Home Left

ବିବାହରେ ବିଳମ୍ବ ଯୋଗୁ ହାତ କାଟିଲେ ପ୍ରେମିକା

ଖଇରା, ୨୨।୬: ବିବାହ କରିବାରେ ବିଳମ୍ବ କରୁଥିଲେ ପ୍ରେମିକ। ଆଉ ଘର ଲୋକ ଅନ୍ୟତ୍ର ବିବାହ ପାଇଁ ଚାପ ପକାଉଥିଲେ। ଏଥିଯୋଗୁ ମାନସିକ ଭାରସାମ୍ୟ ହରାଇ ଆମତ୍ହତ୍ୟା ଉଦ୍ୟମ କରିଛନ୍ତି ଜଣେ ଯୁବତୀ। ବାଲେଶ୍ୱର ଜିଲା ଖଇରା ଥାନା ବର୍ତ୍ତନା ପଞ୍ଚାୟତ…

୨ ଉଇକେଟ ଦୂରରେ ଅଶ୍ୱିନ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ରେ ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହେବା ପାଇଁ ଭାରତର ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କୁ ଦରକାର ଆଉ ମାତ୍ର ଦୁଇ ଉଇକେଟ। ଡବ୍ଲ୍ୟୁଟିସିରେ ସର୍ବାଧିକ ଉଇକେଟ ହାସଲ କରିଥିବା ବୋଲରଙ୍କ ତାଲିକାରେ ୭୦…

ଫିଲ୍ମର ଉଲଗ୍ନ ଦୃଶ୍ୟ ଯୋଗୁ ରାତି ସାରା କାନ୍ଦୁଥିଲେ ଏହି ଅଭିନେତ୍ରୀ, ଶୁଟିଂ ବେଳେ କେବଳ ରହୁଥିଲେ ନିର୍ଦ୍ଦେଶକ

ବମ୍ବେ: ଅଭିନେତ୍ରୀ ସୀମା ବିଶ୍ୱାସ ବଣ୍ଡିତ୍‌ କୁଇନ୍‌ ନାମରେ ଖ୍ୟାତ। ଫୁଲନ ଦେବୀଙ୍କ ବାସ୍ତବ ଜୀବନ ଉପରେ ଆଧାରିତ ଫିଲ୍ମରେ ସେ ନଜର ଆସିଥିଲେ। ଫିଲ୍ମରେ ଜଣେ ସାଧାରଣ ଯୁବତୀଙ୍କ ଉପରେ କିଭଳି ଅତ୍ୟାଚାର ହେଉଛି, ପ୍ରତିଶୋଧ ପରାୟଣ ହୋଇ ସେ…

ଗର୍ଲଫ୍ରେଣ୍ଡ ପାଇଁ ସୋନୁଙ୍କୁ ଆଇଫୋନ୍‌ ମାଗିଲେ ଯୁବକ

ନୂଆଦିଲ୍ଲୀ,୨୨।୬: କରୋନା ମହାମାରୀରେ ସାଧାରଣ ଲୋକଙ୍କୁ ସାହାଯ୍ୟ କରି ଆସୁଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦଙ୍କୁ ଗର୍ଲଫ୍ରେଣ୍ଡଙ୍କ ପାଇଁ ଆଇଫୋନ ମାଗିଛନ୍ତି ଜଣେ ଯୁବକ। ଏହାର ଜବାବରେ ଭଲିଉଡ୍‌ ଅଭିନେତା ଦେଇଥିବା ମଜାଳିଆ ରିପ୍ଲେ ଏବେ ୟୁଜରଙ୍କୁ ପସନ୍ଦ ଆସୁଛି। ”…

ସିଙ୍ଗାପୁରରେ ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ୩୦ ବର୍ଷ ଜେଲ୍‌

ସିଙ୍ଗାପୁର,୨୨।୬: ୪୧ ବର୍ଷୀୟା ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ସିଙ୍ଗାପୁରରେ ୩୦ ବର୍ଷ ଜେଲ୍‌ ଦଣ୍ଡରେ ଦଣ୍ଡିତ କରାଯାଇଛି। ଘରୋଇ ସହାୟକଙ୍କ ଉପରେ ୧୪ ମାସ ଧରି ନିର୍ଯାତନା ଦେବା ସହ ହତ୍ୟା ମାମଲାରେ ସିଙ୍ଗାପୁରର ଏକ କୋର୍ଟ ଏହି ଦଣ୍ଡରେ ଦଣ୍ଡିତ…

କରୋନା ମହାମାରୀ ଭୟ ଶୂନ: ଚାଇନାରେ ପାଳନ କରାଯାଉଛି ‘କୁକୁର ମାଂସ ଉତ୍ସବ’; ହଜାର ହଜାର…

ସାରା ବିଶ୍ୱ ମହାମାରୀ କରୋନା ସହ ଲଢ଼ୁଥିବା ବେଳେ ଏବେ ତୃତୀୟ ଲହର ପାଇଁ ଚେତାବନୀ ଦିଆଯାଇଛି। ଏଭଳି ସଙ୍କଟମୟ ପରିସ୍ଥିତିରେ ଲୋକଙ୍କୁ ପହଞ୍ଚାଇବା ପଛରେ ଚାଇନା ଥିବା ଅଭିଯୋଗ ହେଉଥିବା ବେଳେ ସେ ମଧ୍ୟ ଏଥିରୁ ବର୍ତ୍ତିପାରି ନାହିଁ। ଏସବୁ…

ପାକିସ୍ତାନର ବ୍ୟାଟିଂ କୋଚ୍‌ ପଦରୁ ହଟିଲେ ପୂର୍ବତନ ଅଧିନାୟକ

କରାଚୀ,୨୨।୬: ପୂର୍ବତନ ଅଧିନାୟକ ୟୁନିସ ଖାନ ପାକିସ୍ତାନ ଦଳର ବ୍ୟାଟିଂ କୋଚ୍‌ ପଦରୁ ଓହରି ଯାଇଛନ୍ତି। ତାଙ୍କର ଏଭଳି ନିଷ୍ପତ୍ତି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)କୁ ଚମକାଇ ଦେଇଛି। ତେବେ ବ୍ୟାଟିଂ କୋଚ୍‌ ପଦରୁ ହଟିବାର କାରଣ ୟୁନିସ କିମ୍ବା ପିସିବି…

ଭାରତୀୟ ପେସରଙ୍କ ନାମରେ ପ୍ରଥମ ସେସନ

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ୫ମ ଦିନରେ ପ୍ରଥମ ସେସନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ପେସରଙ୍କ ନାମରେ ରହିଛି। ଖେଳ ଆରମ୍ଭ ହେବାର ପ୍ରଥମ ଘଣ୍ଟା ନ୍ୟୁଜିଲାଣ୍ଡର ଅଧିନାୟକ କେନ ଓ୍ବିଲିୟମସନ ଓ ରସ ଟେଲର ବେଶ୍‌ ଧୈର୍ଯ୍ୟର…

ଗୌହରଙ୍କଠାରୁ କରନ୍‌ ସିଂହ ଗ୍ରୋଭର: ସର୍ବସମ୍ମୁଖରେ ଚାପୁଡ଼ା ଖାଇଛନ୍ତି ଏସବୁ କଳାକାର; କାରଣ ଜାଣିଲେ…

ବମ୍ବେ: ବଲିଉଡ୍‌ କଳାକାରଙ୍କ ପରି ଟେଲି କଳାକାରମାନେ ନିଜର ଅଭିନୟ ସାଙ୍ଗକୁ ବ୍ୟକ୍ତିଗତ ଜୀବନକୁ ନେଇ ଥାଆନ୍ତି ଚର୍ଚ୍ଚାରେ। ପ୍ରଶଂସକମାନେ ମଧ୍ୟ ସେମାନଙ୍କ ଜୀବନର ଛୋଟବଡ଼ କଥା ପଛର ରହସ୍ୟକୁ ଜାଣିବାକୁ ଚାହିଁ ରହିଥାନ୍ତି। ସେଭଳି ଏକ ଚର୍ଚ୍ଚିତ ଘଟଣା ହେଲା…

ଟିମ୍‌ ଇଣ୍ଡିଆକୁ ବ୍ରେକଥ୍ରୁ ଦେଲେ ଶାମି

ସାଉଥାମ୍ପଟନ,୨୨।୬: ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ୫ମ ଦିନରେ ପ୍ରଥମ ସେସନରେ ଟିମ୍‌ ଇଣ୍ଡିଆକୁ ମହମ୍ମଦ ଶାମି ଆଣି ଦେଇଛନ୍ତି ବଡ଼ ବ୍ରେକଥ୍ରୁ। କ୍ରିଜରେ ଜମି ଆସୁଥିବା ନ୍ୟୁଜିଲାଣ୍ଡର ବରିଷ୍ଠ ବ୍ୟାଟ୍ସମ୍ୟାନ ରସ ଟେଲର(୧୧)ଙ୍କୁ ପ୍ୟାଭିଲିଅନ ଫେରିବାକୁ ପଡ଼ିଛି। ୬୪…

ଅନ୍‌ସ୍କ୍ରିନ ଦିଅରଙ୍କ ପ୍ରେମରେ ପଡ଼ିଛନ୍ତି ଐଶ୍ୱର୍ଯ୍ୟା; ସରିଲାଣି ନିର୍ବନ୍ଧ

ବମ୍ବେ: ଅନେକ କଳାକାର ଏଭଳି ଅଛନ୍ତି ଯେଉଁମାନେ ଅଭିନୟ କରୁ କରୁ ସତସତିକା ପ୍ରେମରେ ପଡ଼ିଛନ୍ତି। ପରଦାରେ ଚରିତ୍ର ଥାଏ ଭିନ୍ନ। ହେଲେ ଅସଲ ଜୀବନରେ ସେ ହୋଇଥାନ୍ତି ସାଥୀ। ଟେଲିପରଦାର ଲୋକପ୍ରିୟ ଧାରାବାହିକ ‘ଗୁମ ହୈ କିସି କେ ପ୍ୟାର…

କାହିଁକି ନାମରେ ଅଛି ଦୁଇଥର ‘ଏନ୍‌’ ଆଉ ‘ଆର୍‌’; ଅଭିନେତା କହିଲେ…

ବମ୍ବେ: ନିଜର ନିଖୁଣ ଅଭିନୟ ଦ୍ୱାରା ବଲିଉଡ୍‌ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଅଭିନେତା ଆୟୁଷ୍ମାନ ଖୁରାନ୍ନା। ସେ ସର୍ବଦା ନିଜର ସଫଳତାର ଶ୍ରେୟ ଦେଇଥାନ୍ତି ପିତାଙ୍କୁ। ବିଶ୍ୱ ପିତୃ ଦିବସ ଅବସରରେ ବାପାଙ୍କର ଏକ ଫଟୋ ଶେୟାର କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri