛ ୧୮.୬୫ ଲକ୍ଷ
ପାରାଦୀପ,୨୩ା୬(ସ୍ବ.ପ୍ର.): ପାରାଦୀପ ନିକଟ ସମୁଦ୍ରରୁ ମଙ୍ଗଳବାର ୧୯ଟି ତେଲିଆ ବୋରେଇ ମାଛ ମିଳିଛି। ସେଗୁଡିକ ମଧ୍ୟରେ ୪ଟି ମାଛ ୩୦ କିଲୋ ଓଜନର ହୋଇଥିବା ବେଳେ ବାକିଗୁଡ଼ିକର ଓଜନ ୨୦ରୁ ୨୨ କିଲୋମଧ୍ୟରେ ରହିଛି। ନୂଆବଜାର ନୋଳିଆ ବସ୍ତିର ଦଙ୍ଗଲ ରାଜୁ…
ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ
ଭୁବନେଶ୍ୱର,୨୩ା୬(ବ୍ୟୁରୋ): ୨୦୨୨ ମାର୍ଚ୍ଚ ୧୦ରେ ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ମାତ୍ର ଏ ପର୍ଯ୍ୟନ୍ତ ରାଜ୍ୟ ସରକାର ଓ୍ବାର୍ଡ ପୁନର୍ଗଠନ ଓ ସ୍ଥାନ ସଂରକ୍ଷଣ କାର୍ଯ୍ୟ ଆରମ୍ଭ କରିନାହାନ୍ତି। ପୌର ନିର୍ବାଚନ ଭଳି ପଞ୍ଚାୟତ ନିର୍ବାଚନ ମଧ୍ୟ ବିଳମ୍ବ…
୩୫୦ ବଲ୍ ଖେଳି ସବୁଠୁ ଧିମା ଅର୍ଦ୍ଧଶତକ ମାରିଥିଲେ ଏହି କ୍ରିକେଟର, ଆଜିଯାଏ ଭାଙ୍ଗିନି ରେକର୍ଡ
ନୂଆଦିଲ୍ଲୀ,୨୩।୬: କ୍ରିକେଟର ତିନି ଫର୍ମାଟ ଭିତରୁ ଟେଷ୍ଟ ହେଉଛି ସବୁଠାରୁ ଲମ୍ବା ଏବଂ ପୁରୁଣା। ଏହି ଫର୍ମାଟରେ ସଂଯମତା ରଖି କ୍ରିକେଟରକୁ ବ୍ୟାଟିଂ କରିବାକୁ ପଡ଼ିଥାଏ। ହେଲେ କିଛି ଖେଳାଳି ବହୁତ ଧିର ଖେଳନ୍ତି। ସେଭଳି କିଛି ଖେଳାଳି ଅଛନ୍ତି ଯେଉଁମାନେ…
ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର
ଭୁବନେଶ୍ୱର,୨୩।୬(ବ୍ୟୁରୋ)କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଏବଂ କାଉନ୍ସିଲ ଫର୍ ଦି ଇଣ୍ଡିଆନ୍ ସ୍କୁଲ ସାର୍ଟିଫିକେଟ୍ ଏକ୍ଜାମିନେଶନ (ସିଆଇଏସ୍ସିଇ) ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟାରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବାକୁ ମଙ୍ଗଳବାର ମନା କରିଦେଇଛନ୍ତି।…
କିପରି ଚିହ୍ନିବେ ଭଲ ସାଙ୍ଗଙ୍କୁ
କୌଣସି ମଣିଷଙ୍କୁ ଚିହ୍ନିବା ସବୁଠାରୁ କଷ୍ଟକର। ସମସ୍ତଙ୍କ ମଧ୍ୟରେ ଯଦି କଥା ବନ୍ଧୁଙ୍କୁ ଚିହ୍ନିବାରେ ଆସେ, ତେବେ ତାହା ଅଧିକ ଗମ୍ଭୀର ହୋଇଥାଏ। ଅନେକ ସମୟର ପ୍ରିୟ ସାଙ୍ଗ ହିଁ ବିପଦରେ ପକାଇଥାନ୍ତି। ଆଉ ଏପରି କିଛି ଘଟଣା ଆପଣଙ୍କୁ ସାଙ୍ଗମାନଙ୍କ…
ଅଶ୍ୱିନ୍ ଆଉଟ୍ ହେବାପରେ ଏମିତି କହିଦେଲେ ସ୍ତ୍ରୀ
ସାଉଥାମ୍ପଟନ୍,୨୩।୬:ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି ଫାଇନାଲ)ର ଫାଇନାଲ ସାଉଥାମ୍ପଟନ୍ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। କିନ୍ତୁ ସାଉଥାମ୍ପଟନରେ ବର୍ଷା ଲାଗି ରହିଥିବାରୁ ମ୍ୟାଚ୍ରେ ବାଧାପ୍ରାପ୍ତ ହୋଇଛି। ଡବ୍ଲୁଟିସି ଫାଇନାଲ ହେବାର ଚାରି ଦିନ ବିତିଗଲାଣି। ଏଥିରୁ ପ୍ରଥମ ଏବଂ…
ଧରାପଡ଼ିଲା ଗୁଗୁଲ୍ ପେ’ରେ ଲୁଟୁଥିବା ଲୁଟେରା
ଝାରସୁଗୁଡ଼ା ଅଫିସ,୨୨ା୬: ଝାରସୁଗୁଡ଼ା ଜିଲା ପୋଲିସ ଏକ ଆନ୍ତଃ ଜିଲା ସାଇବର କ୍ରାଇମ୍ ଉପରୁ ରହସ୍ୟ ଉଠାଇଛି। ଏଥିରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ ନୟାଗଡ଼ ଜିଲାରୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛି। ସେ ହେଲେ ନୟାଗଡ଼ ଜିଲା ବୈଦେଶ୍ୱର…
କୋଭିଡ୍ ନିୟମ ଭୁଲି ନାଚିଲେ ଭାଜପା ଏମ୍ପି
ଜୟପୁର,୨୨।୬: ଦେଶରେ କରୋନା ସଂକ୍ରମଣ ହାର ହ୍ରାସ ପାଉଛି। ହେଲେ ଏବେ ମଧ୍ୟ ବିଭିନ୍ନ ରାଜ୍ୟରେ କଟକଣା ବଳବତ୍ତର ରହିଛି। କିନ୍ତୁ କଟକଣାକୁ ଖାତିର କରୁ ନାହାନ୍ତି ରାଜନେତା। ଏହାର ଜ୍ୱଳନ୍ତ ଉଦ୍ହାରଣ ଦେଖିବାକୁ ମିଳିଛି ରାଜସ୍ଥାନର ସଓ୍ବାଇ ମାଧପୁର ଜିଲା…
Archives


