Home Left

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି। ଯଦି ଆପଣ ପାନ-ଆଧାର ଲିଙ୍କିଂ, ଆଇଟିଆର୍‌ ଫାଇଲିଂ, ଆଡଭାନ୍ସ ଟ୍ୟାକ୍ସ, ଆଇଟିଆର୍‌ ରିଟର୍ନ କିମ୍ବା…

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ ପକାଇ ଆଗକୁ ବଢ଼ିବାକୁ ଚେଷ୍ଟା କରୁଛନ୍ତି। ଚାଇନା ନାଗରିକଙ୍କ ପାଇଁ ପର୍ଯ୍ୟଟନ ଭିସା ପୁନଃଆରମ୍ଭ…

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି। ଏହା ପଛରେ କାରଣ ଜାଣିଲେ ଆପଣଙ୍କ ରକ୍ତ ମଧ୍ୟ ଫୁଟି ଉଠିବ। ଇଣ୍ଟରନେଟ ବ୍ୟବହାରକାରୀମାନେ…

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ଘୋଷଣା କରାଯାଇଛି। ଏମ୍ଭି-୨୬ ଓ ରାଖେଲଗୁଡ଼ା…

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଜଣେ ମୁଖ୍ୟ ଅଭିଯୁକ୍ତ ଫେରାର ଥିବା ନେଇ ସୋମବାର…

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ ଘର, ଗାଡ଼ି ଭଙ୍ଗାରୁଜା ସହ ନିଆଁ ଲଗାଇ ଦେଇଛନ୍ତି। ପୋଲିସ ଉପସ୍ଥିତ ସତ୍ତ୍ବେ ପୁରୁଷ,…

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା ନେଇ ନୂଆଗାଁ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ପାଇ ନୂଆଗାଁ ଥାନା ପୋଲିସ…

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା ଏହି ଫଳ ବଜାରରେ ନିଆଁ ଲାଗି ହୁତୁହୁତୁ ହୋଇ ଜଳିଯାଇଛି ୫୦ରୁ ଊର୍ଦ୍ଧ୍ବ ଫଳ…

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ ଦର୍ଶକଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା। ଏକ ଖବରଦାତା ସମ୍ମିଳନୀ କରି ଟିମ ଇଣ୍ଡିଆ…

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ ସାମ୍ବାଦିକ ସମ୍ମିଳନୀରେ ସେ ପ୍ରଶ୍ନ କରିଥିଲେ, ‘ଯଦି ଭାଜପା ନେତାଜୀ ସୁଭାଷ ଚନ୍ଦ୍ର ବୋଷ,…

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ ରବିବାର ବିବାହ ଭାଙ୍ଗିବା ସମ୍ପର୍କରେ ଇନଷ୍ଟାଗ୍ରାମରେ ପୋଷ୍ଟ କରି ଆନୁଷ୍ଠାନିକ ଭାବରେ ଘୋଷଣା କରିଛନ୍ତି।…

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ ଛାତ୍ରଙ୍କୁ ଛୁରାମାଡ଼ ହୋଇ ସେ ଗୁରୁତର ହୋଇଛନ୍ତି। ଗୁରୁତ୍ୱର ଛାତ୍ର ଜଣକ ହେଲେ ଯୁକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri